ବର୍ଣ୍ଣା ଅଫର୍ ର ବେଦୀ

1.

2. ବଦେୀର ଚାରିକଣ ପାଇଁ ଶିଙ୍ଗ ତିଆରି କର। ଏହି ଶିଙ୍ଗଗୁଡିକ ବଦେୀର ଏକ ଅଂଶ ହବୋ ଉଚିତ୍। ଏହା କଂସା ରେ ଆଚ୍ଛାଦିତ ହବୋ ଉଚିତ୍।

3. ଭସ୍ମ ରଖିବା ପାଇଁ ପାତ୍ର କର, କୋଦାଳ, ଗରା, କଣ୍ଟାଚାମୁଚ ଏବଂ କରଇେ କଂସାରୁ ତିଆରି କର। ସମସ୍ତ ପାତ୍ର ପିତ୍ତଳ ରେ ପ୍ରସ୍ତୁତ କରିବ।

4. ପିତ୍ତଳ ରେ ଏକ ଜାଲି କରିବ ଓ ତା' ଉପରେ ଚାରି କୋଣ ରେ ପିତ୍ତଳର ଚାରକଡା କରିବ।

5. ୟଜ୍ଞବଦେୀର ତଳେ ଥିବା ଥାକ ତଳେ ଜାଲିକୁ ରଖ। ଏହା ୟଜ୍ଞବଦେୀର ମଧ୍ଯଭାଗ ପର୍ୟ୍ଯନ୍ତ ପାଇବା ଉଚିତ୍।

6. ୟଜ୍ଞବଦେୀର ଖମ୍ବ ଶିଟୀମ୍ କାଠ ରେ ନିର୍ମାଣ କରି ସେଥି ରେ ପିତ୍ତଳ ଆଚ୍ଛାଦନ କର।

7. ପୁଣି ସହେି ବଦେୀକୁ ବହିବା ବେଳେ ବଦେୀର ଉଭୟ ପାଶର୍‌ବ ଉପରେ କଡା ମଧିଅରେ ସହେି ସାଙ୍ଗୀ ରଖ।

8. ତୁମ୍ଭେ ୟଜ୍ଞବଦେୀକୁ ଫମ୍ପା ସିନ୍ଦୁକ ପରି ରଖ। ପର୍ବତ ରେ ତୁମ୍ଭକୁ ଯେଉଁ ରୂପେ ଦଖାଇେଥିଲ ସହେିପରି ଭାବରେ ବଦେୀ ନିର୍ମାଣ କରାୟିବା ଉଚିତ୍।

ତମ୍ବୁର କୋର୍ଟ

9. ପବିତ୍ର ତମ୍ବୁ ପାଇଁ ଏକ ପ୍ରାଙ୍ଗଣ ତିଆରି କର। ସହେି ପ୍ରାଙ୍ଗଣର ଦକ୍ଷିଣ ଦିଗ ରେ ବଳା ଶୁଭ୍ର କ୍ଷୋମ ସୂତା ନିର୍ମିତ ପରଦା ରହିବା ଉଚିତ୍। ଏହାର ଲମ୍ବ ଏକ ଶହ ହାତ ହବୋ ଉଚିତ୍।

10. ତହିଁର କୋଡିଏ ସ୍ତମ୍ଭ ଓ କୋଡ଼ିଏ ଚୁଙ୍ଗୀ ପିତ୍ତଳର ହବେ। ପୁଣି ସ୍ତମ୍ଭର ଆଙ୍କଡା ଓ ଛୁଞ୍ଚିଆ ରୂପାର ହବେ।

11. ତମ୍ବୁର ଉତ୍ତର ପାଶର୍‌ବ ରେ ଶ ହେ ହାତ ଲମ୍ବ ପରଦା ହବେ ଓ ତାହାର କୋଡିଏ ସ୍ତମ୍ଭ ଓ କୋଡିଏ ଚୁଙ୍ଗୀ ପିତ୍ତଳର ହବେ। ଏବଂ ସ୍ତମ୍ଭର ଆଙ୍କଡା ଛୁଞ୍ଚିଆ ରୂପାର ହବେ।

12. ଆଉ ପଶ୍ଚିମ ଦିଗ ରେ ପ୍ରାଙ୍ଗଣର ପ୍ରସ୍ଥତା ନିମନ୍ତେ ପଚାଶ ହସ୍ତ ପରଦା ଓ ତହିଁର ଦଶ ସ୍ତମ୍ଭ ଓ ଦଶ ଚୁଙ୍ଗୀ କରିବ।

13. ପୂର୍ବ ଦିଗ ରେ ପ୍ରାଙ୍ଗଣର ପ୍ରସ୍ଥତା ପଚାଶ ହାତ ହବେ।

14. ପୂର୍ବ ଭାଗ ରେ ପ୍ରବେଶ ପଥରେ ପନ୍ଦର ହାତ ପରଦା ଓ ତିନି ସ୍ତମ୍ଭ ଓ ତିନି ଚୁଙ୍ଗୀ ହବେ।

15. ଅନ୍ୟ ପଶର୍‌ବ ରେ ପନ୍ଦର ହାତ ପରଦା ଓ ତିନି ସ୍ତମ୍ଭ ଓ ତିନି ଚୁଙ୍ଗୀ ହବେ।

16. ପ୍ରାଙ୍ଗଣର ପ୍ରବେଶପଥ ନିମନ୍ତେ ପରଦାଟି କୋଡିଏ ହାତ ଲମ୍ବ ହବେ ଉଚିତ୍। ସହେି ପରଦାଟିକୁ ସୂକ୍ଷ୍ମ ନାଇଲନ ସୂତା ରେ ତିଆରି କର ଯାହାକି ନୀଳ, ବାଇଗଣୀ, ଲାଲ ରଙ୍ଗର ସୂତା ରେ ଶିଳ୍ପକର୍ମ ହାଇେଥିବ। ଏବଂ ଏହାର ତା'ର ଚାରୋଟୀ ସ୍ତମ୍ଭ ଓ ଚାରୋଟୀ ଆଧାର ହବୋ ଉଚିତ୍।

17. ପୁଣି ପ୍ରାଙ୍ଗଣର ଚତୁର୍ଦ୍ଦିଗସ୍ଥ ସ୍ତମ୍ଭ ସକଳ ରୂପା ଛୁଞ୍ଚିଆ ରେ ବନ୍ଦ ହବେ ଓ ତା'ର ଅଙ୍ଗଡା ରୂପାର ଓ ଚୁଙ୍ଗୀ ପିତ୍ତଳର ହବେ।

18. ପ୍ରାଙ୍ଗଣଟି ଏକଶହ ହାତ ଲମ୍ବ ଓ ପଚାଶ ହାତ ପ୍ରସ୍ଥ ଓ ପାଞ୍ଚ ହାତ ଉଚ୍ଚ ହବେ। ସହେି ଶୁଭ୍ର କ୍ଷୋମସୂତ୍ର ରେ ପ୍ରସ୍ତୁତ ହବୋ ସହିତ କଂସାର ଆଧାର ରହିବା ଉଚିତ୍।

19. ଆଉ ପବିତ୍ର ତମ୍ବୁର ସମୁଦାଯ କାର୍ୟ୍ଯ ସମ୍ବନ୍ଧୀଯ ସାମଗ୍ରୀ ଓ ପ୍ରଙ୍ଗଣର ସମସ୍ତ ଖିଲ କଂସାର ନିର୍ମିତ ହବୋ ଉଚିତ୍।

ଲ୍ୟାମ୍ପଷ୍ଟାଣ୍ଡର ଯତ୍ନ

20.

21. ହାରୋଣ ଓ ତା'ର ପୁତ୍ରମାନେ ପରଦା ପଛ ରେ ଥିବା ନିଯମ-ସିନ୍ଦୁକ ଓ ଏହାର ସମ୍ମୁଖ ରେ ଥିବା ଏହାକୁ ସନ୍ଧ୍ଯାରୁ ସକାଳ ପର୍ୟ୍ଯନ୍ତ ପ୍ରସ୍ତୁତ ରଖିବା ଉଚିତ୍। ଏହି ବ୍ଯବସ୍ଥା ଇଶ୍ରାୟେଲ ଲୋକମାନଙ୍କ ପାଇଁ ସର୍ବଦା ପ୍ରପୁଜ୍ଯ ହବେ।

Bibles

Books

Chapters