ଜଣେ ଶମିରୋଣୀୟ ମହିଳା ତାଙ୍କ ଖ୍ରୀଷ୍ଟଙ୍କୁ ଭେଟନ୍ତି
1.
2. କିନ୍ତୁ ଯୀଶୁ ପ୍ରକୃତ ରେ ଲୋକମାନଙ୍କୁ ବାପ୍ତିସ୍ମ ଦେଉ ନଥିଲେ। ତାହାଙ୍କ ଶିଷ୍ଯମାନେ ତାହାଙ୍କ ପାଇଁ ଲୋକଙ୍କୁ ବାପ୍ତିସ୍ମ ଦେଉଥିଲେ। ଯୀଶୁ ଜାଣିଥିଲେ ଯେ ଫାରୂଶୀମାନେ ତାହାଙ୍କ ସମ୍ବନ୍ଧ ରେ ଶୁଣିଛନ୍ତି।
3. ତେଣୁ ସେ ସେତବେେଳେ ୟିହୂଦା ପ୍ରଦେଶ ଛାଡି ପୁଣି ଥରେ ଗାଲୀଲୀକୁ ଚାଲିଗଲେ।
4. ଯୀଶୁ ଗାଲୀଲୀ ଗଲା ବେଳେ ତାହାଙ୍କୁ ଶମିରୋଣ ଅଞ୍ଚଳ ବାଟ ଦଇେ ୟିବାକୁ ହେଲା।
5. ଯୀଶୁ ଶମିରୋଣର ସୁଖାର ରେ ଆସି ପହନ୍ଚିଲେ। ଏହି ନଗରଟି ଯାକୁବ ତାହାଙ୍କ ପୁତ୍ର ୟୋ ସଫଙ୍କେୁ ଦଇେଥିବା ଜମି ପାଖ ରେ ଥିଲା।
6. ଯାକୁବଙ୍କ କୂଅ ସଠାେରେ ଥିଲା। ଯୀଶୁ ଚାଲି ଚାଲି କ୍ଲାନ୍ତ ହାଇେ ପଡିଥିଲେ। ତେଣୁ ସେ କୂଅ ପାଖ ରେ ବସି ପଡିଲେ। ଏହା ମଧ୍ଯାହ୍ନ ସମୟ ଥିଲା।
7. ସତେିକି ବେଳେ ଜଣେ ଶମିରୋଣୀଯା ସ୍ତ୍ରୀ ସହେି କୂଅରୁ ପାଣି ନବୋ ପାଇଁ ଆସିଲା। ଯୀଶୁ ତାକୁ କହିଲେ, ମାେତେ ଦୟାକରି ମୁନ୍ଦେ ପାଣି ପିଇବାକୁ ଦିଅ।
8. ସେ ସମୟରେ ତାହାଙ୍କ ଶିଷ୍ଯମାନେ କିଛି ଖାଦ୍ୟ କିଣିବା ପାଇଁ ନଗରକୁ ଯାଇଥିଲେ।
9. ସହେି ଶମିରୋଣୀଯା ସ୍ତ୍ରୀ ଜଣକ ତାହାଙ୍କୁ କହିଲା, ମୁଁ ଆଶ୍ଚର୍ୟ୍ଯ ହେଉଛି ଯେ ଆପଣ ମାେତେ ପାଣି ପିଇବାକୁ ମାଗୁଛନ୍ତି। ଆପଣ ଜଣେ ଯିହୂଦୀ ଓ ମୁଁ ଜଣେ ଶମିରୋଣୀଯା ସ୍ତ୍ରୀ। ଯିହୂଦୀମାନେ ଶମିରୋଣୀୟଙ୍କ ସହିତ ବନ୍ଧୁତା କରନ୍ତି ନାହିଁ।
10. ଯୀଶୁ ଉତ୍ତର ଦେଲେ, ତୁମ୍ଭେ ପରମେଶ୍ବର ଦେଉଥିବା ଜିନିଷ ବିଷୟ ରେ ଜାଣି ନାହିଁ। ତୁମ୍ଭକୁ ଜଳ ମାଗୁଥିବା ବ୍ଯକ୍ତି, ଅର୍ଥାତ ମୁଁ କିଏ ତାହା ମଧ୍ଯ ତୁମ୍ଭେ ଜାଣି ନାହିଁ। ତୁମ୍ଭେ ଯଦି ଏସବୁ କଥା ଜାଣିଥାନ୍ତ ତବେେ ତୁମ୍ଭେ ମାେତେ ମାଗନ୍ତ ଓ ମୁଁ ତୁମ୍ଭକୁ ଜୀବନ୍ତ ଜଳ ଦିଅନ୍ତି।
11. ସହେି ସ୍ତ୍ରୀ ଲୋକଟି କହିଲା, ମହାଶୟ, ଆପଣ କେଉଁଠାରୁ ସହେି ଜୀବନ୍ତ ଜଳ ପାଇବେ? କୂଅତ ଅତି ଗଭୀର ଓ ପାଣି କାଢିବା ପାଇଁ ଆପଣଙ୍କ ପାଖ ରେ କିଛି ନାହିଁ।
12. ଆପଣ କ'ଣ ଆମ ପୂର୍ବପୁରୁଷ ଯାକୁବଙ୍କ ଠାରୁ ଶ୍ ରେଷ୍ଠ? ଯାକୁବ ହିଁ ଆମ୍ଭକୁ ଏହି କୂଅ ଦଇେଥିଲେ। ସେ ନିଜେ ଏହି କୂଅରୁ ଜଳ ପିଉଥିଲେ। ତାହାଙ୍କର ପୁତ୍ରମାନେ ଓ ସବୁ ପଶୁମାନେ ମଧ୍ଯ ଏହି କୂଅରୁ ଜଳ ପିଉଥିଲେ।
13. ଯୀଶୁ ଉତ୍ତର ଦେଲେ, ପ୍ରେତ୍ୟକକ ଲୋକ ଏହି ଜଳ ପାନ କରିବା ପରେ ପୁଣି ତୃଷାର୍ତ୍ତ ହବେ।
14. କିନ୍ତୁ ମୁଁ ଯେଉଁ ଜଳ ପିଇବାକୁ ଦବେି, ତାହା ଯେଉଁ ଲୋକ ପିଇବ ସେ କଦାପି ତୃଷାର୍ତ୍ତ ହବେ ନାହିଁ। ମୁଁ ତାହାଙ୍କୁ ଯେଉଁ ଜଳ ଦବେି, ତାହା ଅନନ୍ତ ଜୀବନ ଜଳର ଝର ସ୍ବରୁପେ ସର୍ବଦା ପ୍ରବାହିତ ହବେ।
15. ସେ ସ୍ତ୍ରୀଲୋକଟି ଯୀଶୁଙ୍କୁ କହିଲା, ମହାଶୟ, ମାେତେ ସହେି ଜଳ ଦିଅନ୍ତୁ। ମୁଁ ଆଉ ଯେପରି ଆଉ କବେେ ତୃଷାର୍ତ୍ତ ହବେି ନାହିଁ। ମାେତେ ଏଠାକୁ ଆଉ କବେେ ଜଳ ନବୋ ପାଇଁ ଆସିବାକୁ ପଡିବ ନାହିଁ।
16. ଯୀଶୁ ତାକୁ କହିଲେ, ଯାଅ, ତୁମ୍ଭ ସ୍ବାମୀଙ୍କୁ ଡାକି ଏଠାକୁ ଆସ।
17. ସ୍ତ୍ରୀ ଲୋକଟି କହିଲା, କିନ୍ତୁ ମାରେ ସ୍ବାମୀ ନାହିଁ।
18. ପ୍ରକୃତ ରେ ତୁମ୍ଭର ପାଞ୍ଚଜଣ ସ୍ବାମୀ ଥିଲେ। ତୁମ୍ଭେ ବର୍ତ୍ତମାନ ଯେଉଁ ଲୋକ ସହିତ ରହିଛ, ସେ ତୁମ୍ଭର ସ୍ବାମୀ ନୁହେଁ। ତୁମ୍ଭେ ମାେତେ ସତ୍ଯ କହିଲ।
19. ସ୍ତ୍ରୀ ଲୋକଟି କହିଲା, ମହାଶୟ, ମୁଁ ଜାଣିପାରୁଛି, ଆପଣ ଜଣେ ଭବିଷ୍ଯଦ୍ବକ୍ତା।
20. ଆମ୍ଭର ପିତୃପୁରୁଷମାନେ ଏହି ପର୍ବତ ରେ ଉପାସନା କରୁଥିଲେ। କିନ୍ତୁ ଯିହୂଦୀମାନେ କୁହନ୍ତି ଯେ ୟିରୁଶାଲମ ହେଉଛି ଉପାସନା କରିବା ନିମନ୍ତି ଯଥାର୍ଥ ସ୍ଥାନ।
21. ଯୀଶୁ ତାହାକୁ କହିଲେ, ହେ ନାରୀ, ମାେତେ ବିଶ୍ବାସ କର। ଏପରି ସମୟ ଆସୁଛି ଯେତବେେଳେ ତୁମ୍ଭମାନେେ ପରମପିତାଙ୍କର ଉପାସନା ଏ ପର୍ବତ ରେ କି ୟିରୁଶାଲମ ରେ କରିବ ନାହିଁ।
22. ତୁମ୍ଭେ ଶମିରୋଣୀୟମାନେ କିଛି ନଜାଣି ନବୁଝି ଉପାସନା କର। କିନ୍ତୁ ଆମ୍ଭେ ଯିହୂଦୀମାନେ କାହାକୁ ଉପାସନା କରୁ, ସବୁ ଜାଣୁ। ଯୀହୂଦୀମାନଙ୍କଠାରୁ ପରିତ୍ରାଣ ଏ ଜଗତକୁ ଆ ସେ।
23. ଏପରି ସମୟ ଆସୁଛି, ଯେତବେେଳେ ପ୍ରକୃତ ଉପାସକ ମାନେ ପରମପିତାଙ୍କୁ ଆତ୍ମା ଓ ସତ୍ଯ ରେ ଉପାସନା କରିବେ। ସହେି ସମୟ ବର୍ତ୍ତମାନ ଉପସ୍ଥିତ। ସହେିଭଳି ଲୋକମାନଙ୍କୁ ପରମପିତା ନିଜର ଉପାସକ ରୂପେ ଗ୍ରହଣ କରିବାକୁ ଚାହାଁନ୍ତି।
24. ପରମେଶ୍ବର ହିଁ ଆତ୍ମା। ତେଣୁ ପରମେଶ୍ବହଙ୍କ ଉପାସନା କରୁଥିବା ଲୋକମାନେ ଆତ୍ମା ଓ ସତ୍ଯ ସହିତ ତାହାଙ୍କର ଉପାସନା କରିବା ଉଚିତ।
25. ସହେି ସ୍ତ୍ରୀ ଲୋକଟା କହିଲା, ମୁଁ ଜାଣେ ଯେ ମଶୀହ ଆସୁଛନ୍ତି। ଯେତବେେଳେ ମଶୀହ ଆସିବେ, ସେତବେେଳେ ସେ ଆମ୍ଭମାନଙ୍କୁ ସବୁ କଥା ବୁଝାଇ ଦବେେ।
26. ଯୀଶୁ ତାହାକୁ କହିଲେ, ଯେଉଁ ଲୋକ ବର୍ତ୍ତମାନ ତୁମ୍ଭ ସହିତ କଥାବାର୍ତ୍ତା କରୁଛି। ସେ ନିଜେ ମଶୀହ ଅଟେ।
ଧଳା ଅମଳ
27.
28. ତା'ପରେ ସେ ସ୍ତ୍ରୀଲୋକ ତା କଳସୀ ପାଣି ଛାଡି ନଗରକୁ ଚାଲିଗଲା। ସଠାେରେ ପହଞ୍ଚି ସେ ଲୋକମାନଙ୍କୁ କହିଲା,
29. ମୁଁ ଯାହା କିଛିକରିଛି, ପ୍ରେତ୍ୟକକ କଥା ମାେତେ ଜଣେ ଲୋକ କହି ଦେଲେ। ତୁମ୍ଭେ ସହେି ଲୋକକୁ ଦେଖିବ ଆସ। ସେ ବୋଧେ ଖ୍ରୀଷ୍ଟ ହାଇେ ପାରନ୍ତି।
30. ତେଣୁ ଲୋକମାନେ ନଗର ଛାଡି ଯୀଶୁଙ୍କୁ ଦେଖିବାକୁ ଗଲେ।
31. ସ୍ତ୍ରୀଲୋକଟି ନଗର ରେ ଥିବା ସମୟରେ, ଯୀଶୁଙ୍କ ଶିଷ୍ଯମାନେ ତାହାଙ୍କୁ ଅନୁ ରୋଧ କଲେ, ଗୁରୁ କିଛି ଭୋଜନ କରନ୍ତୁ।
32. କିନ୍ତୁ ଯୀଶୁ ଉତ୍ତର ଦେଲେ, ମାେ ପାଖ ରେ ଏପରି ଖାଦ୍ୟ ଅଛି, ଯାହା ବିଷୟ ରେ ତୁମ୍ଭମାନେେ ଜାଣ ନାହିଁ।
33. ତେଣୁ ଶିଷ୍ଯମାନେ ନିଜ ନିଜ ମଧିଅରେ କଥାବାର୍ତ୍ତା ହେଲେ, ତାହାଙ୍କ ଲାଗି କିଏ ଖାଦ୍ୟ ଆଣିଲା କି?
34. ଯୀଶୁ କହିଲେ, ଯେଉଁ ପରମେଶ୍ବର ମାେତେ ପଠାଇଛନ୍ତି, ତାହାଙ୍କର ଇଚ୍ଛା ପାଳନ କରିବା ଓ ତାହାଙ୍କର କାର୍ୟ୍ଯ ପୂର୍ଣ୍ଣ କରିବା ହେଉଛି ମାରେଆହାର।
35. ତୁମ୍ଭମାନେେ ଯେତବେେଳେ କିଛି ରୋପଣ କର ସେତବେେଳେ ତୁମ୍ଭେ ସର୍ବଦା କୁହ, 'ଶସ୍ଯ କଟା ହବୋ ପାଇଁ ଆହୁରି ଚାରି ମାସ ବାକି ଅଛି।' କିନ୍ତୁ ମୁଁ ତୁମ୍ଭକୁ କହୁଛି, ତୁମ୍ଭମାନଙ୍କର ଆଖି ଖୋଲ। ଲୋକମାନଙ୍କୁ ଦେଖ। ସମାନେେ ଅମଳ ପାଇଁ ପ୍ରସ୍ତୁତ କ୍ଷେତ୍ରତୁଲ୍ଯ ଅଟନ୍ତି।
36. ବର୍ତ୍ତମାନ ମଧ୍ଯ ଯେଉଁ ଲୋକ ଶସ୍ଯ କାଟେ ତାକୁ ମଜୁରି ଦିଆ ଯାଉଛି। ସେ ଅନନ୍ତ ଜୀବନ ପାଇଁ ଶସ୍ଯ ସଂଗ୍ରହ କରୁଛି। ତେଣୁ ବୁଣାଳି ଓ କଟାଳି ଉଭୟ ମିଳି ଆନନ୍ଦିତ କରିବେ।
37. କଥା ରେ ଅଛି, 'ଜଣେ ଲୋକ ବୁଣେ ଏବଂ ଅନ୍ୟ ଜଣେ ଫସଲ କାଟେ', ଏହି ଉକ୍ତିଟି ସତ୍ଯ।
38. ତୁମ୍ଭେ ଯାହା ବୁଣି ନଥିଲ ତାହା କାଟିବା ପାଇଁ ମୁଁ ତୁମ୍ଭକୁ ପଠାଇଥିଲି ା ଅନ୍ୟ ଲୋକମାନେ କାମ କଲେ, ଆଉ ତୁମ୍ଭମାନେେ ସମାନଙ୍କେ କାମରୁ ଲାଭ ପାଇଲ।
ଜଗତର ତ୍ରାଣକର୍ତ୍ତା
39.
40. ଶମିରୋଣୀୟମାନେ ଯୀଶୁଙ୍କ ପାଖକୁ ଗଲେ। ସମାନେେ ତାହାଙ୍କୁ ସମାନଙ୍କେ ସହିତ କିଛି ଦିନ ରହିବା ପାଇଁ ଅନୁ ରୋଧ କଲେ। ତେଣୁ ଯୀଶୁ ସଠାେରେ ଦୁଇ ଦିନ ରହିଲେ।
41. ଯୀଶୁଙ୍କଠାରୁ ବାଣୀ ଶୁଣି ବହୁତ ଲୋକ ତାହାଙ୍କଠା ରେ ବିଶ୍ବାସ କଲେ।
42. ଲୋକମାନେ ସେ ସ୍ତ୍ରୀକୁ କହିଲେ, ପ୍ରଥମେ ଆମ୍ଭେ ତୁମ୍ଭ କଥା ଶୁଣି ଯୀଶୁଙ୍କୁ ବିଶ୍ବାସ କରିଥିଲୁ କିନ୍ତୁ ବର୍ତ୍ତମାନ ଆମ୍ଭେ ନିଜେ ତାହାଙ୍କ କଥା ଶୁଣି ବିଶ୍ବାସ କରୁଛୁ। ଆମ୍ଭେ ବର୍ତ୍ତମାନ ଜାଣୁଛୁ ଯେ ସେ ହେଉଛନ୍ତି ପ୍ରକୃତ ରେ ଜଗତର ତ୍ରାଣକର୍ତ୍ତା।
ଗାଲିଲୀରେ ସ୍ୱାଗତ
43.
44. ଯୀଶୁ ପୂର୍ବରୁ କହିଥିଲେ ଯେ ଜଣେ ଭାବବାଦୀ ନିଜ ଦେଶ ରେ ସମ୍ମାନ ପାଏନାହିଁ।
45. ପୁଣି ଯୀଶୁ ଯେତବେେଳେ ଗାଲୀଲୀ ରେ ପହନ୍ଚିଲେ, ସଠାେରେ ଲୋକେ ତାହାଙ୍କୁ ସ୍ବାଗତ କଲେ। ପୂର୍ବରୁ ୟିରୂଶାଲମ ରେ ନିସ୍ତାରପର୍ବ ବେଳେ ସମାନେେ ତାହାଙ୍କର କାର୍ୟ୍ଯ ସବୁ ଦେଖିଥିଲେ। ସହେି ଲୋକମାନେ ପର୍ବ ସମୟରେ ମଧ୍ଯ ଉପସ୍ଥିତ ଥିଲେ।
ଜଣେ ନୋବେଲମ୍ୟାନଙ୍କ ପୁଅ ସୁସ୍ଥ ହେଲା
46.
47. ସହେି ବ୍ଯକ୍ତି ଶୁଣିଲେ ଯେ ଯୀଶୁ ୟିହୂଦା ପ୍ରଦେଶରୁ ଆସିଛନ୍ତି ଓ ବର୍ତ୍ତମାନ ଗାଲୀରୀ ରେ ଅଛନ୍ତି, ତେଣୁ ସେ ବ୍ଯକ୍ତି କାନା ରେ ଯୀଶୁଙ୍କୁ ଦଖାେ କଲେ। କଫର୍ନାହୂମକୁ ଆସି ତାହାଙ୍କର ପୁତ୍ରକୁ ସୁସ୍ଥ କରିବା ପାଇଁ ସେ ଯୀଶୁଙ୍କୁ ନିବଦନେ କଲେ। ତାହାଙ୍କର ପୁତ୍ର ମୃତ ପ୍ରାୟ ହଇେଥିଲେ।
48. ଯୀଶୁ ତାହାଙ୍କୁ କହିଲେ, ତୁମ୍ଭମାନେେ ଅଲୌକିକ ଓ ଅଶ୍ଚର୍ୟ୍ଯଜନକ କାର୍ୟ୍ଯମାନ ନ ଦେଖିଲେ ତୁମ୍ଭମାନେେ ମାେତେ ବିଶ୍ବାସ କରିବ ନାହିଁ।
49. ରାଜକର୍ମଚାରୀଜଣକ କହିଲେ, ମହାଶୟ, ମାେ ପୁତ୍ର ମରିବା ପୂର୍ବରୁ ଆପଣ ମାେ ଘରକୁ ଆସନ୍ତୁ।
50. ଯୀଶୁ ଉତ୍ତର ଦେଲେ, ଯାଅ, ତୁମ୍ଭର ପୁଅ ବଞ୍ଚିବ।
51. ଘରକୁ ୟିବା ବାଟରେ ତାହାଙ୍କର କେତଜେଣ ଚାକର ଆସି ତାହାଙ୍କୁ ଭଟେିଲେ। ସମାନେେ ତାହାଙ୍କୁ କହିଲେ, ତୁମ୍ଭର ପୁଅ ସୁସ୍ଥ ହେଲାଣି।
52. ପିଲାର ଅବସ୍ଥା କେଉଁ ସମୟଠାରୁ ଭଲ ଆଡକୁ ଗତି କଲା? ସେ ପଚାରିଲେ।
53. ତୁମ୍ଭର ପୁଅ ବଞ୍ଚିବ, ବୋଲି ଯୀଶୁ ଠିକ୍ ସହେି ସମୟରେ କହିଥିଲେ, ଏହା ପିଲାର ବାପା ଜାଣିଲେ। ତେଣୁ ସହେି ରାଜକର୍ମଚାରୀ ଓ ତାହାଙ୍କର ସମସ୍ତ ପରିବାରବର୍ଗ ଯୀଶୁଙ୍କଠା ରେ ବିଶ୍ବାସ କଲେ।
54. ୟିହୂଦା ପ୍ରଦେଶରୁ ଗାଲିଲୀକୁ ଆସିବା ପରେ ଯୀଶୁଙ୍କର ଏହା ଦ୍ବିତୀୟ ଆଶ୍ଚର୍ୟ୍ଯକାର୍ୟ୍ଯ ଥିଲା।