ବାରୁଚଙ୍କୁ ନିଶ୍ଚିତତା
1.
2. ହେ ବ୍ଯାକୁଳ, ସଦାପ୍ରଭୁ ଇଶ୍ରାୟେଲର ପରମେଶ୍ବର ତୁମ୍ଭକୁ ଏହି କଥା କହିନ୍ତି।
3. ' ହେ ବାରୂକ, ତୁମ୍ଭେ ମାେ ହାୟ, ହାୟ କହିଲ, କାରଣ ସଦାପ୍ରଭୁ ମାରେ ୟନ୍ତ୍ରଣା ରେ ଦୁଃଖ ଯୋଡ଼ି ଦେଲେ। ମୁଁ କଥା କହିବାକୁ କ୍ଲାନ୍ତ ହେଉଅଛି ଓ ୟନ୍ତ୍ରଣା ରେ ଥରୁଅଛି, ଯେ ହତେୁ ମାରେ କିଛି ବିଶ୍ରାମ ନାହିଁ।'
4. ତେଣୁ ସଦାପ୍ରଭୁ କହିଲେ, ହେ ଯିରିମିୟ, ତୁମ୍ଭେ ବାରୂକକୁ ଏହି କଥା କୁହ, 'ସଦାପ୍ରଭୁ କହନ୍ତି, ଦେଖ, ଆମ୍ଭେ ଯାହା ନିର୍ମାଣ କରିଅଛୁ, ତାହା ଭାଙ୍ଗି ପକାଇବୁ ଓ ଯାହା ରୋପଣ କରିଅଛୁ ତାହା ଉତ୍ପାଟନ କରିବୁ। ଆଉ ସମୁଦାଯ ଯିହୁଦା ରେ ଏହା କରିବୁ।
5. ହେ ବାରୂକ, ତୁମ୍ଭେ ନିଜ ପାଇଁ ମହାନ୍ ବିଷଯ ଖୋଜୁଅଛ। କିନ୍ତୁ ତାହା ଚେଷ୍ଟା କର ନାହିଁ।' କାରଣ ସଦାପ୍ରଭୁ କହନ୍ତି, ' ଦେଖ, ଆମ୍ଭେ ସମଗ୍ର ପ୍ରାଣୀ ଉପ ରେ ଅମଙ୍ଗଳ ଘଟାଇବା। ମାତ୍ର ତୁମ୍ଭେ ଯେଉଁ ଯେଉଁ ସ୍ଥାନକୁ ୟିବ ଆମ୍ଭେ ସେସବୁ ସ୍ଥାନ ରେ ତୁମ୍ଭର ପ୍ରାଣ ରକ୍ଷା କରିବା।'