ଯିହୁଦା ଶତ୍ରୁମାନଙ୍କ ଦ୍ୱାରା ଅତିକ୍ରମ କଲା

1.

2. ତେଣୁ ସଦାପ୍ରଭୁ ଯିହାୟୋଦାରକୀମ୍ଙ୍କ ବିରୁଦ୍ଧ ରେ କଲ୍ଦୀଯ ସୈନ୍ଯଦଳ, ଅରାମୀଯ ସୈନ୍ଯଦଳ, ମାୟୋବୀଯ ସୈନ୍ଯଦଳ ଓ ଅମ୍ମାନେ-ସନ୍ତାନ ମାନଙ୍କ ସୈନ୍ଯଦଳ ପ୍ ରରଣେ କଲେ। ସଦାପ୍ରଭୁ ଆପଣା ଦାସ ଭବିଷ୍ଯଦ୍ବକ୍ତାମାନଙ୍କ ଦ୍ବାରା ଯାହା କହିଥିଲେ, ସହେି ବାକ୍ଯାନୁସା ରେ ଯିହୁଦାକୁ ବିନାଶ କରିବା ପାଇଁ ତା' ବିରୁଦ୍ଧ ରେ ସମାନଙ୍କେୁ ପ୍ ରରଣେ କଲେ।

3. ମନଃଶିର ପାପ କର୍ମ ଯୋଗୁଁ ସଦାପ୍ରଭୁ ଯିହୁଦା ରେ ଏହି ଘଟଣାସବୁ ଘଟିବାକୁ ଦେଲେ। ଏହି ରୂପେ ସଦାପ୍ରଭୁ ସମାନଙ୍କେୁ ତାଙ୍କ ଦୃଷ୍ଟିରୁ ଦୂ ରଇେ ଦେଲେ।

4. କାରଣ ମନଃଶି ବହୁ ନୀରିହ ନିର୍ଦ୍ଦୋଶ ଲୋକଙ୍କୁ ହତ୍ଯାକରି ସମାନଙ୍କେ ରକ୍ତ ରେ ୟିରୁଶାଲମ୍କୁ ପରିପୂର୍ଣ୍ଣ କଲା। ତେଣୁ ସଦାପ୍ରଭୁ ତାଙ୍କୁ ସହେି ପାପ ପାଇଁ କ୍ଷମା କରିବେ ନାହିଁ।

5. ଏହି ଯିହାୟୋଦାରକୀମ୍ଙ୍କ ଅବଶିଷ୍ଟ ବୃତ୍ତାନ୍ତ ଓ ତାଙ୍କର ସମସ୍ତ କ୍ରିଯା ଯିହୁଦା ରାଜାମାନଙ୍କ ଇତିହାସ ପୁସ୍ତକରେ ଲିଖିତ ହାଇେଛି।

6. ଯିହାୟୋଦାରକୀମଙ୍କ ମୃତ୍ଯୁ ହେଲା ଓ ସେ ତାଙ୍କର ପୂର୍ବପୁରୁଷଙ୍କ ସହିତ କବର ନେଲେ। ତାଙ୍କ ପଦ ରେ ତାଙ୍କର ପୁତ୍ର ରାଜ୍ଯ କଲେ।

7. ବାବିଲର ରାଜା ମିଶରର ନଦୀଠାରୁ ଫରାତ୍ ନଦୀ ପର୍ୟ୍ଯନ୍ତ ମଧ୍ଯବର୍ତ୍ତି ସମସ୍ତ ଦେଶ ଅଧିକାର କଲେ। ଏହି ଦେଶ ପୂର୍ବରୁ ମିଶର ଅଧିନ ରେ ଥିଲା। ତେଣୁ ମିଶରର ରାଜା ପୂନର୍ବାର ମିଶର ଛାଡି ଆସିଲେ ନାହିଁ।

ଯିହୋୟାଚିନ୍ଙ୍କ ରାଜତ୍ୱ ଏବଂ ବନ୍ଦୀତା

8.

9. ଯିହାୟୋଦାରଖୀନ୍ ତାଙ୍କ ପିତାଙ୍କ ତୁଲ୍ଯ ସଦାପ୍ରଭୁଙ୍କ ଦୃଷ୍ଟି ରେ କୁକର୍ମମାନ କଲେ।

10. ସହେି ସମୟରେ ନବୂଖଦ୍ନିତ୍ସରଙ୍କ ଅଧିକାରୀମାନେ ୟିରୁଶାଲମ୍କୁ ଆସି ତାଙ୍କୁ ଅବରୋଧ କଲେ।

11. ତା'ପରେ ବାବିଲର ରାଜା ନବୂଖଦ୍ତ୍ସର ଅବରୋଧ ହାଇେଥିବା ନଗର ରେ ତାଙ୍କର ଅଧିକାରୀମାନଙ୍କ ଦ୍ବାରା ଉପସ୍ଥିତ ହେଲେ।

12. ତେଣୁ ଯିହୁଦାର ରାଜା ୟିହୋଯାଖୀନ୍, ତାଙ୍କର ମାତା, ତାଙ୍କର ଦାସମାନେ, ତାଙ୍କର ଅଧିପତିମାନେ ଓ ତାଙ୍କର ନଫୁସକମାନେ ବାବିଲ ରାଜାଙ୍କୁ ଭଟେିବାକୁ ଗଲେ। ମାତ୍ର ବାବିଲର ରାଜା ଯିହାୟୋଦାରଖୀନ୍ଙ୍କୁ ଧରି ତାଙ୍କୁ ବନ୍ଦୀରୂପେ ନେଲେ। ଏହା ନବୂଖଦ୍ନିତ୍ସରଙ୍କ ଅଷ୍ଟମ ବର୍ଷ ରାଜତ୍ବ କାଳ ରେ ଘଟିଥିଲା।

ଯିରୁଶାଲମର ବନ୍ଦୀତା

13.

14. ଆଉ ସେ ୟିରୁଶାଲମ୍ର ସମସ୍ତ ଲୋକଙ୍କୁ, ସମସ୍ତ ଅଧିପତିଙ୍କୁ ଓ ମହାବିକ୍ରମଶାଳୀ ଲୋକମାନଙ୍କୁ ଏପରି 10,000 ଲୋକଙ୍କୁ ବନ୍ଦୀ କଲେ। ଆଉ ସେ ସମସ୍ତ ଦକ୍ଷ ଶିଳ୍ପୀ ଓ କର୍ମକାରୀମାନଙ୍କୁ ନଇଗେଲେ କବଳେ ଦେଶ ରେ ନିତାନ୍ତ ଦରିଦ୍ର ଲୋକ ଛଡା ଆଉ ଅବଶିଷ୍ଟ କହେି ରହିଲେ ନାହିଁ।

15. ପୁଣି ନବୂଖଦ୍ନିତ୍ସର ଯିହାୟୋଦାରଖୀନଙ୍କୁ, ତାଙ୍କ ମାତାଙ୍କୁ, ତାଙ୍କ ପତ୍ନୀମାନଙ୍କୁ, ତାଙ୍କର ନଫୁସକମାନଙ୍କୁ ଓ ତାଙ୍କର ପ୍ରଧାନ ଲୋକମାନଙ୍କୁ ବନ୍ଦୀ କର ୟିରୁଶାଲମ୍ରୁ ବାବିଲକୁ ନଇେ ଗଲେ।

16. ଆଉ ମଧ୍ଯ ସେ 7,000 ବଳବାନ ସୈନିକ ଓ 1,000 ଶିଳ୍ପୀ ଓ କର୍ମଚାରୀମାନଙ୍କୁ ବନ୍ଦୀ କରି ୟିରୁଶାଲମରୁ ନଇଗେଲା। ଏମାନେ ସମସ୍ତେ ତାଲିମ୍ପ୍ରାପ୍ତ ସୈନିକ ଥିଲେ ଓ ୟୁଦ୍ଧ ଯୋଗ୍ଯ ଥିଲେ।

ସିଦିକିୟ ଯିହୁଦା ରେ ରାଜତ୍ୱ କଲେ

17. ପୁଣି ବାବିଲର ରାଜା ଯିହାୟୋଦାରଖୀନର ମାମୁଁ ମତ୍ତନିଯଙ୍କୁ ତାଙ୍କ ପଦ ରେ ରାଜା କଲେ ଓ ତାଙ୍କ ନାମ ବଦଳାଇ ସିଦିକିଯ ରଖିଲେ।

18. ସିଦିକିଯ ଶାସନ କଲା ବଳକେୁ ତାଙ୍କୁ ଏକୋଇଶ ବର୍ଷ ହାଇେଥିଲା। ସେ ଏଗାର ବର୍ଷ ୟିରୁଶାଲମ୍ ରେ ରାଜତ୍ବ କଲେ। ତାଙ୍କ ମାତାଙ୍କ ନାମ ହମୂଟଲ ଓ ସେ ଲିବ୍ନା ନିବାସୀ ୟିରମିଯର କନ୍ଯା ଥିଲେ।

19. ସିଦିକିଯ ଯିହାୟୋଦାରଖୀନଙ୍କ ପରି ସଦାପ୍ରଭୁଙ୍କ ଦୃଷ୍ଟି ରେ କୁକର୍ମମାନ କଲେ।

20. ସଦାପ୍ରଭୁ ୟରୁଶାଲମ୍ ଓ ଯିହୁଦା ପ୍ରତି ଏତେ କୋର୍ଧାନ୍ବିତ ହେଲେ ଯେ ସେ ସମାନଙ୍କେୁ ଆପଣା ଛାମୁରୁ ଦୂ ରଇେ ଦେଲେ।

Bibles

Books

Chapters