ଜୋସେଫ୍ କପ୍
1.
2. ସାନ ଭାଇର ପଟ ରେ ତା'ର ଟଙ୍କା ତକ ଭର୍ତ୍ତି କର। କିନ୍ତୁ ତା'ର ପଟ ରେ ମାରେ ରୂପାତାଟିଆ ରଖ। ଯୋଷଫେ ସମାନଙ୍କେୁ ଯେପରି କହିଲେ ଦାସମାନେ ଠିକ୍ ସହେିପରି କଲେ।
3. ତା' ପରଦିନ ପ୍ରତ୍ଯୁଷରୁ, ଭାଇମାନଙ୍କୁ ଓ ତାଙ୍କର ଗଧମାନଙ୍କୁ ତାଙ୍କ ଦେଶକୁ ପଠାଇ ଦିଆଗଲା।
4. ସମାନେେ ନଗର ଛାଡ଼ିବା ପରେ ଯୋଷଫେ ତାଙ୍କର ଦାସଙ୍କୁ କହିଲେ, ସହେି ଲୋକମାନଙ୍କୁ ଅନୁସରଣ କର। ସମାନଙ୍କେୁ ଅଟକାଇ କୁହ, 'ଆମ୍ଭେ ତୁମ୍ଭମାନଙ୍କ ପ୍ରତି ଉତ୍ତମ ବ୍ଯବହାର କଲୁ କିନ୍ତୁ ତୁମ୍ଭମାନେେ କାହିଁକି ଏପରି ମନ୍ଦ ଆଚରଣ କଲ? କାହିଁକି ତୁମ୍ଭମାନେେ ଆମ୍ଭ ମହାଶୟଙ୍କର ରୂପା ପାତ୍ର ଚୋରି କଲ?
5. ମାରେ ମହାଶୟ ସହେି କପ୍ରୁ ପାନକରିସାରିବା ପରେ ଗୁପ୍ତକଥାଗୁଡ଼ିକ ଅଲୌକିକ ଶକ୍ତି ଜରିଆ ରେ ଜାଣିବାକୁ ଏହା ବ୍ଯବହାର କରନ୍ତି। କାହିଁକି ତୁମ୍ଭମାନେେ ଏହି ମନ୍ଦ କାର୍ୟ୍ଯ କଲ?
6. ତେଣୁ ଦାସମାନେ ତାଙ୍କର କଥାମାନି ଏବଂ ସମାନେେ ଘାଡ଼ୋ ଚଢ଼ି ତାଙ୍କୁ ଅନୁସରଣ କଲେ। ସହେି ଦାସମାନେ ସମାନଙ୍କେୁ ଯୋଷଫଙ୍କେ କଥା କହିଲେ।
7. କିନ୍ତୁ ଭାଇମାନେ ସହେି ଦସକେୁ କହିଲେ, ତୁମ୍ଭର କର୍ତ୍ତା ଏପରି କାହିଁକି କହିଲେ,? ଆମ୍ଭେ ଏପରି କିଛି କର୍ୟ୍ଯ କରିନାହୁଁ।
8. ଆମ୍ଭମାନେେ କିଣାନ ଦେଶରୁ ଫରେି ଆସିଛୁ। ଆମ୍ଭ ପଟ ମଧିଅରେ ଥିବା ଟଙ୍କା ଫରୋଇବାକୁ। ତେଣୁ ଆମ୍ଭେ କାହିଁକି କୌଣସି ଜିନିଷ ପ୍ରଭୁଙ୍କ ଗୃହରୁ ଚୋରୀ କରିବୁ।
9. ଯଦି ତୁମ୍ଭେ କୌଣସି ଲୋକର ଥଳିରୁ ରୂପା କପ୍ ପାଇବ, ତୁମ୍ଭେ ତାଙ୍କୁ ହତ୍ଯା କରିପାରିବ ଏବଂ ଆମ୍ଭେ ଅବଶିଷ୍ଟାଂଶ ତୁମ୍ଭ ମୁନିବଙ୍କର ସବେକଗଣ ହବେୁ।
10. ଦାସ କହିଲେ, ତୁମ୍ଭେ ଯାହା କହିବ ଆମ୍ଭେ ସହେିପରି କରିବୁ କିନ୍ତୁ ଆମ୍ଭେ ସେ ଲୋକକୁ ହତ୍ଯା କରିବୁ ନାହିଁ। ଆମ୍ଭେ ଯଦି ସହେି ରୂପା ପାତ୍ର ପାଉ ତବେେ ସେ ଲୋକ ଆମ୍ଭର ଦାସ ହବେ। ଏବଂ ଅନ୍ୟମାନେ ମୁକ୍ତ ହବେେ।
11. ଏହାପରେ ସମସ୍ତ ଭାଇମାନେ ତାଙ୍କ ପଟ ଭୂମିରେ ରଖିଲେ ଏବଂ ସଗେୁଡ଼ିକୁୁ ଖାେଳିଲେ।
12. ଯୋଷଫଙ୍କେ ଦାସ ସହେି ପଟଗୁଡ଼ିକୁ ଦେଖିଲେ। ସେ ବଡ଼ ଭାଇର ପଟ ପ୍ରଥମେ ଦେଖିଲେ, ଏହିପରି କ୍ରମାନ୍ବଯ ରେ ସାନର ପଟ ଦେଖିଲେ। ଶଷେ ରେ ବିନ୍ଯାମୀନର ପଟରୁ ସହେି ପାତ୍ରଟିକୁ ପାଇଲେ।
13. ଭାଇମାନେ ଭାରି ଦୁଃଖ ପ୍ରକାଶ କଲେ। ସମାନେେ ଦୁଃଖ ରେ ସମାନଙ୍କେର ପୋଷାକ ଚିରି ପକାଇଲେ। ସମାନେେ ସମାନଙ୍କେର ପଟଗୁଡ଼ିକ ଗଧ ପିଠି ରେ ପକାଇ ନଗରକୁ ଫରେିଲେ।
14. ଯିହୁଦା ଏବଂ ତା'ର ଭାଇମାନେ ଯୋଷଫଙ୍କେ ଗୃହକୁ ଗଲେ। ଯୋଷଫେ ସହେିଠା ରେ ଥିଲେ। ଭାଇମାନେ ତାଙ୍କର ପାଦତଳେ ଲୋଟି ଗଲେ।
15. ଯୋଷଫେ ସମାନଙ୍କେୁ କହିଲେ, ତୁମ୍ଭେ କାହିଁକି ଏପରି କଲ? ତୁମ୍ଭେ କ'ଣ ଜାଣି ପାରିଲ ନାହିଁ। ମୁଁ ସମସ୍ତ ଗୁପ୍ତକଥା ଜାଣିପା ରେ। ମାଠାରୁେ ଅନ୍ୟ କୌଣସି ଲୋକ ଏପରି ଭୁଲ୍ କରିପାରିବ ନାହିଁ।
16. ଯିହୁଦା କହିଲେ, ହେ ମହାଶୟ, ଆମ୍ଭର ଆଉ କିଛି କହିବାର ନାହିଁ। ଆମ୍ଭର ସଫଇେ ଦବୋର ଆଉ କିଛି ନାହିଁ। ଆମ୍ଭେ ପ୍ରମାଣ କରିପାରିବୁ ନାହିଁ ଯେ ଆମ୍ଭେ ନିର୍ଦ୍ ଦୋଷ। ପରମେଶ୍ବରଙ୍କ ବିଚାର ରେ ଆମ୍ଭେ କରିଥିବା କାର୍ୟ୍ଯ ଦୋଷାବହ। ସେଥିପାଇଁ ଆମ୍ଭେ ସମସ୍ତେ ତୁମ୍ଭର ଦାସ ହାଇେ ରହିବୁ, ତାହା ସହିତ ଯାହାର ପଟରୁ ତୁମ୍ଭର ପାତ୍ର ମିଳିଲା।
17. କିନ୍ତୁ ଯୋଷଫେ କହିଲେ, ପରମେଶ୍ବର ଏପରି କରନ୍ତୁ ଯେ, ମୁଁ ତୁମ୍ଭ ସମସ୍ତଙ୍କୁ ଦାସ କରି ରଖିବି! କବଳେ ଯେ ମାରେ ପାତ୍ର ଚୋରି କରିଛି, ସେ ମାରେ ଦାସ ହବେ। ଅନ୍ୟମାନେ ଶାନ୍ତି ରେ ତୁମ୍ଭର ପିତାଙ୍କ ନିକଟକୁ ଫରେିୟାଅ।
ଯିହୁଦା ବିନ୍ୟାମୀନ ପାଇଁ ମଧ୍ୟସ୍ଥି
18.
19. ପୂର୍ବରୁ ଆପଣ ଆମ୍ଭକୁ ପଚାରି ଥିଲେ, 'ତୁମ୍ଭମାନଙ୍କର ଭାଇ ଓ ପିତା ଅଛନ୍ତି କି?'
20. ଆମ୍ଭେ ତୁମ୍ଭକୁ ଉତ୍ତର କରିଥିଲୁ, 'ହଁ, ଆମ୍ଭର ଏକ ପିତା ଅଛନ୍ତି। ସେ ବାର୍ଦ୍ଧକ୍ଯ। ଏବଂ ଆମ୍ଭର ଗୋଟିଏ ସାନ ଭାଇ ଥିଲା ଯାହାକୁ ଆମ୍ଭର ପିତା ଅତ୍ଯନ୍ତ ପ୍ ରମେ କରୁଥିଲେ। କାରଣ ସେ ପିତାଙ୍କର ବର୍ଦ୍ଧକ୍ଯ କାଳ ରେ ଜନ୍ମ ନଇେଥିଲେ। ସହେି କନିଷ୍ଠ ମାତ୍ର ତାହାର ସହୋଦର ମରିଅଛି। ତେଣୁ ବିନ୍ଯାମୀନ ହେଉଛି ସହେି ଭାଇ ଯାହା ଏକା ମାର ସନ୍ତାନ। ଆମ୍ଭର ପିତା ମଧ୍ଯ ତାଙ୍କୁ ଅତ୍ଯନ୍ତ ଭଲପାନ୍ତି।'
21. ତା'ପରେ ତୁମ୍ଭେ ଆମ୍ଭକୁ କହିଲେ, ' ତବେେ ସହେି ସାନଭାଇକୁ ଏଠାକୁ ଆଣ ମୁଁ ଦେଖିବାକୁ ଚା ହେଁ।'
22. ଆମ୍ଭେ କହିଲୁ, 'ଆମ୍ଭର ସାନ ଭାଇ ଆସିପାରିବ ନାହିଁ। ସେ ପିତାଙ୍କୁ ଛାଡ଼ି ଆସିବ ନାହିଁ। ଯଦି ପିତା ତାକୁ ହରାନ୍ତି ତବେେ ପିତା ଦୁଃଖ ରେ ପ୍ରାଣ ତ୍ଯାଗ କରିବେ।'
23. କିନ୍ତୁ ଆପଣ ଆମ୍ଭମାନଙ୍କୁ କହିଲେ, 'ତୁମ୍ଭେ ଯଦି ତୁମ୍ଭର ସାନଭାଇକୁ ନ ଆଣ, ତୁମ୍ଭେ ମାେତେ କବେେ ଦେଖିବ ନାହିଁ।'
24. ତେଣୁ ଆମ୍ଭେ ପିତଙ୍କ ନିକଟକୁ ଫରେି ଗଲୁ ଓ ତୁମ୍ଭେ ଯାହା କହିଥିଲ, ତାଙ୍କୁ କହିଲୁ।
25. ଏହାପରେ, ଆମ୍ଭର ପିତା କହିଲେ, 'ତୁମ୍ଭମାନେେ ୟାଇ କିଛି ଖାଦ୍ୟ ଆମ୍ଭମାନଙ୍କ ପାଇଁ ଆଣ।'
26. ଏବଂ ଆମ୍ଭେ ପିତାଙ୍କୁ କହିଲୁ, 'ଆମ୍ଭେ ଆମ୍ଭର ସାନ ଭାଇ ବିନା ୟାଇ ପାରିବୁ ନାହିଁ। ଯଦି ଆମ୍ଭର ଭାଇ ଆମ୍ଭମାନଙ୍କ ସହିତ ନୟାଏ, ତାହାହେଲେ ସହେି ବ୍ଯକ୍ତିର ମୂଖ ଦେଖି ପାରିବୁ ନାହିଁ।'
27. ଏହାପରେ ଆମ୍ଭର ପିତା ଆମ୍ଭକୁ କହିଲେ, 'ତୁମ୍ଭେ ଜାଣ ମାରେସ୍ତ୍ରୀ ରାହେଲଠାରୁ ମାତ୍ର ଦୁଇଟି ପୁତ୍ର ଜନ୍ମ ନଇେଥିଲେ।
28. ଗୋଟିଏ ପୁତ୍ର ମାଠାରୁେ ଦୂରକୁ ଚାଲିଗଲା। ସହେି ଦିନଠାରୁ ମୁଁ ତାକୁ ଦେଖି ନାହିଁ। ମୁଁ ବିଶ୍ବାସ କରେ ସେ ହିଂସ୍ର ଜନ୍ତୁଙ୍କ ଦ୍ବାରା ଗ୍ରାସିତ ହାଇୟୋଇଛି।
29. ଯଦି ତୁମ୍ଭେ ମାରେ ଆର ପୁତ୍ରକୁ ମାେ ଠାରୁ ଦୂ ରଇେ ନିଅ। ଏବଂ ଯଦି ତା'ର କିଛି ହୁଏ, ତବେେ ମୁଁ ଦୁଃଖ ରେ ମରିୟିବି।'
30. ବର୍ତ୍ତମାନ ଚିନ୍ତା କରନ୍ତୁ, କ'ଣ ହବେ। ଯେତବେେଳେ ଆମ୍ଭେ ଆମ୍ଭର ସାନ ଭାଇ ବିନା ଘରକୁ ଫରେିବୁ। ସହେି ବାଳକ ଆମ୍ଭ ପିତଙ୍କର ଅମୁଲ୍ଯ ସମ୍ପଦ।
31. ଆମ୍ଭର ପିତା ଏକ ଦୁଃଖି ବୃଦ୍ଧ ଲୋକ, ସେ ଯେତବେେଳେ ଦେଖିବେ ବିନ୍ଯାମୀନ ଆମ୍ଭ ସହିତ ନାହିଁ। ଏବଂ ଏହା ଆମ୍ଭର ଦୋଷ ହବେ। ଆମ୍ଭ ଯୋଗୁଁ ସେ ଦୁଃଖି ମଣିଷ ପରି ମୃତ୍ଯୁବରଣ କରିବେ।
32. ମୁଁ ଏହି ଭାଇ ପାଇଁ ଦାଯିତ୍ବ ନଇେଛି। ମୁଁ ମାରେ ପିତାଙ୍କୁ କହିଥିଲି, 'ଯଦି ମୁଁ ବିନ୍ଯାମୀନଙ୍କୁ ସାଙ୍ଗ ରେ ନ ନିଏ ତବେେ ସେ ମାେତେ ଜୀବନ ସାରା ଦୋଷ ବହନ କରିବ।'
33. ତେଣୁ ମୁଁ ଆପଣଙ୍କୁ ଭିକ୍ଷା ମାଗୁଛି। ଦୟାକରି ତାଙ୍କୁ ଆମ୍ଭର ଭାଇମାନଙ୍କ ସହିତ ୟିବାକୁ ଦିଅ। ଏବଂ ମୁଁ ତୁମ୍ଭର ଦାସ ହାଇେ ରହିବି।
34. ମୁଁ ମାରେ ପିତାଙ୍କ ନିକଟକୁ ଫରେିୟାଇପାରିବି ନାହିଁ। ଯଦି ବିନ୍ଯାମୀନ ମାେ ସହିତ ନୟାଏ। ମାେତେ ଡ଼ର ଲାଗୁଛି ମାରେ ପିତାଙ୍କର କ'ଣ ହବେ।