ଭଗବାନ ଏବଂ ପରସ୍ପରକୁ ପ୍ରେମ
1.
2. ଏହି ପ୍ରକା ରେ ତୁମ୍ଭମାନେେ ପରମେଶ୍ବରଙ୍କର ଆତ୍ମାକୁ ଚିହ୍ନିପାରିବ : ଏକ ଆତ୍ମା କହିବ ଯେ, ମୁଁ ବିଶ୍ବାସ କରେ ଯେ ଯୀଶୁ ହିଁ ଖ୍ରୀଷ୍ଟ ଅଟନ୍ତି ଓ ସେ ଏ ଜଗତକୁ ମନୁଷ୍ଯ ରୂପ ଧାରଣ କରି ଆସିଥିଲେ, ସହେି ଆତ୍ମା ପରମେଶ୍ବରଙ୍କଠାରୁ ଆଗତ।
3. ଅନ୍ୟ ଆତ୍ମା ଯୀଶୁଙ୍କ ବିଷୟ ରେ ଏପରି ସାକ୍ଷ୍ଯ ଦିଅନ୍ତି ନାହିଁ, ସହେି ଆତ୍ମା ପରମେଶ୍ବରଙ୍କଠାରୁ ଆସି ନାହିଁ, ସମାନେେ ଖ୍ରୀଷ୍ଟଙ୍କର ଶତ୍ରୁ। ଖ୍ରୀଷ୍ଟଙ୍କ ଶତ୍ରୁ ଆସିବା ସମ୍ବନ୍ଧ ରେ ତୁମ୍ଭମାନେେ ଶୁଣିଛ ଏବଂ ସେ ବର୍ତ୍ତମାନ ଏହି ସଂସାର ଭିତ ରେ ରହିଛି।
4. ପିଲାମାନେ !ତୁମ୍ଭମାନେେ ପରମେଶ୍ବରଙ୍କର ଅଟ। ସେଥିପାଇଁ ତୁମ୍ଭମାନେେ ସମାନଙ୍କେୁ (ଭଣ୍ଡ ଶିକ୍ଷକମାନଙ୍କୁ) ପରାସ୍ତ କରିଛ କାରଣ ତୁମ୍ଭ ମଧିଅରେ ଯେ ଅଛନ୍ତି, ସେ ଜାଗତିକ ଲୋକମାନଙ୍କଠା ରେ ଥିବା ଶୟତାନଠାରୁ ମଧ୍ଯ ମହାନ୍।
5. ସହେି ଲୋକମାନେ ଜଗତର ଅଟନ୍ତି। ସେଥିପାଇଁ ସମାନଙ୍କେର କଥାଗୁଡ଼ିକ ଜାଗତିକ ଅଟେ। ଏବଂ ଜଗତ ସମାନଙ୍କେ କଥା ଶୁଣେ।
6. କିନ୍ତୁ ଆମ୍ଭେସବୁ ପରମେଶ୍ବରଙ୍କର। ତେଣୁ ପରମେଶ୍ବରଙ୍କୁ ଜାଣିଥିବା ଲୋକ ଆମ୍ଭ କଥା ଶୁଣେ। ଯେଉଁ ଲୋକ ପରମେଶ୍ବରଙ୍କର ନୁହେଁ, ସେ ଆମ୍ଭ କଥା ଶୁଣେ ନାହିଁ। ଏହିପରି ଭାବରେ ଆମ୍ଭେ ସତ୍ଯମୟ ଆତ୍ମା ଓ ଲୋକମାନଙ୍କୁ ବିଭ୍ରାନ୍ତ କରୁଥିବା ଆତ୍ମାକୁ ଚିହ୍ନି ପାରିବା।
ପ୍ରେମ ମାଧ୍ୟମରେ ଭଗବାନଙ୍କୁ ଜାଣିବା
7.
8. ଯେଉଁ ଲୋକ ପ୍ ରମେ କରେ ନାହିଁ, ସେ ପରମେଶ୍ବରଙ୍କୁ ଜାଣେ ନାହିଁ, କାରଣ ପରମେଶ୍ବର ତ ପ୍ ରମେ।
9. ଏହିପରି ଭାବରେ ପରମେଶ୍ବର ଆମ୍ଭକୁ ତାହାଙ୍କ ପ୍ ରମେ ଦଖାଇେଛନ୍ତି। ସେ ତାହାଙ୍କର ଏକମାତ୍ର ପୁତ୍ରକୁ ଏ ଜଗତକୁ ପଠାଇଛନ୍ତି। ଯେପରି ଆମ୍ଭେ ତାହାଙ୍କ ମାଧ୍ଯମ ରେ ଜୀବନ ପାଇପାରିବା।
10. ଆମ୍ଭମାନେେ ଯେ ପରମେଶ୍ବରଙ୍କୁ ପ୍ ରମେ କଲୁ, ତାହା ନୁହେଁ, ମାତ୍ର ସେ ଆମ୍ଭମାନଙ୍କୁ ପ୍ ରମେ କଲେ, ଏହା ହେଉଛି ପ୍ରକୃତ ପ୍ ରମେ। ପୁଣି ଆପଣା ପୁତ୍ରଙ୍କୁ ଆମ୍ଭମାନଙ୍କ ପାପର ପ୍ରାୟଶ୍ଚିତ୍ତ ସ୍ବରୂପ କରି ପଠାଇଲେ :
11. ଏହାଦ୍ବାରା ଆମ୍ଭପ୍ରତି ପରମେଶ୍ବରଙ୍କ ମହାନ୍ ପ୍ ରମେ ପ୍ରକାଶ ପାଏ। ତେଣୁ ପ୍ରିୟ ବନ୍ଧୁମାନେ, ଆମ୍ଭମାନେେ ମଧ୍ଯ ପରସ୍ପରକୁ ନିଶ୍ଚୟ ପ୍ ରମେ କରିବା।
ପ୍ରେମ ମାଧ୍ୟମରେ ଭଗବାନଙ୍କୁ ଦେଖିବା
12.
13. ଆମ୍ଭେ ଜାଣୁ ଯେ, ଆମ୍ଭେ ସବୁ ପରମେଶ୍ବରଙ୍କଠା ରେ ରହିଛୁ ଓ ସେ ଆମ୍ଭଠା ରେ ଅଛନ୍ତି। ଆମ୍ଭେ ଏହା ଜାଣୁ, କାରଣ ପରମେଶ୍ବର ଆମ୍ଭମାନଙ୍କୁ ତାଙ୍କର ପବିତ୍ର ଆତ୍ମାଙ୍କୁ ଦଇେଛନ୍ତି।
14. ଆମ୍ଭମାନେେ ଦେଖିଅଛୁ ଯେ ପରମେଶ୍ବର ଜଗତର ଉଦ୍ଧାର ପାଇଁ ଯେ ନିଜର ପୁତ୍ରଙ୍କୁ ପଠାଇଛନ୍ତି, ଆମ୍ଭମାନେେ ଏଥିର ସାକ୍ଷୀ। ବର୍ତ୍ତମାନ ମଧ୍ଯ ଆମ୍ଭେ ସହେି ସାକ୍ଷ୍ଯ ଦେଉଅଛୁ।
15. ଯଦି କହେି ବିଶ୍ବାସ କରେ ଯେ, ଯୀଶୁ ପରମେଶ୍ବରଙ୍କର ପୁତ୍ର ଅଟନ୍ତି, ତବେେ ପରମେଶ୍ବର ତାଠା ରେ ରହନ୍ତି ଓ ସେ ମଧ୍ଯ ପରମେଶ୍ବରଙ୍କଠା ରେ ରହେ।
16. ତେଣୁ ଆମ୍ଭେ ପରମେଶ୍ବରଙ୍କ ପ୍ ରମେକୁ ଜାଣିଛୁ ଓ ତହିଁରେ ଭରସା ରଖିଛୁ।
ପ୍ରେମର ସମ୍ମିଶ୍ରଣ
17.
18. ପ୍ ରମେ ରେ ଭୟ ନ ଥାଏ। ବରଂ ପରମେଶ୍ବର ଦତ୍ତ ସିଦ୍ଧ ପ୍ ରମେ ଭୟକୁ ଦୂର କରିଦିଏ। ଭୟ ସହିତ ଦଣ୍ଡର ସମ୍ପର୍କ ଥାଏ। ତେଣୁ ଯାହାର ଭୟ ଅଛି, ଈଶ୍ବରଙ୍କ ପ୍ ରମେ ତାହାଠା ରେ ସିଦ୍ଧ ହାଇେ ନାହିଁ।
19. ପରମେଶ୍ବର ଆମ୍ଭକୁ ପ୍ରଥମେ ପ୍ ରମେ କରିବାରୁ ଆମ୍ଭମାନେେ ତାହାଙ୍କୁ ପ୍ ରମେ କରିଲୁା
ବିଶ୍ୱାସ ଦ୍ୱାରା ଆଜ୍ଞା
20. ଯଦି କହେି କ ହେ ମୁଁ ପରମେଶ୍ବରଙ୍କୁ ପ୍ ରମେ କରେ, କିନ୍ତୁ ନିଜ ଭାଇକୁ ଘୃଣା କରେ, ତବେେ ସେ ହେଉଛି ମିଥ୍ଯାବାଦୀ, କାରଣ ଯେଉଁ ଲୋକ ତାହାର ଦେଖିଥିବା ଭାଇକୁ ଭଲ ପାଏ ନାହିଁ, ତବେେ ଯେଉଁ ପରମେଶ୍ବରଙ୍କୁ ସେ କବେେ ଦେଖି ନାହିଁ, ତାହାଙ୍କୁ ପ୍ ରମେ କରି ପାରିବ ନାହିଁ।
21. ଏହି ଆଜ୍ଞା ଆମ୍ଭେ ପରମେଶ୍ବରଙ୍କଠାରୁ ପାଇଛୁ ଯେ ଯେକହେି ପରମେଶ୍ବରଙ୍କୁ ପ୍ ରମେ କରେ, ସେ ନିଜ ଭାଇକୁ ମଧ୍ଯ ପ୍ ରମେ କରେ।