ଏଫିସରେ ପାଉଲ
1.
2. ପାଉଲ ସମାନଙ୍କେୁ ପଚ଼ାରିଲେ, ତୁମ୍ଭମାନେେ ବିଶ୍ବାସୀ ହେଲା ବେଳେ ପବିତ୍ର ଆତ୍ମାଙ୍କୁ ପ୍ରାପ୍ତ ହାଇେଥିଲ କି?
3. ସେ ପୁଣି ପଚ଼ାରିଲେ, ତବେେ ତୁମ୍ଭମାନେେ କେଉଁଥି ରେ ବାପ୍ତିଜିତ ହାଇେଥିଲ।?
4. ପାଉଲ ଏହାଶୁଣି କହିଲେ, ଯୋହନଙ୍କର ବାପ୍ତିସ୍ମର ଉଦ୍ଦେଶ୍ଯ ଥିଲା, ଲୋକମାନେ ଯେପରି ନିଜର ମନ ପରିବର୍ତ୍ତନ କରନ୍ତି। ତେଣୁ ଯେଉଁମାନେ ତାହାଙ୍କ ନିକଟକୁ ଆସୁଥିଲେ, ସେ ସହେି ଲୋକମାନଙ୍କୁ ତାହାଙ୍କ ପରେ ଆସୁଥିବା ବ୍ଯକ୍ତି, ଅର୍ଥାତ୍ ଯୀଶୁଙ୍କଠା ରେ ବିଶ୍ବାସ କରିବା ନିମନ୍ତେ କହୁଥିଲେ।
5. ସମାନେେ ଏକଥା ଶୁଣି ପ୍ରଭୁ ଯୀଶୁଙ୍କ ନାମ ରେ ବାପ୍ତିଜିତ ହେଲେ।
6. ପାଉଲ ଯେତବେେଳେ ସମାନଙ୍କେ ଉପରେ ହାତ ରଖିଲେ, ପବିତ୍ର ଆତ୍ମା ସମାନଙ୍କେ ଉପରେ ଓହ୍ଲାଇ ଆସିଲେ। ସମାନେେ ବିଭିନ୍ନ ପ୍ରକାର ଭାଷା ଓ ଭବିଷ୍ଯଦ୍ବାଣୀ କହିବାକୁ ଲାଗିଲେ।
7. ସମାନେେ ସମୁଦାୟ ବାର ଜଣ ଥିଲେ।
8. ତା'ପରେ ପାଉଲ ସମାଜଗୃହ ରେ ପ୍ରବେଶ କରି ତିନିମାସ ପର୍ୟ୍ଯନ୍ତ ସାହାସର ସହିତ ଯିହୂଦୀମାନଙ୍କ ସହିତ ପରମେଶ୍ବରଙ୍କ ରାଜ୍ଯ ବିଷୟ ରେ କହିଲେ। ସେ ସମାନଙ୍କେୁ ପରମେଶ୍ବରଙ୍କ ରାଜ୍ଯ ବିଷୟ ରେ କହି ସମାନଙ୍କେୁ ଗ୍ରହଣ କରିବା ପାଇଁ ରାଜି କରାଇଲେ।
9. ମାତ୍ର ସମାନଙ୍କେ ଭିତରୁ କେତକେ ଜିଦ୍ଖୋର ହାଇେ ବିଶ୍ବାସ କଲନୋହିଁ। ସମାନେେ ଲୋକମାନଙ୍କ ଆଗ ରେ ଖ୍ରୀଷ୍ଟଙ୍କ ପଥ ବିଷୟ ରେ ବହୁତ ଖରାପ କଥା କହିବାକୁ ଲାଗିଲେ। ତେଣୁ ପାଉଲ ସମାନଙ୍କେୁ ଛାଡ଼ି କବଳେ ଯୀଶୁଙ୍କର ଶିଷ୍ଯମାନଙ୍କୁ ସାଙ୍ଗ ରେ ରଖିଲେ। ସେ ପ୍ରତିଦିନ ତୁରାନ୍ନର ବିଦ୍ଯାଳୟକୁ ଯାଇ ଆଲୋଚନା କରୁଥିଲେ।
10. ଏହିପରି ଦୁଇ ବର୍ଷ ବିତିଗଲା, ଏଥିପାଇଁ ଏସିଆର ସମସ୍ତ ବାସିନ୍ଦାମାନେ ଅର୍ଥାତ୍ ଉଭୟ ଯିହୂଦୀୟ ଓ ଗ୍ରୀକ୍ମାନେ ପ୍ରଭୁଙ୍କ କଥା ଶୁଣିବାକୁ ପାଇଲେ।
ଚମତ୍କାର ଖ୍ରୀଷ୍ଟଙ୍କୁ ଗ ify ରବାନ୍ୱିତ କରେ
11.
12. ତେଣୁ ପାଉଲ ସ୍ପର୍ଶ କରୁଥିବା ରୁମାଲ ଓ ଗାମୁଛା ନଇେ ରୋଗୀମାନଙ୍କ ଉପରେ ପକାଇ ଦେଉଥିଲେ ଓ ଏହିଭଳି ସମାନେେ ରୋଗରୁ ସୁସ୍ଥ ହାଇଯୋଉଥିଲେ। ସମାନଙ୍କେ ମଧ୍ଯରୁ ଭୂତାତ୍ମା ମଧ୍ଯ ଚ଼ାଲିଯାଉଥିଲା।
13. ଭୂତାତ୍ମାକୁ ଦୂର କରିବାପାଇଁ ଏଣତେଣେେ ବୁଲୁଥିବା କେତକେ ଯିହୂଦୀୟମାନେ ମଧ୍ଯ ଭୂତାତ୍ମାକୁ ଛଡ଼ାଇବା ନିମନ୍ତେ ପ୍ରଭୁ ଯୀଶୁଙ୍କ ନାମକୁ ବ୍ଯବହାର କରିବାପାଇଁ ଚେ଼ଷ୍ଟା କଲେ। ସମାନେେ କହିଲେ, ଯେଉଁ ଯୀଶୁଙ୍କୁ ପାଉଲ ପ୍ରଚ଼ାର କରୁଛନ୍ତି ମୁଁ ତୁମ୍ଭକୁ ତାହାଙ୍କ ନାମ ରେ ଆଦେଶ ଦେଉଛି।
14. ସ୍କବୋଙ୍କର ସାତ ଜଣ ପୁତ୍ର ଏହିପରି କରୁଥିଲେ। ସ୍କବୋ ଜଣେ ଯିହୂଦୀୟ ମୁଖ୍ଯ ଯାଜକ ଥିଲେ।
15. କିନ୍ତୁ ଜଣେ ଭୂତାତ୍ମା ସମାନଙ୍କେୁ କହିଲା, ମୁଁ ଯୀଶୁଙ୍କୁ ଚିନ୍ନେ ଓ ପାଉଲଙ୍କୁ ମଧ୍ଯ ଜାଣେ। କିନ୍ତୁ ତୁମ୍ଭମାନେେ କିଏ?
16. ଏହା କହି ସହେି ଭୂତାତ୍ମା ଥିବା ଲୋକଟି ସମାନଙ୍କେ ଉପରେ ଡ଼ଇେଁ ପଡ଼ିଲା। ସେ ସମାନଙ୍କେୁ ମାରି ପରାସ୍ତ କଲା। ତେଣୁ ସମାନେେ ସମସ୍ତେ ସେ ଘରୁ ଉଲଗ୍ନ ଓ କ୍ଷତବିକ୍ଷତ ହାଇେ ଦୌଡ଼ି ଚ଼ାଲିଗଲେ।
17. ଏକଥା ଏଫିସ ନଗରର ସମସ୍ତ ଯିହୂଦୀୟ ଓ ଗ୍ରୀକ୍ମାନେ ଜାଣି ଭୟ କଲେ। ଏହାଦ୍ବାରା ପ୍ରଭୁ ଯୀଶୁଙ୍କର ନାମ ଅଧିକ ଗୌରବାନ୍ବିତ ହେଲା।
18. ସମାନଙ୍କେ ମଧ୍ଯରୁ ଯେଉଁମାନେ ବିଶ୍ବାସ କରୁଥିଲେ, ସହେି ଲୋକମାନେ ଆସି ସମସ୍ତଙ୍କ ସାକ୍ଷାତ ରେ ନିଜର କୁକର୍ମ ସବୁ ସ୍ବୀକାର କଲେ।
19. ଯେଉଁ ଲୋକମାନେ ଯାଦୁକର୍ମ କରୁଥିଲେ, ସମାନେେ ସମାନଙ୍କେର ସବୁ ବହିଗୁଡ଼ିକ ଏକାଠି କରି ଆଣି ସମସ୍ତଙ୍କ ସମ୍ମୁଖ ରେ ପୋଡ଼ି ପକାଇଲେ। ସମାନେେ ଏହି ଗୁଡ଼ିକର ଦାମ ହିସାବ କରି ଦେଖିଲେ ଯେ, ଏହା ପ୍ରାୟ ପଚ଼ାଶ ହଜାର ରେ ୗପ୍ୟମୁଦ୍ରା ମୂଲ୍ଯର ବହିଥିଲା।
20. ଏହିପରି ଭାବରେ ପ୍ରଭୁଙ୍କର କଥା ଅଧିକ ପ୍ରଭାବଶାଳୀ ହାଇେ ଚ଼ାରିଆଡ଼େ ବ୍ଯାପିବାକୁ ଲାଗିଲା ଏବଂ ଅଧିକରୁ ଅଧିକ ଲୋକ ପ୍ରଭୁଙ୍କଠା ରେ ବିଶ୍ବାସ କଲେ।
ଏଫିସରେ ଦଙ୍ଗା
21.
22. ତେଣୁ ସେ ତାହାଙ୍କର ଦୁଇଜଣ ସାହାୟ୍ଯକାରୀ ଅର୍ଥାତ୍ ତୀମଥି ଓ ଏରାଷ୍ଟଙ୍କୁ ମାକିଦନିଆକୁ ପଠାଇଲେ। ସେ ନିଜେ ଆଉ କିଛି ଅଧିକ ସମୟ ଏସିଆ ରେ କଟାଇଲେ।
23. ସେସମୟରେ 'ପରମେଶ୍ବରଙ୍କ ପଥ' ବିଷୟ ରେ ଗୋଟିଏ ବଡ଼ ଧରଣର ଆନ୍ ଦୋଳନ ହେଲା।
24. ସଠାେରେ ଦୀମୀତ୍ରିୟ ନାମକ ଜଣେ ରୂପା ବଣିଆ ଥିଲା। ସେ ଦବେୀ ଆର୍ତ୍ତମେୀର ରୂପା ମନ୍ଦିର ନିର୍ମାଣ କରୁଥିଲା। ସେ ରୂପା କାରୀଗରମାନଙ୍କୁ ବହୁତ କାର୍ୟ୍ଯ ଯୋଗଇ ଦେଉଥିଲା।
25. ସେ ସମାନଙ୍କେୁ ଓ ଏହି କାମ କରୁଥିବା ଅନ୍ୟ କର୍ମୀମାନଙ୍କୁ ଏକାଠି କରି କହିଲା, ହେ ଲୋକମାନେ, ତୁମ୍ଭମାନେେ ଜାଣିଛ ଯେ, ଆମ୍ଭେ ଏ କାମରୁ ବହୁତ ଲାଭ କରୁଛୁ।
26. ତୁମ୍ଭମାନେେ ଦେଖୁଛ ଓ ଶୁଣୁଛ ଯେ, ଏହି ପାଉଲ କବଳେ ଏଫିସ ନଗର ରେ ନୁହେଁ, ପୁରା ଏସିଆ ରେ ଲୋକମାନଙ୍କୁ ମତଇେ ପ୍ରଭାବିତ କରୁଛି। ସେ କହୁଛି ଯେ, ମନୁଷ୍ଯର ହାତ ତିଆରି ଦବେତାମାନେ ପ୍ରକୃତ ଦବେତା ନୁହଁନ୍ତି।
27. ଏହା ଦ୍ବାରା କବଳେ ଆମ୍ଭ କାର୍ୟ୍ଯର କ୍ଷତି ଘଟିବ ନାହିଁ ମାତ୍ର ମହାଦବେୀ ଆର୍ତ୍ତମେୀର ମନ୍ଦିରର ମଧ୍ଯ କୌଣସି ଗୁରୁତ୍ବ ରହିବ ନାହିଁ। ସମଗ୍ର ଏସିଆ ଓ ପୃଥିବୀର ଲୋକମାନେ ଯେଉଁ ଦବେୀକୁ ପୂଜା କରନ୍ତି, ତାହାର ମହିମା ମଧ୍ଯ ନଷ୍ଟ ହାଇଯେିବ।
28. ସମାନେେ ଏହାଶୁଣି ଭୀଷଣ ରାଗିଗଲେ ଓ ଚ଼ିତ୍କାର କରି କହିଲେ, ଏଫିସୀୟମାନଙ୍କର ଆର୍ତ୍ତମେୀ ମହାଦବେୀ ମାହାନ୍ ଅଟନ୍ତି।
29. ସମ୍ପୂର୍ଣ୍ଣ ସହର ରେ ଚ଼ହଳ ପଡ଼ିଗଲା। ପାଉଲଙ୍କ ସହଯାତ୍ରୀ ମାକିଦନୀଯା ନିବାସୀ ଗାୟ ଓ ଆରିସ୍ତାର୍ଖଙ୍କୁ ଧରିନଇେ ସମାନେେ ଖଳେ ପଡ଼ିଆ ଆଡ଼କୁ ଦୌଡ଼ିଲେ।
30. ପାଉଲ ଭିତରକୁ ୟିବାପାଇଁ ଇଚ୍ଛା କଲେ କନ୍ତୁ ଶିଷ୍ଯମାନେ ତାହାଙ୍କୁ ୟିବାକୁ ଦେଲେ ନାହିଁ।
31. ସହେି ଦେଶର କେତକେ ନେତାମାନେ ପାଉଲଙ୍କର ବନ୍ଧୁ ଥିଲେ। ସମାନେେ ତାହାଙ୍କୁ ଖଳପେଡ଼ିଆ ପାଖକୁ ନ ୟିବାପାଇଁ ଅନୁ ରୋଧ କରି ଖବର ପଠାଇଲେ।
32. ଏହି ସମୟ ଭିତ ରେ ନାନା ଲୋକ ନାନା କଥା କହିଲେ ଓ ପାଟିକେଲ। ଅଧିକାଂଶ ଲୋକମାନେ ସମାନଙ୍କେର ଏକାଠି ହବୋର କାରଣ ଜାଣି ନଥିଲେ। ଏହା ଫଳ ରେ ସଭା ରେ ପାଟିତୁଣ୍ଡ ହେଉଥିଲା।
33. ସେତବେେଳେ ଯିହୂଦୀୟମାନେ ଆଲେକ୍ଜାଣ୍ଡରକୁ ଆଗକୁ ପଠାଇଥିଲେ ଓ ତାହାଙ୍କୁ କିଛି କହିବା ପାଇଁ ଉପଦେଶ ଦେଉଥିଲେ। ଆଲେକ୍ଜାଣ୍ଡର ଲୋକମାନଙ୍କ ଆଗ ରେ ହାତ ହଲଇେ ସମାନଙ୍କେୁ ବୁଝାଇବା ପାଇଁ ଚେ଼ଷ୍ଟା କରୁଥିଲେ।
34. କିନ୍ତୁ ଯେତବେେଳେ ଲୋକମାନେ ଆଲେକ୍ଜାଣ୍ଡରଙ୍କୁ ଜଣେ ଯିହୂଦୀୟ ବୋଲି ଜାଣି ପାରିଲେ, ସେତବେେଳେ ସମାନେେ ଦୁଇ ଘଣ୍ଟା ପର୍ୟ୍ଯନ୍ତ ଚ଼ିତ୍କାର କଲେ ଓ କହିଲେ, ଏଫିସୀୟମାନଙ୍କର ମହାଦବେୀ ଆର୍ତ୍ତମେୀ ମହାନ୍ ଅଟନ୍ତି...!
35. ଏହା ଶୁଣି ନଗରର ବବେର୍ତ୍ତା ଜନଗହଳିକୁ ଶାନ୍ତ କରଇେ କହିଲେ, ହେ ଏଫିସୀୟ ବାସିନ୍ଦାମାନେ, ସାରା ପୃଥିବୀର କିଏ ନଜାଣେ ଯେ, ଏଫିସ ନଗର, ଆର୍ତ୍ତମେୀ ମହାଦବେୀ ଓ ସ୍ବର୍ଗରୁ ପଡ଼ିଥିବା ପବିତ୍ର ଶିଳାର ମନ୍ଦିରର ରକ୍ଷକ ଅଟେ?
36. ଏକଥା କହେି ଅସତ୍ଯ ବୋଲି କହିପାରିବେ ନାହିଁ। ତେଣୁ ତୁମ୍ଭମାନେେ ଶାନ୍ତ ରହିବା ଉଚ଼ିତ। ପ୍ରଥମେ କିଛି ନଭାବି ତୁମ୍ଭମାନେେ କିଛି କରିବା ଅନୁଚ଼ିତ।
37. ତୁମ୍ଭମାନେେ ଯେଉଁ ଲୋକମାନଙ୍କୁ ଏଠାକୁ ଆଣିଛ, ସମାନେେ କୌଣସି ମନ୍ଦିର ଲୁଟ କରି ନାହାଁନ୍ତି ବା ଆମ୍ଭ ଦବେୀଙ୍କର ଅପମାନ କରି ନାହାଁନ୍ତି।
38. ସେ କହିଲେ, ଆମ୍ଭର ବିଚ଼ାରାଳୟ ଅଛି ଓ ବିଚ଼ାରକମାନେ ମଧ୍ଯ ଅଛନ୍ତି। ଯଦି କାହାରି ବିରୁଦ୍ଧ ରେ ଦୀମୀତ୍ରିୟ ବା ତା'ର କାରିଗରମାନଙ୍କର କୌଣସି ଅଭିଯୋଗ ଥାଏ, ସମାନେେ ସଠାେକୁ ଯାଇ ପରସ୍ପର ବିରୁଦ୍ଧ ରେ ଅଭି ଯୋଗ ଆଣି ପାରନ୍ତି।
39. ମାତ୍ର ତୁମ୍ଭମାନଙ୍କର ଯଦି ଆଉ କିଛି ବିଷୟ ଅଛି, ତବେେ ତାହା ନିୟମିତ ଜନସଭା ରେ ବିଚ଼ାର କରାଯାଇ ପାରିବ।
40. ଆଜିର ଜନ ସଭା ରେ ଆନ୍ ଦୋଳନ ସକାେଶ ଆମ୍ଭେ ଦୋଷୀ ହାଇପୋରୁ, ଯେ ହତେୁ ଆମ୍ଭପାଖ ରେ ଏହାର କୌଣସି ଯଥାର୍ଥ କାରଣ ନାହିଁ।
41. ଏହା କହି ସେ ସଭା ଭାଙ୍ଗିଲେ। ତା'ପରେ ସେ ଲୋକମାନଙ୍କୁ ଘରକୁ ୟିବାପାଇଁ କହିଲେ। ସମସ୍ତେ ଚ଼ାଲିଗଲେ।