ଖ୍ରୀଷ୍ଟଙ୍କୁ ଜାଣିବାର ପରୀକ୍ଷା

1.

2. ଯୀଶୁ ହେଉଛନ୍ତି ପଥ ଓ ଆମ୍ଭର ସବୁ ପାପ ବହିନିଅନ୍ତି। କବଳେ ଆମ୍ଭମାନଙ୍କ ନୁହେଁ, ମାତ୍ର ସମସ୍ତ ଜଗତର ପାପ ମଧ୍ଯ ସେ ବହିନିଅନ୍ତି।

ତାଙ୍କୁ ଜାଣିବାର ପରୀକ୍ଷା

3.

4. ଯଦି କିଏ କୁ ହେ, ମୁଁ ପରମେଶ୍ବରଙ୍କୁ ଜାଣେ, କିନ୍ତୁ ତାହାଙ୍କ ଆଜ୍ଞା ପାଳନ କରେ ନାହିଁ, ତବେେ ସେ ଜଣେ ମିଥ୍ଯାବାଦୀ। ତାହାଙ୍କଠା ରେ ସତ୍ଯ ନାହିଁ।

5. ଯେଉଁ ବ୍ଯକ୍ତି ପରମେଶ୍ବରଙ୍କ ଶିକ୍ଷା ପାଳନ କରେ, ତା'ଠା ରେ ପରମେଶ୍ବରଙ୍କ ପ୍ ରମରେ ଉଦ୍ଦେଶ୍ଯ ସାଧିତ ହାଇେଛି। ଏହିଭଳି ଭାବେ ଆମ୍ଭମାନେେ ପରମେଶ୍ବରଙ୍କର ଅନୁଗମନ କରୁଛୁ ବୋଲି ଜାଣିପାରିବା।

6. ପରମେଶ୍ବରଙ୍କ ସହ ଜୀବନଯାପନ କରୁଛୁ ବୋଲି ଦାବି କରୁଥିବା ବ୍ଯକ୍ତି ଯୀଶୁଙ୍କ ଭଳି ଜୀବନଯାପନ କରିବା ଉଚିତ।

7. ପ୍ରିୟ ବନ୍ଧୁଗଣ !ମୁଁ ତୁମ୍ଭମାନଙ୍କ ନିକଟକୁ କୌଣସି ନୂତନ ଆଜ୍ଞା ବିଷୟ ରେ ଲେଖୁ ନାହିଁ, ମାତ୍ର ଏହା ସହେି ପୁରାତନ ଆଜ୍ଞା, ଯାହା ଆରମ୍ଭରୁ ତୁମ୍ଭମାନେେ ପାଇଅଛ। ଯେଉଁ ଶିକ୍ଷା ତୁମ୍ଭମାନେେ ଶୁଣିଅଛ, ତାହାହିଁ ସହେି ଆଜ୍ଞା।

8. ପୁନଶ୍ଚ ମୁଁ ତୁମ୍ଭମାନଙ୍କୁ ଆଉ ଗୋଟିଏ ନୂତନ ଆଜ୍ଞା ବିଷୟ ରେ ଲେଖୁଛି, ଏହାର ସତ୍ଯତା ଯୀଶୁଙ୍କଠା ରେ ଓ ତୁମ୍ଭମାନଙ୍କ ଜୀବନ ରେ ମଧ୍ଯ ଦେଖିପାରିବ। କାରଣ ଅନ୍ଧକାର ଘୁଞ୍ଚି ଯାଉଅଛି ଓ ସତ୍ଯ ଜ୍ଯୋତିଃ ପ୍ରକାଶିତ ହେଲାଣି।

9. ଯେଉଁ ଲୋକ ଆଲୋକରେ ଅଛି ବୋଲି କୁ ହେ କିନ୍ତୁ ନିଜ ଭାଇକୁ ଘୃଣା କରେ, ତବେେ ସେ ଏପର୍ୟ୍ଯନ୍ତ ଅନ୍ଧକାର ରେ ରହିଛି।

10. ନିଜ ଭାଇକୁ ପ୍ ରମେ କରୁଥିବା ବ୍ଯକ୍ତି ଆଲୋକରେ ବାସ କରୁଥାଏ ଏବଂ ତା'ଠା ରେ ଭୁଲ କାମ କରିବାର କୌଣସି କାରଣ ନ ଥାଏ।

11. କିନ୍ତୁ ନିଜ ଭାଇକୁ ଘୃଣା କରୁଥିବା ବ୍ଯକ୍ତି ଅନ୍ଧକାର ରେ ଥାଏ। ସେ ଅନ୍ଧକାର ରେ ବାସ କରେ। ସେ କେଉଁଆଡ଼େ ଯାଏ, ନିଜେ ଜାଣିପା ରେ ନାହିଁ ; କାରଣ ଅନ୍ଧକାର ତାକୁ ଅନ୍ଧ କରଦେଇେଥାଏ।

ସେମାନଙ୍କର ଆଧ୍ୟାତ୍ମିକ ଅବସ୍ଥା

12.

13. ପିତାମାନେ ! ଯେ ଆଦ୍ଯରୁ ଅଛନ୍ତି, ତୁମ୍ଭମାନେେ ତାହାଙ୍କୁ ଆରମ୍ଭରୁ ଜାଣିଥିବାରୁ ମୁଁ ତୁମ୍ଭମାନଙ୍କୁ ଲେଖୁଛି। ୟୁବକମାନେ ! ତୁମ୍ଭମାନେେ ପାପାତ୍ମାକୁ ପରାଜିତ କରିଥିବାରୁ ମୁଁ ତୁମ୍ଭମାନଙ୍କୁ ଲେଖୁଛି।

14. ପିଲାମାନେ ! ତୁମ୍ଭମାନେେ ପରମ ପିତାଙ୍କୁ ଚିହ୍ନିସାରିଥିବାରୁ ମୁଁ ତୁମ୍ଭମାନଙ୍କୁ ଲେଖୁଛି। ପିତାମାନେ ! ସେ ଆଦ୍ଯରୁ ଅଛନ୍ତି ବୋଲି ତୁମ୍ଭମାନେେ ଜାଣିଥିବାରୁ ମୁଁ ତୁମ୍ଭମାନଙ୍କୁ ଲେଖୁଛି। ୟୁବକମାନେ ! ତୁମ୍ଭମାନେେ ବଳବାନ ଏବଂ ପରମେଶ୍ବରଙ୍କ ବାକ୍ଯ ତୁମ୍ଭମାନଙ୍କଠା ରେ ଅଛି, ଓ ତୁମ୍ଭମାନେେ ସହେି ପାପାତ୍ମାକୁ ପରାଜିତ କରିଥିବାରୁ ମୁଁ ତୁମ୍ଭମାନଙ୍କୁ ଲେଖୁଛି।

ଦୁନିଆକୁ ଭଲ ପାଅ ନାହିଁ

15.

16. ସଂସାରର ଏହି ବିଷୟଗୁଡ଼ିକ ମନ୍ଦ ଅଟେ। ଯଥା :

17. ସଂସାର କ୍ଷୟ ପାଉଅଛି। ଏଥିସହିତ ସଂସାର ରେ ଥିବା ବିଷୟଗୁଡ଼ିକ ମଧ୍ଯ କ୍ଷୟ ପାଉଅଛି। ମାତ୍ର ଯେ କହେି ପରମେଶ୍ବରଙ୍କ ଇଚ୍ଛା ପାଳନ କରେ, ସେ ଅନନ୍ତକାଳ ଜୀବିତ ହାଇେ ରହିବ।

ଶେଷ ଘଣ୍ଟାର ପ୍ରତାରଣା

18.

19. ଏହି ଖ୍ରୀଷ୍ଟଙ୍କ ଶତ୍ରୁମାନେ ଆମ୍ଭ ଦଳ ରେ ଥିଲେ, ମାତ୍ର ଆମ୍ଭକୁ ଛାଡ଼ି ଚାଲିଗଲେ। ସମାନେେ ପ୍ରକୃତ ରେ ଆମ୍ଭ ନିଜର ନ ଥିଲେ। ଯଦି ସମାନେେ ଆମ୍ଭ ନିଜର ହାଇେଥାନ୍ତେ, ତବେେ ସମାନେେ ଆମ୍ଭ ସହିତ ରହିଥାନ୍ତେ। ସମାନେେ ଆମ୍ଭକୁ ଛାଡ଼ି ଚାଲିଗଲେ ତେଣୁ, ଏହା ସ୍ପଷ୍ଟ ରୂପେ ପ୍ରକାଶ ପାଇଲା ଯେ, ସମାନେେ ପ୍ରକୃତ ରେ ଆମ୍ଭର ନୁହଁନ୍ତି।

20. ଆଉ ତୁମ୍ଭମାନେେ ସହେି ପବିତ୍ର ବ୍ଯକ୍ତିଙ୍କଠାରୁ ଦାନ343 ପାଇଥିବାରୁ, ତୁମ୍ଭେ ସମସ୍ତେ ସତ୍ଯକୁ ଜାଣିଛ।

21. ମୁଁ ତୁମ୍ଭମାନଙ୍କ ପାଖକୁ ଲେଖିବାର କାରଣ କ'ଣ ? ତୁମ୍ଭେ ସତ୍ଯକୁ ଜାଣି ନାହଁ ବୋଲି କ'ଣ ମୁଁ ଏହା ଲେଖୁଛି ? ନା, ତୁମ୍ଭେ ଏହି ସତ୍ଯ ଜାଣିଥିବାରୁ ମୁଁ ଏହି ପତ୍ର ଲେଖୁଅଛି। ତୁମ୍ଭେ ମଧ୍ଯ ଜାଣିଛ ସତ୍ଯରୁ କବେେ ହେଲେ କୌଣସି ମିଥ୍ଯା ଉତ୍ପନ୍ନ ହୁଏ ନାହିଁ।

22. ତବେେ ମିଥ୍ଯାବାଦୀ କିଏ ? ଯୀଶୁ ଯେ ଖ୍ରୀଷ୍ଟ ଅଟନ୍ତି, ଏହା ଯେ ଅସ୍ବୀକାର କରେ, ସେ ହେଉଛି ମିଥ୍ଯାବାଦୀ। ସେ ଖ୍ରୀଷ୍ଟଙ୍କର ଶତ୍ରୁ। ସେ ପରମ ପିତା ଓ ପୁତ୍ର ଦୁହିଁଙ୍କୁ ଅସ୍ବୀକାର କରେ।

23. ଯେଉଁ ବ୍ଯକ୍ତି ପୁତ୍ରକୁ ବିଶ୍ବାସ କରେ ନାହିଁ, ପିତା ତାହାଙ୍କଠା ରେ ବାସ କରନ୍ତି ନାହିଁ। ଯେଉଁ ବ୍ଯକ୍ତି ପୁତ୍ରକୁ ଗ୍ରହଣ କରେ, ତାହାଙ୍କଠା ରେ ପିତା ମଧ୍ଯ ଅଛନ୍ତି।

ସତ୍ୟ ତୁମ ଭିତରେ ରୁହ

24.

25. ପୁତ୍ର ଆମ୍ଭମାନଙ୍କୁ ଏହି ଅନନ୍ତ ଜୀବନ ଦବେେ ବୋଲି ପ୍ରତିଜ୍ଞା କରିଛନ୍ତି।

26. ଯେଉଁମାନେ ତୁମ୍ଭମାନଙ୍କୁ ଭୁଲ ପଥରେ କଢ଼ାଇ ନବୋକୁ ଚେଷ୍ଟା କରୁଛନ୍ତି, ସମାନଙ୍କେ ବିଷୟ ରେ ମୁଁ ତୁମ୍ଭମାନଙ୍କୁ ଏହି କଥା ଲେଖୁଛି।

27. ଖ୍ରୀଷ୍ଟ ତୁମ୍ଭମାନଙ୍କୁ ଏକ ବିଶଷେ ଦାନ ଦଇେଛନ୍ତି, ତାହା ତୁମ୍ଭଠା ରେ ଏପର୍ୟ୍ଯନ୍ତ ଅଛି। ଏଥିପାଇଁ ତୁମ୍ଭର କାହାଠାରୁ ଶିକ୍ଷା ନବୋ ଆବଶ୍ଯକ ନାହିଁ। ମାତ୍ର ତାହାଙ୍କଠାରୁ ପ୍ରାପ୍ତ ସହେି ଦାନ ତୁମ୍ଭକୁ ସମସ୍ତ ବିଷୟ ରେ ଶିକ୍ଷା ଦେଉଛି। ସେ ତୁମ୍ଭକୁ ଦଇେଥିବା ସହେି ଦାନ ସତ୍ଯ ଅଟେ, ମିଥ୍ଯା ନୁହେଁ। ତେଣୁ ତାହାଙ୍କର ସହେି ଦାନର ଶିକ୍ଷାନୁସା ରେ ତୁମ୍ଭମାନେେ ଖ୍ରୀଷ୍ଟଙ୍କଠା ରେ ଆଉ ଜୀବନଯାପନ କର।

ପରମେଶ୍ୱରଙ୍କର ସନ୍ତାନଗଣ

28. ପ୍ରିୟ ପିଲାମାନେ, ତାହାଙ୍କଠା ରେ ରୁହ। ଏହା କଲେ, ଖ୍ରୀଷ୍ଟ ଯେଉଁଦିନ ଆସିବେ ଆମ୍ଭମାନେେ ଭରସାୟୁକ୍ତ ହାଇେ ଭୟ କରିବା ନାହିଁ। ଯେଉଁଦିନ ସେ ଆସିବେ, ସହେିଦିନ ଆମ୍ଭକୁ ଲଜ୍ଜିତ ହବୋକୁ କିମ୍ବା ଆତ୍ମଗୋପନ କରିବାକୁ ପଡ଼ିବ ନାହିଁ।

29. ସେ ଧାର୍ମିକ ବୋଲି ତୁମ୍ଭେ ଜାଣିଛ। ତେଣୁ ତୁମ୍ଭେ ଏହା ମଧ୍ଯ ଜାଣିରଖ ଯେ, ଧର୍ମାଚରଣ କରୁଥିବା ସମସ୍ତ ବ୍ଯକ୍ତି ପରମେଶ୍ବରଙ୍କର ସନ୍ତାନ ଅଟନ୍ତି।

Bibles

Books

Chapters