ଦାଉଦ ଓ ଗଲିୟାତ୍

1. ପଲେଷ୍ଟୀୟ ସୈନ୍ଯସାମନ୍ତମାନେ ୟକ୍ସ୍ଟଦ୍ଧ ପାଇଁ ଏକତ୍ରୀତ ହେଲେ। ସମାନେେ ୟିହକ୍ସ୍ଟଦାର ଅଧିକାରସ୍ଥ ସୋଖୋର ସଂଗୃହିତ ହାଇେ ସୋଖୋ ଓ ଅ ସକୋ ମଧିଅରେ ଏଫସ୍-ଦମ୍ମୀମ ରେ ଛାଉଣୀ ସ୍ଥାପନ କଲେ।

2. ଶାଉଲ ଅଧିନ ରେ ଓ ଇଶ୍ରାୟେଲୀୟ ଲୋକମାନେ ଏଲା ତଳଭୂମିରେ ଏକତ୍ରୀତ ହାଇେ ଛାଉଣୀ ସ୍ଥାପନ କଲେ। ସମାନେେ ପଲେଷ୍ଟୀୟମାନଙ୍କ ବିରକ୍ସ୍ଟଦ୍ଧ ରେ ୟକ୍ସ୍ଟଦ୍ଧ କରିବାକୁ ସୈନ୍ଯ ସଜାଇଲେ।

3. ତହିଁରେ ପଲେଷ୍ଟୀୟମାନେ ପର୍ବତର ଏକ ଦିଗ ରେ ଓ ଇଶ୍ରାୟେଲ ପର୍ବତର ଅନ୍ୟ ଦିଗ ରେ ଠିଆ ହେଲେ। ଉଭୟଙ୍କ ମଧିଅରେ ଉପତ୍ୟକା ଥିଲା।

4. ଗାଥ ନିବାସୀ ଗଲିଯାତ ନାମକ ଏକ ମଲ୍ଲ ଯୋଦ୍ଧା ପଲେଷ୍ଟୀୟମାନଙ୍କ ଛାଉଣୀରକ୍ସ୍ଟ ବାହାର ହେଲା, ସେ ସାଢେ ଛଅ ହାତ ଉଚ୍ଚ।

5. ତା'ର ମସ୍ତକରେ ପିତ୍ତଳର ଟୋପର ଥିଲା ଓ ସେ ମାଛକାତି ତକ୍ସ୍ଟଲ୍ଯ ସାଞ୍ଜକ୍ସ୍ଟଆ ରେ ସଜ୍ଜିତ ଥିଲା। ସହେି ସାଞ୍ଜକ୍ସ୍ଟଆଟି ପାଞ୍ଚ ସହସ୍ର ଶକେଲ ଓଜନ ପିତ୍ତଳର ଥିଲା।

6. ସେ ଗୋଡ ରେ ପିତ୍ତଳର ସ୍ତ୍ରାଣ ପିନ୍ଧି ଥିଲେ ଓ ସେ ପଛ ରେ ପିତ୍ତଳର ବର୍ଚ୍ଛା ବନ୍ଧା ହାଇେଥିଲା।

7. ତା'ର ବର୍ଚ୍ଛାର ଦଣ୍ତ ବକ୍ସ୍ଟଣାକାରର କାଠ ତକ୍ସ୍ଟଲ୍ଯ ଓ ଏହାର ପାତର ଓଜନ ଥିଲା, ଛଅ ଶହ ଶକେଲ ଲୌହ ଢାଳର ସମ୍ମକ୍ସ୍ଟଖ ରେ ଥିଲା। ତା'ର ଆଗେ ଆଗେ ତା'ର ଢାଲବାହକ ଗ୍ଭଲିଥିଲା।

8. ପ୍ରେତ୍ୟକକ ଦିନ ଗଲିଯାତ ବାହା ରେ ଛିଡା ହାଇେ ଇଶ୍ରାୟେଲର ସୈନ୍ଯ ଶ୍ ରଣେୀଙ୍କକ୍ସ୍ଟ ଚିତ୍କାର କରି କହକ୍ସ୍ଟଥିଲା, ତୁମ୍ଭମାନେେ କାହିଁକି ୟକ୍ସ୍ଟଦ୍ଧ ସାଜିବା ପାଇଁ ବାହାର ହାଇେ ଆସିଛ? ମୁ ଜଣେ ପଲେଷ୍ଟୀୟ ଲୋକ ନକ୍ସ୍ଟ ହେଁ? ତୁମ୍ଭମାନେେ ଶାଉଲର ଦାସ, ତୁମ୍ଭମାନେେ ନିଜମାନଙ୍କ ପାଇଁ ଜଣେ ଲୋକ ମନୋନୀତ କର ଓ ସେ ମାେ ପାଖକକ୍ସ୍ଟ ଓହ୍ଲାଇ ଆସକ୍ସ୍ଟ।

9. ଯଦି ସେ ଲୋକଟି ମାେତେ ମାରିଦିଏ, ତବେେ ଆମ୍ଭେ ପଲେଷ୍ଟୀୟମାନେ ତୁମ୍ଭର ଦାସ ହବେକ୍ସ୍ଟ। ଯଦି ମୁ ତାକକ୍ସ୍ଟ ବଧ କରେ ତବେେ ତୁମ୍ଭମାନେେ ଆମ୍ଭର ଦାସ ହବେ ଓ ଆମ୍ଭମାନଙ୍କର ଦାସ କାର୍ୟ୍ଯ କରିବ।

10. ପଲେଷ୍ଟୀୟ ମଧ୍ଯ କହିଲେ, ଆଜି ମୁ ଇଶ୍ରାୟେଲର ସୈନ୍ଯ ବାହିନୀକକ୍ସ୍ଟ ତକ୍ସ୍ଟଛ କରୁଅଛି। ମୁ ସାହାସ କରି କହକ୍ସ୍ଟଛି ମାେତେ ଜଣେ ଲୋକ ଦିଅ, ତବେେ ଆମ୍ଭମାନେେ ପରସ୍ପର ୟକ୍ସ୍ଟଦ୍ଧ କରିପାରିବକ୍ସ୍ଟ।

11. ଯେତବେେଳେ ଶାଉଲ ଓ ଇଶ୍ରାୟେଲୀୟମାନେ ପଲେଷ୍ଟୀୟର ଏହି ସକଳ କଥା ଶକ୍ସ୍ଟଣନ୍ତେ। ସମାନେେ ହତାଶ ହେଲେ ଓ ଅତିଶଯ ଭୟ କଲେ।

12. ଦାଉଦ ୟିଶୀଙ୍କର ପକ୍ସ୍ଟତ୍ର ଥିଲେ, ୟିଶୀ ଥିଲେ ଇଫ୍ରାଥୀଯ ପରିବାରର ୟିଏ ବୈଥଲହମେ ଓ ୟିହକ୍ସ୍ଟଦା ରେ ବାସ କରୁଥିଲେ ଏବଂ ୟିଶୀଙ୍କର ଆଠପକ୍ସ୍ଟତ୍ର ଥିଲେ। ପକ୍ସ୍ଟଣି ଶାଉଲଙ୍କର ସମୟରେ ସେ ପୁରୁଷ ବୃଦ୍ଧ ଥିଲେ।

13. ୟିଶୀଙ୍କର ତିନି ବଡ ପକ୍ସ୍ଟତ୍ର ଶାଉଲଙ୍କକ୍ସ୍ଟ ପଶ୍ଚାତ ୟକ୍ସ୍ଟଦ୍ଧକକ୍ସ୍ଟ ୟାଇଥିଲେ। ପ୍ରଥମ ପକ୍ସ୍ଟତ୍ର ଥିଲେ ଇଲୀଯାବ୍ ଓ ଦ୍ବିତୀୟ ପକ୍ସ୍ଟତ୍ରର ନାମ ଅବିନାଦବ୍ ଓ ତୃତୀୟର ନାମ ଶମ୍ମ।

14. ଦାଉଦ ଥିଲେ ସବୁଠାରକ୍ସ୍ଟ କନିଷ୍ଠ। ତିନିଜଣ ଜେଷ୍ଠ ପକ୍ସ୍ଟତ୍ର ଶାଉଲଙ୍କର ସୈନ୍ଯ ଛାଉଣୀ ରେ ଥିଲେ।

15. କିନ୍ତୁ ଦାଉଦ ଆପଣା ପିତାର ମଷେପଲ ଚରାଇବା ନିମନ୍ତେ ଶାଉଲଙ୍କ ନିକଟରକ୍ସ୍ଟ ବୈଥଲହମେକକ୍ସ୍ଟ ସମୟ ସମୟରେ ୟାଅ ଆସ କରୁଥାନ୍ତି।

16. ସହେି ପଲେଷ୍ଟୀୟ ରାକ୍ଷସଟି ଗ୍ଭଳିଶ ଦିନ ପର୍ୟ୍ଯନ୍ତ ପ୍ରାତଃକାଳ ରେ ଓ ସନ୍ଧ୍ଯା ସମୟରେ ଇଶ୍ରାୟେଲର ସୈନ୍ଯ ସମ୍ମକ୍ସ୍ଟଖକକ୍ସ୍ଟ ଆସକ୍ସ୍ଟଥାଏ।

17. ଦିନେ ୟିଶୀ ନିଜର ପକ୍ସ୍ଟତ୍ର ଦାଉଦଙ୍କକ୍ସ୍ଟ କହିଲା, ସୈନ୍ଯ ଛାଉଣୀ ରେ ଥିବା ନିଜ ଭାଇମାନଙ୍କ ପାଇଁ ଏହି ଭଜା ଶସ୍ଯରକ୍ସ୍ଟ ଏକ ଐଫା ଓ ଏହି ଦଶଟା ରୋଟୀ ନଇୟୋଅ।

18. ସେ ମଧ୍ଯ ତାଙ୍କୁ କହିଲେ, ଏହି ଦଶଖଣ୍ତ ବଡ ଛନୋପୋଡ 1,000 ସୈନ୍ଯମାନଙ୍କର କଲ୍ଗାନମାନଙ୍କ ପାଇଁ ନଇୟୋଅ ଏବଂ ତୁମ୍ଭର ଭାଇମାନଙ୍କର କକ୍ସ୍ଟଶଳତାର ଖବର ଆଣିବା ସହିତ ସମାନେେ ଭଲ ଅଛନ୍ତି କିଛି ଗୋଟିଏ ଦ୍ରବ୍ଯ ଆଣିବ।

19. ତୁମ୍ଭର ଭାଇମାନେ ଶାଉଲଙ୍କ ସାଥି ରେ ଇଶ୍ରାୟେଲୀୟ ସୈନ୍ଯମାନଙ୍କ ସହିତ ଏଲା ତଳ ଭୂମିରେ ଥାଇ ପଲେଷ୍ଟୀୟମାନଙ୍କ ସହିତ ୟକ୍ସ୍ଟଦ୍ଧ କରୁଥିଲେ।

20. ଦାଉଦ ପ୍ରଭାତ ରେ ଉଠି ଜଣେ ରଖକ୍ସ୍ଟଆଳି ହସ୍ତ ରେ ମଷେପଲ ଛାଡି ୟିଶୀର ଆଜ୍ଞା ଅନକ୍ସ୍ଟସା ରେ ସେସବୁ ଦ୍ରବ୍ଯ ନଇଗେଲେ। ସୈନ୍ଯଗଣ ବାହାରି ୟକ୍ସ୍ଟଦ୍ଧ ନିମନ୍ତେ ମହାନାଦ କରିବା ସମୟରେ ସେ ଶଗଡ ବନ୍ଦୀ ଜାଗା ରେ ଉପସ୍ଥିତ ହେଲେ।

21. ଇଶ୍ରାୟେଲୀୟମାନେ ଓ ପଲେଷ୍ଟୀୟମାନେ ୟକ୍ସ୍ଟଦ୍ଧ ସଜାଇଲେ ଓ ସୈନ୍ଯଶ୍ ରଣେୀ ପରସ୍ପର ମକ୍ସ୍ଟହାଁ ମକ୍ସ୍ଟହିଁ ହେଲେ।

22. ଦାଉଦ ସାମଗ୍ରୀ ରକ୍ଷକ ହସ୍ତ ରେ, ନିଜର ସାମଗ୍ରୀ ରଖି ସୈନ୍ଯମାନଙ୍କ ମଝିକକ୍ସ୍ଟ ଆସି ନିଜର ଭାଇମାନଙ୍କୁ କକ୍ସ୍ଟଶଳବାର୍ତ୍ତା ପଚାରିଲେ।

23. ସେ ସମାନଙ୍କେ ସଙ୍ଗେ କଥାବାର୍ତ୍ତା କରୁଥିବା ସମୟରେ ଗାଥନିବାସୀ ପଲେଷ୍ଟୀୟ ଗଲିଯାତ ନାମକ ମଲ୍ଲ ଯୋଦ୍ଧା ପଲେଷ୍ଟୀୟ ସୈନ୍ଯବାହୀନି ମଧ୍ଯରକ୍ସ୍ଟ ଉଠି ଆସି ପୂର୍ବପରି ପାଟିକଲା। ଦାଉଦ ତାହା ଶୁଣିଲେ।

24. ଇଶ୍ରାୟେଲର ସମସ୍ତ ସୈନ୍ଯଗଣ ସହେି ପୁରୁଷକକ୍ସ୍ଟ ଦେଖି ତାହା ସମ୍ମକ୍ସ୍ଟଖରକ୍ସ୍ଟ ପଳାଇଲେ ଓ ଅତି ଭୟଭୀତ ହେଲେ।

25. ଜଣେ ଇଶ୍ରାୟେଲର ଲୋକ କହିଲା, ତୁମ୍ଭମାନେେ ସହେି ବ୍ଯକ୍ତିକକ୍ସ୍ଟ ଦେଖିଲକି ୟିଏ ଇଶ୍ରାୟେଲକକ୍ସ୍ଟ ଅବମାନନା କରିବାକୁ ଆସିଥିଲା? ଏହାକକ୍ସ୍ଟ ଯେଉଁଲୋକ ହତ୍ଯା କରିବ, ରାଜା ତାହାଙ୍କକ୍ସ୍ଟ ବହକ୍ସ୍ଟତ ଧନ ରେ ଧନବାନ କରିବେ ଓ ତାହାକକ୍ସ୍ଟ ଆପଣା କନ୍ଯା ଦବେେ। ଆଉ ଇଶ୍ରାୟେଲ ମଧିଅରେ ତା'ର ପିତୃ ଗୃହକକ୍ସ୍ଟ ନିଷ୍କର କରିବେ।

26. ଦାଉଦ ସଠାେରେ ଠିଆ ହାଇେଥିବା ଲୋକମାନଙ୍କୁ ପଚାରିଲେ, ସେ କ'ଣ କହିଲା? ଯେଉଁଲୋକ ଏହି ପଲେଷ୍ଟୀୟକକ୍ସ୍ଟ ବଧ କରି ଏବଂ ଇଶ୍ରାୟେଲର ଏହି ଅପମାନ ଦୂର କରିବ, ତାହାପ୍ରତି କ'ଣ କରାୟିବ? କିଏ ଏହି ଅସକ୍ସ୍ଟନ୍ନତ ପଲେଷ୍ଟୀୟ ୟିଏ ଜୀବିତ ପରମେଶ୍ବରଙ୍କ ସୈନ୍ଯ ଛାଉଣୀକି ଅବମାନନା କରିବାକୁ ସାହାସ କରେ।

27. ଲୋକମାନେ ପୂର୍ବପରି ଉତ୍ତର ଦଇେ କହିଲେ, ଯେ ତାହାକକ୍ସ୍ଟ ବଧ କରିବ, ତାହାକକ୍ସ୍ଟ ପକ୍ସ୍ଟରସ୍କୃତ କରାୟିବ।

28. ଦାଉଦ ସହେି ଲୋକମାନଙ୍କ ସହିତ କଥାବାର୍ତ୍ତା କରୁଥିବା ସମୟରେ ତା'ର ଜେଷ୍ଠଭ୍ରାତା ଇଲୀଯାବ ଶକ୍ସ୍ଟଣିଲା। ଇଲୀଯାବର କୋରଧ ଦାଉଦ ଉପରେ ପ୍ରଜ୍ବଳିତ ହେଲା, ଆଉ ସେ କହିଲା, ତକ୍ସ୍ଟ ଏଠାକକ୍ସ୍ଟ କାହିଁକି ଆସିଲକ୍ସ୍ଟ? ପ୍ରାନ୍ତର ରେ ତକ୍ସ୍ଟ ମେଣ୍ତାମାନଙ୍କୁ କାହା ପାଖ ରେ ଛାଡିଲକ୍ସ୍ଟ? ମୁ ତୋ ଗର୍ବ ଓ ତୋ ମନର ଦକ୍ସ୍ଟଷ୍ଟତା ଜାଣେ। କାରଣ ତକ୍ସ୍ଟ କବଳେ ୟକ୍ସ୍ଟଦ୍ଧ ଦେଖିବା ପାଇଁ ଆସିଛକ୍ସ୍ଟ।

29. ଦାଉଦ ଉତ୍ତର ଦେଲେ, ମୁ ଏବେ କ'ଣ କଲି, ଏମିତି ମୁ ଏହି ଲୋକମାନଙ୍କ ସହିତ କଥାବାର୍ତ୍ତା କରୁଥିଲି।

30. ଦାଉଦ ଅନ୍ୟ ଲୋକମାନଙ୍କ ପାଖକକ୍ସ୍ଟ ଗଲେ ଓ ପୂର୍ବପରି କହିଲେ, ତହିଁରେ ଲୋକମାନେ ପକ୍ସ୍ଟନର୍ବାର ପୂର୍ବପରି ଉତ୍ତର ଦେଲେ।

31. ଦାଉଦଙ୍କ ଏହିପରି କଥା ଯେତବେେଳେ ଲୋକମାନେ ଶୁଣିଲେ, ସମାନେେ ତାକକ୍ସ୍ଟ ଶାଉଲଙ୍କ ନିକଟକକ୍ସ୍ଟ ନଇଗେଲେ ଏବଂ ଦାଉଦ ଯାହା କହିଥିଲେ ତାହା କହିଲେ।

32. ଦାଉଦ ଶାଉଲଙ୍କକ୍ସ୍ଟ କହିଲେ, ଗଲିଯାତ ୟୋଗକ୍ସ୍ଟଁ ଲୋକମାନେ ହତାଶ ହବୋ ଉଚିତ୍ ନକ୍ସ୍ଟ ହେଁ। ଆପଣଙ୍କ ଦାସ ୟାଇ ସହେି ପଲେଷ୍ଟୀୟମାନଙ୍କ ସହିତ ୟକ୍ସ୍ଟଦ୍ଧ କରିବ।

33. ଶାଉଲ ଉତ୍ତର ଦେଲେ, ତୁମ୍ଭେ ସହେି ପଲେଷ୍ଟୀୟ ବିରକ୍ସ୍ଟଦ୍ଧ ରେ ୟକ୍ସ୍ଟଦ୍ଧ କରିପାରିବ ନାହିଁ। କାରଣ ତୁମ୍ଭେ ତ ଜଣେ ସୈନିକ ନକ୍ସ୍ଟହଁ ଏବଂ ଗଲିଯାତ ବାଳକ ଅବସ୍ଥାରକ୍ସ୍ଟ ୟକ୍ସ୍ଟଦ୍ଧ କରି ଆସକ୍ସ୍ଟଅଛି।

34. କିନ୍ତୁ ଦାଉଦ ଶାଉଲଙ୍କକ୍ସ୍ଟ ଉତ୍ତର ଦେଲେ, ମୁ ତୁମ୍ଭର ଦାସ, ଆପଣା ପିତାର ମଷେ ଚରାଉ ଥାଏ। ଥରେ ଗୋଟିଏ ସିଂହ ଓ ଅନ୍ୟଥର ଗୋଟିଏ ଭାଲକ୍ସ୍ଟ ଆସି ପଲ ମଧ୍ଯରକ୍ସ୍ଟ ଗୋଟିଏ ମଷେକକ୍ସ୍ଟ ନଇଗେଲା।

35. ମୁ ତା' ପଛ ରେ ଗୋଡ଼ାଇଲି ଏବଂ ତାକକ୍ସ୍ଟ ଆଘାତ କରି, ତା' ପାଟିରକ୍ସ୍ଟ ମଷେକକ୍ସ୍ଟ ଛଡାଇ ଆଣିଲି। ବନ୍ଯ ପଶକ୍ସ୍ଟଟି ମାେ ଉପରକକ୍ସ୍ଟ କକ୍ସ୍ଟଦା ମାରିଲା ମୁ ତା'ର ଦାଢି ଧରି ତାହାକକ୍ସ୍ଟ ମାରିଦଲେି।

36. ମୁ ସିଂହ ଓ ଭାଲକ୍ସ୍ଟ ଉଭୟଙ୍କକ୍ସ୍ଟ ବଧ କରିଛି ଏବଂ ମୁ ମଧ୍ଯ ଗଲିଯାତକକ୍ସ୍ଟ ସହେିପରି ବଧ କରିବି। ଗଲିଯାତ ମରିବ କାରଣ ସେ ଜୀବିତ ପରମେଶ୍ବରଙ୍କର ସୈନ୍ଯକକ୍ସ୍ଟ ତକ୍ସ୍ଟଚ୍ଛ କରିଅଛି।

37. ସଦାପ୍ରଭୁ ମାେତେ ସିଂହ ଓ ଭାଲକ୍ସ୍ଟ ନିକଟରକ୍ସ୍ଟ ରକ୍ଷା କରିଛନ୍ତି। ସଦାପ୍ରଭୁ ମତେ ପଲେଷ୍ଟୀୟମାନଙ୍କଠାରକ୍ସ୍ଟ ରକ୍ଷା କରିବେ।

38. ଶାଉଲ ଦାଉଦଙ୍କକ୍ସ୍ଟ ଆପଣା ବସ୍ତ୍ର ପିନ୍ଧାଇ ତାଙ୍କ ମସ୍ତକରେ ପିତଳ ଟୋପର ଦଇେ ତାହାଙ୍କକ୍ସ୍ଟ ସାଞ୍ଜକ୍ସ୍ଟଆ ପିନ୍ଧାଇଲେ।

39. ଦାଉଦ ଆପଣା ବସ୍ତ୍ର ଉପରେ ଖଡ୍ଗ ବାନ୍ଧି ଗ୍ଭଲିବାକକ୍ସ୍ଟ ଚେଷ୍ଟା କଲେ, ସେ ଅକୃତକାର୍ୟ୍ଯ ହେଲେ, କାରଣ ଏହିପରି ଓଜନିଆଁ ସାମଗ୍ରି ପିନ୍ଧିବାର ଅଭ୍ଯାସ ନଥିଲା।

40. ଦାଉଦ ଆପଣା ୟଷ୍ଟି ହାତ ରେ ଧରି ନଦୀରକ୍ସ୍ଟ ପାଞ୍ଚ ଗୋଟି ଚିକ୍କଣ ପଥର ବାଛିଲେ ଓ ସେ ସଗେୁଡିକୁ ନିଜର ମଷେପାଳକ ଥଳି ମଧିଅରେ ରଖିଲେ। ନିଜ ହାତ ରେ ନିଜର ଛାଟିଣୀଟି ଧରି ପଲେଷ୍ଟୀୟ ନିକଟକକ୍ସ୍ଟ ଗଲେ।

41. ପଲେଷ୍ଟୀୟ ଧି ରେ ଧି ରେ ଅଗ୍ରସର ହାଇେ ଦାଉଦଙ୍କର ସନ୍ନିକଟି ହେଲା ଓ ତା'ର ଢାଲବାହକ ତା'ର ଆଗେ ଆଗେ ଗ୍ଭଲିଲା।

42. ପଲେଷ୍ଟୀୟମାନେ ଅନାଇ ଦାଉଦଙ୍କକ୍ସ୍ଟ ଦେଖିଲେ ଓ ତାକକ୍ସ୍ଟ ତକ୍ସ୍ଟଚ୍ଛ ଜ୍ଞାନ କଲେ କାରଣ ଦାଉଦ ୟକ୍ସ୍ଟବା ଓ ଇସତ୍ ରକ୍ତବର୍ଣ ଓ ସକ୍ସ୍ଟନ୍ଦର ବଦନ ଥିଲେ।

43. ଗଲିଯାତ ଦାଉଦଙ୍କକ୍ସ୍ଟ କହିଲେ, ମୁ କ'ଣ ଗୋଟିଏ କକ୍ସ୍ଟକକ୍ସ୍ଟର ତୁମ୍ଭେ ମାେ ପାଖକକ୍ସ୍ଟ ବାଡି ନଇେ ଆସିଛ। ତା'ପରେ ଗଲିଯାତ ଆପଣା ଦବେତାମାନଙ୍କ ନାମ ରେ ଦାଉଦଙ୍କକ୍ସ୍ଟ ଶାପ ଦଲୋ।

44. ଗଲିଯାତ ଦାଉଦଙ୍କକ୍ସ୍ଟ କହିଲା, ଏହିଠାକକ୍ସ୍ଟ ଆସ ମୁ ତୁମ୍ଭର ମାଂସକକ୍ସ୍ଟ ହିଂସ୍ରପଶକ୍ସ୍ଟ-ପକ୍ଷୀମାନଙ୍କୁ ଖକ୍ସ୍ଟଆଇବି।

45. ଦାଉଦ ଗଲିଯାତକକ୍ସ୍ଟ କହିଲା, ତୁମ୍ଭେ ଖଡ୍ଗ ବର୍ଚ୍ଛା ଓ ଶଲ୍ଯ ଘନେି ମାେ ପାଖକକ୍ସ୍ଟ ଆସିଛ। କିନ୍ତୁ ତୁମ୍ଭେ ଯାହାଙ୍କକ୍ସ୍ଟ ତକ୍ସ୍ଟଚ୍ଛ କରିଅଛ ସଗେି ଇଶ୍ରାୟେଲର ସୈନ୍ଯବାହିନୀର ପରମେଶ୍ବର, ସର୍ବଶକ୍ତିମାନ ସଦାପ୍ରଭୁଙ୍କ ନାମ ରେ ତକ୍ସ୍ଟମ୍ଭ ନିକଟକକ୍ସ୍ଟ ମଁ ଆସକ୍ସ୍ଟଅଛି।

46. ଆଜି ସଦାପ୍ରଭୁ ତୁମ୍ଭକୁ ମାେ ହସ୍ତ ରେ ସମର୍ପି ଦବେେ। ଏବଂ ମୁ ତୁମ୍ଭକୁ ଆଘାତ କରିବି ଏବଂ ତୁମ୍ଭର ଶିରଚ୍ଛଦନେ କରିବି। ମୁ ଆଜି ପଲେଷ୍ଟୀୟମାନଙ୍କ ସୈନ୍ଯଗଣର ଶରୀର ଆକାଶ ପକ୍ଷୀଗଣକକ୍ସ୍ଟ ଓ ପୃଥିବୀସ୍ଥ ବନ୍ଯପଶକ୍ସ୍ଟମାନଙ୍କୁ ଦବେି, ତହିଁରେ ଇଶ୍ରାୟେଲ ମଧିଅରେ ଏକ ପରମେଶ୍ବର ଅଛନ୍ତି ବୋଲି ସମକ୍ସ୍ଟଦାଯ ଜଗତ ଜାଣିବେ।

47. ଏଠା ରେ ରକ୍ସ୍ଟଣ୍ତ ହାଇେଥିବା ସବୁ ଲୋକମାନେ ଜାଣିବେ, ଯେ ସଦାପ୍ରଭୁ ଖଡ୍ଗ ଓ ବର୍ଚ୍ଛାଦ୍ବାରା ରକ୍ଷା କରନ୍ତି ନାହିଁ, କାରଣ ଏହି ୟକ୍ସ୍ଟଦ୍ଧ ସଦାପ୍ରଭୁଙ୍କର ଓ ସେ ତୁମ୍ଭେ ପଲେଷ୍ଟୀୟମାନଙ୍କୁ ପରାସ୍ତ କରିବା ରେ ଆମ୍ଭମାନଙ୍କୁ ସାହାୟ୍ଯ କରିବେ।

48. ଏହାପରେ ସହେି ପଲେଷ୍ଟୀୟ ଦାଉଦକକ୍ସ୍ଟ ଆକ୍ରମଣ କରିବାକୁ ଉଠି ପଡିଲା ଏବଂ ଦାଉଦର ନିକଟରକ୍ସ୍ଟ ନିକଟତର ହେଲା। ଦାଉଦ ଶୀଘ୍ର ପଲେଷ୍ଟୀୟମାନଙ୍କ ସହିତ ଭଟେିବାକକ୍ସ୍ଟ ସୈନ୍ଯବାହିନୀ ଆଡେ ଦୌଡିଲେ।

49. ଦାଉଦ ଆପଣା ଥଳି ରେ ହାତ ପକ୍ସ୍ଟରାଇ ତହିଁରକ୍ସ୍ଟ ଗୋଟିଏ ପଥର କାଢି ଛାଟିଣି ରେ ମାରି ସହେି ପଲେଷ୍ଟୀୟର କପାଳକକ୍ସ୍ଟ ଆଘାତ କଲେ। ତହିଁରେ ସେ ପଥର ତା'ର କପାଳ ରେ ପଶିଯାନ୍ତେ ସେ ମକ୍ସ୍ଟହଁ ମାଡି ଭୂମିରେ ପଡିଲା।

50. ଏହିପରି ଭାବରେ ଦାଉଦ ବାଟକ୍ସ୍ଟଳି ଓ ପଥର ଦ୍ବାରା ସହେି ପଲେଷ୍ଟୀୟକକ୍ସ୍ଟ ପରାସ୍ତ କଲେ ଓ ଆଘାତକରି ବଧ କଲେ। ମାତ୍ର ଦାଉଦଙ୍କ ହସ୍ତ ରେ ଖଡ୍ଗ ନ ଥିଲା।

51. ଦାଉଦ ଦୌଡିୟାଇ ସହେି ପଲେଷ୍ଟୀୟ ଉପରେ ଠିଆ ହେଲେ ଓ ଗଲିଯାତର ଖଡ୍ଗ ଖାପରକ୍ସ୍ଟ କାଢି ତାହାର ମସ୍ତକ ଛଦନେ କଲେ।

52. ଇଶ୍ରାୟେଲର ଓ ୟିହକ୍ସ୍ଟଦାର ଲୋକମାନେ ଉଠି ଜଯଧ୍ବନି କଲେ ଓ ସନ୍ନିକଟ ଇକ୍ରୋଣ ଫାଟକ ପର୍ୟ୍ଯନ୍ତ ପଲେଷ୍ଟୀୟମାନଙ୍କ ପେଛ ପେଛ ଗୋଡ଼ାଇଲେ। ତା'ପରେ ସମାନେେ ପଲେଷ୍ଟୀୟମାନଙ୍କୁ ହତ୍ଯା କରି ଶାରଯିମ ପଥରେ ଗାଥ ଓ ଇକୋର୍ଣ ପର୍ୟ୍ଯନ୍ତ ପକାଇଲେ।

53. ଇଶ୍ରାୟେଲର ପଲେଷ୍ଟୀୟମାନଙ୍କ ପେଛ ପେଛ ଗୋଡ଼ାଇବାରକ୍ସ୍ଟ ଲେଉଟି ଆସି ସମାନଙ୍କେ ଛାଉଣୀ ଲକ୍ସ୍ଟଟ୍ କଲେ।

54. ଦାଉଦ ସହେି ପଲେଷ୍ଟୀୟର ମସ୍ତକ ନଇେ ଯିରୁଶାଲମକୁ ଆଣିଲେ କିନ୍ତୁ ତା'ର ଅସ୍ତ୍ର ଆପଣା ଗୃହ ରେ ରଖିଲେ।

55. ସହେି ପଲେଷ୍ଟୀୟ ବିରକ୍ସ୍ଟଦ୍ଧ ରେ ଦାଉଦଙ୍କକ୍ସ୍ଟ ବାହାରିବାର ଦେଖି ଶାଉଲ ସୈନ୍ଯର ସନୋପତି ଅବନ୍ରକକ୍ସ୍ଟ କହିଲେ, ଅବନର ଏ ୟକ୍ସ୍ଟବକ କାହାର ପକ୍ସ୍ଟତ୍ର?

56. ରାଜା କହିଲେ, ପଗ୍ଭର ଏ ୟକ୍ସ୍ଟବକ କାହାର ପକ୍ସ୍ଟଅ?

57. ଦାଉଦ ପଲେଷ୍ଟୀୟକକ୍ସ୍ଟ ହତ୍ଯାକରି ପଲେଷ୍ଟୀୟର ମସ୍ତକ ହସ୍ତ ରେ ଧରି ଫରେି ଆସିବା ବେଳେ ଅବନର ତାଙ୍କୁ ନଇେ ଶାଉଲଙ୍କ ନିକଟକକ୍ସ୍ଟ ଆସିଲା।

58. ଶାଉଲ ତାଙ୍କୁ ପଚାରିଲେ, ହେ ୟକ୍ସ୍ଟବକ ତୁମ୍ଭେ କାହାର ପକ୍ସ୍ଟଅ?

Bibles

Books

Chapters