God ଶ୍ବରଙ୍କ ଦଣ୍ଡ ଇସ୍ରାଏଲରେ ସଂସ୍କାର ଆଣିନାହିଁ

1.

2. ମାରେପ୍ରଭୁ ସଦାପ୍ରଭୁ, ତାଙ୍କର ପବିତ୍ରତା ଦ୍ବାରା ଶପଥ ନେଲେ ଏବଂ କହିଲେ, ଭବିଷ୍ଯତ ରେ ଲୋକମାନେ ତେଣ୍ଟା ବ୍ଯବାହାର କରିବେ ଏବଂ ତୁମ୍ଭମାନଙ୍କୁ ବନ୍ଦୀ ପରି ନଇେଯିବେ। ସମାନେେ ବନଶି କଣ୍ଟା ବ୍ଯବହାର କରି ତୁମ୍ଭମାନଙ୍କ ମଧ୍ଯରୁ ପ୍ରେତ୍ୟକକକୁ ନଇେଯିବେ।

3. ସ୍ତ୍ରୀ ଲୋକମାନେ କାନ୍ଥଗୁଡିକ ଭାଙ୍ଗି ବାହାରି ଆସିବେ ଏବଂ ସମାନେେ ହର୍ମୋଣ ଭିତରକୁ ନିକ୍ଷପେ ହବେେ।

4. ବୈଥଲକେୁ ୟାଅ ଏବଂ ସଠାେ ରେ ପାପ କର। ଗିଲ୍ଗଲକୁ ୟାଅ ସଠାେ ରେ ଅଧିକ ପାପ କର। ପ୍ରଭାତ ରେ ତୁମ୍ଭର ବଳିଦାନ ଉତ୍ସର୍ଗ କର। ତିନି ଦିନ ରେ ଥରେ ଏକ ଦଶମାଂଶ ଶସ୍ଯ ଆଣ।

5. ଆଉ ମଧ୍ଯ ଦ୍ରାକ୍ଷାରସର ଫଣରେ ନବୈେଦ୍ଯ ପାଇଁ ଧନ୍ଯବାଦ ଦିଅ। ଏହି ସ୍ବେଚ୍ଛାଦତ୍ତ ନବୈେଦ୍ଯ ବିଷଯ ରେ ପ୍ରେତ୍ୟକକଙ୍କୁ ଜଣାଅ। ହେ ଇଶ୍ରାୟେଲୀୟ, ତୁମ୍ଭେ ଏହିସବୁ କାର୍ୟ୍ଯ କରିବାକୁ ଭଲ ପାଉଛ। ସଦାପ୍ରଭୁ ଏହାହିଁ କହିଲେ।

ଇସ୍ରାଏଲ ସଂଶୋଧନ ଗ୍ରହଣ କଲେ ନାହିଁ

6. ଏଗୁଡିକ କରିବା ଦ୍ବାରା ଆମ୍ଭେ ତୁମ୍ଭମାନଙ୍କୁ ବାରଣ କରି ଆମ୍ଭ ପାଖକୁ ଫରୋଇ ଆଣିବାକୁ ଚେଷ୍ଟା କଲୁ। ଆମ୍ଭେ ତୁମ୍ଭମାନଙ୍କୁ କୌଣସି ଖାଦ୍ୟ ଖାଇବାକୁ ଦଲେୁ ନାହିଁ। ତୁମ୍ଭର ନଗରୀଗୁଡିକରେ କୌଣସି ଖାଦ୍ୟ ନଥିଲା। ତଥାପି ତୁମ୍ଭମାନେେ ଆମ୍ଭ ନିକଟକୁ ଆସିଲ ନାହିଁ। ସଦାପ୍ରଭୁ ଏହା କହନ୍ତି।

7. ଆମ୍ଭେ ଶସ୍ଯ ଅମଳର ତିନିମାସ ପୂର୍ବରୁ ବର୍ଷା ବନ୍ଦ କଲୁ। ଆମ୍ଭେ ଗୋଟିଏ ନଗର ରେ ବର୍ଷା କରାଇଲୁ କିନ୍ତୁ ଅନ୍ୟ ଏକ ନଗର ରେ ବର୍ଷା ହେଲା ନାହିଁ। ଦେଶର ଗୋଟିଏ ଅଂଶ ରେ ଓଦା ହେଉଥିଲା ବେଳେ ଅନ୍ୟ ଅଂଶ ଶୁଷ୍କ ରହିଥିଲା।

8. ତେଣୁ ଅନାବୃଷ୍ଟି ଯୋଗୁ ଦୁଇ ତିନିଟି ନଗର ରେ ଲୋକ ବୃଷ୍ଟି ବହୁଳ ଅଞ୍ଚଳକୁ ଝଳପାନ କରିବାକୁ ଧାଇଁଲେ। କିନ୍ତୁ ସଠାେ ରେ ସବୁ ଲୋକଙ୍କ ପାଇଁ ପ୍ରଚୁର ଜଳ ନଥିଲା। ତଥାପି ତୁମ୍ଭମାନେେ ଆମ୍ଭ ନିକଟକୁ ଆସିଲ ନାହିଁ। ସଦାପ୍ରଭୁ ଏହାହିଁ କହିଲେ।

9. ଉତ୍ତାପ ଓ ରୋଗଦ୍ବାରା ତୁମ୍ଭର ଶସ୍ଯସବୁ ନଷ୍ଟ କଲୁ। ଆମ୍ଭେ ତୁମ୍ଭର ବଗିଗ୍ଭ ଓ ଦ୍ରାକ୍ଷା କ୍ଷତକେୁ ଧ୍ବଂସ କଲୁ। ଫଙ୍ଗପାଳ ତୁମ୍ଭର ଡିମିରି ଓ ଅଲିଭ ବୃକ୍ଷକୁ ଖାଇ ଧ୍ବଂସ କଲେ। ତଥାପି ତୁମ୍ଭମାନେେ ଆମ୍ଭ ନିକଟକୁ ସାହାୟ୍ଯ ପାଇଁ ଆସିଲ ନାହିଁ। ସଦାପ୍ରଭୁ ଏହିସବୁ କହିଥିଲେ।

10. ମିଶର ରେ କଲାପରି ଆମ୍ଭେ ତୁମ୍ଭମାନଙ୍କ ବିରୁଦ୍ଧ ରେ ରୋଗଗୁଡିକୁ ପ୍ ରରଣେ କଲୁ। ଖଡ୍ଗ ରେ ଆମ୍ଭେ ତୁମ୍ଭର ୟୁବକମାନଙ୍କୁ ହତ୍ଯା କଲୁ। ତୁମ୍ଭମାନଙ୍କର ଘୋଡାଗୁଡିକୁ ନଇଗେଲୁ। ତୁମ୍ଭର ଶିବରଗୁଡିକୁ ମୃତଶବର ଦୁର୍ଗନ୍ଧ ରେ ପରିପୂର୍ଣ୍ଣ କଲୁ। ତଥାପି ତୁମ୍ଭମାନେେ ଆମ୍ଭ ସାହାୟ୍ଯ ଭିକ୍ଷା ପାଇଁ ଆସିଲ ନାହିଁ। ସଦାପ୍ରଭୁ ଏହିସବୁ କହିଥିଲେ।

11. ସଦୋମ ଓ ହ ମାରୋ ସହରଗୁଡିକ ଧ୍ବଂସ କଲାପରି ଆମ୍ଭେ ତୁମ୍ଭମାନଙ୍କୁ ଧ୍ବଂସ କଲୁ। ସହେି ନଗରଗୁଡିକ ସମ୍ପୂର୍ଣ୍ଣ ନଷ୍ଟ ହାଇେଥିଲା। ତୁମ୍ଭମାନେେ ଗୋଟିଏ ପୋଡା ବାଡି ଅଗ୍ନିରୁ ଟଣା ହେଲା ସଦୃଶ ଥିଲ। ତଥାପି ତୁମ୍ଭମାନେେ ଆମ୍ଭ ପାଖକୁ ଫରେି ଆସିଲ ନାହିଁ। ସଦାପ୍ରଭୁ ଏହିସବୁ କହିଥିଲେ।

12. ତେଣୁ ହେ ଇଶ୍ରାୟେଲୀୟ, ଆମ୍ଭେ ତୁମ୍ଭକୁ ଏହି ଜିନିଷଗୁଡିକ କହିବା। ହେ ଇଶ୍ରାୟେଲୀୟ! ତୁମ୍ଭେ ପରମେଶ୍ବରଙ୍କ ସମ୍ମୁଖୀନ ହବୋ ପାଇଁ ପ୍ରସ୍ତୁତ ହୁଅ।

13. ଆମ୍ଭେ କିଏ? ଆମ୍ଭେ ହେଉଛୁ ପର୍ବତର ନିର୍ମାଣକର୍ତ୍ତା, ଆମ୍ଭେ ତୁମ୍ଭ ମନର ସୃଷ୍ଟିକର୍ତ୍ତା। ଆମ୍ଭେ ଲୋକମାନଙ୍କୁ କଥା କହିବା ଶିଖାଇ ଥିଲୁ। ଆଉ ମଧ୍ଯ ଅନ୍ଧକାରକୁ ସକାଳ ରେ ପରିଣତ କରିଥିଲୁ। ଆମ୍ଭେ ପର୍ବତ ଓ ପୃଥିବୀ ଉପ ରେ ୟାତାଯାତ କରୁ। ତାହା ହେଲେ ଆମ୍ଭେ କିଏ? ଆମ୍ଭେ ହେଉଛୁ ସହେି ସଦାପ୍ରଭୁ ସୈନ୍ଯାଧିପତି, ସ୍ବଯମ୍ଭୁ ପରମେଶ୍ବର ଆମ୍ଭର ନାମ।

Bibles

Books

Chapters