ପ୍ରତ୍ୟେକ ଜିନିଷର ସମୟ ଅଛି

1.

2. ଜନ୍ମ ହବୋର ଏକ ସମୟ ଅଛି, ଏବଂ ମରିବ ପାଇଁ ମଧ୍ଯ ଏକ ସମୟ ଅଛି। ବୃକ୍ଷ ରୋପଣ ପାଇଁ ସମୟ ଅଛି। ବୃକ୍ଷ ଉପାଡ଼ିବା ପାଇଁ ମଧ୍ଯ ଏକ ସମୟ ଅଛି।

3. ବଧ କରିବାର ସମୟ ଅଛି ଓ ଆରୋଗ୍ୟ କରିବାର ମଧ୍ଯ ସମୟ ଅଛି। ଧ୍ବଂସ କରିବାର ସମୟ ଅଛି ଓ ଗଢ଼ିବା ପାଇଁ ମଧ୍ଯ ସମୟ ଅଛି।

4. କାନ୍ଦିବା ପାଇଁ ଏକ ସମୟ ଅଛି ଓ ହସିବା ପାଇଁ ମଧ୍ଯ ଏକ ସମୟ ଅଛି। ବିଳାପ ପାଇଁ ସମୟ ଅଛି ଓ ଖୁସି ରେ ନୃତ୍ଯ କରିବାର ପାଇଁ ମଧ୍ଯ ସମୟ ଅଛି।

5. ପ୍ରସ୍ତର ପକାଇବାର ସମୟ ଅଛି ଓ ପ୍ରସ୍ତର ସଂଗ୍ରହ କରିବାର ମଧ୍ଯ ସମୟ ଅଛି। ଆଲିଙ୍ଗନ ପାଇଁ ସମୟ ଅଛି ଓ ଆଲିଙ୍ଗନରୁ ନିବୃତ୍ତ ହବୋର ମଧ୍ଯ ସମୟ ଅଛି।

6. ଅନ୍ବଷେଣ କରିବାର ସମୟ ଅଛି ଓ ହଜାଇବାର ମଧ୍ଯ ସମୟ ଅଛି। ରହିବାର ସମୟ ଅଛି ଓ ହଜାଇବାର ମଧ୍ଯ ସମୟ ଅଛି।ରଖିବାର ସମୟ ଅଛି ଓ ପକାଇବାର ମଧ୍ଯ ସମୟ ଅଛି।

7. ଚିରିବାର ସମୟ ଅଛି ଓ ସିଲଇେ କରିବାର ମଧ୍ଯ ସମୟ ଅଛି। ନୀରବ ରହିବାର ସମୟ ଅଛି ଓ କଥା କହିବାର ମଧ୍ଯ ସମୟ ଅଛି।

8. ପ୍ ରମେ କରିବାର ସମୟ ଅଛି ଓ ଘୃଣା କରିବାର ମଧ୍ଯ ସମୟ ଅଛି। ୟୁଦ୍ଧର ସମୟ ଅଛି ଓ ଶାନ୍ତିର ମଧ୍ଯ ସମୟ ଅଛି।

ଭଗବାନଙ୍କ ଦ୍ୱାରା ଦିଆଯାଇଥିବା କାର୍ଯ୍ୟ

9.

10. ମୁଁ ଦେଖିଲି, ସମସ୍ତ କଠିନ କାର୍ୟ୍ଯ ପରମେଶ୍ବର ଆମ୍ଭମାନଙ୍କୁ କରିବାକୁ ଦଇେଥିଲେ।

11. ପରମେଶ୍ବର ଏହା ଠିକ୍ ସମୟରେ ପ୍ରେତ୍ୟକକ ଜିନିଷ ସୁନ୍ଦର କରନ୍ତି। ସେ ମଧ୍ଯ ଲୋକମାନଙ୍କ ମନ ରେ ଅନନ୍ତକାଳର ଧାରଣା ରଖନ୍ତି, କିନ୍ତୁ ସମାନେେ କବେେ ହେଲେ ପୁରାପୁରି ବୁଝିପାରନ୍ତି ନାହିଁ ଯେ, ପ୍ରେତ୍ୟକକ ଜିନିଷ ପରମେଶ୍ବର କରିଅଛନ୍ତି।

12. ତେଣୁ ମୁଁ ଅନୁଭବ କଲି ଯେ ବଞ୍ଚିଥିବା ପର୍ୟ୍ଯନ୍ତ ସମାନେେ ଖୁସି ରହିବା ଓ ସମାନେେ ନିଜକୁ ଉପ ଭୋଗ କରିବା ଛଡ଼ା ଅନ୍ୟ କିଛି ଲୋକମାନଙ୍କ ପାଇଁ ଅଧିକ ଉତ୍ତମ ନୁହେଁ।

13. ଯଦି ଜଣେ ବ୍ଯକ୍ତି ଖାଦ୍ୟ, ପାନୀଯ ଓ ଉତ୍ତମ ଦ୍ରବ୍ଯ ତା ପରିଶ୍ରମ ବଳ ରେ ଉପ ଭୋଗ କରିପାରିଲା, ତବେେ ତାହା ପରମେଶ୍ବରଙ୍କଠାରୁ ଉପହାର।

14. ମୁଁ ଜାଣେ ଯେ, ପରମେଶ୍ବର ଯାହା କିଛି କରନ୍ତି, ତାହା ଅନନ୍ତକାଳସ୍ଥାଯୀ, ତାହା ବୃଦ୍ଧି ବା ହ୍ରାସ କରାୟାଇ ନ ପା ରେ। ପରମେଶ୍ବର ତାହା କରିଛନ୍ତି, ଯେପରି ଲୋକମାନେ ତାକୁ ସମ୍ମାନ ଦବେେ।

15. ଯାହାସବୁ ଏଠା ରେ ଆଉଥରେ ଘଟିବା ଅଛି, ଯାହାସବୁ ଘଟିବାକୁ ଯାଉଛି, ତାହା ଘଟି ସାରିଛି। ପରମେଶ୍ବର ସେସବୁ ଜିନିଷ ଖାଜେନ୍ତି ତାହା ଅତୀତ ହାଇେଛି।

ଅନ୍ୟାୟ ଦେଖାଯାଉଛି

16.

17. ମୁଁ ମନେ ମନେ କହିଲି: ପରମେଶ୍ବର ଧାର୍ମିକ ଓ ଦୁଷ୍ଟର ବିଚାର କରିବେ। କାରଣ ପ୍ରେତ୍ୟକକ କାର୍ୟ୍ଯ ପାଇଁ ସମୟ ଅଛି।

18. ମୁଁ ନିଜେ ମନେ ମନେ ଲୋକମାନଙ୍କ ବିଷଯ ରେ ଭାବିଲି, ମୁଁ ନିଜକୁ ନିଜେ ଚିନ୍ତା କଲି, ପରମେଶ୍ବର ସମାନଙ୍କେୁ ଦଖାଇେ ଦବୋକୁ ଚାହାନ୍ତି ଯେ, ସମାନେେ ପଶୁ ତୁଲ୍ଯ।

19. ଜଣେ ମନୁଷ୍ଯ ପଶୁଠାରୁ କ'ଣ ଉତ୍ତମ? ନାଁ ! କାହିଁକି? କାରଣ ମନୁଷ୍ଯ ଓ ପଶୁମାନଙ୍କ ପାଇଁ ଏକାପରି ଘଟେ, ପଶୁମାନେ ଜନ୍ମନ୍ତି ଓ ମରନ୍ତି। ଲୋକମାନେ ମଧ୍ଯ ଜନ୍ମନ୍ତି ଓ ମରନ୍ତି, ସମସ୍ତଙ୍କର ପ୍ରାଣ ବାଯୁ ଏକାପରି। କ'ଣ ଜଣେ ମୃତ ପଶୁ ଏକ ମୃତ ମନୁଷ୍ଯ ମଧିଅରେ କୌଣସି ଉନ୍ନତି ଅଛି କି ? ପ୍ରେତ୍ୟକକ ଜିନିଷ ଅବଶ୍ଯ ଅର୍ଥହୀନ।

20. ମୃତ ମନୁଷ୍ଯ ଓ ପଶୁର ଶରୀର ଏକା ପ୍ରକାର ରେ ବିନାଶ ହୁଏ। ସମାନେେ ଏହି ପୃଥିବୀରୁ ଆସିଥିଲେ ଓ ଏହି ପୃଥିବୀ ରେ ମିଶିଗଲେ।

21. ମନୁଷ୍ଯର ଆତ୍ମା ସ୍ବର୍ଗଗାମୀ ଓ ପଶୁର ଆତ୍ମା ନର୍କଗାମୀ ହୁଏ, କିଏ ଏ ବିଷଯ ରେ କହି ପାରିବ।

22. ସେଥିପାଇଁ ମୁଁ ଦେଖିଲି ଯେ, କବଳେ ନିଜ ସ୍ବକର୍ମ ରେ ଆନନ୍ଦ କରିବା ବ୍ଯତୀତ ମନୁଷ୍ଯ ନିମନ୍ତେ ଅନ୍ୟ କିଛି ଭଲ ନୁହେଁ। କାରଣ ଏହାହିଁ ତା'ର ଅଧିକାର। ଆଉ ଏହାପ ରେ ଯାହା ଘଟିବ ତାହାକୁ ଦେଖିବା ପାଇଁ ତାହାକୁ କିଏ ଫରୋଇ ଆଣିପାରିବ?

Bibles

Books

Chapters