ଯିରୁଶାଲମର ଗ or ରବମୟ ଭବିଷ୍ୟତ

1.

ସିୟୋନର ନବୀକରଣ

2.

3. ସହେି ସମୟରେ ସିୟୋନ ଓ ୟିରୁଶାଲମର ଅବଶିଷ୍ଟ ସମସ୍ତ ଲୋକ ସ୍ବତନ୍ତ୍ର ଓ ପବିତ୍ର ଲୋକ ବୋଲି କଥିତ ହବେେ। ଏହା ସହେି ଲୋକମାନଙ୍କ ପ୍ରତି ଘଟିବ ଯେଉଁମାନେ ଏକ ସ୍ବତନ୍ତ୍ର ତାଲିକା ରେ ଥିବେ ଓ ସହେି ତାଲିକାଭୁକ୍ତ ଲୋକେ କବଳେ ବଞ୍ଚି ରହିବେ।

4. ସଦାପ୍ରଭୁ ସିୟୋନର ନାରୀମାନଙ୍କର ମଇଳାକୁ ଧେ ୗତ କରିବେ। ସେ ୟିରୁଶାଲମର ସମସ୍ତ ରକ୍ତକୁ ଧୋଇ ଦବେେ। ପରମେଶ୍ବର ତାଙ୍କର ନ୍ଯାଯ ଆତ୍ମାକୁ ପ୍ରଯୋଗ କରିବେ। ଆଉ ମଧ୍ଯ ସେ ତାଙ୍କର ଜ୍ବଳନ୍ତ ଆତ୍ମାକୁ ବ୍ଯବହାର କରିବେ।

5. ସେତବେେଳେ ପରମେଶ୍ବର ତାଙ୍କର ଲୋକମାନଙ୍କ ସହିତ ଅଛନ୍ତି ବୋଲି ପ୍ରମାଣ କରିବେ। ଦିବସ ରେ ପରମେଶ୍ବର ଧୂମର ମେଘ ସୃଷ୍ଟି କରିବେ ଓ ରାତ୍ରି ରେ ଜ୍ବଳନ୍ତ ଅଗ୍ନି ଶିଖା ସୃଷ୍ଟି କରିବେ। ଆଉ ଏହା ପ୍ରମାଣିତ ହବେ ଯେ ସିୟୋନର ସମସ୍ତ ପର୍ବତ ଓ ସମସ୍ତ ଆବାସ ଉପର ଆକାଶ ଏହି ଧୂମ ରୂପକ ମେଘ ରେ ଆଚ୍ଛାଦିତ ହବେ। ପ୍ରେତ୍ୟକକ ଲୋକର ସୁରକ୍ଷା ପାଇଁ ଚନ୍ଦ୍ରାତାପ ବିସ୍ତୃତ ହବେ।

6. ଏହି ଆଚ୍ଛାଦନ ଏକ ନିରାପଦ ସ୍ଥାନ ହବେ। ଏହା ଦିବସ ରେ ସୂର୍ୟ୍ଯ ତାପରୁ ସୁରକ୍ଷା ଦବେ ଓ ସମସ୍ତ ବନ୍ଯା, ଝଡ଼ ଓ ବର୍ଷାରୁ ଏହି ଛାଯା ରକ୍ଷା କରିବ।

Bibles

Books

Chapters