ଇସ୍ରାଏଲର ଅବଶିଷ୍ଟ ଲୋକ ଉଦ୍ଧାର କଲେ

1. ଅନନ୍ତର ସଦାପ୍ରଭୁ କହନ୍ତି, ସେ ସମୟରେ ଆମ୍ଭେ ଇଶ୍ରାୟେଲର ସମସ୍ତ ଗୋଷ୍ଠୀର ପରମେଶ୍ବର ହବୋ ଓ ସମାନେେ ଆମ୍ଭର ଲୋକ ହବେେ।

2. ସଦାପ୍ରଭୁ କହନ୍ତି, ଖଡ୍ଗରୁ ରକ୍ଷା ପାଇଥିବା ଲୋକମାନେ ପ୍ରାନ୍ତର ରେ ଆଶ୍ରଯ ପାଇବେ, ଯେତବେେଳେ ଇଶ୍ରାୟେଲ ବିଶ୍ରାମ ଚାହିଁଲେ।

3. ସଦାପ୍ରଭୁ ତାକୁ ବହୁଦୂର ସ୍ଥାନରୁ ଦର୍ଶନ ଦେଲେ ଓ କହିଲେ, ଆମ୍ଭେ ଚିରସ୍ଥାଯୀ ଭାବରେ ତୁମ୍ଭକୁ ପ୍ ରମେ କରି ଆସିଛୁ। ଏଣୁ ସ୍ନହପେୂର୍ଣ୍ଣ କରୁଣା ରେ ଆମ୍ଭେ ତୁମ୍ଭକୁ ଆକର୍ଷଣ କରିବା।

4. ହେ ଇଶ୍ରାୟେଲ କୁମାରୀ, ଆମ୍ଭେ ତୁମ୍ଭକୁ ପୁନର୍ବାର ଗଢ଼ିବା। ତୁମ୍ଭେ ପୁନର୍ବାର ଏକ ଦେଶ ହବେ। ତୁମ୍ଭେ ପୁଣି ଆପଣା ତବଲା ରେ ବିଭୂଷିତା ହାଇେ ଆନନ୍ଦକାରୀମାନଙ୍କ ସଙ୍ଗେ ନୃତ୍ଯ କରି ଗମନ କରିବ।

5. ତୁମ୍ଭେ କୃଷକମାନେ ପୁନର୍ବାର ଶମରିଯାର ପର୍ବତ ରେ ଦ୍ରାକ୍ଷାକ୍ଷେତ୍ର ପ୍ରସ୍ତୁତ କରିବ। ତୁମ୍ଭମାନେେ ରୋପଣ କରି ତାହାର ଫଳ ଭୋଗ କରିବ।

6. ଏପରି ଏକ ସମୟ ଆସିବ ଯେତବେେଳେ ପ୍ରହରୀମାନେ ଇଫ୍ରଯିମ ପର୍ବତ ରେ ଘାଷେଣା କରି କହିବେ, 'ଆସ, ଆମ୍ଭମାନେେ ସିୟୋନକୁ ୟିବା ଓ ଆମ୍ଭର ସଦାପ୍ରଭୁ' ପରମେଶ୍ବରଙ୍କୁ ପୂଜା କରିବା।

7. କାରଣ ସଦାପ୍ରଭୁ କହନ୍ତି, ତୁମ୍ଭମାନେେ ଯାକୁବ ନିମନ୍ତେ ଆନନ୍ଦ ରେ ଗାନ କର। ଅଗ୍ରଗଣ୍ଯ ଦେଶ ନିମନ୍ତେ ଜଯଧ୍ବନି କର, ପ୍ରାର୍ଥନା କର ଓ ପ୍ରଶଂସା କର, ' ହେ ସଦାପ୍ରଭୁ, ତୁମ୍ଭେ ଆପଣା ଲୋକମାନଙ୍କୁ ଇଶ୍ରାୟେଲର ଅବଶିଷ୍ଟାଂଶ ଲୋକମାନଙ୍କୁ ପରିତ୍ରାଣ କର।

8. ଆଉ ଦେଖ, ଆମ୍ଭେ ସମାନଙ୍କେୁ ଉତ୍ତର ଦେଶରୁ ଆଣିବା। ପୁଣି ପୃଥିବୀର ପ୍ରାନ୍ତ ଭାଗରୁ ସମାନଙ୍କେୁ ଓ ସମାନଙ୍କେ ସହିତ ଅନ୍ଧ, େଛାଟ, ଗର୍ଭବତୀ ଓ ପ୍ରସବ ବଦନୋଗ୍ରସ୍ତା ସ୍ତ୍ରୀଙ୍କୁ ଏକତ୍ର ସଂଗ୍ରହ କରିବା। ସମାନେେ ବହୁ ସଂଖ୍ଯା ରେ ଜନଗହଳି ହାଇେ ଏ ସ୍ଥାନକୁ ଆସିବେ।

9. ସମାନେେ କ୍ରନ୍ଦନ କରି ଆସୁଥିଲା ବେଳେ ଆମ୍ଭେ ସମାନଙ୍କେୁ ଆଗଇେ ନବୋ। ଆମ୍ଭେ ସମାନଙ୍କେୁ ଜଳପୂର୍ଣ୍ଣ ନଦୀଗୁଡ଼ିକ ନିକଟ ଦଇେ ସଳଖ ପଥରେ ଗମନ କରାଇବା। ସେ ପଥରେ ସମାନେେ ଝୁଣ୍ଟିବେ ନାହିଁ। କାରଣ ଆମ୍ଭେ ଇଶ୍ରାୟେଲର ପିତା ଓ ଇଫ୍ରଯିମ ଆମ୍ଭର ପ୍ରଥମଜାତ ସନ୍ତାନ।

10. ହେ ଗୋଷ୍ଠୀସମୂହ, ତୁମ୍ଭମାନେେ ସଦାପ୍ରଭୁଙ୍କର ବାକ୍ଯ ଶୁଣ। ଆଉ ଦୂରସ୍ଥ ଦ୍ବୀପ ସମୂହ ରେ ତାହା ପ୍ରଚାର କରି କୁହ ଯେ, 'ଇଶ୍ରାୟେଲକୁ ଛିନ୍ନଭିନ୍ନ କଲେ, ସେ ତାହାକୁ ସଂଗ୍ରହ କରିବେ। ଆଉ ପାଳକ ଯେପରି ତାହାର ମଷେପଲକୁ ରକ୍ଷା କରେ, ସପରେି ସେ ତାହାକୁ ସୁରକ୍ଷା ଦବେେ।'

11. କାରଣ ସଦାପ୍ରଭୁ ଯାକୁବକୁ ଉଦ୍ଧାର କରିଅଛନ୍ତି ଓ ତାହା ଅପେକ୍ଷା ବଳବାନର ହସ୍ତରୁ ତାହାକୁ ମୁକ୍ତ କରିଅଛନ୍ତି।

12. ପୁଣି ସମାନେେ ଆସ ସିୟୋନ୍ର ପର୍ବତ ରେ ଗାନ କରିବେ ଓ ସୋର୍ତତୁଲ୍ଯ ସଦାପ୍ରଭୁଙ୍କ ପ୍ରାସାଦକୁ, ଶସ୍ଯ, ଦ୍ରାକ୍ଷାରସ, ତଲେ, ପଲର ମଷେଛୁଆ ଓ ଗୋପଲର ଗୋବତ୍ସ ବହି ଆସିବ ଓ ସମାନଙ୍କେର ଜୀବନ ସୁସିକ୍ତ ଉଦ୍ୟାନ ତୁଲ୍ଯ ହବେ। ସମାନେେ ଆଉ ଦୁଃଖୀ ହବେେ ନାହିଁ।

13. ସେତବେେଳେ ୟୁବତୀ ନାରୀମାନେ ଆନନ୍ଦ ରେ ନୃତ୍ଯ କରିବେ ଓ ୟୁବା ଏବଂ ବୃଦ୍ଧମାନେ ସମାନଙ୍କେ ସହିତ ୟୋଗ ଦବେେ। ଆମ୍ଭେ ସମାନଙ୍କେର ଶାେକକୁ ଆନନ୍ଦ ରେ ପରିଣତ କରିବା। ଆମ୍ଭେ ସମାନଙ୍କେୁ ସାନ୍ତ୍ବନା ଦବୋ ଓ ସମାନଙ୍କେୁ ଦୁଃଖ ବଦଳ ରେ ସୁଖ ଦବୋ।

14. ଆଉ ଆମ୍ଭେ ପୁଷ୍ଟିକର ଦ୍ରବ୍ଯ ରେ ଯାଜକମାନଙ୍କର ପ୍ରାଣ ପରିତୃପ୍ତ କରିବା ଓ ଆମ୍ଭର ଲୋକମାନେ ପ୍ରଚୁର ଖାଦ୍ୟ ପାଇ ପରିତୃପ୍ତ ହବେେ। ଏହା ସଦାପ୍ରଭୁ କହନ୍ତି।

ଇଫ୍ରୟିମ ଉପରେ ଦୟା

15. ପୁଣି ସଦାପ୍ରଭୁ ଏହି କଥା କହନ୍ତି, ରାମା ରେ କୋଳାହଳ ଓ ଅତି କରୁଣ ଚିତ୍କାର ଶୁଣାୟିବ। ରାହେଲ ଆପଣା ପୁତ୍ରମାନଙ୍କ ପାଇଁ ରୋଦନ କରିବ। ସେ ତା'ର ସନ୍ତାନମାନଙ୍କ ବିଷଯ ରେ ସାନ୍ତ୍ବନାବାଣୀ ଶୁଣିବ ନାହିଁ, କାରଣ ସମାନେେ ମୃତ।

16. ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭମାନେେ କ୍ରନ୍ଦନରୁ ନିବୃତ୍ତ ହୁଅ ଓ ଚକ୍ଷୁରୁ ଲୋତକ ବନ୍ଦ କର। କାରଣ ତୁମ୍ଭେ ତୁମ୍ଭର କର୍ମାନୁସା ରେ ପୁରସ୍କୃତ ହବେ। ଆଉ ସଦାପ୍ରଭୁ କହନ୍ତି, ତୁମ୍ଭମାନେେ ଶତ୍ରୁ ଦେଶରୁ ଫରେିଆସିବ।

17. ତୁମ୍ଭ ଅନ୍ତିମକାଳ ବିଷଯ ରେ ପ୍ରତ୍ଯାଶ ଅଛି। ସଦାପ୍ରଭୁ କହନ୍ତି, ଆଉ ତୁମ୍ଭର ସନ୍ତାନଗଣ ପୁନର୍ବାର ଆପଣା ଦେଶକୁ ଫରେିଆସିବେ।

18. ମୁଁ ପ୍ରକୃତ ରେ ଇଫ୍ରଯିମର କ୍ରନ୍ଦନ ଶୁଣିଅଛି। ସେ କାନ୍ଦିକରି ଏହି କଥା କହୁଛି, ' ହେ ସଦାପ୍ରଭୁ, ତୁମ୍ଭେ ମାେତେ ଶାସ୍ତି ଦଇେଅଛ। ମୁଁ ପ୍ରକୃତ ଶିକ୍ଷା ପାଇଛି। ମୁଁ ଏକ ବନ୍ଯପଶୁ ସଦୃଶ ଥିଲି। ମାେତେ ତୁମ୍ଭ ନିକଟକୁ ଫରେିବାକୁ ଦିଅ, କାରଣ ତୁମ୍ଭେ ସଦାପ୍ରଭୁ ମାରେ ପରମେଶ୍ବର।

19. ହେ ସଦାପ୍ରଭୁ, ମୁଁ ଫରେିଲା ପ ରେ ଅନୁତପ୍ତ ହଲିେ। ଶିକ୍ଷା ପାଇଁ ଦୁଃଖ ରେ ଆପଣା ଊରୁଦେଶକୁ ଆଘାତ କଲି। ମୁଁ ଆପଣା ୟୌବନ କାଳ ରେ ମନ୍ଦାଚାର ଯୋଗୁଁ ଲଜ୍ଜିତ ଓ ବ୍ଯାକୁଳ ହଲିେ।'

20. ପରମେଶ୍ବର କହନ୍ତି, ଇଫ୍ରଯିମ ଆମ୍ଭର ପ୍ରିଯ ପୁତ୍ର। ଆମ୍ଭେ ତାହାକୁ ପ୍ ରମେ କରୁ। ଯଦିଓ ଆମ୍ଭେ ତାହାକୁ ସମାଲୋଚନା କରୁ ଓ ତା' ବିରୁଦ୍ଧ ରେ ଯାଉ, ତଥାପି ଆମ୍ଭେ ତାହାକୁ ସ୍ମରଣ କରୁ। ଏଣୁ ତା' ପାଇଁ ଆମ୍ଭର ପ୍ରାଣ ବ୍ଯାକୁଳ ହୁଏ। ଆମ୍ଭେ ପ୍ରକୃତ ରେ ତାକୁ ଦୟା କରିବା। ଏହା ସଦାପ୍ରଭୁ କହନ୍ତି।

21. ତୁମ୍ଭେ ସ୍ଥାନେ ସ୍ଥାନେ ଆପଣା ପାଇଁ ପଥଚିହ୍ନ ରଖ ଓ ପଥ ପ୍ରଦର୍ଶକ ସ୍ତମ୍ଭ ନିର୍ମାଣ କର। ଯେଉଁ ରାଜପଥରେ ତୁମ୍ଭେ ଗମନ କରିଥିଲ ସହେି ପଥରେ ମନୋନିବେଶ କର। ହେ ଇଶ୍ରାୟେଲ କୁମାରୀ, ଫରେିଆସ, ତୁମ୍ଭର ନଗରଗୁଡ଼ିକୁ ଫରେିଆସ।

22. ହେ ଅବିଶ୍ବସ୍ତା କନ୍ଯା, ତୁମ୍ଭେ କେତକୋଳ ଏଣତେଣେେ ଭ୍ରମଣ କରିବ ? କାରଣ ସଦାପ୍ରଭୁ ପୃଥିବୀ ରେ ଏକ ନୂତନ ବିଷଯ ସୃଷ୍ଟି କରିଅଛନ୍ତି, ଜଣେ ସ୍ତ୍ରୀ ଜଣେ ପୁରୁଷକୁ ବେଷ୍ଟନ କରିବ।

ଯିହୁଦାର ଭବିଷ୍ୟତ ସମୃଦ୍ଧତା

23.

24. ପୁଣି ଯିହୁଦା ଓ ତାହାର ନଗର ସୁବ ରେ କୃଷକମାନେ ଓ ପଲ ନଇେ ଭ୍ରମଣକାରୀମାନେ ଏକତ୍ର ଶାନ୍ତି ରେ ବାସ କରିବେ।

25. କାରଣ ଆମ୍ଭେ କ୍ଲାନ୍ତ ଓ ଦୁର୍ବଳ ପ୍ରାଣକୁ ବିଶ୍ରାମ ଓ ଶକ୍ତି ପ୍ରଦାନ କରିବା।

26. ଏହା ଶୁଣିଲା ଉତ୍ତା ରେ, ମୁଁ ସୁଖଦାୟକ ନିଦ୍ରାରୁ ଜାଗ୍ରତ ହାଇେ ଚାରିଆଡ଼କୁ ଚାହିଁଲି।

27. ସଦାପ୍ରଭୁ କହନ୍ତି, ଏପରି ଏକ ସମୟ ଆସୁଛି ଆମ୍ଭେ ଇଶ୍ରାୟେଲ ଓ ଯିହୁଦାର ଲୋକମାନଙ୍କର ଯତ୍ନ ନବୋ। ଆମ୍ଭେ ସମାନଙ୍କେୁ ଓ ସମାନଙ୍କେର ପଶୁମାନଙ୍କୁ ଦ୍ବିଗୁଣିତ କରିବା।

28. ଅତୀତ ରେ ଆମ୍ଭେ ସମାନଙ୍କେୁ ଉତ୍ପାଟନ, ଭଗ୍ନ, ନିପାତ, ବିନାଶ ଓ କ୍ଲେଶ ଦଇେଥିଲୁ। ମାତ୍ର ବର୍ତ୍ତମାନ ସମାନଙ୍କେୁ ନିର୍ମାଣ ଓ ରୋପଣ କରିବା। ଆଉ ସମାନଙ୍କେର ଯତ୍ନ ନଇେ ସମାନଙ୍କେୁ ଶକ୍ତିଶାଳୀ କରିବା। ଏହା ସଦାପ୍ରଭୁ କହନ୍ତି।

29. ଲୋକେ ଆଉ ଏପରି କଥା କବେେ କହିବେ ନାହିଁ। ଯେ ପିତୃଗଣ ଅମ୍ଲ ଦ୍ରାକ୍ଷା ଫଳ ଖାଇଲେ, ସନ୍ତାନଗଣର ଦାନ୍ତ ଖଟା ହବେ।

30. ସଦାପ୍ରଭୁ କହନ୍ତି, ପ୍ରେତ୍ୟକକ ଲୋକ ନିଜର ପାପ ଯୋଗୁଁ ମରିବେ। କାରଣ ଅମ୍ଲ ଦ୍ରାକ୍ଷା ଫଳ ଖାଇବା ଲୋକର ଦାନ୍ତ କବଳେ ଖଟା ହବେ।

ଏକ ନୂତନ ଚୁକ୍ତି

31.

32. ଏହି ନିଯମ ସମାନଙ୍କେ ପୂର୍ବପୁରୁଷଗଣଙ୍କ ସହ ହାଇେଥିବା ନିଯମ ପରି ହବେ ନାହିଁ। ସେତବେେଳେ ଆମ୍ଭେ ସମାନଙ୍କେୁ ହସ୍ତ ଧରି ମିଶର ଦେଶରୁ ବାହାର କରି ଆଣିବା ବେଳେ ସେ ନିଯମ ସ୍ଥାପନ କରିଥିଲୁ। ସଦାପ୍ରଭୁ କହିଥିଲେ, ଆମ୍ଭେ ସମାନଙ୍କେ ସ୍ବାମୀ ହେଲେ ହେଁ ସମାନେେ ଆମ୍ଭର ସହେି ନିଯମ ଲଙ୍ଘନ କଲେ।

33. ମାତ୍ର ସଦାପ୍ରଭୁ କହନ୍ତି, ଭବିଷ୍ଯତ ରେ ଆମ୍ଭେ ଇଶ୍ରାୟେଲ ବଂଶ ସହିତ ଏହି ନିଯମ ସ୍ଥିର କରିବା। ଆମ୍ଭେ ସମାନଙ୍କେ ଅନ୍ତର ରେ ଆମ୍ଭର ବ୍ଯବସ୍ଥା ରଖିବା ଓ ସମାନଙ୍କେ ହୃଦଯ ରେ ଆମ୍ଭେ ତାହା ଲେଖିବା। ଆଉ ଆମ୍ଭେ ସମାନଙ୍କେର ପରମେଶ୍ବର ହବୋ ଓ ସମାନେେ ଆମ୍ଭର ଲୋକ ହବେେ।

34. ପରମେଶ୍ବରଙ୍କୁ ଜାଣିବାକୁ ସମାନେେ ଆପଣା ଆପଣା ପ୍ରତିବେଶୀଙ୍କୁ ଓ ଭ୍ରାତାଙ୍କୁ ଶିକ୍ଷା ଦବେେ ନାହିଁ। କାରଣ ସଦାପ୍ରଭୁ କହନ୍ତି େଛାଟଠାରୁ ବଡ଼ ପର୍ୟ୍ଯନ୍ତ ସମସ୍ତେ ଆମ୍ଭକୁ ଜାଣିବେ। ଯେ ହତେୁ ଆମ୍ଭେ ସମାନଙ୍କେର ଅପରାଧ କ୍ଷମା କରିବା ଓ ସମାନଙ୍କେର ପାପ ଆଉ ସ୍ମରଣ କରିବା ନାହିଁ।

35. ସଦାପ୍ରଭୁ କହନ୍ତି, ୟିଏ ଦିବସ ରେ ଆଲୋକ ଦବୋ ପାଇଁ ସୂର୍ୟ୍ଯ ଓ ରାତ୍ରି ରେ ଜ୍ଯୋତି ପ୍ରଦାନ କରିବା ପାଇଁ ଚନ୍ଦ୍ର ଓ ନକ୍ଷତ୍ରାଦି ସୃଷ୍ଟି କରନ୍ତି, ଆଉ ଯଦି, ସମୁଦ୍ରକୁ ସଞ୍ଚାଳିତ କରି ତହିଁର ତରଙ୍ଗ ସମୂହକୁ ଗର୍ଜନ କରାନ୍ତି, ସହେି ହେଉଛନ୍ତି ସୈନ୍ଯାଧିପତି ସଦାପ୍ରଭୁ।

36. ତା'ପ ରେ ସଦାପ୍ରଭୁ ଏହା କହନ୍ତି, ଯବେେ ସୂର୍ୟ୍ଯ, ଚନ୍ଦ୍ର, ତାରକା ଓ ସମୁଦ୍ର ମାେ ନିଯନ୍ତ୍ରଣ ରେ ନ ରହନ୍ତି, ତବେେ କବଳେ ଇଶ୍ରାୟେଲ ବଂଶଧର ଆମ୍ଭ ସମ୍ମୁଖ ରେ ଗୋଟିଏ ଦେଶ ଦବୋରୁ ବିରତ ହବେ।

37. ପୁଣି ସଦାପ୍ରଭୁ ଏହା କହନ୍ତି, ଯଦି ଲୋକମାନେ ଉର୍ଦ୍ଧ୍ବସ୍ଥ ଆକାଶମଣ୍ଡଳ ଓ ଅଧଃସ୍ଥ ପୃଥିବୀକୁ ମାପି ପାରିବେ। ତାହା ହେଲେ କବଳେ ଆମ୍ଭେ ମଧ୍ଯ ଇଶ୍ରାୟେଲର ବଂଶଧରଗଣ ଯାହା କଲେ ତାହା ପ୍ରତ୍ଯାଖାନ କରିଦବୋ। ଏହା ସଦାପ୍ରଭୁ କହନ୍ତି।

38. ସଦାପ୍ରଭୁ କହନ୍ତି, ଏପରି ଏକ ସମୟ ଆସୁଅଛି, ଯେତବେେଳେ ୟିରୁଶାଲମ ନଗର ପୁନର୍ବାର ପରମେଶ୍ବରଙ୍କ ଉଦ୍ଦେଶ୍ଯ ରେ ନିର୍ମିତ ହବେ। ତା'ପ ରେ ହନନଲେ ଦୁର୍ଗରୁ କଣ ଫାଟକ ପର୍ୟ୍ଯନ୍ତ ତାହା ନିର୍ମିତ ହବେ।

39. ଆଉ ସଠାରୁେ ପରିମାପକ ରଜ୍ଜୁ ଗା ରେବ୍ ଉପପର୍ବତ ପର୍ୟ୍ଯନ୍ତ ସଳଖ ୟିବ ଓ ସଠାରୁେ ବୁଲି ଗୋୟା ପର୍ୟ୍ଯନ୍ତ ୟିବ।

40. ପୁଣି ଶବ ଭସ୍ମ ରେ ପୂର୍ଣ୍ଣ ହାଇେଥିବା ଉପତ୍ୟକା, କିଦ୍ରୋଣ ଷୋର୍ତ ପର୍ୟ୍ଯନ୍ତ ସମସ୍ତ କ୍ଷେତ୍ର ଓ ପୂର୍ବ ଦିଗସ୍ଥ ଅଶ୍ବ ଦ୍ବାରର କଣ ପର୍ୟ୍ଯନ୍ତ ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ପବିତ୍ର ହବେ। ଆଉ ସହେି ୟିରୁଶାଲମ ନଗର କବେେ ଉତ୍ପାଟିତ ବା ନିପାତିତ ହବେ ନାହିଁ।

Bibles

Books

Chapters