ଯୀଶୁ ଶିଷ୍ୟମାନଙ୍କର ପାଦ ଧୋଇଲେ

1.

2. ଯୀଶୁ ଓ ତାହାଙ୍କ ଶିଷ୍ଯମାନେ ସନ୍ଧ୍ଯା ଭୋଜନ ରେ ବସିଥିଲେ। ଶିମାନରେ ପୁତ୍ର ଈଷ୍କରିଯୋଥ ୟିହୂଦାଙ୍କୁ ଯୀଶୁଙ୍କ ବିରୁଦ୍ଧ ରେ ଶୟତାନ ପ୍ରବର୍ତ୍ତାଇ ସାରିଥିଲା।

3. ପରମପିତା ଯୀଶୁଙ୍କୁ ସବୁ ବିଷୟ ରେ କ୍ଷମତା ଦଇେଥିଲେ। ଯୀଶୁ ଏହା ଜାଣିଥିଲେ। ସେ ପରମେଶ୍ବରଙ୍କଠାରୁ ଆସିଛନ୍ତି, ବୋଲି ମଧ୍ଯ ଜାଣିଥିଲେ। ସେ ତାହାଙ୍କ ପାଖକୁ ଫରେିଯାଉଛନ୍ତି ବୋଲି ମଧ୍ଯ ଜାଣିଥିଲେ।

4. ସମାନେେ ଖାଇବା ସମୟରେ ଯୀଶୁ ଠିଆ ହାଇେ ପିନ୍ଧିଥିବା ଲମ୍ବା ପୋଷାକଟି ଖାଲିେ ଦେଲେ। ସେ ଅଣ୍ଟା ରେ ଗୋଟିଏ ତଉଲିଆ ଗୁଡଇେ ହାଇେ ପଡିଲେ।

5. ତା'ପରେ ସେ ପାତ୍ର ରେ ଜଳ ଭର୍ତ୍ତି କଲେ ଓ ଶିଷ୍ଯମାନଙ୍କର ପାଦ ଧୋଇବା ଆରମ୍ଭ କଲେ। ସେ ଅଣ୍ଟା ରେ ବାନ୍ଧିଥିବା ତଉଲିଆ ରେ ସମାନଙ୍କେର ପାଦ ପୋଛିଲେ।

6. ଯୀଶୁ ଶିମାନେ ପିତରଙ୍କ ପାଖକୁ ଆସିଲେ। କିନ୍ତୁ ପିତର ତାହାଙ୍କୁ କହିଲେ, ପ୍ରଭୁ, ତୁମେ ମାରେ ପାଦ ଧୋଇବା ଉଚିତ ନୁହେଁ।

7. ଯୀଶୁ କହିଲେ, ତୁମେ ଏବେ ଜାଣିପାରୁ ନାହଁ ଯେ, ମୁଁ କ'ଣ କରୁଛି। କିନ୍ତୁ ପରେ ତୁମେ ବୁଝିବ।

8. ପିତର କହିଲେ, ନା, ଆପଣ ମାେ ପାଦ କବେେ ଧୋଇବେ ନାହିଁ।

9. ଶିମାନେ ପିତର ଉତ୍ତର ଦେଲେ, ହେ ପ୍ରଭୁ, ତୁମେ ମାରେ ପାଦ ଧୋଇବା ପରେ ମାରେ ହାତ ଓ ମୁଣ୍ଡ ମଧ୍ଯ ଧୋଇ ଦିଅ।

10. ଯୀଶୁ କହିଲେ, ଜଣେ ଲୋକ ସ୍ନାନ କରିବାପରେ ତା'ର ସମ୍ପୂର୍ଣ୍ଣ ଶରୀରଟା ନିର୍ମଳ ହାଇଯୋଏ। କବଳେ ତା'ର ପାଦ ସେ ଧୋଇବ ଦରକାର। ମୁଁ ଜାଣେ ତୁମ୍ଭମାନେେ ପରିଷ୍କାର ହାଇେଛ, କିନ୍ତୁ ତୁମ୍ଭମାନଙ୍କ ଭିତରୁ ସମସ୍ତେ ପରିଷ୍କାର ନୁହନ୍ତି।

11. ଯୀଶୁ ଜାଣିଥିଲେ ଯେ କିଏ ତାହାଙ୍କ ବିରୁଦ୍ଧ ରେ ଉଠିବ, ତେଣୁ ସେ କହିଲେ, ତୁମ୍ଭମାନଙ୍କ ଭିତରୁ ସମସ୍ତେ ପରିଷ୍କାର ନୁହଁନ୍ତି।

12. ଯୀଶୁ ଶିଷ୍ଯମାନଙ୍କ ପାଦ ଧୋଇ ସାରିଲେ। ତା'ପରେ ସେ ଲୁଗାପଟା ପିନ୍ଧି ମଜେ ପାଖ ରେ ପୁଣି ବସିଲେ, ଯୀଶୁ ପଚାରିଲେ, ମୁଁ ତୁମ ପାଇଁ କ'ଣ କଲି, ତୁମ୍ଭେ ତାହା ବୁଝିପାରିଲ କି?

13. ତୁମେ ମାେତେ 'ଗୁରୁ' ଓ 'ପ୍ରଭୁ' କହୁଛ। ଅବଶ୍ଯ, ଏହା ଠିକ୍, କାରଣ ମୁଁ ତାହା ଅଟେ।

14. ମୁଁ ତୁମ୍ଭର ଗୁରୁ ଓ ପ୍ରଭୁ। କିନ୍ତୁ ମୁଁ ତୁମ୍ଭର ପାଦକୁ ଗୋଟିଏ ସବେକ ରୂପେ ଧୋଇଲି। ତେଣୁ ତୁମେ ମଧ୍ଯ ପରସ୍ପରର ପାଦ ଧୋଇବା ଉଚିତ।

15. ମୁଁ ଏହା ତୁମ୍ଭ ପାଇଁ ଗୋଟିଏ ଆଦର୍ଶ ସ୍ବରୂପ କଲି। ତେଣୁ ତୁମ୍ଭେ ପରସ୍ପର ମଧିଅରେ ଏହିପରି କରିବ।

16. ମୁଁ ଏହା ସତ୍ଯ କହୁଛି, ଜଣେ ସବେକ ତାର ପ୍ରଭୁଠାରୁ ବଡ ନୁହେଁ। ଯେଉଁ ଲୋକକୁ କିଛି କାର୍ୟ୍ଯ କରିବା ପାଇଁ ପଠାଯାଇଛି, ସେ ପ୍ ରରଣକେର୍ତ୍ତାଙ୍କଠାରୁ ବଡ ନୁହେଁ।

17. ଯଦି ତୁମ୍ଭେ ଏହା ସବୁ ଜାଣ ତବେେ ତୁମ୍ଭେ ଏହି କାର୍ୟ୍ଯ କରି ଖୁସି ହବେ।

ଯୀଶୁ ତାଙ୍କର ବିଶ୍ୱାସଘାତକତା ଚିହ୍ନଟ କଲେ

18.

19. ବର୍ତ୍ତମାନ ଏହା ନ ଘଟିବା ପୂର୍ବରୁ ମୁଁ ତୁମ୍ଭକୁ ଏକଥା କହୁଛି। ତେଣୁ ଯେତବେେଳେ ଏହା ଘଟିବ, ତୁମ୍ଭେ ବିଶ୍ବାସ କରିବ, ମୁଁ ସହେି ଅଟେ।

20. ମୁଁ ତୁମ୍ଭକୁ ସତ୍ଯ କହୁଛି, ମାେତେ ପଠାଇଥିବା ବ୍ଯକ୍ତିକୁ ୟିଏ ଗ୍ରହଣ କରେ ସେ ମାେତେ ଗ୍ରହଣ କରେ। ମାେତେ ଯେଉଁ ଲୋକ ଗ୍ରହଣ କରେ, ସେ ମାରେ ପ୍ ରରଣକେର୍ତ୍ତାଙ୍କୁ ମଧ୍ଯ ଗ୍ରହଣ କରେ।

21. ଯୀଶୁ ଏକଥା କହିବା ପରେ ସେ ବହୁତ ଦୁଃଖିତ ହେଲେ। ସେ ମୁକ୍ତ ରେ କହିଲେ, ମୁଁ ତୁମ୍ଭକୁ ସତ୍ଯ କହୁଛି, ତୁମ୍ଭମାନଙ୍କ ମଧ୍ଯରୁ ଜଣେ ମାେ ବିରୁଦ୍ଧ ରେ ୟିବ।

22. ଯୀଶୁଙ୍କର ଶିଷ୍ଯମାନେ ସମସ୍ତେ ପରସ୍ପରକୁ ଚାହିଁଲେ। ସମାନେେ ବୁଝି ପାରିଲେ ନାହିଁ ଯେ ଯୀଶୁ କାହା ବିଷୟ ରେ କହୁଛିନ୍ତି।

23. ଯୀଶୁଙ୍କ ପାଖ ରେ ଆଉ ଜଣେ ଶିଷ୍ଯ ବସିଥିଲା। ଯୀଶୁ ତାହାକୁ ବହୁତ ଭଲ ପାଉଥିଲେ।

24. ଶିମାନେ ପିତର, ସହେି ଶିଷ୍ଯକୁ ଯୀଶୁ କାହା ସମ୍ବନ୍ଧ ରେ କହୁଛନ୍ତି ତାହା ତାହାଙ୍କୁ ପଚାରିବା ପାଇଁ ଠାରିଲେ।

25. ସେ ଷ୍ଯ ଜଣକ ଯୀଶୁଙ୍କର ବକ୍ଷସ୍ଥଳ ରେ ଆହୁରି ଆଉଜି ପଡି ପଚାରିଲେ, ପ୍ରଭୁ କିଏ ତୁମ୍ଭ ବିରୁଦ୍ଧ ରେ ୟିବ?

26. ଯୀଶୁ ଉତ୍ତର ଦେଲେ, ମୁଁ ଏହି ରୋଟୀ ଖଣ୍ଡିକ ପାତ୍ର ରେ ବୁଡଇେ ଯାହାକୁ ଦବେି, ସହେି ଲୋକ ମାେ ବିରୁଦ୍ଧ ରେ ୟିବ। ତେଣୁ ଯୀଶୁ ଖଣ୍ଡେ ରୋଟୀ ନଇେ ପାତ୍ର ରେ ବୁଡାଇଲେ ଓ ଶିମାନଙ୍କେ ପୁତ୍ର ଈଷ୍କରିଯୋଥ ୟିହୂଦାକୁ ଦେଲେ।

27. ୟିହୂଦା ରୋଟୀ ନଲୋ ବେଳେ ଶୟତାନ ତା' ଭିତ ରେ ପ୍ରବେଶ କଲା। ଯୀଶୁ ୟିହୂଦାକୁ କହିଲେ, ତୁମ୍ଭେ ଯାହା କରିବା କଥା, ତାହା ଶୀଘ୍ର କର।

28. ଯୀଶୁ ଏକଥା ୟିହୂଦାଙ୍କୁ କାହିଁକି କହିଲେ ତାହା ମଜେ ପାଖ ରେ ବସିଥିବା ଲୋକମାନଙ୍କ ଭିତରୁ କହେି ହେଲେ ବୁଝିପାରିଲେ ନାହିଁ।

29. ୟିହୂଦା ଦଳର ସାମୂହିକ ଟଙ୍କା ବାକ୍ସ ନିଜ ପାଖ ରେ ରଖୁଥିଲା। ତେଣୁ କେତକେ ଶିଷ୍ଯ ଭାବିଲେ ଯେ ଯୀଶୁ ତାକୁ ପର୍ବ ପାଇଁ କିଛି କିଣିବାକୁ କହିଲେ। କିଅବା ସମାନେେ ଏକଥା ମଧ୍ଯ ଭାବିଲେ, ଯୀଶୁ ବୋଧେ ୟିହୂଦାକୁ ଦରିଦ୍ରମାନଙ୍କୁ କିଛି ଦାନ ଦବୋ ପାଇଁ କହିଲେ।

30. ୟିହୂଦା ଯୀଶୁ ଦଇେଥିବା ରୋଟୀ ଗ୍ରହଣ କଲେ। ତା'ପରେ ୟିହୂଦା ବାହାରି ଚାଲିଗଲେ। ସେତବେେଳେ ରାତ୍ରି ହାଇେଥିଲା।

ନୂତନ ଆଦେଶ

31. ୟିହୂଦା ଗଲାପରେ ଯୀଶୁ କହିଲେ, ବର୍ତ୍ତମାନ ମନୁଷ୍ଯପୁତ୍ର ଗୌରବ ପାଉଛନ୍ତି। ପରମେଶ୍ବର ମଧ୍ଯ ମନୁଷ୍ଯ ପୁତ୍ରଙ୍କ ଦ୍ବାରା ଗୌରବ ପାଉଛନ୍ତି।

32. ଯଦି ପରମେଶ୍ବର ତାହାଙ୍କ ମାଧ୍ଯମ ରେ ଗୌରବ ଅର୍ଜ୍ଜନ କରନ୍ତି, ତବେେ ପରମେଶ୍ବର ତାହାଙ୍କଠା ରେ ପୁତ୍ରଙ୍କୁ ଗୌରବ ଦବେେ। ସେ ତାହାଙ୍କୁ ଅତି ଶୀଘ୍ର ଗୌରବନ୍ବିତ କରିବେ।

33. ଯୀଶୁ କହିଲେ, ମାରେ ସନ୍ତାନମାନେ, ମୁଁ ତୁମ୍ଭମାନଙ୍କ ସହିତ ମାତ୍ର ଅଳ୍ପ ସମୟ ପାଇଁ ରହିବି। ତୁମ୍ଭେ ମାେତେ ଖାଜେିବ। ମୁଁ ଯିହୂଦୀମାନଙ୍କୁ ଯାହା କହିଛି, ତାହା ମୁଁ ବର୍ତ୍ତମାନ ତୁମ୍ଭକୁ କହୁଛି। ମୁଁ ଯେଉଁଠିକୁ ଯାଉଛି, ତୁମ୍ଭେ ସଠାେକୁ ଆସିପାରିବ ନାହିଁ।

34. ମୁଁ ତୁମ୍ଭକୁ ଗୋଟିଏ ନୂତନ ଆଜ୍ଞା ଦେଉଛି। ତୁମ୍ଭମାନେେ ପରସ୍ପରକୁ ପ୍ ରମେ କର। ମୁଁ ତୁମ୍ଭମାନଙ୍କୁ ଯେପରି ପ୍ ରମେ କରୁଛି, ତୁମ୍ଭମାନେେ ପରସ୍ପରକୁ ସହେିପରି ପ୍ ରମେ କରିବା ଉଚିତ୍ ା

35. ତୁମ୍ଭେ ଯଦି ପରସ୍ପରକୁ ପ୍ ରମେ କରିବ, ତବେେ ସମସ୍ତେ ଜାଣିବେ ଯେ ତୁମ୍ଭମାନେେ ମାରେ ଶିଷ୍ଯ।

ଯୀଶୁ ପିତରଙ୍କ ଅସ୍ୱୀକାର କରିଛନ୍ତି

36.

37. ପିତର ପଚାରିଲେ, ପ୍ରଭୁ, ମୁଁ ବର୍ତ୍ତମାନ କାହିଁକି ତୁମ୍ଭର ପେଛ ପେଛ ଯାଇ ପାରିବି ନାହିଁ? ମୁଁ ତୁମ୍ଭ ପାଇଁ ମରିବାକୁ ମଧ୍ଯ ପ୍ରସ୍ତୁତ।

38. ଯୀଶୁ ଉତ୍ତର ଦେଲେ, ତୁମ୍ଭେ କ'ଣ ପ୍ରକୃତ ରେ ମାେ ପାଇଁ ଜୀବନ ଦବେ? ମୁଁ ତୁମ୍ଭକୁ ସତ୍ଯ କହୁଛି, କୁକୁଡା ଡାକିବା ପୂର୍ବରୁ ତୁମ୍ଭେ ମାେତେ ଚିହ୍ନିନାହଁ ବୋଲି ତିନିଥର ଅସ୍ବୀକାର କରିବ।

Bibles

Books

Chapters