ଭବିଷ୍ୟଦ୍ବକ୍ତାଙ୍କ ଆଙ୍ଗୁଇ ଏବଂ ଆଶା
1.
2. ସଦାପ୍ରଭୁ ମାେତେ ଆଲୋକରେ ନୁହେଁ, ଅନ୍ଧକାର ମଧିଅରେ ଚଳାଇ ଅଛନ୍ତି।
3. ସଦାପ୍ରଭୁ ଦିନସାରା ମାେ ବିରୁଦ୍ଧ ରେ ଆପଣା ହସ୍ତ ପୁନଃ ପୁନଃ ଫରୋଇ ଅଛନ୍ତି।
4. ମାରେମାଂସ ଓ ଚର୍ମକୁ ସେ ଶକ୍ତିହୀନ କରିଅଛନ୍ତି ଓ ସେ ମାରେ ଅସ୍ଥିସବୁ ଭାଙ୍ଗି ପକାଇ ଅଛନ୍ତି।
5. ସଦାପ୍ରଭୁ ମାରେ ଚତୁର୍ଦ୍ଦିଗ ରେ ତିକ୍ତତା ଓ କ୍ଲେଶ ଭରି ଦଇେଅଛନ୍ତି।
6. ସେ ବହୁକାଳରୁ ମୃତ ଲୋକମାନଙ୍କ ତୁଲ୍ଯ ମାେତେ ଅନ୍ଧକାର ସ୍ଥାନ ରେ ବାସ କରାଇ ଅଛନ୍ତି।
7. ସଦାପ୍ରଭୁ ମାେତେ ଭାରି ଶୃଙ୍ଖଳ ରେ ବାନ୍ଧି ଭିତ ରେ ଅବରୁଦ୍ଧ କରିଅଛନ୍ତି, ଫଳ ରେ ମୁଁ ବାହାରି ୟାଇପାରିବି ନାହିଁ।
8. ଏପରି କି ମୁଁ ସାହାୟ୍ଯ ପାଇଁ ଆର୍ତ୍ତ ଚିତ୍କାର କଲେ ବି ସଦାପ୍ରଭୁ ମାେ ପ୍ରାର୍ଥନା ଶୁଣି ନାହାଁନ୍ତି।
9. ସେ ପଥରଦ୍ବାରା ମାରେ ପଥ ଅବରୋଧ କରିଅଛନ୍ତି ଓ ମାରେ ପଥକୁ ଜଟିଳ କରିଅଛନ୍ତି।
10. ସଦାପ୍ରଭୁ ମାେ' ପ୍ରତି ଗୋଟିଏ ଭାଲୁ ସଦୃଶ, ୟିଏ ସତର୍କ ରେ ୟାଏ ଓ ତା'ର ଶିକାର କରିବା ପାଇଁ ଲୁଚି ରୁ ହେ, ସହେିପରି ଗୋଟିଏ ସିଂହ ସଦୃଶ ଅଟନ୍ତି।
11. ସେ ମାରେ ପଥରୁ ମାେତେ ଟାଣି ନଇେ ଖଣ୍ଡ ଖଣ୍ଡ କରିଅଛନ୍ତି ଓ ମାେତେ ଅନାଥ କରିଅଛନ୍ତି।
12. ସେ ତାଙ୍କର ଧନୁ ରେ ଗୁଣ ଦଇେ ମାେ' ପ୍ରତି ତାଙ୍କର ତୀରକୁ ଲକ୍ଷ୍ଯ କରିଅଛନ୍ତି।
13. ସେ ମାରେ ଅନ୍ତର ମଧ୍ଯକୁ ଶର ନିକ୍ଷପେ କରିଅଛନ୍ତି।
14. ମୁଁ ମାେ ନିଜ ଲୋକମାନଙ୍କର ଉପହାସର ପାତ୍ର ଓ ଦିନସାରା ତାତ୍ସଲ୍ଯ ସଂଗୀତର ଏକ ଉତ୍ସ ହାଇେଅଛି।
15. ସଦାପ୍ରଭୁ ମାେତେ ତିକ୍ତତା ରେ ପୂର୍ଣ୍ଣ କରିଅଛନ୍ତି ଓ ନାଗ ବିଷ ରେ ମାେତେ ଭରି ଦଇେଅଛନ୍ତି।
16. ସଦାପ୍ରଭୁ ମାରେ ଦାନ୍ତସବୁ ପଥର ରେ ଭାଙ୍ଗିଛନ୍ତି ଏବଂ ଧୂଳି ରେ ମାେତେ ପଦାଘାତ କରିଅଛନ୍ତି।
17. ମୁଁ ଆଉ କବେେ ଶାନ୍ତି ପାଇବି ନାହିଁ। ଉତ୍ତମବସ୍ତୁ ସବୁ ମୁଁ ଭୁଲି ୟାଇଛି।
18. ଏଣୁ ମୁଁ କହିଲି, ସଦାପ୍ରଭୁଙ୍କର ସାହାୟ୍ଯ ମୁଁ ଆଉ ପାଇବି ଏ ଆଶା ମାରେନାହିଁ।
19. ହେ ସଦାପ୍ରଭୁ, ମାରେ ଦୁଃଖ, ଦୁର୍ଗତି ସ୍ମରଣ କର। ତାହା ନାଗଦଅଣା ଓ ବିଷ ସ୍ବରୂପ।
20. ମାରେ ସମସ୍ତ କ୍ଲେଶକୁ ସ୍ମରଣ କରି ମୁଁ ଅତି ଅବସନ୍ନ ହାଇେ ପଡ଼ୁଛି।
21. ଏହା ମୁଁ ସ୍ମରଣ କରୁଛି, ଏଥିପାଇଁ ଏପର୍ୟ୍ଯନ୍ତ ମାରେଆଶା ଅଛି।
22. ସଦାପ୍ରଭୁଙ୍କର ପ୍ ରମେ ଓ ଦୟା ଶଷେ ହୁଏ ନାହିଁ।
23. ତାହା ପ୍ରତି ପ୍ରଭାତ ରେ ନୂତନ ହାଇେଥାଏ ଓ ସଦାପ୍ରଭୁଙ୍କର ବିଶ୍ବସ୍ତତା ମହାନ୍ ଅଟେ।
24. ତେଣୁ ମାରେ ଅନ୍ତର କହୁଛି, ସଦାପ୍ରଭୁ ମାରେ ପରମେଶ୍ବର ମୁଁ ତାଙ୍କଠା ରେ ବିଶ୍ବାସ ରଖିବି।
25. ଯେଉଁମାନେ ସଦାପ୍ରଭୁଙ୍କ ଉପ ରେ ସମାନଙ୍କେର ଆଶା ରଖନ୍ତି ଓ ଯେଉଁମାନଙ୍କର ହୃଦଯ ତାଙ୍କୁ ଖୋଜେ, ସମାନଙ୍କେ ପ୍ରତି ସଦାପ୍ରଭୁ ମଙ୍ଗଳମଯ ଅଟନ୍ତି।
26. ସଦାପ୍ରଭୁଙ୍କ ଦ୍ବାରା ମୁକ୍ତି ପ୍ରାପ୍ତ ପାଇଁ ଶାନ୍ତ ଭାବରେ ଅପେକ୍ଷା କରିବା ଜଣକ ପ୍ରତି କଲ।
27. ୟୌବନ କାଳରୁ ସଦାପ୍ରଭୁଙ୍କର ୟୁଆଳି ବହନ କରିବା ଉତ୍ତମ ଅଟେ।
28. ସଦାପ୍ରଭୁ ଯାହାର କାନ୍ଧ ରେ ୟୁଆଳି ରଖନ୍ତି, ସେ ଏକାକୀ ନୀରବ ରେ ବସିରହୁ।
29. ସେ ଭୂମିରେ ମୁଣ୍ଡ ରଖି ପ୍ରଭୁଙ୍କଠା ରେ ନତମସ୍ତକ ହେଉ, ଏବବେି ଆଶା ଅଛି।
30. ସେ ତାହାକୁ ପ୍ରହାର ପାଇଁ ଆପଣା ଗାଲ ଦଖାଇେ ଦେଉ ଏବଂ ତାଙ୍କୁ ପୂର୍ଣ୍ଣ ସନ୍ତାଷେ ପାଇବା ପାଇଁ ଅନୁ ରୋଧ କରୁ।
31. ସଦାପ୍ରଭୁ ଚିରକାଳ ପାଇଁ ତାକୁ ପରିତ୍ଯାଗ କରିବେ ନାହିଁ।
32. ଯଦିଓ ସଦାପ୍ରଭୁ ଦଣ୍ଡ ଦିଅନ୍ତି, ତାଙ୍କର ଅପାର ପ୍ ରମେ ଅନୁସାରେ ସେ ଆମ୍ଭମାନଙ୍କୁ ଦୟା କରନ୍ତି।
33. ଲୋକମାନଙ୍କୁ କଷ୍ଟ ଦଇେ କିମ୍ବା ଦଯନୀଯ କରି,
34. ପୃଥିବୀସ୍ଥ ସକଳ ବନ୍ଦୀମାନଙ୍କୁ ପାଦଦଳିତ କରି,
35. ସର୍ବୋପରିସ୍ଥ ପରମେଶ୍ବରଙ୍କ ସମ୍ମୁଖ ରେ ନ୍ଯାଯକୁ ବଦଳ କରି,
36. ଏକ ବ୍ଯକ୍ତିକୁ ନ ଦେଖି ତା'ର ମକଦ୍ଦମା ରେ ନିରାଶ କରି, ସଦାପ୍ରଭୁ ଆନନ୍ଦିତ ହୁଅନ୍ତି ନାହିଁ।
37. ପ୍ରଭୁଙ୍କର ଆଜ୍ଞା ନ ହେଲେ, ଜଣେ ଯାହା କହିବାର ଘଟେ ନାହିଁ।
38. ପରମେଶ୍ବର ସମସ୍ତ ମଙ୍ଗଳ ଓ ଅମଙ୍ଗଳର ସର୍ବୋପରିସ୍ଥ ଆଜ୍ଞାଦାତା।
39. ଯେ ପର୍ୟ୍ଯନ୍ତ ସେ ବଞ୍ଚିଛି ତା'ର ପାପର ଦଣ୍ଡ ବିଧାନ ପାଇଁ କାହିଁକି ଆପତ୍ତି କରିବ?
40. ଆମ୍ଭମାନେେ ନିଜ ନିଜ ପଥ ଅନୁସନ୍ଧାନ ଓ ପରୀକ୍ଷା କରିବା ଓ ସଦାପ୍ରଭୁଙ୍କ ନିକଟକୁ ଫରେିବା।
41. ଆମ୍ଭମାନେେ ସ୍ବର୍ଗଧିନାଯକ ପରମେଶ୍ବରଙ୍କ ଆଡ଼େ ଆପଣା ହୃଦଯ ଏବଂ ହସ୍ତ ଉଠାଇବା।
42. ଆଉ ଆସ କହିବା, ଆମ୍ଭମାନେେ ଆଜ୍ଞା ଲଙ୍ଘନ ଓ ବିଦ୍ରୋହାଚରଣ କରିଅଛୁ, ତୁମ୍ଭେ କ୍ଷମା କରିନାହଁ।
43. ତୁମ୍ଭେ ନିଜେ କୋରଧ ରେ ଆଚ୍ଛାଦିତ ହାଇେଛ ଏବଂ ତୁମ୍ଭେ ଆମ୍ଭ ପଛ ରେ ଗୋଡ଼ାଇଛ ଏବଂ ତୁମ୍ଭେ ଆମ୍ଭକୁ ନିର୍ଦ୍ଦଯ ଭାବରେ ବଧ କରିଛ।
44. ଆମ୍ଭମାନଙ୍କର ପ୍ରାର୍ଥନା ଯେପରି ଭଦକରେି ତୁମ୍ଭ ନିକଟକୁ ୟାଇ ନ ପାରିବ, ସେଥିପାଇଁ ତୁମ୍ଭେ ନିଜକୁ ମେଘ ରେ ଆଚ୍ଛନ୍ନ କରିଅଛ।
45. ତୁମ୍ଭେ ଗୋଷ୍ଠୀଗଣ ମଧିଅରେ ଆମ୍ଭମାନଙ୍କୁ ଝଟା ଅଳିଆ ଓ ଅଗ୍ରାହ୍ଯ ବସ୍ତୁତୁଲ୍ଯ କରିଅଛ।
46. ଆମ୍ଭମାନଙ୍କର ଶତ୍ରୁମାନେ ଆମ୍ଭମାନଙ୍କୁ ଉପହାସ କରୁଛନ୍ତି।
47. ଆମ୍ଭମାନେେ ଭୟଭୀତ ହାଇେଅଛୁ, ଆମ୍ଭମାନେେ ଖାତ ରେ ପଡ଼ିଅଛୁ ଓ ଆମ୍ଭମାନେେ ଆହତ ଓ ବିନଷ୍ଟ ହାଇେଅଛୁ।
48. ମାରେ ଲୋକମାନଙ୍କର ବିନାଶ ଦେଖି ମାରେ ଚକ୍ଷୁରୁ ଝରଣା ସଦୃଶ ଲୋତକ ବହୁଅଛି।
49. ମାରେ ବିଳାପ ହତେୁ ଅବିରତ ଲୋତକ ଧାରା ବହିବ,
50. ଯେ ପର୍ୟ୍ଯନ୍ତ ସଦାପ୍ରଭୁ, ସ୍ବର୍ଗରୁ ନିରୀକ୍ଷଣ ଓ ଦେଖି ନାହାଁନ୍ତି।
51. ମାରେ ସମସ୍ତ କନ୍ଯାଙ୍କର ଦୁର୍ଦ୍ଦଶା ଦେଖି ମାରେ ଚକ୍ଷୁ ମାରେ ପ୍ରାଣକୁ ଦୁଃଖ ଦିଏ।
52. ବିନା କାରଣ ରେ ସମାନେେ ମାରେ ଶତ୍ରୁ ହାଇେଛନ୍ତି ଓ ପକ୍ଷୀ ପରି ମାେତେ ଶିକାର କରିଛନ୍ତି।
53. ସମାନେେ ମାେତେ କୂପ ରେ ନିକ୍ଷପେ କରିଛନ୍ତି ଓ ମାେତେ ସଂହାର କରିବାକୁ ମାେ ଉପ ରେ ପ୍ରସ୍ତର ପକାଇ ଅଛନ୍ତି।
54. ମାେ ମସ୍ତକ ଉପ ରେ ଜଳ ବହିଗଲା ଓ ମୁଁ କହିଲି, ମୁଁ ଶଷେ ହଲିେ।
55. ହେ ସଦାପ୍ରଭୁ ମୁଁ ଗଭୀରତମ କୂପ ମଧ୍ଯରୁ ତୁମ୍ଭ ନାମ ରେ ପ୍ରାର୍ଥନା କଲି।
56. ତୁମ୍ଭେ ମାରେ ଆତୁର କ୍ରନ୍ଦନ ଶୁଣିଲ, କିନ୍ତୁ ମାରେ ଆର୍ତ୍ତନାଦ ପ୍ରତି ଆପଣ କର୍ଣ୍ଣ ଲୁଚାଅ ନାହିଁ।
57. ଯେଉଁଦିନ ମୁଁ ତୁମ୍ଭ ଛାମୁ ରେ ପ୍ରାର୍ଥନା କଲି, ସଦେିନ ତୁମ୍ଭେ ନିକଟବର୍ତ୍ତୀ ହେଲ ଓ କହିଲ, ଭୟ କର ନାହିଁ।
58. ହେ ସଦାପ୍ରଭୁ, ତୁମ୍ଭେ ମାେ' ପ୍ରାଣର ସପକ୍ଷ ରେ ପ୍ରତିବାଦ କରିଅଛ, ତୁମ୍ଭେ ମାହେର ଜୀବନ ମୁକ୍ତ କରିଅଛ।
59. ହେ ସଦାପ୍ରଭୁ, ମାେ' ପ୍ରତି ହାଇେଥିବା ଅନ୍ଯାଯ ତୁମ୍ଭେ ଦେଖିଅଛ, ତୁମ୍ଭେ ତାହାର ବିଚାର କର।
60. ତୁମ୍ଭେ ମାରେ ଶତ୍ରୁମାନଙ୍କର ମାେ' ପ୍ରତି ହାଇେଥିବା ପ୍ରତି ଶାଧେ ଦେଖିଅଛ ଓ ମାେ ବିରୁଦ୍ଧ ରେ ହାଇେଥିବା ସଂକଳ୍ପ ଦେଖିଅଛ।
61. ହେ ସଦାପ୍ରଭୁ, ମାେ' ପ୍ରତି ହାଇେଥିବା ତିରସ୍କାର ଓ ମାେ ବିରୁଦ୍ଧ ରେ ହାଇେଥିବା ସମାନଙ୍କେର ସଂକଳ୍ପ ତୁମ୍ଭେ ଶୁଣିଅଛ।
62. ମାରେ ଶତ୍ରୁମାନେ ମାେ ବିରୁଦ୍ଧ ରେ ଦିନସାରା କଥାବାର୍ତ୍ତା ଓ ଚିନ୍ତାଧାରା ସବୁ କରନ୍ତି।
63. ତୁମ୍ଭେ ସମାନଙ୍କେର ବସିବାର ଓ ଠିଆ ହବୋର ନିରୀକ୍ଷଣ କରିଛ। ଆଉ ଦେଖ, ସମାନେେ କିପରି ମାେତେ କରୁଛନ୍ତି।
64. ହେ ସଦାପ୍ରଭୁ, ତୁମ୍ଭେ ସମାନଙ୍କେୁ ସମାନଙ୍କେର କର୍ମାନୁସା ରେ ପ୍ରତିଫଳ ଦିଅ।
65. ସମାନଙ୍କେୁ ଅଭିଶାପ ଦବୋପାଇଁ ମନକୁ ଶକ୍ତ କର।
66. କୋର୍ଧ ରେ ସମାନଙ୍କେ ପେଛ ପେଛ ଗୋଡ଼ାଅ। ସଦାପ୍ରଭୁ ଆକାଶ ମଣ୍ଡଳର ତଳୁ ସମାନଙ୍କେୁ ଉଚ୍ଛିନ୍ନ କରିବ।