ଧର୍ମର ରାଜା
1. ମଲ୍କୀଷଦକେ ଶାଲମରେ ରାଜା ଥିଲେ, ଓ ସର୍ବୋଚ୍ଚ ପରମେଶ୍ବରଙ୍କ ଯାଜକ ଥିଲେ। ଅବ୍ରହାମ ରାଜାମାନଙ୍କୁ ପରାଜିତ କରି ଫରେିଲା ବେଳେ ମଲ୍କୀଷଦକେ ଅବ୍ରହାମଙ୍କୁ ଦଖାେକଲେ। ସେ ଅବ୍ରହାମଙ୍କୁ ଆଶୀର୍ବାଦ କଲେ।
2. ୟୁଦ୍ଧ ରେ ଜିତି ଅବ୍ରହାମ ଯାହା ପାଇଥିଲେ ତା'ର ଏକ ଦଶମାଂସ ସେ ମଲ୍କୀଷଦକଙ୍କେୁ ଦେଲେ। ମଲ୍କୀଷଦକେ ନାମର ଅର୍ଥ : ପ୍ରଥମଟି ହେଉଛି ଧର୍ମରାଜା ଓ ଦ୍ବିତୀୟଟି ହେଲା ଶାଲମରେ ରାଜା ଅର୍ଥାତ୍ ଶାନ୍ତିର ରାଜା।
3. କହେି ହେଲେ ମଲ୍କୀଷଦକଙ୍କେ ପିତା କି ମାତାଙ୍କ ବିଷୟ ରେ ଜାଣନ୍ତି ନାହିଁ ପୁଣି ସେ କେଉଁଠାରୁ ଆସିଛନ୍ତି, ସେ କବେେ ଜନ୍ମଗ୍ରହଣ କଲେ, ଓ କବେେ ମଲେ ତା'ମଧ୍ଯ କହେି ଜାଣନ୍ତି ନାହିଁ। ମଲ୍କୀଷଦକେ ପରମେଶ୍ବରଙ୍କ ପୁତ୍ର ଭଳି, ଓ ସେ ସଦା ସର୍ବଦା ପାଇଁ ଯାଜକ ହାଇେ ରହିଛନ୍ତି।
4. ମଲ୍କୀଷଦକେ କେତେ ମହାନ୍ ବ୍ଯକ୍ତି, ଭାବି ଦେଖ। ମହାନ ପିତା ଅବ୍ରହାମ ୟୁଦ୍ଧ ରେ ଯାହା କିଛି ଜିତି ଥିଲେ ତାର ଏକ ଦଶମାଂଶ ମଲ୍କୀଷଦକଙ୍କେୁ ଦେଲେ।
5. ବ୍ଯବସ୍ଥା ଅନୁସାରେ ଲବେୀ ବଂଶର ଯାଜକମାନେ ଲୋକମାନଙ୍କଠାରୁ ଏକଦଶମାଂଶ ପାଇବା କଥା। ଯାଜକମାନେ ଏହି ଅଂଶ ନିଜେଲାକ ୟିହୁଦୀମାନଙ୍କଠାରୁ ନେଉଥିଲେ, ଯଦିଓ ଯାଜକ ଓ ତାହାଙ୍କ ଲୋକମାନେ ସମସ୍ତେ ଅବ୍ରହାମଙ୍କ ବଂଶଜ ଅଟନ୍ତି।
6. ମଲ୍କୀଷଦକେ ଲବେୀ ବଂଶର ନ ଥିଲେ। ତଥାପି ସେ ଅବ୍ରହାମଙ୍କଠାରୁ ଏକଦଶମାଂଶ ପାଇଲେ। ଓ ସେ ପରମେଶ୍ବରଙ୍କ ପ୍ରତିଜ୍ଞାର ଅଧିକାରୀ ଅବ୍ରହାମଙ୍କୁ ଆଶୀର୍ବାଦ କଲେ।
7. ସମସ୍ତେ ଜାଣନ୍ତେ ଯେ, ସାନ ବଡ଼ଠାରୁ ଆଶୀର୍ବାଦ ପ୍ରାପ୍ତ ହୁଏ।
8. ଯାଜକମାନେ ଲୋକମାନଙ୍କଠାରୁ ଏକଦଶମାଂଶ ପାଆନ୍ତି, କିନ୍ତୁ ସମାନେେ ସାଧାରଣ ମନୁଷ୍ଯ ପରି ବଞ୍ଚି ପରିଶଷେ ରେ ମୃତ୍ଯୁ ବରଣ କରନ୍ତି। କିନ୍ତୁ ଅବ୍ରହାମଙ୍କଠାରୁ ଏକଦଶମାଂଶ ପାଇଥିବା ମଲ୍କୀଷଦକେ ଶାସ୍ତ୍ର ଅନୁସାରେ ଏବେ ମଧ୍ଯ ଜୀବିତ।
9. ଲବେୀ ଲୋକମାନଙ୍କଠାରୁ ଏକଦଶମାଂଶ ଗ୍ରହଣ କରନ୍ତି। କିନ୍ତୁ ଆମ୍ଭେ କହିପାରିବା ଯେ, ଯେତବେେଳେ ଅବ୍ରହାମ ମଲ୍କୀଷଦକଙ୍କେୁ ଦଶମାଂଶ ଦେଲେ, ତା'ର ଅର୍ଥ ଲବେୀ ମଧ୍ଯ ତାହା ଦେଲେ।
10. ଲବେୀ ସେ ପର୍ୟ୍ଯନ୍ତ ଜନ୍ମ ନ ହାଇେଥିଲେ ସୁଦ୍ଧା ଅବ୍ରହାମ ମଲ୍କୀଷଦକଙ୍କେୁ ଭଟେିବା ସମୟରେ ଲବେୀ ଅବ୍ରହାମଙ୍କ ପୂର୍ବପୁରୁଷଙ୍କ ଶରୀର ରେ ଥିଲେ।
ଏକ ନୂତନ ପୁରୋହିତର ଆବଶ୍ୟକତା
11.
12. ଯେତବେେଳେ ଯାଜକର ପରିବର୍ତ୍ତନ ହୁଏ ସତେ ବେଳେ ବ୍ଯବସ୍ଥାର ମଧ୍ଯ ପରିବର୍ତ୍ତନ ଆବଶ୍ଯକ ହାଇେଥାଏ।
13. ଆମ୍ଭେ ଏହି କଥାଗୁଡ଼ିକ ଖ୍ରୀଷ୍ଟଙ୍କ ବିଷୟ ରେ କହୁଛୁ। ସେ ଅନ୍ୟ ଏକ ଗୋଷ୍ଠୀର ଲୋକ ଥିଲେ। ସହେି ଗୋଷ୍ଠୀର କହେି କବେେ ହେଲେ ଆଗରୁ ଯାଜକ ଭାବେ ବଦେୀ309 ରେ ସବୋ କରି ନ ଥିଲେ।
14. କାରଣ ଏହା ସ୍ପଷ୍ଟ ଯେ, ଆମ୍ଭମାନଙ୍କର ପ୍ରଭୁ ୟିହୂଦାଙ୍କ ଗୋଷ୍ଠୀ ରେ ଜାତ। ମାତ୍ର ସହେି ଗୋଷ୍ଠୀର ଯାଜକମାନଙ୍କ ବିଷୟ ରେ ମାଶାେ କହିନାହାଁନ୍ତି।
15. ଏହି କଥା ଗୁଡ଼ିକ ଅଧିକ ସୁସ୍ପଷ୍ଟ ହୁଏ ଯେ, ମଲ୍କୀଷଦକଙ୍କେ ଭଳି ଆଉ ଜଣେ ଯାଜକ ଅଛନ୍ତି।
16. ସେ କୌଣସି ଗୋଷ୍ଠୀର ବ୍ଯବସ୍ଥା ଦ୍ବାରା ଯାଜକ ହାଇେ ନ ଥିଲେ। ବରଂ ଅକ୍ଷୟ ଜୀବନର ଶକ୍ତି ଅନୁସାରେ ଯାଜକ ହେଲେ।
17. ଶାସ୍ତ୍ର ରେ ତାଙ୍କ ବିଷୟ ରେ କୁହାୟାଇଛି : ତୁମ୍ଭେ ମଲ୍କୀଷଦକଙ୍କେ ଭଳି ଜଣେ ଅନନ୍ତକାଳୀନ ଯାଜକ ଅଟ।310
18. ପୂର୍ବ ବ୍ଯବସ୍ଥା ଦୁର୍ବଳ ଓ ବ୍ଯର୍ଥ ହାଇେଥିବାରୁ ଲୋପ କରି ଦିଆ ହେଲା।
19. ମାଶାଙ୍କେ ବ୍ଯବସ୍ଥା କୌଣସି ବିଷୟ ସିଦ୍ଧ କରି ନ ଥିଲା। ଏବେ ଆମ୍ଭକୁ ମିଳିଥିବା ଶ୍ ରେଷ୍ଠତର ଭରସା ରେ ଆମ୍ଭେ ପରମେଶ୍ବରଙ୍କ ପାଖକୁ ଆସି ପାରିବା।
ନୂତନ ପୁରୋହିତଙ୍କ ମହାନତା
20.
21. କିନ୍ତୁ ପରମେଶ୍ବରଙ୍କ ଶପଥ କରିଥିବା ହତେୁରୁ ଯୀଶୁ ଯାଜକ ହାଇେଥିଲେ। ପରମେଶ୍ବର କହିଥିଲେ :
22. ଏହାର ଅର୍ଥ ହେଲା ଯେ ସହେି ପ୍ରକା ରେ ପରମେଶ୍ବରଙ୍କ ନିଜ ଲୋକଙ୍କ ସହିତ କରିଥିବା ଶ୍ ରେଷ୍ଠତର ନିୟମର ଯୀଶୁ ହେଉଛନ୍ତି ଜଣେ ଜାମିନ୍-ଦାର।
23. ଆହୁରି ମଧ୍ଯ ଯେତବେେଳେ ସହେି ଅନ୍ୟ ଯାଜକମାନେ ମରିଗଲେ, ସମାନେେ ଆଉ ଯାଜକ ହାଇେ ରହି ପାରିଲେ ନାହିଁ। ଏଥିପାଇଁ ସହେି ଯାଜକମାନଙ୍କ ଭିତରୁ ଅନକେ ସଠାେରେ ଥିଲେ।
24. କିନ୍ତୁ ଯୀଶୁ ଅମର। ସେ କବେେ ହେଲେ ଯାଜକ ସବୋରୁ ଅବ୍ଯାହତି ହବେେ ନାହିଁ।
25. ଅତଏବ ଯେଉଁମାନେ ଖ୍ରୀଷ୍ଟଙ୍କ ମାଧ୍ଯମ ରେ ପରମେଶ୍ବରଙ୍କ ପାଖକୁ ଆସନ୍ତି, ସମାନଙ୍କେୁ ଯୀଶୁ ପରିତ୍ରାଣ ଦଇେ ପାରିବେ। ସେ ନିତ୍ଯ ଜୀବିତ ହବୋରୁ, ଲୋକେ ଯେତବେେଳେ ପରମେଶ୍ବରଙ୍କ ପାଖକୁ ଆସିବେ, ଯୀଶୁ ସମାନଙ୍କେୁ ସର୍ବଦା ସାହାୟ୍ଯ କରି ପାରିବେ।
26. ଅତଏବ, ଯୀଶୁଖ୍ରୀଷ୍ଟଙ୍କ ଭଳି ମହାୟାଜକ ଆମ୍ଭର ଆବଶ୍ଯକ ଥିଲା। ସେ ପବିତ୍ର, ତାହାଙ୍କଠା ରେ କୌଣସି ପାପ ନାହିଁ। ସେ ପବିତ୍ର ଓ ପାପୀମାନଙ୍କ ଦ୍ବାରା ପ୍ରଭାବିତ ନୁହଁନ୍ତି। ତାଙ୍କୁ ସ୍ବର୍ଗଠାରୁ ମଧ୍ଯ ଉଚ୍ଚସ୍ଥାନକୁ ନିଆ ଯାଇଛି।
27. ସେ ଅନ୍ୟ ଯାଜକମାନଙ୍କ ଭଳି ନୁହଁନ୍ତି। ଅନ୍ୟ ଯାଜକମାନେ ପ୍ରତିଦିନ ବଳି ଉତ୍ସର୍ଗ କରିବା ଆବଶ୍ଯକ ଥିଲା। ପ୍ରଥମେ ନିଜ ପାଇଁ ଓ ପରେ ଅନ୍ୟ ଲୋକମାନଙ୍କ ପାପ ଲାଗି ସମାନଙ୍କେୁ ବଳି ଉତ୍ସର୍ଗ କରିବାକୁ ପଡ଼ୁଥିଲା। କିନ୍ତୁ ଯୀଶୁଙ୍କୁ ଏହା କରିବାକୁ ପଡ଼ି ନାହିଁ। ଯୀଶୁ ଚିରକାଳ ନିମନ୍ତେ ଏକାଥରକେ ବଳୀକୃତ ହେଲେ। ସେ ନିଜକୁ ସମର୍ପି ଦେଲେ।
28. ବ୍ଯବସ୍ଥା ଦୁର୍ବଳତା ବିଶିଷ୍ଟ ମନୁଷ୍ଯକୁ ମହାୟାଜକ ପଦ ରେ ନିୟୁକ୍ତ କଲେ। ପରମେଶ୍ବର ଯେଉଁ ଶପଥ ବ୍ଯବସ୍ଥା ପରେ କରିଥିଲେ, ତଦ୍ଦ୍ବାରା ପରମେଶ୍ବରଙ୍କ ପୁତ୍ର ଅନନ୍ତକାଳ ପର୍ୟ୍ଯନ୍ତ ମହାୟାଜକ ପଦ ରେ ନିୟୁକ୍ତି ପାଇଲେ।