ଜାତିଗୁଡ଼ିକ ନେହାଙ୍କଠାରୁ ଆସିଥିଲେ

1.

2. ଯଫେତ୍ଙ୍କର ପୁତ୍ରମାନେ ହେଲ, ଗୋମର, ମାଗୋଗ୍, ମାଦଯ, ତୁବଲ, ୟବନ, ମେଶକ ଓ ତିରସ।

3. ଅସ୍ମିନସ୍, ରୀଫତ୍ ଓ ତୋଗର୍ମ ଏମାନେ ଥିଲେ ଗୋମର ସନ୍ତାନ।

4. ପୁଣି ଇଲୀଶା, ତର୍ଶୀଶ, କିତ୍ତୀମ ଓ ଦୋଦାନୀମ ଏମାନେ ୟବନର ସନ୍ତାନ ଥିଲେ।

5. ଏମାନଙ୍କଠାରୁ ଅନ୍ୟଦେଶୀଯମାନଙ୍କର ଦ୍ବୀପ ନିବାସୀଗଣ ଆପଣାମାନଙ୍କ ପାଇଁ ଦେଶ ବିଦେଶ ରେ ନିଜ ନିଜ ଭାଷାନୁୟାଯୀ ବ୍ଯାପ୍ତ ହାଇେ ନିଜ ନିଜ ବଂଶ ଓ ଗୋଷ୍ଠୀ ଅନୁସାରେ ବିଭକ୍ତ ହେଲ!

6. ହାମର ସନ୍ତାନଗଣ ଥିଲେ। କୂଶ୍, ମିଶର, ପୂଟ୍ ଓ କିଣାନ।

7. ସବା, ହବୀଲା, ସପ୍ତା, ରଯମା ଓ ସପ୍ତକା ଏମାନେ ଥିଲେ କୂଶର ସନ୍ତାନ। ଶିବା ଓ ଦନାନ ଏମାନେ ରଯମାର ସନ୍ତାନ।

8. ନିମ୍ରୋଜ୍ କୂଶର ପୁତ୍ର। ସେ ପୃଥିବୀ ମଧିଅରେ ପରାକ୍ରମି ହବୋକୁ ଲାଗିଲା।

9. ସେ ସଦାପ୍ରଭୁଙ୍କ ସାକ୍ଷାତ ରେ ପରାକ୍ରାନ୍ତ ବ୍ଯାଧ ହେଲା। ସଦାପ୍ରଭୁଙ୍କ ସାକ୍ଷାତ ରେ ପରାକ୍ରାନ୍ତ ବ୍ଯାଧ ନିମ୍ରୋଜ ତୁଲ୍ଯ ଥିଲେ ବୋଲି ଲୋକମାନେ କହୁଥିଲେ, ସେ ବ୍ଯକ୍ତି ନିମ୍ରୋଜ ସଦୃଶ ସଦାପ୍ରଭୁଙ୍କ ସମ୍ମୁଖ ରେ ଗୋଟିଏ ପରାକ୍ରାନ୍ତ ବ୍ଯାଧ।

10. ଶନିଯର ଦେଶ ରେ ବାବିଲ୍, ଏରକ୍, ଏକ୍କଦ୍ ଓ କଲନୀ ଏହିସବୁ ନଗର ତାହାର ପ୍ରଥମ ରାଜ୍ଯ ହେଲା।

11. ସହେି ଦେଶରୁ ଅଗ୍ରିଯା ବାହାରି ନୀନିବୀ ରହୋବୋଚ୍ ପୁରୀ ଓ କଲହେ

12. ଏବଂ ନୀନିବୀ ଓ କଲହରେ ମଧ୍ଯସ୍ଥିତ ରଷେନ ନଗର ସ୍ଥାପଲ କଲା। ( ରଷେନ ଏକ ପ୍ରଧାନ ନଗର ଥିଲା)।

13. ମିଶରୀଯମ ଲୂଦୀଯ, ଅନାମୀଯ, ଲହାବୀଯ ଓ ନପ୍ତୁହୀଯ ଲୋକମାନଙ୍କର ପିତା ଥିଲେ।

14. ପଥ୍ରୋଷୀଯ, କସ୍ଲୁହୀଯ ଓ କପ୍ତୋରିଯ (ଏହି ପଲେଷ୍ଟୀୟ ଲୋକମାନେ କସ୍ଲୁହୀଯରୁ ଆସିଲେ।)

15. ସୀଜୋନର ପିତା ଥିଲେ କିଣାନ, ସିଦୋନ ଥିଲା କିଣାନର ପ୍ରଥମ ପୁତ୍ର। କିଣାନ ମଧ୍ଯ ହେତ୍ର ପିତାଥିଲେ। ହେତ୍ ହେଲେ ହିଟାତୀଯମାନଙ୍କର ପିତା।

16. କିଣାନ ମଧ୍ଯ ୟିବୁଷୀଯ, ଇମାରେୀୟ ଓ ଗିର୍ଗାଶୀଯ ପିତା ଥିଲେ।

17. ହିଦ୍ଦୀଯ, ଅର୍କୀଯ ଓ ସୀନିଯ

18. ଅର୍ବଦୀଯ, ସାମରୀଯ ଓ ହମାତୀଯ, ଏହିପରି କିଣାନିଯମାନଙ୍କର ବଂଶ ବ୍ଯାପିଲା।

19. ତହିଁରେ ସୀଦୋନଠାରୁ ଗରା ରେ ଦିଗକୁ ହସା ପ୍ରର୍ୟ୍ଯନ୍ତ ପୁଣି ସଦୋମ୍, ହ ମାରୋ ଓ ଅଦ୍ମା, ସବୋଯୀମ ଦିଗ ରେ ଲୋଶା ପର୍ୟ୍ଯନ୍ତ କିଣାନୀଯମାନଙ୍କ ବସତିର ସୀମା ଥିଲା।

20. ନିଜ ନିଜ ଦେଶ ଓ ଗୋଷ୍ଠୀ ରେ ସମାନଙ୍କେ ବଂଶ ଓ ଭାଷାନୁସା ରେ ଓ ସମସ୍ତ ହାମର ସନ୍ତାନ।

21. ଯଫେତର ବଡ଼ଭାଇ ଶମଙ୍କେର ମଧ୍ଯ ସନ୍ତାନ ସନ୍ତତି ଥିଲେ, ସହେି ଏବର ଯଫେତର ବଡ଼ଭାଇ ହିବ୍ରୁ ବଂଶଧରମାନଙ୍କ ଆଦିପୁରୁଷ ଥିଲେ।

22. ଶମରେ ଏହିସବୁ ସନ୍ତାନ: ଏଲମ୍ ଓ ଅଶୂର ଓ ଅର୍ଫକ୍ଷଦ ଓ ଲୂଦ୍ ଓ ଅରାମ୍।

23. ଏହି ଅରାମର ସନ୍ତାନ ଊଷ୍, ହୂଲ, ଗେଥର ଓ ମଶ୍।

24. ଏବଂ ଅର୍ଫକ୍ଷଦର ସନ୍ତାନ ଶଲହେ ଓ ଶଲହରେ ସନ୍ତାନ ଏବର।

25. ଏହି ଏବରର ଦୁଇ ପୁତ୍ର, ପ୍ରଥମର ନାମ ପଲେଗ୍ କାରଣ ସହେି ସମୟରେ ପୃଥିବୀ ବିଭକ୍ତ ହେଲା। ତାହାର ଭ୍ରାତାର ନାମ ୟକ୍ତନ୍।

26. ଏବଂ ୟକ୍ତନର ପୁତ୍ର ଅଲମାଦେଦ୍ ଓ ଶଲେପ୍, ହତସର୍ମାବତ ଓ ଯରହେ।

27. ହଦୋରାମ ଓ ଊଷଲ ଓ ଦିକ୍ଲ।

28. ଓବଲ ଓ ଅବୀମାଯେଲ୍ ଓ ଶବା।

29. ଓଫୀର, ହବୀଲା ଓ ୟୋବବ୍, ଏହି ସମସ୍ତ ୟକ୍ତଲର ସନ୍ତାନ।

30. ମଷୋ ଅବଧି ପୂର୍ବ ଦିଗର ସଫାର ପର୍ବତ ପର୍ୟ୍ଯନ୍ତ ସମାନଙ୍କେର ବସତି ଥିଲା।

31. ଆପଣା ଦେଶ ରେ ସମାନଙ୍କେର ବଂଶ ଓ ଭାଷା ଓ ଗୋଷ୍ଠୀ ଅନୁସାରେ ଏ ସମସ୍ତେ ଶମରେ ସନ୍ତାନ।

32. ନିଜ ନିଜ ଗୋଷ୍ଠୀ ରେ ସମାନଙ୍କେ ବଂଶାବଳୀ ଅନୁସାରେ ଏମାନେ ନୋହଙ୍କର ସନ୍ତାନଗଣର ବଂଶ ଥିଲେ। ପୁଣି ଜଳପ୍ଲାବନ ପରେ ଏମାନଙ୍କଠାରୁ ଉତ୍ପନ୍ନ ନାନା ଗୋଷ୍ଠୀ ପୃଥିବୀ ରେ ବିଭକ୍ତ ହେଲେ।

Bibles

Books

Chapters