ନୂତନ ପୁରୋହିତ ସେବା

1.

2. ଆମ୍ଭର ମହାୟାଜକ ମହାପବିତ୍ର ସ୍ଥାନ311 ରେ ସବୋ କାର୍ୟ୍ଯ କରନ୍ତି। ସେ ଲୋକମାନଙ୍କ ହସ୍ତ ନିର୍ମିତ ସ୍ଥାନ ରେ ନୁହେଁ, ମାତ୍ର ପରମେଶ୍ବରଙ୍କ ଦ୍ବାରା ନିର୍ମିତ ସହେି ଉପାସନା ସ୍ଥଳ ରେ ସବୋ କରନ୍ତି।

3. ପରମେଶ୍ବରଙ୍କୁ ଦାନ ଓ ବଳି ଉତ୍ସର୍ଗ କରିବା ପ୍ରେତ୍ୟକକ ମହାୟାଜକଙ୍କ କାମ ଅଟେ। ଅତଏବ ଆମ୍ଭର ମହାୟାଜକ ମଧ୍ଯ ପରମେଶ୍ବରଙ୍କୁ କିଛି ଉତ୍ସର୍ଗ କରିବା କଥା।

4. ଯଦି ଆମ୍ଭର ମହାୟାଜକ ପୃଥିବୀ ରେ ଏବେ ଜୀବିତ ଥାଆନ୍ତେ, ତା' ହେଲେ ସେ ଯାଜକ ହାଇେ ପାରି ନ ଥାନ୍ତେ। ମାରେ କହିବାର କାରଣ ବ୍ଯବସ୍ଥା ଅନୁସାରେ ବଳି ଉତ୍ସର୍ଗ କରୁଥିବା ଯାଜକମାନେ ଅଛନ୍ତି।

5. ଏହି ଯାଜକମାନେ ଯେଉଁ କାମ କରନ୍ତି, ତାହା ପ୍ରକୃତ ରେ ସ୍ବର୍ଗ ରେ ଥିବା କାମଗୁଡ଼ିକର ଛାଯା ଓ ନମୁନା ମାତ୍ର। ସେଥିପାଇଁ ମାଶାେ ତମ୍ମୁ312 ନିର୍ମାଣ କରିବାକୁ ଗଲା ବେଳେ ପରମେଶ୍ବର ତାହାଙ୍କୁ ଚତାବେନୀ ଦଇେ କହିଥିଲେ : ପର୍ବତ ଉପରେ ମୁଁ ତୁମ୍ଭକୁ ଯେଉଁ ନମୁନା ଦଖାଇେ ଥିଲି, ତଦନୁସା ରେ ସମସ୍ତ ନିର୍ମାଣ କର।313

6. କିନ୍ତୁ ଯୀଶୁଙ୍କୁ ଯେଉଁ କାମ କରିବାକୁ ଦିଆ ହାଇେଛି ତାହା ସହେି ଯାଜକମାନଙ୍କ କାମଠାରୁ ଉତ୍କୃଷ୍ଟତର। ସେପ୍ରକା ରେ, ଯୀଶୁଖ୍ରୀଷ୍ଟଙ୍କ ମାଧ୍ଯମ ରେ ପରମେଶ୍ବର ଆପଣା ଲୋକଙ୍କ ପ୍ରତି କରିଥିବା ନୂତନ ନିୟମ ପୁରାତନ ନିୟମ ଅପେକ୍ଷା ଉତ୍କୃଷ୍ଟ ଅଟେ। ଏହି ନୂତନ ନିୟମ ଅପେକ୍ଷାକୃତ ଉତ୍ତମ ପ୍ରତିଜ୍ଞା ସମ୍ବଳିତ ଅଟେ।

ଏକ ନୂତନ ଚୁକ୍ତି

7.

8. କିନ୍ତୁ ପରମେଶ୍ବର ଲୋକମାନଙ୍କଠା ରେ ତୃଟି ଦେଖିଲେ। ପରମେଶ୍ବର କହିଲେ :

9. ତାହାଙ୍କ ପୂର୍ବପୁରୁଷଙ୍କ ସହିତ ଆମ୍ଭେ ଯେଉଁ ନିୟମ କରିଥିଲୁ ସେ ଅନୁସାରେ ହବେ ନାହିଁ। ସହେି ନିୟମ ମୁଁ ସମାନଙ୍କେର ହାତ ଧରିଲା ବେଳେ ଓ ମିଶର ଦେଶରୁ ଆଣିଥିଲା ବେଳେ କରିଥିଲି। ପ୍ରଭୁ କୁହନ୍ତି : ମୁଁ ଦଇେଥିବା ଚୁକ୍ତି ସମାନେେ ପାଳନ କରିବା ବନ୍ଦ କରି ଦେଲେ, ଓ ମୁଁ ନିଜକୁ ସମାନଙ୍କେଠାରୁ ଦୂ ରଇେ ଆଣିଲି।

10. ଏହି ନୂତନ ନିୟମଟି ମୁଁ ଇଶ୍ରାୟେଲର ଲୋକଙ୍କ ସହତ କରିବି, ଏହି ନିୟମଟି ମୁଁ ଭବିଷ୍ଯତ ରେ କରିବି ପ୍ରଭୁ କୁହନ୍ତି : ମୁଁ ସମାନଙ୍କେ ମନ ରେ ଆପଣା ବ୍ଯବସ୍ଥା ଦବେି ସମାନଙ୍କେ ହୃଦୟ ରେ ସହେିସବୁ ଲେଖିବି। ମୁଁ ସମାନଙ୍କେ ପରମେଶ୍ବର ହବେି, ଓ ସମାନେେ ମାରେ ଲୋକ ହବେେ।

11. ଏହାପରେ ପୁନର୍ବାର କହେି ନଜ ଭାଇ ବା ପରମେଶ୍ବରଙ୍କ ଅନ୍ଯଲୋକମାନଙ୍କୁ ଶିକ୍ଷା ଦବେେ ନାହିଁ କିମ୍ବା ପ୍ରଭୁଙ୍କୁ ଜାଣିବା ନିମନ୍ତେ କିଛି କହିବା ଆବଶ୍ଯକ ହବେ ନାହିଁ, କାହିଁକି ? କାରଣ ସାନଠାରୁ ବଡ଼ ପର୍ୟ୍ଯନ୍ତ ସମାନେେ ସମସ୍ତେ ମାେତେ ଜାଣିବେ।

12. ଓ ମାେ ବିରୁଦ୍ଧ ରେ କରିଥିବା ଦୋଷ ସବୁ ମୁଁ କ୍ଷମା କରି ଦବେି, ଏବଂ ମୁଁ ସମାନଙ୍କେ ପାପଗୁଡ଼ିକୁ ଆଉ ଅଧିକ ମନେ ରଖିବି ନାହିଁ। ୟିରିମିୟ 31:31-34

13. ପରମେଶ୍ବର ଏହାକୁ ନୂତନ ନିୟମ ବୋଲି କହି, ପ୍ରଥମ ନିୟମଟିକୁ ପୁରାତନ ନିୟମ କରି ଅଛନ୍ତି। ଯେଉଁ ବିଷୟସବୁ ପୁରାତନ ଓ ଅକାମୀ ହାଇଯୋଇଛି, ତାହା ଅତିଶୀଘ୍ର ଲୋପ ପାଇୟିବ।

Bibles

Books

Chapters