ଲେଭିଥାନରେ ଭଗବାନଙ୍କ ଶକ୍ତି
1.
2. ତୁମ୍ଭେ ତା' ନାକରେ ରସି ପୁରାଇ ପାରିବ କି ? ତା'ର ଦାନ୍ତ ମାଢ଼ି ରେ ଅଙ୍କୁଶ ପୁରାଇ ପାରିବ କି ?
3. ଲିବିଯାଥନ ତୁମ୍ଭକୁ ଭିକ୍ଷା କରିବ କି ତାକୁ ମୁକୁଳାଇବା ପାଇଁ ? ସେ ତୁମ୍ଭକୁ କୋମଳ ଶବ୍ଦ ରେ କଥା କହିବ କି ?
4. ଲିବିଯାଥନ ତୁମ୍ଭ୍ ସହିତ ଚୁକ୍ତି କରିବ କି ? ଏବଂ ତୁମ୍ଭ ସହିତ ଚିରଦିନ ରହିବାକୁ ପ୍ରତିଜ୍ଞା କରିବ କି ?
5. ତୁମ୍ଭେ ଲିବିଯାଥନ ସହିତ ଖଳେିପାରିବ କି ? ତୁମ୍ଭେ ପକ୍ଷୀ ସହିତ ଖଳେିଲା ଭଳି ତା' ସହିତ ଖଳେି ପାରିବ କି ? ତୁମ୍ଭେ ତାକୁ ଏକ ରସି ରେ ବାନ୍ଧି ତୁମ୍ଭର ଦାସୀକୁ ତା' ସହିତ ଖଳୋଇ ପାରିବ କି ?
6. କବୈର୍ତ୍ତ ତୁମ୍ଭଠାରୁ ତାକୁ କିଣିବାକୁ ଚେଷ୍ଟା କରିବ କି ? ସମାନେେ ତାକୁ ଖଣ୍ଡ ଖଣ୍ଡ କରି କାଟି ତାକୁ ବ୍ଯବସାଯୀମାନଙ୍କୁ ବିକିବେ କି ?
7. ତୁମ୍ଭେ ତା'ର ଚମଡ଼ା ଓ ମୁଣ୍ଡକୁ ବର୍ଚ୍ଛା ମାରିପାରିବ କି ?
8. ଆୟୁବ, ତୁମ୍ଭେ ଯଦି ଥରେ ମାତ୍ର ଲିବିଯାଥନ ଉପରେ ହାତ ରଖ, ତୁମ୍ଭେ କବେେ ଆଉଥରେ କରିବ ନାହିଁ ! ଭାବ ସେ କି ପ୍ରକାର ୟୁଦ୍ଧ ହବେ।
9. ତୁମ୍ଭେ କ'ଣ ଭାବୁଛ ତୁମ୍ଭେ ତାକୁ ପରାସ୍ତ କରିପାରିବ ? ଭୁଲି ୟାଅ ! କୌଣସି ଭରସା ନାହିଁ ! ତା' ପ୍ରତି ଅନାଇଲେ ତୁମ୍ଭେ ଭୟଭୀତ ହବେ।
10. କୌଣସି ମନୁଷ୍ଯ ଏତେ ସାହସୀ ନୁହେଁ ଯେ ତାକୁ ଉଠାଇବ ଓ ରଗାଇବ। ଏବଂ କେଉଁ ମନୁଷ୍ଯ ତା' ବିରୁଦ୍ଧ ରେ ଠିଆ ମଧ୍ଯ ହାଇପୋରିବ ନାହିଁ।
11. କୌଣସି ଜିନିଷ ପାଇଁ ମୁଁ କାହାର ଋଣୀ ନୁହେଁ, ସ୍ବର୍ଗ ରେ ଯାହାକିଛି ଅଛି, ସେ ସବୁ ମାରେ ଅଧୀନ ଅଟେ।
12. ମୁଁ ତୁମ୍ଭକୁ ଲିବିଯାଥନର ଗୋଡ଼, ତା'ର ବଳ ଓ ମନୋହର ଆକାର ବିଷଯ ରେ କିଛି କହିବି।
13. କୌଣସି ବ୍ଯକ୍ତି ତା'ର ଚର୍ମକୁ କଣା କରିପାରିବେ ନାହିଁ। ତା'ର ଚର୍ମ ୟୁଦ୍ଧସଜ୍ଜା ସ୍ବରୂପ।
14. କୌଣସି ବ୍ଯକ୍ତି ତା'ର ମାଢ଼ିକୁ ଖାଲିବୋକୁ ସକ୍ଷମ ହବେ ନାହିଁ। ତା'ର ଦାନ୍ତ ଲୋକଙ୍କୁ ଭୟଭୀତ କରେ।
15. ତା'ର ପିଠି ଧାର ଧାର ଢ଼ାଲ ପରି, ଯାହାକି ଦୃଢ଼ ଭାବରେ ସଂୟୁକ୍ତ ହାଇେଥାଏ।
16. ସଗେୁଡ଼ିକ ଏତେ ପାଖାପାଖି ଥାଏ ତା' ମଧିଅରେ ପବନ ମଧ୍ଯ ପଶିପା ରେ ନାହିଁ।
17. ସଗେୁଡ଼ିକ ଗୋଟିଏ ଅନ୍ୟ ସହିତ ସଂୟୁକ୍ତ ଅଛି। ସେସବୁ ଏମିତି ଏକତ୍ର ଲାଗି ରହିଛି ଯେ ତାକୁ ଅଲଗା କରାୟାଇ ପାରିବ ନାହିଁ।
18. ଯେତବେେଳେ ସେ ଛିଙ୍କେ, ସେଥିରୁ ବିଜୁଳି ସଦୃଶ ଆଲୁଅ ବାହା ରେ, ତା'ର ଚକ୍ଷୁ ପ୍ରାତଃକାଳର ଆଲୁଅ ପରି ଝଟକେ।
19. ତା'ର ମୁଖରୁ ଜ୍ବଳନ୍ତ ଅଗ୍ନିକଣାର ମଶାଲ ବିଦ୍ଯୁତ ପରିବାହକ ଦ୍ବାରା ଉତ୍ପନ୍ନ ଆଲୋକରେ ଝଲକ ନିଃସୃତ ହୁଏ।
20. ତା'ର ନାକରୁ ଧୂଆଁ ବାହା ରେ ସତେ ଯମେିତି ରନ୍ଧା ହାଣ୍ଡିରୁ ଜଳନ୍ତା କୁଟା ବାମ୍ଫ ବାହା ରେ।
21. ତା'ର ନିଶ୍ବାସ ଅଙ୍ଗାରକୁ ଜଳାଇ ପା ରେ। ତା' ମୁଖରୁ ଅଗ୍ନିଶିଖା ନିର୍ଗତ ହୁଏ।
22. ତା'ର ବକେ ବହୁତ ଶକ୍ତିଶାଳୀ। ଲୋକେ ତାକୁ ଦେଖିବା ମାତ୍ ରେ ତା' ନିକଟରୁ ଦୌଡ଼ି ପଳାଇ ୟାନ୍ତି।
23. ତା'ର ଚମଡ଼ାର କୌଣସି ସ୍ଥାନ ଦୁର୍ବଳ ନୁହେଁ, ଏହା ଲୁହାଭଳି ଶକ୍ତ।
24. ତା'ର ହୃତପିଣ୍ଡ ପଥର ସଦୃଶ। ଏହା ପଷେଣଶାଳାର ତଳ ପଥର ସଦୃଶ।
25. ସେ ଯେତବେେଳେ ଉେଠ, ବଳବାନ ଲୋକମାନେ ମଧ୍ଯ ଭୟଭୀତ ହାଇୟୋନ୍ତି। ସେ ଯେତବେେଳେ ଲାଞ୍ଜ ବୁଲାଏ ସମାନେେ ଦୌଡ଼ି ପଳାନ୍ତି।
26. ଖଣ୍ଡା, ବର୍ଚ୍ଛା, ଏବଂ ଶୂଳ ଲିବିଯାଥନକୁ ବାଜେ, କିନ୍ତୁ କବଳେ ସେସବୁ ଡ଼ଇେଁ ପଡ଼ି ଫରେି ଆ ସେ। ସହେି ଅସ୍ତ୍ର ତାହାକୁ ଟିକେ ବି ଆଘାତ କରେ ନାହିଁ।
27. ସେ ଲୁହାକୁ କୁଟା ସଦୃଶ ଭାଙ୍ଗି ପକାଏ। ଏହା ତମ୍ବାକୁ ପଚାକାଠ ପରି ଭାଙ୍ଗି ପକାଏ।
28. ତୀର ତାହାକୁ ଦଉଡ଼ାଇ ପା ରେ ନାହିଁ। ପଥର ଡ଼ଇେଁ ପଡ଼ି କୁଟା ପରି ଫରେିଆ ସେ।
29. ଯେତବେେଳେ ଗୋଟିଏ କାଠଗଡ଼ ତାକୁ ଆଘାତ କରେ, ସେ ଅନୁଭବ କରେ ଯେପରି ଏକ କୁଟା ତା' ଦହେ ରେ ଲାଗିଲା। ସେ ଅଟ୍ଟହାସ୍ଯ କରେ ଯେତବେେଳେ ଲୋକ ତାକୁ ବର୍ଚ୍ଛା ଫିଙ୍ଗନ୍ତି।
30. ତା'ର ତଳ ପଟରେ ଚମଡ଼ା ଶକ୍ତ ଭଙ୍ଗା ଖପରା ସଦୃଶ। ସେ କାଦୁଅ ରେ ଘୋଷାରି ହାଇେ ଗଲା ବେଳେ ବେଙ୍ଗଳା ରେ ବାଡ଼ଇବୋ ପରି ଚିହ୍ନ ଛାଡ଼ିୟାଏ।
31. ଲବେିଯାଥନ ପାଣିକୁ ଘାଣ୍ଟେ ହାଣ୍ଡି ଜଳ ଫୁଟିବା ପରି। ସେ ଫୋଟକା ତିଆରି କରେ, ଯେପରି ଗୋଟିଏ ହାଣ୍ଡି ରେ ତଲେ ଫୁଟେ।
32. ଲବେିଯାଥନ ଯେତବେେଳେ ତହିଁରେ ତା' ପେଛ ପେଛ ପଥ ଛାଡ଼ିୟାଏ। ସେ ପାଣିକୁ ଘାଣ୍ଟି ପକାଏ ଏବଂ ତା' ପଛ ଆଡ଼େ ଧଳାଫଣେ ଛାଡ଼ିୟାଏ।
33. ପୃଥିବୀ ରେ ଲିବିଯାଥନ ପରି ଆଉ ଦ୍ବିତୀୟ ଜୀବ ନାହିଁ। ସେ ଏଭଳି ଏକ ପ୍ରାଣୀ, ଯାହାରକି କାହାରିକୁ ଭୟ ନାହିଁ।
34. ଲବେିଯାଥନ ସବୁଠାରୁ ଗର୍ବୀ, ପଶୁକୁ ବି ନୀଚ୍ଚ ଭାବରେ ଦେଖେ। ସେସବୁ ବଣୁଆ ଜନ୍ତୁମାନଙ୍କ ଉପରେ ରାଜା ଅଟେ ଓ ମୁଁ ସହେି ଲବେିଯାଥନକୁ ସୃଷ୍ଟି କରିଛି।