ପର୍ଯ୍ୟବେକ୍ଷକଙ୍କ ଯୋଗ୍ୟତା
1.
2. ଅଧ୍ଯକ୍ଷ ବ୍ଯକ୍ତି ଜଣଙ୍କ ଏତେ ଭଲ ହବୋ ଦରକାର ଯେ ଲୋକେ ପ୍ରକୃତ ରେ ତାହାଙ୍କୁ ସମାଲୋଚନା କରିବାକୁ ଅସମର୍ଥ ହବେେ। ତାହାଙ୍କର ନିଶ୍ଚୟ ଗୋଟିଏ ମାତ୍ର ପତ୍ନୀ ଥିବା ଉଚିତ। ତାହାଙ୍କର ଆତ୍ମସଂୟମ ଥିବା ଦରକାର ଓ ସେ ବୁଦ୍ଧିମାନ ହବୋ ଦରକାର। ସେ ଅନ୍ୟମାନଙ୍କ ଦ୍ବାରା ସମ୍ମାନ ପାଉଥିବା ଦରକାର। ନିଜ ଘ ରେ ସ୍ବାଗତ କରି ଲୋକମାନଙ୍କୁ ସେ ସାହାୟ୍ଯ କରିବା ପାଇଁ ପ୍ରସ୍ତୁତ ଥିବା ଦରକାର। ସେ ଜଣେ ଭଲ ଶିକ୍ଷାଦାତା ହାଇେଥିବା ଦରକାର।
3. ସେ ଅତ୍ଯଧିକ ମଦ୍ଯପାନ କରିବା ଉଚିତ ନୁହେଁ। ସେ କଳହ ମନୋବୃତ୍ତିର ଲୋକ ନ ହାଇେଥିବା କଥା। ସେ ନମ୍ର ଓ ଶାନ୍ତ ହବୋ ଦରକାର।
4. ସେ ଧନ ଲୋଭୀ ହାଇେ ନ ଥିବେ, ସେ ନିଜ ପରିବାରକୁ ଉପୟୁକ୍ତ ଭାବରେ ନତେୃତ୍ବ ଦଇପୋରୁଥିବେ। ତା'ର ଅର୍ଥ ଯେ ତାହାଙ୍କର ପିଲାମାନେ ତାହାଙ୍କୁ ପୂର୍ଣ୍ଣ ସମ୍ମାନ ସହିତ ତାହାଙ୍କର ବାଧ୍ଯ ହେଉଥିବେ।
5. (ଯଦି ଜଣେ ପରିବାରର ନତେୃତ୍ବ ଦଇେ ଜାଣି ନାହିଁ, ସେ ପରମେଶ୍ବରଙ୍କ ମଣ୍ଡଳୀର ଯତ୍ନ ନଇେ ପାରିବ ନାହିଁ।)
6. କିନ୍ତୁ ଜଣେ ଅଧ୍ଯକ୍ଷ ନୂତନ ଶିଷ୍ଯ ହାଇେ ନ ଥିବେ। ନୂତନ ବିଶ୍ବାସୀଙ୍କୁ ଅଧ୍ଯକ୍ଷ କରାଗଲେ, ତାହା ତାହାଙ୍କୁ ଅତିଶୟ ଗର୍ବୀ କରିପା ରେ। ଏଭଳି ପରିସ୍ଥିତି ରେ ତା'ର ଗର୍ବ ଲାଗି ସେ ଶୟତାନ ଭଳି ଦୋଷୀ ହାଇେ ଦଣ୍ଡିତ ହବେ।
7. ଯେଉଁମାନେ ମଣ୍ଡଳୀର ସଦସ୍ଯ ନୁହଁନ୍ତି, ବାହାରର ସହେି ଲୋକମାନଙ୍କର ମଧ୍ଯ, ଅଧ୍ଯକ୍ଷଙ୍କ ନିମନ୍ତେ ସମ୍ମାନ ଭାବ ଥିବା ଆବଶ୍ଯକ। ତହିଁରେ ସେ ଅନ୍ୟମାନଙ୍କ ଦ୍ବାରା ସମାଲୋଚିତ ହବେେ ନାହିଁ କି ଶୟତାନର ଫାନ୍ଦ ରେ ପଡ଼ିବେ ନାହିଁ।
ଡାକନ୍ମାନଙ୍କର ଯୋଗ୍ୟତା
8.
9. ସମାନେେ ପରମେଶ୍ବରଙ୍କ ଦ୍ବାରା ଆମ୍ଭକୁ ଜ୍ଞାତ କରାଯାଇଥିବା ସତ୍ଯର ଅନୁସରଣ କରୁଥିବେ ଓ ଯାହା ଠିକ୍ ଭାବନ୍ତି, ତାହା କରୁଥିବେ।
10. ତୁମ୍ଭମାନେେ ପ୍ରଥମେ ସମାନଙ୍କେୁ ପରୀକ୍ଷା କରିବ। ଯଦି ସମାନଙ୍କେ ଭିତ ରେ କୌଣସି ଦୁଗୁର୍ଣ ନାହିଁ, ତା ହେଲେ ସମାନେେ ବିଶଷେ ସବେକ ଭାବେ ସବୋ କରି ପାରିବେ।
11. ସହେିପରି ବିଶଷେ ସବେିକା ହବୋ ପାଇଁ ନିୟୁକ୍ତ ସ୍ତ୍ରୀମାନଙ୍କର ପ୍ରତି ଅନ୍ୟ ଲୋକମାନଙ୍କର ସମ୍ମାନ ଭାବ ଥିବା ଦରକାର। ସମାନେେ ଅନ୍ୟମାନଙ୍କ ବିଷୟ ରେ ମନ୍ଦ କଥା ଆଦୌ କହୁ ନ ଥିବେ। ସମାନଙ୍କେର ଆତ୍ମା ସଂୟମ ଥିବା ପ୍ରୟୋଜନ ଓ ପ୍ରେତ୍ୟକକ କଥା ରେ ଯେପରି ସମାନଙ୍କେୁ ବିଶ୍ବାସ କରାଯାଇ ପାରୁଥିବ।
12. ଯେଉଁମାନେ ବିଶଷେ ସବେକ ହବେେ, ସମାନଙ୍କେର କବଳେ ଗୋଟିଏ ପତ୍ନୀ ଥିବ। ସମାନେେ ନିଜ ସନ୍ତାନସନ୍ତତି ଓ ପରିବାରକୁ ଭଲ ନତେୃତ୍ବ ଦଇପୋରୁଥିବେ।
13. ଯେଉଁ ଲୋକମାନେ ଭଲ ଭାବରେ ସବୋ କରନ୍ତି, ସମାନେେ ନିଜ ପାଇଁ ସମ୍ମାନଜନକ ସ୍ଥାନ ଅଧିକାର କରନ୍ତି ଏବଂ ସମାନେେ ଖ୍ରୀଷ୍ଟ ଯୀଶୁଙ୍କଠା ରେ ତାହାଙ୍କ ବିଶ୍ବାସ ସଂପର୍କ ରେ ଦୃଢ଼ ନିଶ୍ଚୟତା ବୋଧ ପାଆନ୍ତି।
ମହାନ ରହସ୍ୟ
14.
15. କିନ୍ତୁ ମୁଁ ଏବେ ଏହି କଥାଗୁଡ଼ିକ ତୁମ୍ଭକୁ ଲେଖୁଛି। ଯଦି ମୁଁ ଶୀଘ୍ର ନ ଯାଏ, ତବେେ ମଧ୍ଯ ତୁମ୍ଭମାନେେ ଜାଣି ପାରିବ ଯେ ପରମେଶ୍ବରଙ୍କ ପରିବାର ରେ ଲୋକମାନେ କ'ଣ କ'ଣ କରିବା ଅବଶ୍ଯକ। ସହେି ପରିବାର ଜୀବିତ ପରମେଶ୍ବରଙ୍କର ମଣ୍ଡଳୀ ଅଟେ। ପରମେଶ୍ବରଙ୍କ ମଣ୍ଡଳୀ ସତ୍ଯର ଅବଲମ୍ବନ କରେ ଓ ମୂଳଦୁଆ ଅଟେ।
16. ଏଥି ରେ ସନ୍ଦହେ ନାହିଁ ଯେ ଆମ୍ଭ ଧର୍ମର ମହାନ ଗୁପ୍ତ ସତ୍ଯ ଏହା ଯେ,