ଆମ ପାଇଁ ପ୍ରାର୍ଥନା କର
1.
2. ଆହୁରି ମଧ୍ଯ ପ୍ରାର୍ଥନା କର, ଯେ ଆମ୍ଭେ ଭ୍ରଷ୍ଟ ଓ ମନ୍ଦ ଲୋକମାନଙ୍କଠାରୁ ଯେପରି ସୁରକ୍ଷିତ ରହୁ। (କାରଣ ସମସ୍ତଙ୍କର ତ ପ୍ରଭୁଙ୍କଠା ରେ ବିଶ୍ବାସ ନ ଥାଏ।)
3. ପରମେଶ୍ବର ହେଉଛନ୍ତି ବିଶ୍ବସନୀୟ। ସେ ତୁମ୍ଭମାନଙ୍କୁ ଶକ୍ତି ପ୍ରଦାନ କରିବେ ଓ ସହେି ଦୁଷ୍ଟାତ୍ମାଠାରୁ ରକ୍ଷା କରିବେ।
4. ତୁମ୍ଭମାନଙ୍କୁ କୁହାୟାଇଥିବା କାମସବୁ ତୁମ୍ଭମାନେେ କରୁଛ ବୋଲି ପରମେଶ୍ବର ଆମ୍ଭକୁ ନିଶ୍ଚିତ ଭାବେ ଉପଲବଧି କରାଇଛନ୍ତି। ଆମ୍ଭେ ଜାଣିଛୁ ଯେ, ତୁମ୍ଭମାନେେ ଏହି କାମ ସବୁ କରି ଚାଲିଥିବ।
5. ଖ୍ରୀଷ୍ଟଙ୍କର ର୍ଧୈୟ୍ଯ ଓ ପରମେଶ୍ବରଙ୍କ ପ୍ ରମେ ପଥରେ ତୁମ୍ଭମାନଙ୍କ ହୃଦୟ ଅଗ୍ରସର ହବୋ ନିମନ୍ତେ ସେ ତୁମ୍ଭମାନଙ୍କୁ ପରିଚାଳିତ କରିବେ ବୋଲି ଆମ୍ଭେ ପ୍ରାର୍ଥନା କରୁଛୁ।
ଅଳସୁଆତା ବିରୋଧରେ ଚେତାବନୀ
6.
7. ତୁମ୍ଭମାନେେ ଜାଣିଛ ଯେ, ଆମ୍ଭ ପରି ତୁମ୍ଭମାନେେ ରହିବା ଉଚିତ। ତୁମ୍ଭମାନଙ୍କ ସହିତ ଥିଲା ବେଳେ ଆମ୍ଭେ କବେେ ହେଲେ କାମ କରିବା ପାଇଁ ମନା କରି ନ ଥିଲୁ।
8. ମୂଲ୍ଯ ନ ଦଇେ ଆମ୍ଭେ କାହାରି ଘ ରେ ଭୋଜନ ଗ୍ରହଣ କରି ନାହୁଁ। ଆମ୍ଭମାନେେ କାହାରି ଉପରେ ଭାର ସ୍ବରୂପ ନ ହବେୁ ବୋଲି ସର୍ବଦା କର୍ମରତ ରହୁଥିଲୁ।
9. ଆମ୍ଭେ ଦିନ ରାତି କାମ କରୁଥିଲୁ। ତୁମ୍ଭମାନଙ୍କୁ ସାହାୟ୍ଯ ମାଗିବା ନିମନ୍ତେ ଆମ୍ଭର ଅଧିକାର ଥିଲା। କିନ୍ତୁ ଆମ୍ଭେ ନିଜର ଯତ୍ନ ନିଜେ ନବୋ ପାଇଁ କାମ କରୁଥିଲୁ। ତୁମ୍ଭମାନଙ୍କ ସମ୍ମୁଖ ରେ ଗୋଟିଏ ଆଦର୍ଶ ପ୍ରସ୍ତୁତ କରିବା ଉଦ୍ଦେଶ୍ଯ ରେ ଆମ୍ଭେ ଏପରି କରିଥିଲୁ।
10. ତୁମ୍ଭମାନଙ୍କ ସହିତ ଥିଲା ବେଳେ ଆମ୍ଭେ ତୁମ୍ଭମାନଙ୍କୁ ଗୋଟିଏ ନିୟମ ଶିଖାଇଥିଲୁ : ଯଦି ଜଣେ କାମ ନ କରିବ, ତା' ହେଲେ ସେ ଖାଇବ ନାହିଁ।
11. ତୁମ୍ଭମାନଙ୍କ ଦଳ ରେ କେତେ ଜଣ କାମ କରିବା ପାଇଁ ମନା କରୁଛନ୍ତି ବୋଲି ଆମ୍ଭେ ଶୁଣିଲୁ। ସମାନେେ କିଛି କରୁ ନାହାଁନ୍ତି। ସମାନେେ ଅନ୍ୟମାନଙ୍କ ଜୀବନ ରେ ହସ୍ତକ୍ଷପେ କରିବା ରେ ସମୟ ଅତିବାହିତ କରନ୍ତି।
12. ଆମ୍ଭେ ସମାନଙ୍କେୁ ଆଦେଶ ଦେଉଛୁ ଯେ, ସମାନେେ ଅନ୍ୟମାନଙ୍କ ବିଷୟ ରେ ଚିନ୍ତା କରିବା ଛାଡ଼ି ଦିଅନ୍ତୁ। ସମାନେେ କର୍ମ କରି ନିଜର ଖାଦ୍ୟ ପାଇଁ ଉପାର୍ଜନ କରନ୍ତୁ। ଏଭଳି ଲୋକମାନଙ୍କୁ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ନାମ ରେ ଆମ୍ଭେ ଅନୁ ରୋଧ କରୁଛୁ ଯେ, ସମାନେେ ଏପରି କରନ୍ତୁ।
13. ଭାଇ ଓ ଭଉଣୀମାନେ ! ଭଲ କାମ କରିବା ପାଇଁ କବେେ ହେଲେ କ୍ଲାନ୍ତ ହୁଅ ନାହିଁ।
14. ଆମ୍ଭେ ଏହି ପତ୍ର ରେ ତୁମ୍ଭମାନଙ୍କୁ ଯାହା କହିଛୁ, ଯଦି କୌଣସି ଲୋକ ତାହା ପାଳନ କରେ ନାହିଁ, ତା' ହେଲେ ସହେି ଲୋକଠାରୁ ସତର୍କ ରୁହ। ତା'ସହିତ ସମ୍ପର୍କ ରଖ ନାହିଁ। ତାହାହେଲେ ସେ ଲଜ୍ଜିତ ହବେ।
15. କିନ୍ତୁ ତାକୁ ଶତୃ ଭଳି ବ୍ଯବହାର ନ କରି, ଭାଇ ଭଳି ଚତଇେେ ଦିଅ।
ଅନୁଗ୍ରହ
16. ଆମ୍ଭେ ପ୍ରାର୍ଥନା କରୁ ଯେ, ଶାନ୍ତିର ପ୍ରଭୁ ତୁମ୍ଭମାନଙ୍କୁ ଶାନ୍ତି ପ୍ରଦାନ କରନ୍ତୁ। ଆମ୍ଭେ ପ୍ରାର୍ଥନା କରୁ ଯେ, ସେ ତୁମ୍ଭମାନଙ୍କୁ ସବୁବେଳେ ଓ ପ୍ରେତ୍ୟକକ କ୍ଷେତ୍ର ରେ ଶାନ୍ତି ପ୍ରଦାନ କରନ୍ତୁ। ପ୍ରଭୁ ତୁମ୍ଭମାନଙ୍କ ସମସ୍ତଙ୍କ ସହିତ ଥାଆନ୍ତୁ।
17. ମୁଁ (ପାଉଲ), ସେ ନିଜ ହାତ ରେ ଲେଖିଥିବା ଏହି ପତ୍ର ମାେ ଦସ୍ତଖତ କରି ସମାପ୍ତ କରୁଛି। ପତ୍ରଗୁଡ଼ିକ ମାରେ ବୋଲି ଜଣାଇ ଦବୋ ପାଇଁ ମୁଁ ମାରେ ସମସ୍ତ ପତ୍ର ରେ ଦସ୍ତଖତ କରିଛି। ମାେ ଲେଖିବାର ଢ଼ଙ୍ଗ ଏହିପରି।
18. ଆମ୍ଭ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଅନୁଗ୍ରହ ତୁମ୍ଭ ସମସ୍ତଙ୍କ ସହିତ ରହିଥାଉ।