ମେଷପାଳକ

1. ତୁମ୍ଭ ଦଳ ରେ ଥିବା ପ୍ରାଚୀନମାନଙ୍କୁ ଏବେ ମାରେ କିଛି କହିବାର ଅଛି। ମୁଁ ମଧ୍ଯ ଜଣେ ପ୍ରାଚୀନ। ମୁଁ ଖ୍ରୀଷ୍ଟଙ୍କର ୟନ୍ତ୍ରଣା ନିଜ ଆଖି ରେ ଦେଖିଛିା ଆମ୍ଭକୁ ଯେଉଁ ମହିମା ଭବିଷ୍ଯତ ରେ ଦଖାଇେ ଦିଆୟିବ, ସେଥି ରେ ମଧ୍ଯ ମୁଁ ଭାଗ ନବେି।

2. ମୁଁ ତୁମ୍ଭକୁ ଅନୁ ରୋଧ କରେ ଯେ, ପରମେଶ୍ବରଙ୍କ ଯେଉଁ ମଷଗେଣର ଦାଯିତ୍ବ ରେ ତୁମ୍ଭେ ରହିଛ, ସହେି ମଷେ ସମୂହର ତୁମ୍ଭେ ଯତ୍ନ ନବୋ ଉଚିତ। ସମାନେେ ପରମେଶ୍ବରଙ୍କ ମଷେପଲ। ତୁମ୍ଭେ ବାଧ୍ଯବାଧକତା ରେ ନୁହେଁ, ମାତ୍ର ସ୍ବଇଚ୍ଛା ରେ ପ୍ରତିପାଳନ କର। ପରମେଶ୍ବର ତାହାହିଁ ଚାହାଁନ୍ତି। ତୁମ୍ଭେ ସବୋ କରିବା ରେ ଆନନ୍ଦ ପାଉଛ ବୋଲି ସପରେି କର, ଧନ ଲୋଭ ରେ ତାହା କର ନାହିଁ।

3. ଯେଉଁମାନଙ୍କର ଦାଯିତ୍ବ ତୁମ୍ଭେ ନଇେଛ, ସମାନଙ୍କେ ପ୍ରତି ନିଷ୍ଠୁର ହୁଅ ନାହିଁ। କିନ୍ତୁ ସମାନଙ୍କେ ନିକଟରେ ଆଦର୍ଶ ସ୍ବରୂପ ହୁଅ।

4. ଯେତବେେଳେ ମୁଖ୍ଯ ମଷେପାଳକ ଆସିବେ, ସେତବେେଳେ ତୁମ୍ଭେ ମୁକୁଟ ପାଇବ। ସହେି ମୁକୁଟଟି ଅତ୍ଯନ୍ତ ଗୌରବମୟ ହାଇେଥିବ ଓ ଏହା କବେେ ହେଲେ ନିଜର ସୌନ୍ଦର୍ୟ୍ଯ ହରାଇବ ନାହିଁ।

ଭଗବାନଙ୍କ ନିକଟରେ ବଶୀଭୂତ ହୁଅ, ଶୟତାନକୁ ପ୍ରତିରୋଧ କର

5.

6. ଅତଏବ ପରମେଶ୍ବରଙ୍କ ବଳିଷ୍ଠ ହାତ ତଳେ ନିଜକୁ ନମ୍ର କର। ତା ହେଲେ ଠିକ୍ ସମୟ ଉପସ୍ଥିତ ହେଲେ ସେ ତୁମ୍ଭକୁ ଉନ୍ନତ କରିବେ।

7. ତୁମ୍ଭର ସମସ୍ତ ଚିନ୍ତା ତାହାଙ୍କ ଉପରେ ରଖ, କାରଣ ସେ ତୁମ୍ଭର ଯତ୍ନ ନିଅନ୍ତି।

8. ନିଜକୁ ସଂୟଜ କର ଓ ସାବଧାନ ରୁହ। ଶୟତାନ ହେଉଛି ତୁମ୍ଭର ଶତ୍ରୁ। ସେ ଗର୍ଜନ କରୁଥିବା ସିଂହ ଭଳି କାହାକୁ ମାରି ଖାଇବା ପାଇଁ ଚାରିଆଡ଼େ ଖାଜେି ବୁଲୁଛି।

9. ଶୟତାନର ଅନୁସରଣ କର ନାହିଁ। ନିଜ ବିଶ୍ବାସ ରେ ଦୃଢ଼ ହାଇେ ରୁହ। ସମଗ୍ର ବିଶ୍ବ ରେ ସର୍ବତ୍ର ତୁମ୍ଭ ଭାଇ ଓ ଭଉଣୀମାନେ ସମାନ ଭାବରେ ତୁମ୍ଭ ଭଳି ଯାତନା ପାଉଛନ୍ତି, ଏ କଥା ତୁମ୍ଭେ ଜାଣ।

10. ତୁମ୍ଭେ ଅଳ୍ପ ସମୟ ପାଇଁ ଯାତନା ପାଇବ। କିନ୍ତୁ ତା'ପରେ ପରମେଶ୍ବର ସବୁ ଠିକ୍ କରି ଦବେେ। ସେ ତୁମ୍ଭକୁ ଶକ୍ତିଶାଳୀ କରିବେ। ସେ ତୁମ୍ଭର ଭାର ବହନ କରିବେ ଓ ପଡ଼ିବା ବେଳେ ତୁମ୍ଭକୁ ଉଠାଇବେ। ସଇେ ପରମେଶ୍ବର ତୁମ୍ଭକୁ ସମସ୍ତ ଅନୁଗ୍ରହ ଦିଅନ୍ତି। ଖ୍ରୀଷ୍ଟ ଯୀଶୁଙ୍କଠା ରେ ତାହାଙ୍କ ମହିମା ରେ ଅଂଶୀଦାର ହବୋ ଲାଗି ସେ ତୁମ୍ଭକୁ ଡ଼ାକି ଅଛନ୍ତି। ସହେି ମହିମା ଅନନ୍ତ କାଳ ଧରି ରହିବ।

11. ସଦାସର୍ବଦା ପାଇଁ ସମସ୍ତ କ୍ଷମତା ତାହାଙ୍କର ଅଟେ, ଆମେନ୍।

ବିଦାୟ ଏବଂ ଶାନ୍ତି

12. ସିଲାନ୍ ସାହାୟ୍ଯ ରେ ମୁଁ ଏହି େଛାଟ ପତ୍ରଟି ଲେଖିଲି। ସେ ଖ୍ରୀଷ୍ଟ ରେ ଜଣେ ବିଶ୍ବସ୍ତ ଭ୍ରାତା ବୋଲି ମୁଁ ଜାଣେ। ଏହା ତୁମ୍ଭକୁ ସାନ୍ତ୍ବନା ଦବୋ ଓ ଉତ୍ସାହିତ କରିବା ପାଇଁ ମୁଁ ଲେଖିଥିଲି। ମୁଁ ତୁମ୍ଭକୁ କହିବାକୁ ଚାହିଁଥିଲି ଯେ ଏହା ହେଉଛି ପରମେଶ୍ବରଙ୍କ ଅନୁଗ୍ରହ। ସହେି ଅନୁଗ୍ରହ ରେ ଦୃଢ଼ ହାଇେ ରୁହ।

13. ବାବିଲୋନ ମଣ୍ଡଳୀ ତୁମ୍ଭମାନଙ୍କୁ ନମସ୍କାର ଜଣାଉଛନ୍ତି। ତୁମ୍ଭ ଭଳି ସମାନେେ ମଧ୍ଯ ମନୋନୀତ। ଯୀଶୁଖ୍ରୀଷ୍ଟଙ୍କ ବିଶ୍ବାସୀ ମାେ ପୁତ୍ର ମାର୍କ ନମସ୍କାର ଜଣାଉଛନ୍ତି।

14. ଯେତବେେଳେ ଦଖାେ ସାକ୍ଷାତ ହେଉଛି, ପରସ୍ପରକୁ ପ୍ ରମେ ଚୁମ୍ବନ ଦ୍ବାରା ନମସ୍କାର କର।

Bibles

Books

Chapters