ବିଲ୍ଡାଦ: ଦୁଷ୍ଟମାନଙ୍କୁ ଦଣ୍ଡ ଦିଆଯାଏ
1.
2. ଆୟୁବ ତୁମ୍ଭେ କେତବେେଳେ କଥା କହିବା ବନ୍ଦ କରିବ। ତୁମ୍ଭେ ଚୁପ ହୁଅ ଏବଂ ଶୁଣ। ଆମ୍ଭକୁ କିଛି କହିବାକୁ ଦିଅ।
3. ତୁମ୍ଭେ କାହିଁକି ଭାବୁଛ ଯେ ଆମ୍ଭେ ସମସ୍ତେ ଗାଈ ପଶୁଭଳି ବୋକା?
4. ଆୟୁବ, ତୁମ୍ଭର ରାଗ କବଳେ ତୁମ୍ଭକୁ ଆଘାତ କରିବ। କବଳେ ତୁମ୍ଭ ପାଇଁ କ'ଣ ଲୋକେ ପୃଥିବୀକୁ ପରିତ୍ଯାଗ କରିବେ ? ତୁମ୍ଭେ କ'ଣ ଭାବୁଛ ତୁମ୍ଭକୁ ସନ୍ତୁଷ୍ଟ କରିବା ପାଇଁ ପରମେଶ୍ବର ପର୍ବତକୁ ଘୁଞ୍ଚାଇ ଦବେେ?
5. ହଁ, ଦୁଷ୍ଟ ଲୋକର ଆଲୋକ ଲିଭିୟିବ। ତାଙ୍କର ଅଗ୍ନି ଜଳିବା ବନ୍ଦ ହବେ।
6. ତାଙ୍କ ଘରର ଆଲୋକ ଅନ୍ଧକାର ରେ ପରିଣତ ହବେ। ତାଙ୍କର ତାଙ୍କ ନିକଟରେ ଥିବା ବତୀ ଲିଭିୟିବ।
7. ତାଙ୍କର ଶକ୍ତ ପାଦ କ୍ଷୀଣ ହାଇଯେିବ ଏବଂ ତା'ର ନିଜର ଚକ୍ରାନ୍ତ ତାକୁ ତଳକୁ ଆଣିବ।
8. ତାଙ୍କ ନିଜର ପାଦ ତାଙ୍କୁ ୟନ୍ତା ଭିତରକୁ ଟାଣି ନବେ। ସେ ସହେି ୟନ୍ତା ଭିତରକୁ ୟାଇ ତା' ଭିତ ରେ ବନ୍ଦୀ ହବେ।
9. ଗୋଟିଏ ୟନ୍ତା ତା'ର ପାଦକୁ ଧରିନବେ। ୟନ୍ତା ଭିତ ରେ ସେ ଦୃଢ଼ ଭାବରେ ରହିଯିବେ।
10. ଭୂମିରେ ଲୁକ୍କାଯିତ ଗୋଟିଏ ଦଉଡ଼ି ତାକୁ ଫାଶ ରେ ପକାଇବ। ସେ ପଡ଼ିବାକୁ ଥିବା ୟନ୍ତା ତାଙ୍କ ବାଟରେ ତାଙ୍କୁ ଅପେକ୍ଷା କରିଛି।
11. ଭୟଙ୍କରତା ତାଙ୍କ ଚାରିପାଖ ରେ ଅପେକ୍ଷା କରିଛି, ଭୟ ତାଙ୍କର ପ୍ରତିଟି ପଦକ୍ଷପକେୁ ଗୋଡ଼ଇବେ।
12. ଖରାପ ବିଷଯ ତା' ପାଇଁ ଭୋକିଲା ଅଛି। ଧ୍ବଂସ ବିଧ୍ବସ୍ତ ତା' ପାଇଁ ପ୍ରସ୍ତୁତ ଅଛନ୍ତି ସେ ଯେତବେେଳେ ପଡ଼ିବ।
13. ଭୟଙ୍କର ବ୍ଯାଧି ତା'ର ଚମଡ଼ାକୁ ଖାଇୟିବ, ତାହାପରେ ବାହୁ ଓ ଗୋଡ଼କୁ ପଚଇେ ଦବେ।
14. ଦୁଷ୍ଟ ବ୍ଯକ୍ତି ଶଷେ ରେ ତା'ର ନିରାପଦ ମଣୁଥିବା ଘରୁ ତଡା ଖାଇବ। ତାକୁ ଧରି ନିଆୟାଇ ଆତଙ୍କବାଦୀ ରାଜାଙ୍କ ସମ୍ମୁଖ ରେ ଉପସ୍ଥାପନା କରାୟିବ।
15. ତା'ର ବାସଗୃହ ଶୂନ୍ଯ ହାଇଯେିବ। କାହିଁକି ? ତା'ର ଘର ଚାରିପାଖ ରେ ଜଳନ୍ତା ଗନ୍ଧକ ବିଞ୍ଚାୟିବ।
16. ତା'ର ମୂଳ ଶୁଷ୍କ ହାଇଯେିବ ଓ ତା'ର ଉପରର ଡ଼ାଳ ଶାଖାପ୍ରଶାଖା ମରିୟିବ।
17. ଏ ପୃଥିବୀର ମଣିଷ ତାକୁ ମନେ ରଖିବେ ନାହିଁ। ତାକୁ ଆଉ କହେି ମନେ ରଖିବେ ନାହିଁ।
18. ଲୋକମାନେ ତାକୁ ଆଲୁଅରୁ ଅନ୍ଧାରକୁ ଠଲେି ଦବେେ। ସମାନେେ ତାକୁ ଏ ପୃଥିବୀରୁ ତଡ଼ି ଦବେେ।
19. ତା'ର କୌଣସି ସନ୍ତାନ ସନ୍ତତି ଓ ନାତି ନାତୁଣୀ ହବେ ନାହିଁ। ତା' ପରିବାରର କହେି ଗୃହ ରେ ବାସ କରିବା ନିମନ୍ତେ ରହିବେ ନାହିଁ।
20. ପଶ୍ଚିମ ଦେଶର ଲୋକମାନେ ଯେତବେେଳେ ଶୁଣିବେ ଦୁଷ୍ଟ ଲୋକର ଅବସ୍ଥା ଏପରି ହାଇେଛି ସମାନେେ ସ୍ତମ୍ଭିତ ହବେ। ପୂର୍ବ ଦେଶର ଲୋକମାନେ ଏକଥା ଶୁଣି ଭୟ ରେ କମ୍ପି ଉଠିବେ।
21. ମନ୍ଦ ଲୋକର ଘର ପ୍ରତି ଏହା ନିଶ୍ଚିତ ରୂପରେ ଘଟିବାକୁ ଯାଉଛି। ଏହାହିଁ ଘଟିବ ସେ ଲୋକକୁ ୟିଏ ପରମେଶ୍ବରଙ୍କୁ ଜାଣେ ନାହିଁ।