ପାଉଲ ଏବଂ ବର୍ଣ୍ଣବ୍ବା ଅଣଯିହୂଦୀମାନଙ୍କୁ ପଠାଯାଇଛି
1.
2. ସମାନେେ ପ୍ରଭୁଙ୍କର ସବୋ ଓ ଉପବାସ କରୁଥିବା ସମୟରେ ପବିତ୍ର ଆତ୍ମା ସମାନଙ୍କେୁ କହିଲେ, ତୁମ୍ଭମାନେେ ମାେ ପାଇଁ ବର୍ଣ୍ଣବ୍ବା ଓ ଶାଉଲଙ୍କୁ ସ୍ବତନ୍ତ୍ର ଭାବେ ପୃଥକ କର, କାରଣ ମୁଁ ସମାନଙ୍କେୁ ଗୋଟିଏ ବିଶଷେ କାର୍ୟ୍ଯ କରିବା ପାଇଁ ଆହ୍ବାନ କରିଅଛି।
3. ତେଣୁ ସମାନେେ ଉପବାସ ଓ ପ୍ରାର୍ଥନା କରିବା ପରେ ବର୍ଣ୍ଣବ୍ବା ଓ ଶାଉଲଙ୍କ ଉପରେ ହସ୍ତାର୍ପଣ କରି ବିଦାୟ କଲେ।
ସାଇପ୍ରସରେ ପ୍ରଚାର
4. ବର୍ଣ୍ଣବ୍ବା ଓ ଶାଉଲ ପବିତ୍ର ଆତ୍ମାଙ୍କ ଦ୍ବାରା ପ୍ ରରେିତ ହାଇେ ସେଲୂକିଆ ନଗରକୁ ଗଲେ। ସଠାରୁେ ସମାନେେ କୁପ୍ର ଉପଦ୍ବୀପକୁ ଯାତ୍ରା କଲେ।
5. ସମାନେେ ସାଲାମି ନଗର ରେ ପହଞ୍ଚି ଯିହୂଦୀମାନଙ୍କର ସମାଜଗୃହଗୁଡ଼ିକରେ ପରମେଶ୍ବରଙ୍କର ବାକ୍ଯ ପ୍ରଚ଼ାର କଲେ। ଯୋହନ ମାର୍କ ମଧ୍ଯ ସମାନଙ୍କେୁ ସାହାୟ୍ଯ କରୁଥିଲେ।
6. ସମାନେେ ଉପଦ୍ବୀପରେ ସର୍ବତ୍ର ବୁଲିବୁଲି ପାଫ ନଗର ରେ ପହନ୍ଚିଲେ। ସଠାେରେ ସମାନେେ ବର୍ୟୀଶୁ ନାମକ ଜଣେ ଯିହୂଦୀ ଭଣ୍ଡ ଭବିଷ୍ଯଦ୍ବକ୍ତାକୁ ଦେଖିଲେ। ସେ ଲୋକମାନଙ୍କ ନିକଟରେ ଯାଦୁକର୍ମ ଦ୍ବାରା ନାନା କାର୍ୟ୍ଯ ଦଖାେଉଥିଲା।
7. ସହେି ବର୍ୟୀଶୁ ରାଜ୍ଯପାଳ ର୍ ସଗେିୟ ପାଉଲଙ୍କର ମିତ୍ର ଥିଲେ। ର୍ ସଗେିୟ ପାଉଲ ଜଣେ ବିବକେୀ ଓ ଜ୍ଞାନୀ ଲୋକ ଥିଲେ, ପରମେଶ୍ବରଙ୍କର ବାକ୍ଯ ଶୁଣିବାକୁ ଚ଼ାହୁଁଥିଲେ। ତେଣୁ ସେ ବର୍ଣ୍ଣବ୍ବା ଓ ପାଉଲଙ୍କୁ ଡ଼କାଇ ପଠାଇଲେ।
8. ମାତ୍ର ଅଲ୍ଲୀମା ଏହା ବର୍ୟୀଶୁର ଗ୍ରୀକ୍ ନାମ ବର୍ଣ୍ଣବ୍ବା ଓ ଶାଉଲଙ୍କୁ ବାଧା ହେଲା। ଅଲ୍ଲୀମା ରାଜ୍ଯପାଳଙ୍କୁ ଯୀଶୁଙ୍କ ବିଶ୍ବାସ ପଥରୁ ଦୂ ରଇେ ଦବୋପାଇଁ ଚେ଼ଷ୍ଟାକଲା।
9. ତେଣୁ ପାଉଲ ନାମ ରେ ପରିଚ଼ିତ ଶାଉଲ ପବିତ୍ର ଆତ୍ମା ରେ ପୂର୍ଣ୍ଣ ହାଇେ ଅଲ୍ଲୀମା ଯାଦୁକରକୁ କଠାେର ଦୃଷ୍ଟି ରେ ଚ଼ାହିଁ ତାହାକୁ କହିଲେ, ଆ ରେ ଶୟତାନର ପୁତ୍ର! ତୁମ୍ଭେ ସମସ୍ତ ପ୍ରକାର ସଠିକ୍ କାର୍ୟ୍ଯର ଶତୃ!
10. ତୁମ୍ଭେ ସବୁ ପ୍ରକାର ମନ୍ଦ କାର୍ୟ୍ଯ ଓ ମିଥ୍ଯା ରେ ପରିପୂର୍ଣ୍ଣ ଅଟ। ତୁମ୍ଭେ ସର୍ବଦା ପ୍ରଭୁଙ୍କ ସତ୍ଯକୁ ମିଥ୍ଯା ରେ ପରିଣତ କରିବାକୁ ଚେ଼ଷ୍ଟା କରିଥାଅ।
11. ଏବେ ଦେଖ, ତୁମ୍ଭ ଉପରେ ପ୍ରଭୁଙ୍କର ହାତ ଅଛି। ତୁମ୍ଭେ ଅନ୍ଧ ହାଇଯେିବ ଓ କିଛି ସମୟ ପାଇଁ ସୂର୍ୟ୍ଯ ଆଲୁଅ ମଧ୍ଯ ଦେଖି ପାରିବ ନାହିଁ।
12. ଯେତବେେଳେ ରାଜ୍ଯପାଳ ଏହା ଦେଖି, ସେ ପ୍ରଭୁଙ୍କ ଠା ରେ ବିଶ୍ବାସ କଲେ ସେ ପ୍ରଭୁଙ୍କର ଉପଦେଶ ଶୁଣି ବିସ୍ମିତ ହେଲେ।
ପିସିଡିଆର ଆଣ୍ଟିଅଖରେ
13.
14. ସମାନେେ ପର୍ଗିରୁ ଯାତ୍ରା କରି ପିସିଦିଆର ଆନ୍ତିୟଖିଆ ନଗର ରେ ଆସି ପହନ୍ଚିଲେ। ଆନ୍ତିୟଖିଆ ରେ ବିଶ୍ରାମ ଦିନ ରେ ସମାନେେ ୟିହୁଦୀମାନଙ୍କର ସମାଜଗୃହ ରେ ଯାଇ ବସିଲେ।
15. ସଠାେରେ ମାଶାଙ୍କେ ପ୍ରଦତ୍ତ ବ୍ଯବସ୍ଥା ଓ ଭବିଷ୍ଯଦ୍ବକ୍ତାମାନଙ୍କର ଲୋଖାଗୁଡ଼ିକ ପଢ଼ାୟିବା ପରେ ନେତାମାନେ ପାଉଲ ଓ ବର୍ଣ୍ଣବ୍ବାଙ୍କୁ ନିକଟକୁ ଏହା କହି ପଠାଇଲେ, ଭାଇମାନେ, ଲୋକମାନଙ୍କ ପାଇଁ ଯଦି ତୁମ୍ଭମାନଙ୍କର କିଛି ନିଷ୍ଠାର ଉପଦେଶ ଥାଏ, ତବେେ କୁହ।
16. ତେଣୁ ପାଉଲ ଠିଆ ହାଇେ ହାତ ରେ ସଙ୍କତେ ଦେଲେ ଏବଂ କହିଲେ, ହେ ଇଶ୍ରାୟେଲୀୟ ଲୋକମାନେ ପ୍ରକୃତ ପରମେଶ୍ବରଙ୍କୁ ଉପାସନା କରିଥିବା ଅନ୍ୟଜାତୀୟମାନେ, ଅନୁଗ୍ରହ କରି ମାେ କଥା ଶୁଣ।
17. ଇଶ୍ରାୟେଲର ପରମେଶ୍ବର ଆମ୍ଭ ପୂର୍ବପୁରୁଷମାନଙ୍କୁ ବାଛି ନେଲେ। ମିଶର ରେ ବିଦେଶୀ ଭାବେ ସମାନେେ ରହୁଥିବା ବେଳେ ପରମେଶ୍ବର ଆମ୍ଭ ଲୋକମାନଙ୍କୁ ସଫଳତା ଦେଲେ। ସେ ତାହାଙ୍କ ମହାନ୍ ଶକ୍ତି ବଳ ରେ ସଠାରୁେ ସମାନଙ୍କେୁ ବାହାର ମଧ୍ଯ କରି ଆଣିଲେ।
18. ପରମେଶ୍ବର ଚ଼ାଳିଶ ବର୍ଷ ପର୍ୟ୍ଯନ୍ତ ମରୁଭୂମିରେ ସମାନଙ୍କେର ଆଚ଼ରଣ ସହିଲେ।
19. ପରମେଶ୍ବର କିଣାନ ଦେଶର ସାତ ଗୋଟି ଜାତିକୁ ନଷ୍ଟ କରି ସହେି ଗୁଡ଼ିକ ଇଶ୍ରାୟେଲୀୟମାନଙ୍କୁ ଦେଲେ।
20. ଏହି ସବୁ ଦେଶ ଉତ୍ତରାଧିକାରୀ ଭାବରେ ଦେଲେ ଓ ଏହା 450 ବର୍ଷ ପର୍ୟ୍ଯନ୍ତ ସମାନେେ ଅଧିକାର କଲେ।
21. ଏହାପରେ ସମାନେେ ଜଣେ ରାଜା ଚାହିଁଲେ। ପରମେଶ୍ବର ସମାନଙ୍କେୁ ବିନ୍ଯାମୀନ ଗୋଷ୍ଠୀ କୀଶର ପୁତ୍ର ଶାଉଲଙ୍କୁ ରାଜାରୂପେ ଦେଲେ। ସେ ଚ଼ାଳିଶ ବର୍ଷ ପର୍ୟ୍ଯନ୍ତ ରାଜତ୍ବ କଲେ।
22. ଶାଉଳଙ୍କୁ ବାହାର କରି ଦଲୋପରେ ପରମେଶ୍ବର ଦାଉଦଙ୍କୁ ସମାନଙ୍କେ ରାଜା ଭାବରେ ମନୋନୀତ କଲେ। ପରମେଶ୍ବର ଦାଉଦଙ୍କ ବିଷୟ ରେ ସାକ୍ଷ୍ଯ ଦଇେ କହିଲେ, 'ମୁଁ ମାରେ ମତ ଅନୁସାରେ ୟିଶିର ପୁତ୍ର ଦାଉଦଙ୍କୁ ପାଇଅଛି। ସେ ମାେ ଇଚ୍ଛା ଅନୁସାରେ ସବୁ ବିଷୟ କରିବେ।'
23. ପରମେଶ୍ବର ତାହାଙ୍କର ପ୍ରତିଜ୍ଞା ଅନୁଯାଯୀ ଏହି ଦାଉଦଙ୍କ ବଂଶର ଜଣଙ୍କୁ ଇଶ୍ରାୟେଲର ଉଦ୍ଧାରକର୍ତ୍ତା ଭାବରେ ଆଣିଅଛନ୍ତି, ସେ ହେଉଛନ୍ତି ଖ୍ରୀଷ୍ଟ ଯୀଶୁ।
24. ତାହାଙ୍କ ଆସିବା ପୂର୍ବରୁ ଯୋହନ ଇଶ୍ରାୟେଲର ସମସ୍ତ ଲୋକମାନଙ୍କୁ ପ୍ରଚ଼ାର କରି କହିଥିଲେ ଯେ, ସମାନଙ୍କେ ଜୀବନ ରେ ପରିବର୍ତ୍ତନ ହାଇେ ଥିବାର ଚ଼ିହ୍ନ ସ୍ବରୁପ ସମାନେେ ବାପ୍ତିସ୍ମ ନବୋ ଆବଶ୍ଯକ।
25. ଯୋହନ ତାହାଙ୍କ କାର୍ୟ୍ଯ ପୂର୍ଣ୍ଣ କରି କହିଲେ, ' ମାେତେ ତୁମ୍ଭମାନେେ କିଏ ବୋଲି ଭାବୁଛ? ମୁଁ ଖ୍ରୀଷ୍ଟ ନୁହେଁ। ଯେ ମାରେ ପରେ ଆସୁଛନ୍ତି, ତାହାଙ୍କର ଜୋତା ଫିତା ଫିଟଇବୋ ପାଇଁ ମଧ୍ଯ ମୁଁ ଯୋଗ୍ଯ ନୁହେଁ।'
26. ହେ ଭାଇମାନେ, ଅବ୍ରହାମଙ୍କ ପୁତ୍ରମାନେ ଓ ପ୍ରକୃତ ପରମେଶ୍ବରଙ୍କୁ ଉପାସନା କରୁଥିବା ଅନ୍ୟଜାତୀୟମାନେ, ଆମ୍ଭମାନଙ୍କ ପାଇଁ ଏହି ପରିତ୍ରାଣର ସୁସମାଚ଼ାର ପଠାଯାଇଛି।
27. ୟିରୂଶାଲମ ବାସିନ୍ଦାମାନେ ଓ ଯିହୂଦୀନେତାମାନେ ଯୀଶୁଙ୍କୁ ଚ଼ିହ୍ନି ପାରିଲେ ନାହିଁ। ସମାନେେ ତାହାଙ୍କୁ ଦଣ୍ଡ ଦେଲେ। ଏହି ପ୍ରକା ରେ ସମାନେେ ଭବିଷ୍ଯଦ୍ବକ୍ତାମାନଙ୍କ ବାକ୍ଯ ସଫଳ କଲେ। ଭବିଷ୍ଯଦ୍ବକ୍ତାମାନଙ୍କର ଏହି ବାକ୍ଯ ସବୁ ପ୍ରତି ବିଶ୍ରାମ ଦିବସ ରେ ପଢ଼ାଯାଏ।
28. ସମାନେେ ତାହାଙ୍କର ମୃତ୍ଯୁଦଣ୍ଡ ଦବୋର କିଛି କାରଣ ନ ପାଇ ତାହାଙ୍କୁ ମାରିଦବୋପାଇଁ ପୀଲାତଙ୍କୁ କହିଲେ।
29. ତାହାଙ୍କ ବିଷୟ ରେ ସବୁ ଲଖାେ ହାଇେଥିବା ଘଟଣାମାନ ପୂର୍ଣ୍ଣ ହେଲା ପରେ ସମାନେେ ତାହାଙ୍କୁ କୃଶରୁ ଓହ୍ଲାଇ ଆଣି କବର ମଧିଅରେ ରଖି ଦେଲେ।
30. କିନ୍ତୁ ପରମେଶ୍ବର ତାହାଙ୍କୁ ମୃତ୍ଯୁରୁ ପୁନରୁତ୍ଥିତ କଲେ।
31. ସେ ତାହାଙ୍କ ସହିତ ଗାଲିଲୀରୁ ୟିରୂଶାଲମକୁ ଆସିଥିବା ଲୋକମାନଙ୍କୁ ବହୁତ ଦିନ ପର୍ୟ୍ଯନ୍ତ ଦର୍ଶନ ଦେଲେ। ସମାନେେ ଲୋକମାନଙ୍କ ଆଗ ରେ ଏବେ ତାହାଙ୍କର ସାକ୍ଷୀ ଅଟନ୍ତି।
32. ଆମ୍ଭ ପୂର୍ବ ପୁରୁଷମାନଙ୍କ ପ୍ରତିଜ୍ଞା କରାଯାଇଥିବା ଅନୁସାରେ ଆମ୍ଭେ ତୁମ୍ଭମାନଙ୍କୁ ସୁସମାଚ଼ାର ଶୁଣାଉଛୁ।
33. ପରମେଶ୍ବର ସହେି ପ୍ରତିଜ୍ଞାକୁ ଆମ୍ଭପରି ତାହାଙ୍କର ସନ୍ତାନମାନଙ୍କ ନିମନ୍ତେ ପୁର୍ଣ୍ଣ କରିଛନ୍ତି। ଏହିପରି ଏହା ଗୀତସଂହିତା ରେ ଲଖାେଅଛି:
34. ପରମେଶ୍ବର ଯୀଶୁଙ୍କୁ ମୃତ୍ଯୁରୁ ପୁନରୁତ୍ଥିତ କଲେ, ଯେପରି ତାହାଙ୍କର ଶରୀର ପୁଣିଥରେ କବରପ୍ରାପ୍ତ ହାଇେ କ୍ଷୟ ନହୁଏ। ଏ ବିଷୟ ରେ ସେ କହିଲେ,
35. ପବିତ୍ର ବାକ୍ଯର ଅନ୍ୟ ସ୍ଥାନ ରେ ମଧ୍ଯ ଲଖାେଅଛି,
36. ଦାଉଦ ତାହାଙ୍କ ୟୁଗ ରେ ପରମେଶ୍ବରଙ୍କର ଇଚ୍ଛା ଅନୁସାରେ ସବୋକାର୍ୟ୍ଯ କରି ସାରିଲାପରେ ଦହେତ୍ଯାଗ କରିଥିଲେ। ଦାଉଦଙ୍କୁ ତାହାଙ୍କ ପୂର୍ବପୁରୁଷମାନଙ୍କ ସହିତ ସମାଧି ଦିଆଗଲା ଓ ସେ କ୍ଷୟ ପ୍ରାପ୍ତ ହେଲେ।
37. କିନ୍ତୁ ପରମେଶ୍ବର ଯାହାଙ୍କୁ ମୃତ୍ଯୁରୁ ଉେଠଇଲେ ସେ କ୍ଷୟପ୍ରାପ୍ତ ହାଇେ ନଥିଲେ।
38. ତେଣୁ ଭାଇମାନେ, ତୁମ୍ଭମାନଙ୍କର ଜାଣିବା ଉଚିତ ଯେ, କବଳେ ଏହି ଜଣଙ୍କ ଦ୍ବାରା ହିଁ ତୁମ୍ଭମାନଙ୍କର ସମସ୍ତ ପାପ କ୍ଷମା ହାଇପୋ ରେ।
39. ମାଶାଙ୍କେ ବ୍ଯବସ୍ଥା ଦ୍ବାରା ତୁମ୍ଭମାନେେ ଯେଉଁ ମୁକ୍ତି ପାଇ ପାରିବ ନାହିଁ; ତାହାଙ୍କଠା ରେ ବିଶ୍ବାସ କରି ତୁମ୍ଭମାନେେ ସହେିସବୁ ପାପରୁ ମୁକ୍ତି ପାଇ ପାରିବ।
40. ତେଣୁ ସାବଧାନ ରୁହ ଯେ, ଭବିଷ୍ଯଦ୍ବକ୍ତାମାନେ ଯାହା କହିଥିଲେ, ତାହା ଯେପରି ତୁମ୍ଭମାନଙ୍କ ପ୍ରତି ନଘଟେ।
41. ବିଷ୍ଯଦ୍ବକ୍ତାମାନେ କହିଲେ,
ଆନ୍ତିୟଖିଆରେ ଆଶୀର୍ବାଦ ଏବଂ ଦ୍ୱନ୍ଦ
42.
43. ସଭା ସମାପ୍ତ ହବୋପରେ ଅନକେ ଯିହୂଦୀୟ ଲୋକ ଓ ଯିହୂଦୀ ଧର୍ମ ଗ୍ରହଣ କରିଥିବା ଅନ୍ୟଜାତୀୟମାନେ ପାଉଲ ଓ ବର୍ଣ୍ଣବ୍ବାଙ୍କୁ ଅନୁସରଣ କଲେ। ସମାନେେ ସମାନଙ୍କେ ସହିତ କଥାବାର୍ତ୍ତା ହାଇେ ସମାନଙ୍କେୁ ପରମେଶ୍ବରଙ୍କ ଅନୁଗ୍ରହ ରେ ସ୍ଥିର ହାଇେ ରହିବାପାଇଁ କହିଲେ।
44. ପରବର୍ତ୍ତୀ ବିଶ୍ରାମବାର ରେ ସହରର ପ୍ରାୟସବୁ ଲୋକ ପ୍ରଭୁଙ୍କ ବାକ୍ଯ ଶୁଣିବା ପାଇଁ ଏକାଠି ହେଲେ।
45. ଯିହୂଦୀୟମାନେ ଲୋକମାନଙ୍କର ଭିଡ଼ ଦେଖି ଈର୍ଷା କଲେ। ସମାନେେ ପାଉଲଙ୍କ କଥାକୁ ବିରୋଧ କରି ଅପମାନଜନକ ଶବ୍ଦ ସବୁ ପ୍ରଯୋଗ କଲେ।
46. କିନ୍ତୁ ପାଉଲ ଓ ବର୍ଣ୍ଣବ୍ବା ସାହସର ସହିତ କହିଲେ, ପରମେଶ୍ବରଙ୍କର ସୁସମାଚ଼ାର ତୁମ୍ଭମାନଙ୍କ ନିକଟରେ ପ୍ରଥମେ କୁହାୟିବା ଆବଶ୍ଯକ ଥିଲା। କିନ୍ତୁ ତୁମ୍ଭମାନେେ ତାହା ଅସ୍ବୀକାର କରିବାରୁ ତୁମ୍ଭମାନେେ ଅନନ୍ତ ଜୀବନ ପାଇଁ ନିଜକୁ ଯୋଗ୍ଯ ଭାବି ନ ଥିବାରୁ ଆମ୍ଭମାନେେ ଅନ୍ୟଜାତୀୟମାନଙ୍କ ପାଖକୁ ୟିବା।
47. ପ୍ରଭୁ ଆମ୍ଭକୁ ଏହି ଆଦେଶ ଦଇେଛନ୍ତି:
48. ଅନ୍ୟ ଜାତୀୟ ଲୋକମାନେ ଏହା ଶୁଣି ଖୁସି ହେଲେ ଓ ପ୍ରଭୁଙ୍କର ସୁସମାଚ଼ାରର ପ୍ରଶଂସା କଲେ ଓ ଯେଉଁମାନେ ଅନନ୍ତ ଜୀବନ ନିମନ୍ତେ ମନୋନୀତ ହାଇେଥିଲେ, ସହେି ଲୋକମାନେ ପ୍ରଭୁଙ୍କଠା ରେ ବିଶ୍ବାସ କଲେ।
49. ଏହିପରି ପ୍ରଭୁଙ୍କର ବାର୍ତ୍ତା ଦେଶର ଚ଼ାରିଆଡ଼େ ବ୍ଯାପିଗଲା।
50. ଯିହୂଦୀୟମାନେ ଯିହୂଦୀଧର୍ମର ଉଚ୍ଚବଂଶୀୟ ସ୍ତ୍ରୀ ଲୋକଙ୍କୁ ଓ ନଗରର ମୁଖ୍ଯ ବ୍ଯକ୍ତିମାନଙ୍କୁ ଉତ୍ତଜେିତ କରାଇଲେ। ସମାନେେ ପାଉଲ ଓ ବର୍ଣ୍ଣବ୍ବା ବିରୁଦ୍ଧ ରେ ଅନ୍ୟମାନଙ୍କୁ ପ୍ରବର୍ତ୍ତାଇଲେ। ସମାନେେ ସମାନଙ୍କେୁ ତାଡ଼ନା କରିବା ଆରମ୍ଭ କଲେ ଓ ସମାନଙ୍କେୁ ସହେି ଅଞ୍ଚଳରୁ ବାହାର କରି ଦେଲେ।
51. ପାଉଲ ଓ ବର୍ଣ୍ଣବ୍ବା ସମାନଙ୍କେ ବିରୁଦ୍ଧ ରେ ଆପଣା ଆପଣା ପାଦତଳ ଧୂଳି ଝାଡ଼ିଦଇେ ଇକନିୟ ନଗରକୁ ଚ଼ାଲିଗଲେ।
52. କିନ୍ତୁ ଶିଷ୍ଯମାନେ ଆନନ୍ଦ ଓ ପବିତ୍ର ଆତ୍ମା ରେ ପରିପୂର୍ଣ୍ଣ ହାଇଗେଲେ।