ନେହାଙ୍କ ମୁକ୍ତି

1.

2. ଆକାଶରୁ ବର୍ଷା ପଡ଼ିବା ବନ୍ଦ ହାଇଗେଲା ଏବଂ ଧରିତ୍ରୀ ତଳେ ଜଳଷୋର୍ତ ବନ୍ଦ ହାଇଗେଲା। ଆକାଶସ୍ଥ ଦ୍ବାର ସକଳ ବନ୍ଦ ହାଇଗେଲା।

3. ପୃଥିବୀକୁ ଆଚ୍ଛାଦନ କରିଥିବା ପାଣି ତଳକୁ ତଳକୁ ଚାଲିଗଲା।ଏବଂ 15 0ଦିନପରେ ଜଳ ପତ୍ତନ ଧି ରଧେି ରେ କମିଗଲା।

4. ଏହାପରେ ସପ୍ତଦଶ ମାସର ସପ୍ତଦଶ ଦିନ ରେ ଆରାରଟ ପର୍ବତ ଉପରେ ଜାହାଜ ଲାଗି ରହିଲା।

5. ଏହିପରି ଦଶମମାସ ପର୍ୟ୍ଯନ୍ତ ଜଳ କ୍ରମଶଃ କମିଲା। ସହେି ଦଶମ ମାସର ପ୍ରଥମ ଦିନ ରେ ପର୍ବତଗଣର ଶୃଂଗ ଦଖାଗେଲା।

6. ଏହାପରେ ଆହୁରି ଚ଼ାଳିଶ ଦିନ ୟିବାପରେ ନୋହ ଜାହାଜର ଝରକା ଫିଟାଇ ଦେଲେ।

7. ତା'ପରେ ନୋହ ଏକ କାଉକୁ ଆକାଶ ଉପରେ ଉଡ଼ାଇ ଦେଲେ। ସହେି କାଉଟି ପାଣି ଛାଡ଼ି ଭୂମି ଶୁଖିବା ପର୍ୟ୍ଯନ୍ତ ଏକ ସ୍ଥାନରୁ ଅନ୍ୟ ସ୍ଥାନକୁ ଉଡ଼ିଲା।

8. ପୁନଶ୍ଚ ନୋହ ଏକ କପୋତକୁ ଛାଡ଼ିଲେ, ଜାଣିବା ପାଇଁ ସବୁ ଜଳ ପୃଥିବୀରୁ ଶୁଖି ଗଲାଣି କି ନାହିଁ।

9. ସହେି କପୋତଟି କୌଣସିଠା ରେ ବିଶ୍ରାମ ନବୋକୁ ସ୍ଥାନ ନପାଇ ଫରେିଆସିଲା। କାରଣ ସେ ପର୍ୟ୍ଯନ୍ତ ପୃଥିବୀ ଉପରେ ଜଳରାଶି ବୁଡ଼ି କରିଥିଲା। ନୋହ ହାତ ବଢ଼ାଇ କପୋତକୁ ଧରି ଜାହାଜ ମଧ୍ଯକୁ ନେଲେ।

10. ସାତଦିନ ପରେ, ନୋହ ଜାହାଜରୁ ପୂନର୍ବାର କପୋତକୁ ପଠାଇଲେ।

11. ସହେି ଦିନ ସଂଧ୍ଯା ସମୟରେ ସହେି କପୋତଟି ତା'ର ଥଣ୍ଟ ରେ ଏକ ତାଜା ଜୀତ ଅଲିଭ୍ ଗଛର ପତ୍ର ଧରି ଆସିଥିଲା। ନୋହ ଏଥିରୁ ଜାଣିଲେ ଯେ ପୃଥିବୀ ଉପରୁ ଜଳ କ୍ରମଶଃ ଛାଡ଼ି ୟାଇଅଛି।

12. ସାତଦିନ ଗଲାପରେ ନୋହ ଜାହାଜରୁ ପୂନର୍ବାର କପୋତକୁ ପଠାଇଲେ। କିନ୍ତୁ କପୋତ ଆଉ ଫରେିଲା ନାହିଁ।

13. ଏହାପରେ, ନୋହ ଜାହାଜର ଦ୍ବାର ଖାଲିେଲେ। ନୋହ ଦେଖିଲେ ଯେ, ଭୂମି ପୁରା ଶୁଖି ୟାଇଛି। ଏହାଥିଲା ପ୍ରଥମ ମାସର ପ୍ରଥମ ଦିବସ। ନୋହକୁ ସେତବେେଳେ 601 ବର୍ଷ ହାଇେଥିଲା।

14. ଦ୍ବିତିଯ ମାସର ଶତାଇଶ ଦିନ ବଳକେୁଭୂମି ପୁରା ଶୁଖିୟାଇଥିଲା

15. ଏହାପରେ ପରମେଶ୍ବର ନୋହଙ୍କୁ କହିଲେ,

16. ଜାହାଜକୁ ପରିତ୍ଯାଗ କର, ତୁମ୍ଭେ ତୁମ୍ଭର ସ୍ତ୍ରୀ, ତୁମ୍ଭର ପୁତ୍ର ଓ ପୁତ୍ରବଧୂମାନଙ୍କୁ ବାହାରି ଆସିବାକୁ କୁହ

17. ତୁମ୍ଭ ସହିତ ସମସ୍ତ ପଶୁଗୁଡିକୁ ବାହାର କରି ଆଣ । ସମସ୍ତ ପଶୁ, ସମସ୍ତ ପକ୍ଷୀ, ସମସ୍ତ ଭୂଚର ପ୍ରାଣୀ ସମାନେେ ପୃଥିବୀକୁ ପରିପୂର୍ଣ୍ଣ କରନ୍ତୁ। ପୁଣି ପୃଥିବୀ ଫଳବନ୍ତ ହେଉ।

18. ତେଣୁ ନୋହ ତା'ର ସ୍ତ୍ରୀ ଓ ତା'ର ପୁତ୍ର ଓ ପୁତ୍ରବଧୂମାନଙ୍କ ସହିତ ବାହାରକୁ ପଳାଇ ଆସିଲେ।

19. ସମସ୍ତ ପଶୁ ଏବଂ ସମସ୍ତ ଭୂମିରେ ଗୁରୁଣ୍ଡୁଥିବା ଜୀବିତ ପ୍ରାଣୀମାନେ ଏବଂ ସମସ୍ତ ପକ୍ଷୀ ତାଙ୍କର ପରିବାର ସହିତ ଜାହାଜରୁ ବାହାରି ଆସିଲେ।

ସୃଷ୍ଟି ସହିତ God ଶ୍ବରଙ୍କ ଚୁକ୍ତି

20.

21. ତହିଁରେ ସଦାପ୍ରଭୁ ସମାନଙ୍କେର ବଳିଦାନକୁ ଆଘ୍ରାଣ କଲେ ଏବଂ ନିଜେ ମନେ ମନେ ଚ଼ିନ୍ତା କଲେ, ପୃଥିବୀକି ଅଭିଶାପ ଦବୋ ନାହିଁ। ଯଦିଓ ବାଲ୍ଯାକାଳରୁ ମନୁଷ୍ଯର ମନର ଅଭିପ୍ରାଯ ଓ ପ୍ରବଣତା ମନ୍ଦ, ତଥାପି ଆଉ କବେେ ହେଲ ସମସ୍ତ ଜୀବଙ୍କୁ ବିନଷ୍ଟ କରିବି ନାହିଁ, ଯେପରି ମୁଁ ପୂର୍ବରୁ କଲି।

22. ଯେ ପର୍ୟ୍ଯନ୍ତ ପୃଥିବୀ ରହିଛି, ସପେର୍ୟ୍ଯନ୍ତ ବୁଣିବାର ସମୟ ଓ ଅମଳ କରିବାର ସମୟ ଥଣ୍ଡା ଓ ଗରମ, ପୁଣି ଗ୍ରୀଷ୍ମ ଓ ଶୀତକାଳ, ଦିବସ ଓ ରାତ୍ରି ଏସବୁ ପୃଥିବୀ ରେ ଚ଼ାଲିଥିବ।

Bibles

Books

Chapters