ସିୟୋନ ଏବଂ ଶମିରୋଣକୁ ଚେତାବନୀ
1.
2. ୟାଅ କଲନୀକୁ ଦେଖ, ସହେି ସ୍ଥାନରୁ ମହାନ୍ ନଗର ହମାତକୁ ୟାଅ। ତା'ପ ରେ ପଲେଷ୍ଟୀୟମାନଙ୍କର ଗାଥ୍ ନଗରକୁ ୟାଅ। ସହେିସବୁ କି ଏହି ରାଜ୍ଯଗୁଡିକ ଅପେକ୍ଷା ଭଲ? ଅବା ସମାନଙ୍କେର ସୀମା କି ତୁମ୍ଭମାନଙ୍କର ରାଜ୍ଯ ଅପେକ୍ଷା ବଡ।
3. ତୁମ୍ଭମାନେେ ଭାବୁଛ ଦଣ୍ତ ପାଇବାର ଦିନ ବହୁତ ଦୂର ରେ ଅଛି, ସେଥିପାଇଁ ତୁମ୍ଭେ ହିଂସାର ସହିତ ଶାସନ କରୁଛ।
4. ତୁମ୍ଭେ ଗଜଦନ୍ତ ଶୟ୍ଯା ଉପ ରେ ଶଯନ କରୁଛ ଓ ଖଟ ଉପ ରେ ନିଜର ଶରୀରକୁ ଲମ୍ବାଇ ଦେଉଛ। ତୁମ୍ଭମାନେେ ତୁମ୍ଭର ମଷେ ପଲରୁ ମଷେଶାବକର କୋମଳ ମାଂସ ଖାଉଛ ଏବଂ ସମାନଙ୍କେ ଗୁବାଳରୁ ବାଛୁରୀମାନଙ୍କୁ ଆଣୁଛ ଏବଂ ସମାନଙ୍କେୁ ଖାଉଛ। ଏହା ତୁମ୍ଭମାନଙ୍କ ପାଇଁ ବହୁତ ଖରାପ ହବେ।
5. ତୁମ୍ଭେ ବୀଣାବାଦନ କରୁଛ ଏବଂ ଦାଉଦଙ୍କ ପରି ତୁମ୍ଭର ବାଦ୍ଯୟନ୍ତ୍ରଗୁଡିକରେ ଅଭ୍ଯାସ କରୁଛ।
6. ତୁମ୍ଭେ ଦ୍ରାକ୍ଷାରସ ସୁନ୍ଦର ପାତ୍ର ରେ ପାନ କରୁଛ। ଆଉ ମଧ୍ଯ ସୁନ୍ଦର ସୁବାସିତ ପଦାର୍ଥ ବ୍ଯବହାର କରୁଛ। କିନ୍ତୁ ଯୋଷଫେର ପରିବାର ଧ୍ବଂସ ପାଉଛନ୍ତି ସେଥିପାଇଁ ଟିକିଏ ହେଲେ ଦୁଃଖ କରୁନାହିଁ।
7. ସହେି ଲୋକମାନେ ସମାନଙ୍କେର ଖଟ ଉପ ରେ ଲମ୍ବି ଶାଇେଛନ୍ତି। କିନ୍ତୁ ସମାନଙ୍କେର ସୁଖର ଦିନ ଶଷେ ହାଇେଛି। ସମାନଙ୍କେୁ ଅନ୍ୟ ରାଜ୍ଯକୁ ବନ୍ଦୀରୂପେ ନିଆୟିବ। ସମାନେେ ବନ୍ଦୀ ହାଇେ ୟିବାର ପ୍ରଥମ ବ୍ଯକ୍ତି ହବେେ।
8. ମାରେ ପ୍ରଭୁ ସଦାପ୍ରଭୁ ନିଜର ପବିତ୍ର ନାମକୁ ବ୍ଯବହାର କଲେ ଓ ଶପଥ ନେଲେ। ସଦାପ୍ରଭୁ ସର୍ବଶକ୍ତିମାନ ପରମେଶ୍ବର ଏହା ପ୍ରତିଜ୍ଞା କଲେ,
9. ସହେି ସମୟରେ ଯଦି ଗୋଟିଏ ଘ ରେ କବଳେ ଦଶଜଣ ଅଛନ୍ତି, ସମାନେେ ସମସ୍ତେ ମରିବେ।
10. ଯେତବେେଳେ ଜଣେ ଲୋକ ମରିବ, ଜଣେ ସମ୍ପକୀଯ ମୃତ ଶରୀରକୁ ନଇେ ଦାହ ଦବୋ ପାଇଁ ଆସିବ। ଏବଂ ସେ ଘର ମଧିଅରେ ଅନ୍ୟ କିଏ ଅଛି ବୋଲି ପଗ୍ଭରିବ। ଘର ଭିତ ରେ ଥିବା ଲୋକଟି ଉତ୍ତର କରିବ, ନା,
11. ସଦାପ୍ରଭୁ ପରମେଶ୍ବର ଆଦେଶ ଦବେେ, ଦେଖ ବଡ ଗୃହଗୁଡିକ ଖଣ୍ତ ବିଖଣ୍ତିତ ହବେ ଏବଂ କ୍ଷୁଦ୍ର ଗୃହଗୁଡିକ େଛାଟ େଛାଟ ଖଣ୍ତ ରେ ପରିଣତ ହବେ।
12. ଅଶ୍ବମାନେ ଢଲୋ ପଥରଗୁଡିକ ଉପ ରେ ଦୌଡିବେ କି? ଆଉ ମଧ୍ଯ କୌଣସି ଲୋକ ବଳଦମାନଙ୍କୁ ସମୁଦ୍ର ରେ ହଳ କରିବା ରେ ବ୍ଯବହାର କରନ୍ତି?କିନ୍ତୁ ତୁମ୍ଭେ ସବୁ ଜିନିଷ ତଳ ଉପର ପରିବର୍ତ୍ତନ କରିଛ। ତୁମ୍ଭେ ଧାର୍ମିକକୁ ନାଗ ବିଷ ରେ ପରିଣତ କରିଛ ଏବଂ ଆଉ ଅତି ଉତ୍ତମ ନ୍ଯାଯକୁ ତୀବ୍ର ହଳାହଳ ରେ ପରିଣତ କରିଛ।
13. ତୁମ୍ଭମାନେେ ତୁଚ୍ଛା ରେ ଆନନ୍ଦ କରୁଛ। ଆଉ ତୁମ୍ଭମାନେେ କହୁଛ, ଆମ୍ଭେ ନିଜ ତୁଚ୍ଛା ରେ ଆନନ୍ଦ ଶିଙ୍ଗ ଲାଭ କରିଅଛୁ।
14. କିନ୍ତୁ ହେ ଇଶ୍ରାୟେଲବାସୀ, ତୁମ୍ଭ ଦେଶ ବିରୁଦ୍ଧ ରେ ଆମ୍ଭେ ଗୋଟିଏ ଗୋଷ୍ଠୀ ଜାଗ୍ରତ କରିବା। ସହେି ଗୋଷ୍ଠୀ ତୁମ୍ଭ ସମଗ୍ର ରାଜ୍ଯ ଉପ ରେ ଦୁଃଖ କ୍ଲେଶ ଆଣିବ। ଏହି କ୍ଲେଶ ହମାତଠାରୁ ଅରାବା ମାର୍ଗ ପର୍ୟ୍ଯନ୍ତ ଲାଗି ରହିବ। ସଦାପ୍ରଭୁ ସର୍ବଶକ୍ତିମାନ ପରମେଶ୍ବର ଏହା କୁହନ୍ତି।