ସୃଷ୍ଟି ଇତିହାସ
1. ଆରମ୍ଭରେ ପରମେଶ୍ବର ଆକାଶ ଓ ପୃଥିବୀକୁ ସୃଷ୍ଟି କଲେ।
2. ପୃଥିବୀ ସେତବେେଳେ ସଂପୂରନ୍ଭାବେ ଶୂନ୍ଯ ଓ କିଛି ନଥିଲା। ଜଳଭାଗ ଉପରେ ଅନ୍ଧକାର ଘାଡ଼ଇେେ ରଖିଥିଲା ଏବଂ ପରମେଶ୍ବରଙ୍କର ଆତ୍ମା ଜଳଭାଗ
3. ଉପରେ ବ୍ଯାପ୍ତ ଥିଲା।
4. ପରମେଶ୍ବର ଆଲୋକକୁ ଦେଖିଲେ ଏବଂ ସେ ଜାଣିଲେ, ତାହା ଉତ୍ତମ, ଏହାପ ରେ ପରମେଶ୍ବର ଆଲୋକକୁ ଅନ୍ଧକାରରୁ ଅଲଗା କଲେ।
5. ପରମେଶ୍ବର ସହେି ଆଲୋକର ନାମ ଦେଲେ ଦିନ ଏବଂ ଅନ୍ଧକାରର ନାମ ଦେଲେ ରାତି।
6. ଏହାପରେ ପରମେଶ୍ବର କହିଲେ, ଜଳ ମଧିଅରେ ବୃହତ ଗମ୍ବୁଜ ଜାତ ହାଇେ ଜଳକୁ ଦୁଇଭାଗ କରୁ!
7. ଏହିପରି ପରମେଶ୍ବର ତାରଣେ ନିର୍ମାଣ କଲେ ଏବଂ ତାଣେ ଉପର ଜଳଠାରୁ ତାରଣେ ତଳ ଜଳକୁ ଅଲଗା କଲେ। ତହିଁରେ ସହେିପରି ହେଲା।
8. ପରମେଶ୍ବର ସହେି ତାରଣେ ନାମ ଦେଲେ ଆକାଶ ତା'ପରେ ସଠାେ ରେ ପ୍ରଭାତ ଏବଂ ସଠାେରେ ସୁର୍ୟ୍ଯାସ୍ତ ହେଲା। ଏବଂ ଏହା ଦି୍ବତୀଯ ଦିନ ଥିଲା।
9. ଏହାପରେ ପରମେଶ୍ବର କହିଲେ, ଆକାଶମଣ୍ଡଳ ଅଧଃସ୍ଥ ସମଗ୍ର ଜଳ ଏକ ସ୍ଥାନ ରେ ସଂଗୃହିତ ହେଉ। ୟଦ୍ବାରା ଭୂମି ଶୁଖିଲା ଦଖାୟିବେ। ଏବଂ ଏହିପରି ହେଲା।
10. ପରମେଶ୍ବର ଶୁଖିଲା ଭୂମିର ନାମ ପୃଥିବୀ ଦେଲେ। ଏବଂ ଜଳସମୁହ ଭାଗର ନାମ ଦେଲେ, ସମୁଦ୍ର। ଏହା ପରମେଶ୍ବରଙ୍କ ଦୃଷ୍ଟିରେ ଅତି ଉତ୍ତମ ଦିଶିଥିଲା।
11. ପରମେଶ୍ବର କହିଲେ, ପୃଥିବୀ ତୃଣ ଓ ସଜୀବ ଶାକ, ଜୀବ ସମ୍ବଳିତ ନିଜ ନିଜ ଜାତି ଅନୁୟାଯୀ ଫଳ ଉତ୍ପନ୍ନ କରୁ, ଏହିପରି ହେଲା।
12. ପୃଥିବୀ ତୃଣ ଓ ନିଜ ନିଜ ଜାତି ଅନୁସାରେ ଜୀବ ଉତ୍ପାଦକ ଶାକ ଓ ନିଜ ନିଜ ଜାତି ଅନୁସାରେ ସଜୀବ ଫଳ ଉତ୍ପାଦକ ବୃକ୍ଷ ଉତ୍ପନ୍ନ କଲା, ଏହା ପରମେଶ୍ବରଙ୍କ ଦୃଷ୍ଟି ରେ ଅତି ଉତ୍ତମ ଦିଶୁଥିଲା।
13. ତହିଁରେ ସଂନ୍ଧ୍ଯା ଓ ପ୍ରାତଃକାଳ ହାଇେ ତୃତୀୟ ଦିବସ ହେଲା।
14. ଏହାପରେ ପରମେଶ୍ବର କହିଲେ, ଆକାଶର ତାରଣେ ରେ ଜ୍ଯୋତିଗଣ ଉତ୍ପନ୍ନ ହୁଅନ୍ତୁ। ସହେି ଜ୍ଯୋତିଗଣ ରାତ୍ରରୁ ଦିନକୁ ପୃଥକ୍ କରିବେ। ସହେି ଜାତିଗେଣ ଋତୁ, ଦିନ ଓ ବର୍ଷଗୁଡ଼ିକର ସମୟକାଳ ଦଖାଇବୋ ପାଇଁ ଚ଼ିହ୍ନ ରୂପେ ବ୍ଯବହୃତ ହବେ।
15. ସହେି ଜାତିଗେଣ ପୃଥିବୀ ରେ ଆଲୋକ ଦବୋ ପାଇଁ ସମାନେେ ତାରଣେ ମଧିଅରେ ଥାନ୍ତୁ। ଏବଂ ଏହିପରି ହେଲା।
16. ତେଣୁ ପରମେଶ୍ବର ଦୁଇଟି ମହାଜାତିେ ସୃଷ୍ଟି କଲେ। ପରମେଶ୍ବର ଦିନ ରେ କତ୍ତୁର୍ତ୍ବ କରିବା ପାଇଁ ବଡ଼ ଜ୍ଯୋତି ଓ ରାତ୍ରି ରେ କତ୍ତୁର୍ତ୍ବ କରିବା ପାଇଁ ସାନ ଜାତିେ ନିର୍ମାଣ କଲେ। ପରମେଶ୍ବର ତାରାଗଣଙ୍କୁ ମଧ୍ଯ ସୃଷ୍ଟି କଲେ।
17. ପରମେଶ୍ବର ପୃଥିବୀକୁ ଆଲୋକିତ କରିବା ପାଇଁ ଆକାଶର ତୋରଣର ତାରାଗଣଙ୍କୁ ମଧ୍ଯ ସୃଷ୍ଟି କଲେ।
18. ପରମେଶ୍ବର ଦୀପ୍ତିଗଣଙ୍କୁ ଆକାଶ ମଣ୍ଡଳ ରେ ଦିନ ଓ ରାତ୍ରିକୁ କତ୍ତୁର୍ତ୍ବ କରିବା ପାଇଁ ସ୍ଥାପନ କଲେ। ଏହି ଜାତିଗେଣ ଅନ୍ଧକାରରୁ ଆଲୋକକୁ ପୃଥକ୍ କଲେ। ଏହା ପରମେଶ୍ବରଙ୍କ ଦୃଷ୍ଟି ରେ ଅତି ଉତ୍ତମ ଦିଶିଥିଲା।
19. ଏହାପରେ ସଂନ୍ଧ୍ଯା ଏବଂ ସକାଳ ହେଲା। ଏହା ଚ଼ତୁର୍ଥ ଦିବସ ଥିଲା।
20. ଏହାପରେ ପରମେଶ୍ବର କହିଲେ, ଜଳ ଜୀବିତ ପ୍ରାଣୀ ରେ ପୂର୍ଣ୍ଣ ହେଉ ଏବଂ ପକ୍ଷୀମାନେ ପୃଥିବୀ ଉପରେ ଓ ଆକାଶ ତାରଣେ ତଳେ ଉଡ଼ନ୍ତୁ।
21. ତେଣୁ ପରମେଶ୍ବର ନିଜ ନିଜ ଜାତି ପ୍ରକା ରେ ସୃଷ୍ଟି କଲେ, ବୃହତ୍ ସାମୁଦ୍ରିକ ଜୀବ ଓ ଅନ୍ୟ ଜୀବ ଯେଉଁମାନେ ସମୁଦ୍ର ରେ ରହନ୍ତି। ପରମେଶ୍ବର ଆକାଶ ରେ ଉଡ଼ୁଥିବା ବିଭିନ୍ନ ପ୍ରକାର ପକ୍ଷୀଗଣ ସୃଷ୍ଟି କଲେ। ଏହା ପରମେଶ୍ବର ଦୃଷ୍ଟି ରେ ଅତି ଉତ୍ତମ ଦିଶିଥିଲା।
22. ପରମେଶ୍ବର ପ୍ରାଣୀମାନଙ୍କୁ ଆଶୀର୍ବାଦ କଲେ। ପରମେଶ୍ବର ସମାନଙ୍କେୁ କହିଲେ, ବହୁବଂଶ ହାଇେ ସମୁଦ୍ର ଜଳକୁ ପରିପୂର୍ଣ୍ଣ କର। ପୃଥିବୀ ରେ ପକ୍ଷୀଗଣ ବହୁସଂଖ୍ଯକ ହୁଅନ୍ତୁ।
23. ସଂନ୍ଧ୍ଯା ହେଲା, ଏହା ପରେ ସକାଳ ହେଲା ଏବଂ ଏହା ପଞ୍ଚମ ଦିନ ଥିଲା।
24. ଏହାପରେ ପରମେଶ୍ବର କହିଲେ, ନିଜ ଜାତି ଅନୁସାରେ ପୃଥିବୀ ଜୀବିତ ପ୍ରାଣୀ ଉତ୍ପାଦନ କରୁ। ଜାତି ଶ୍ ରଣେୀ ଅନୁସାରେ ବନ୍ଯଜନ୍ତୁଗଣ ଉତ୍ପନ୍ନ ହୁଅନ୍ତୁ। ଏହାପରେ ସହେିପରି ହେଲା।
25. ଏହିପରି ପରମେଶ୍ବର ବିଭିନ୍ନ ପ୍ରକାର ଜୀବିତ ପ୍ରାଣୀ ସୃଷ୍ଟିକେଲ। ପରମେଶ୍ବର ସମସ୍ତ ଜିବୀତ ପ୍ରାଣୀଙ୍କୁ ସୃଷ୍ଟି କଲେ, ବିଭିନ୍ନ ପ୍ରକାରର ବୃହତ୍ ପ୍ରାଣୀ ଏବଂ ପ୍ରେତ୍ୟକକ ସରୀସୃପ ପ୍ରାଣୀ ଆପଣା ଜାତି ଅନୁସାରେ ପୃଥିବୀ ଉପରେ ଗୁରୁଣ୍ଡୁ ଥିଲେ। ଏହା ପରମେଶ୍ବରଙ୍କ ଦୃଷ୍ଟି ରେ ଅତି ଉତ୍ତମ ଦିଶିଥିଲା।
26. ଏହାପରେ ପରମେଶ୍ବର କହିଲେ, ଆମ୍ଭମାନେେ ଆପଣା ପ୍ରତିମୂର୍ତ୍ତୀ ରେ ଓ ଆପଣା ସାଦୃଶ୍ଯ ରେ ମନୁଷ୍ଯର ନିର୍ମାଣ କରୁ। ସମାନେେ ଜଳଚ଼ର ମତ୍ସ୍ଯଗଣ ଓ ଆକାଶର ପକ୍ଷୀଗଣ, ପଶୁଗଣ ଓ ସମସ୍ତ ପୃଥିବୀ ଓ ଭୂମିରେ ଗମନଶୀଳ ସବୁ ଉରୋଗାମୀ ଜନ୍ତୁ ଉପରେ କତ୍ତୁର୍ତ୍ବ କରିବେ। ଏବଂ ପ୍ରେତ୍ୟକକ ଭୂଚ଼ର ପ୍ରାଣୀ ପୃଥିବୀ ଉପରେ ଗମନ କରୁଥିଲା।
27. ତେଣୁ ପରମେଶ୍ବର, ଆପଣା ପ୍ରତିମୂର୍ତ୍ତୀ ରେ ମନୁଷ୍ଯକୁ ସୃଷ୍ଟି କଲେ। ପରମେଶ୍ବର ସମାନଙ୍କେୁ ପୁରୁଷ ଓ ସ୍ତ୍ରୀ କରି ସୃଷ୍ଟି କଲେ।
28. ସେଥିପାଇଁ ପରମେଶ୍ବର ସମାନଙ୍କେୁ ଆଶୀର୍ବାଦ କଲେ ଏବଂ କହିଲେ, ବହୁତ ସନ୍ତାନ ସନ୍ତତି ସହ ଆଶୀର୍ବାଦ ପ୍ରାପ୍ତ ହୁଅ। ପୃଥିବୀ ରେ ଶାସନ କର, ପୃଥିବୀକୁ ପରିପୂର୍ଣ୍ଣ କର। ଆଉ ଜଳ ରେ ଥିବା ମତ୍ସ୍ଯଗଣ ଉପରେ ଏବଂ ବୃହତ୍ ପ୍ରାଣୀଗଣ ଉପରେ ଏବଂ ପୃଥିବୀ ଉପରେ ଗମନକାରୀ ଭୂଚ଼ର ପ୍ରାଣୀ ଗଣ ଉପରେ ଶାସନ କର।
29. ପରମେଶ୍ବର କହିଲେ, ମୁଁ ତୁମ୍ଭମାନଙ୍କୁ ସମସ୍ତ ପ୍ରକାର ବୀଜ ଉତ୍ପାଦକ ଗଛ ଦେଉଛି ଏବଂ ପ୍ରେତ୍ୟକକ ଗଛ ଯାହାର ଫଳ ମଧିଅରେ ବୀଜ ଅଛି ତାହା ତୁମ୍ଭର ଖାଦ୍ୟ ହବେ।
30. ସମସ୍ତ ଚ଼ାରା ଗଛ ଜୀବିତ ପ୍ରାଣୀଙ୍କର ଖାଦ୍ୟ ପାଇଁ ଦଲେି, ଆକାଶ ରେ ଉଡ଼ୁଥିବା ପ୍ରେତ୍ୟକକ ପକ୍ଷୀ, ପ୍ରେତ୍ୟକକ ଭୂଚ଼ର ପ୍ରାଣୀ ଏବଂ ପ୍ରେତ୍ୟକକ ଜୀବନ୍ତ ଏବଂ ନିଶ୍ବାସ ନେଉଥିବା ପ୍ରାଣୀ ମୁଁ ତୁମ୍ଭଙ୍କୁ ଦଲେି। ଏବଂ ଏହିପରି ହେଲା।
31. ପରମେଶ୍ବର ଆପଣା ନିର୍ମିତ ସମସ୍ତ ବସ୍ତୁ ପ୍ରତି ଦୃଷ୍ଟି ଦେଲେ। ଏହା ପରମେଶ୍ବରଙ୍କ ଦୃଷ୍ଟି ରେ ଅତି ଉତ୍ତମ ଦିଶିଥିଲା।