ପରିତ୍ରାଣକୁ ଅବହେଳା କରନ୍ତୁ ନାହିଁ

1.

2. ସ୍ବର୍ଗଦୂତମାନଙ୍କ ମାଧ୍ଯମ ରେ ପରମେଶ୍ବର କହିଥିବା ଶିକ୍ଷା ସତ୍ଯ ବୋଲି ଦଖାଇେ ଦିଆଗଲା। ପ୍ରେତ୍ୟକକ ଥର ୟିହୁଦୀମାନେ ତାହାର ବିରୁଦ୍ଧାଚରଣ କରି ଦଣ୍ଡ ପାଇଥିଲେ। ଯେତବେେଳେ ସହେି ଶିକ୍ଷାକୁ ସମାନେେ ଅବମାନନା କଲେ, ସମାନେେ ଦଣ୍ଡିତ ହେଲେ।

3. ଆମ୍ଭକୁ ଦତ୍ତ ମହା ପରିତ୍ରାଣ ଅବ ହଳୋ କଲେ, ଆମ୍ଭେ ମଧ୍ଯ ନିଶ୍ଚିତ ଭାବରେ ଦଣ୍ଡ ପାଇବା। ପ୍ରଭୁ ଯୀଶୁଖ୍ରୀଷ୍ଟ ହେଉଛନ୍ତି ପ୍ରଥମ ବ୍ଯକ୍ତି, ୟିଏ ଲୋକମାନଙ୍କୁ ଏହି ପରିତ୍ରାଣ ବିଷୟ ରେ କହିଲେ। ଯେଉଁମାନେ ଶୁଣିଲେ, ସମାନେେ ଆମ୍ଭକୁ ଏହାର ସତ୍ଯତା ପ୍ରମାଣ କରି ଦଖାଇେ ଦେଲେ। ଆଶ୍ଚର୍ୟ୍ଯ କର୍ମ, ନାନାଦି ଚିହ୍ନ ଓ ଅନକେ ପ୍ରକାରର ଅଦ୍ଭୁତ

4. କର୍ମ ଦ୍ବାରା ପରମେଶ୍ବର ମଧ୍ଯ ଏହାର ପ୍ରମାଣ ଦେଲେ। ପରମେଶ୍ବର ଆପଣା ଇଚ୍ଛାନୁସା ରେ ପବିତ୍ର ଆତ୍ମାଙ୍କ ଅନ୍ଯାନ୍ଯ ଦାନ ଦ୍ବାରା ଏହା ପ୍ରମାଣିତ କରିଅଛନ୍ତି।

ପୁତ୍ର ଦୂତମାନଙ୍କ ଅପେକ୍ଷା କମ୍ ତିଆରି କଲେ

5.

6. ଶାସ୍ତ୍ର ରେ କୌଣସି ସ୍ଥାନ ରେ ଏପରି ଲଖାେ ଅଛି :

7. ତୁମ୍ଭେ ସ୍ବର୍ଗଦୂତଙ୍କଠାରୁ ତାହାକୁ ଅଳ୍ପକ୍ଷଣ ପାଇଁ ନ୍ଯୁନ କରିଅଛ ? ତୁମ୍ଭେ ତାହାକୁ ଗୌରବ ଓ ସମ୍ମାନର ରାଜମୁକୁଟ ପିନ୍ଧାଇଅଛ,

8. ଓ ପ୍ରେତ୍ୟକକ ବିଷୟ ତା' ନିୟନ୍ତ୍ରଣ ରେ ରଖିଅଛ। ଗୀତସଂହିତା 8:4-6

9. ଅତି ଅଳ୍ପ ସମୟ ନିମନ୍ତେ ଯୀଶୁଙ୍କୁ ସ୍ବର୍ଗଦୂତମାନଙ୍କ ଠାରୁ ନିମ୍ନ ସ୍ତର ରେ ରଖା ଯାଇଥିଲା, କିନ୍ତୁ ଏବେ ଆମ୍ଭେ ଦେଖୁଛୁ ଯେ, ସେ ଗୌରବ ଓ ସମ୍ମାନର ରାଜମୁକୁଟ ପିନ୍ଧିଛନ୍ତି। ଏହାର କାରଣ, ତାହାଙ୍କର ଦୁଃଖଭୋଗ ଓ ମୃତ୍ଯୁ ଅଟେ। ପରମେଶ୍ବରଙ୍କ ଅନୁଗ୍ରହ ହତେୁ ଯୀଶୁ ପ୍ରେତ୍ୟକକ ଲୋକଙ୍କ ପାଇଁ ମୃତ୍ଯୁ ବରଣ କଲେ।

ଅନେକ ପୁତ୍ରଙ୍କୁ ଗ ory ରବ ଆଣିବା

10.

11. ତେଣୁ ୟିଏ ପବିତ୍ର କରନ୍ତି, ଓ ଯେଉଁମାନେ ପବିତ୍ର ହୁଅନ୍ତି ଦୁ ହେଁ ଗୋଟିଏ ପରିବାରର ଅଟନ୍ତି। ଅତଏବ ଯୀଶୁ ସମାନଙ୍କେୁ ନିଜ ଭାଇ ଓ ଭଉଣୀ ଡ଼ାକିବା ରେ ଲଜ୍ଜା ବୋଧ କରନ୍ତି ନାହିଁ। ଯୀଶୁ କୁହନ୍ତି :

12. ହେ ପରମେଶ୍ବର, ମୁଁ ମାରେ ଭାଇ ଓ ଭଉଣୀମାନଙ୍କୁ ତୁମ୍ଭ ବିଷୟ ରେ କହିବି। ତୁମ୍ଭର ସବୁଲୋକ (ସାଧୁ) ମାନଙ୍କ ଆଗ ରେ, ମୁଁ ତୁମ୍ଭର ପ୍ରଶଂସା ପାଇବି। ଗୀତିସଂହିତା 22:22

13. ସେ ଆହୁରି କହନ୍ତି :

14. ସହେି ସନ୍ତାନମାନେ ରକ୍ତମାଂସ ବିଶିଷ୍ଟ ଶରୀର ଧାରଣ କରିଛନ୍ତି। ଅତଏବ ଯୀଶୁ ସମାନଙ୍କେ ଭଳି ରକ୍ତ ମାଂସର ଶରୀର ଧାରଣ କଲେ। ସପରେି କରିବା ଦ୍ବାରା, ଯୀଶୁ ମୃତ୍ଯୁ ଶକ୍ତିର ନିଦାନ ଶୟତାନକୁ ବିନଷ୍ଟ କଲେ।

15. ମୃତ୍ଯୁ ଭୟ ରେ ସାରା ଜୀବନ ବନ୍ଧନ ଗ୍ରସ୍ତ ଲୋକଙ୍କୁ ଉଦ୍ଧାର କରିବା ପାଇଁ ଯୀଶୁ ମାନବରୂପ ଧାରଣ କରି ମୃତ୍ଯୁ ବରଣ କଲେ।

16. କାରଣ ପ୍ରକୃତ ରେ ଯୀଶୁ ସ୍ବର୍ଗଦୂତମାନଙ୍କ ପ୍ରତି ମନ ଯୋଗୀ ନ ହାଇେ ଅବ୍ରହାମର ସନ୍ତାନମାନଙ୍କୁ ସାହାୟ୍ଯ କରନ୍ତି।

17. ଅତଏବ ସମସ୍ତ ବିଷୟ ରେ ସେ ଆପଣା ଭାଇ ଓ ଭଉଣୀମାନଙ୍କ ପରି ହବୋକୁ ପଡ଼ିଲା। ଯେପରି ପରମେଶ୍ବରଙ୍କ ସବୋ ରେ ସହେି ଲୋକମାନଙ୍କର ପାପର ପ୍ରାୟଶ୍ଚିତ୍ତ ସାଧନ ପାଇଁ ଦୟାଳୁ ଓ ବିଶ୍ବସ୍ତ ମହାୟାଜକ ହୁଅନ୍ତି।

18. ଯୀଶୁ ପରୀକ୍ଷିତ ହାଇେ ଦୁଃଖ ଭୋଗ କରିଥିବାରୁ ପରୀକ୍ଷିତ ଲୋକମାନଙ୍କୁ ସାହାୟ୍ଯ କରିବା ନିମନ୍ତେ ସକ୍ଷମ ଅଟନ୍ତି।

Bibles

Books

Chapters