ଭଗବାନଙ୍କୁ ପ୍ରଦୂଷିତ ଅର୍ପଣ

1.

ଇସ୍ରାଏଲ God ଶ୍ବରଙ୍କ ପ୍ରିୟ

2.

3. ଆମ୍ଭେ ଏଷୌକୁ ଘୃଣା କଲୁ। ଆମ୍ଭେ ଏଷୌର ପର୍ବତଗୁଡିକୁ ଧ୍ବଂସ କଲୁ। ଏଷୌର ମାତୃଭୂମି ଧ୍ବଂସ ପାଇଲା ଏବଂ ସଠାେ ରେ କବଳେ ଶୃଗାଳ ବାସ କରିଲେ।

4. ଇଦୋମର ଲୋକମାନେ କହିବେ, ଆମ୍ଭମାନେେ ନିପାତିତ ହାଇେଥିଲୁ ମାତ୍ର ଆମ୍ଭମାନେେ ଆମ୍ଭର ବିଧ୍ବସ୍ତ ନଗରୀକୁ ପୁନଃନିର୍ମାଣ କରିବୁ।

5. ତୁମ୍ଭମାନେେ ଏହିସବୁ ଦେଖିବ ଓ କହିବ, ସଦାପ୍ରଭୁ ଇଶ୍ରାୟେଲର ବାହା ରେ ମଧ୍ଯ ମହିମାନ୍ବିତ ହୁଅନ୍ତୁ।

ପ୍ରଦୂଷିତ ଅଫର୍

6.

7. ସଦାପ୍ରଭୁ କହିଲେ, ତୁମ୍ଭମାନେେ ଆମ୍ଭର ୟଜ୍ଞବଦେୀ ଉପ ରେ ଅଶୁଚି ଖାଦ୍ୟ ଉତ୍ସର୍ଗ କରୁଅଛ।

8. ତୁମ୍ଭମାନେେ ୟଜ୍ଞବଦେୀ ନିମନ୍ତେ ଅନ୍ଧ ପଶୁ ବଳିଦାନ କରୁଛ, ଏହା କ'ଣ ଭୂଲ୍ ନୁହେଁ? ତୁମ୍ଭମାନେେ ଯେଉଁ େଛାଟ ଓ ରୋଗୀ ପଶୁଗୁଡିକୁ ଉତ୍ସର୍ଗ କରୁଛ ତାହା ମଧ୍ଯ ଭୁଲ୍ ନୁହେଁ କି? ତୁମ୍ଭମାନେେ ଯଦି ସହେି ଭଟେି ତୁମ୍ଭମାନଙ୍କର ଶାସକକୁ ଦିଅ, ସେ କ'ଣ ସନ୍ତୁଷ୍ଟ ହବେେ? ନା, ସେ କବେେ ହେଲେ ସେ ଭଟେି ଗ୍ରହଣ କରିବେ ନାହିଁ। ସର୍ବଶକ୍ତିମାନ ସଦାପ୍ରଭୁ ଏହି ସବୁ କହିଥିଲେ।

9. ହେ ଯାଜକଗଣ, ସଦାପ୍ରଭୁଙ୍କୁ ପ୍ରାର୍ଥନା କର ଯେପରି ଆମ ପ୍ରତି ଦୟାଳୁ ହବେେ। ଏହା ତୁମ୍ଭର ଭୂଲ୍ ଯୋଗୁଁ ହାଇେଛି। ସେ କାହିଁକି ତୁମ୍ଭମାନଙ୍କ ମଧ୍ଯରୁ କାହାକୁ ଗ୍ରହଣ କରିବେ? ସର୍ବଶକ୍ତିମାନ ସଦାପ୍ରଭୁ ଏହା କହିଥିଲେ।

10. ଆମ୍ଭେ ଇଛାକରୁ, ତୁମ୍ଭର କହେି ଯାଜକ ଦ୍ବାରା ବନ୍ଦ କରିଦିଅନ୍ତୁ। ତା' ହେଲେ ତୁମ୍ଭେ ମାରେ ବଦେୀ ରେ ଅନୁପୟୋଗୀ ଅଗ୍ନି ଜଳାଇ ପିରିବ ନାହିଁ। ଆମ୍ଭେ କିନ୍ତୁ ତୁମ୍ଭଠା ରେ ସନ୍ତୁଷ୍ଟ ନୁହଁ। ଆମ୍ଭେ ତୁମ୍ଭର ନବୈେଦ୍ଯ ଗ୍ରହଣ କରିବୁ ନାହିଁ। ସର୍ବଶକ୍ତିମାନ୍ ସଦାପ୍ରଭୁ ଏହିସବୁ କହିଥିଲେ।

11. ସମସ୍ତ ଦେଶର ଲୋକମାନେ ଆପଣା ନାମର ମହତ୍ତ୍ବ ଗାନ କରୁଛନ୍ତି। ଲୋକମାନେ ସମସ୍ତ ସ୍ଥାନ ରେ ପବିତ୍ର ନବୈେଦ୍ଯ ଓ ଧୂପ ଉତ୍ସର୍ଗ କରୁଛନ୍ତି, କାରଣ ଆମ୍ଭର ନାମ ସମଗ୍ର ଦେଶ ରେ ମହାନ୍ ଅଟେ। ସର୍ବଶକ୍ତିମାନ ସଦାପ୍ରଭୁ ଏସବୁ କହିଥିଲେ।

12. ମାତ୍ର, ତୁମ୍ଭମାନେେ ଆମ୍ଭର ନାମର ଅସମ୍ମାନ କରୁଛ। ତୁମ୍ଭମାନେେ କହୁଛ ସଦାପ୍ରଭୁଙ୍କର ୟଜ୍ଞବଦେୀ ଅପବିତ୍ର।

13. ତୁମ୍ଭେ କହିଛ ଯେ, ତୁମ୍ଭେ ବିବ୍ରତ ହବେ ନାହିଁ ଏବଂ ତୁମ୍ଭେ ୟଜ୍ଞବଦେୀ ରେ ଥିବା ଖାଦ୍ୟ ପ୍ରତି ତାଚ୍ଛଲ୍ଯ ପ୍ରକାଶ କରିଛ ଏବଂ ତୁମ୍ଭେ ନ ଖାଇ ପରିତ୍ଯାଗ କରୁଛ, ଆଉ ମଧ୍ଯ ମନ୍ଦ ବୋଲି କହୁଛ। ମାତ୍ର ଏହା ସତ୍ଯ ନୁହେଁ। ତା'ପ ରେ ତୁମ୍ଭମାନେେ ଆହତ, େଛାଟା ଓ ରୁଗ୍ଣ ପଶୁମାନଙ୍କୁ ଆମ୍ଭ ନିକଟରେ ବଳିଦାନ ପାଇଁ ଆଣୁଛ। ମାତ୍ର ସହେି ରୁଗ୍ଣ ପଶୁଗୁଡିକୁ ଆମ୍ଭେ ଗ୍ରହଣ କରିବା ନାହିଁ। ସର୍ବଶକ୍ତିମାନ ସଦାପ୍ରଭୁ ଏହା କହିଲେ।

14. କେତକେ ଲୋକ ଅଛନ୍ତି ଯେଉଁମାନେ ଶପଥ ନିଅନ୍ତି, ଭଲ ସୁସ୍ଥ ପଶୁକୁ ବଳିଦବୋ ପାଇଁ, କିନ୍ତୁ ଶଷେ ରେ ସମାନେେ ରୁଗ୍ଣ ପଶୁକୁ ସଦାପ୍ରଭୁଙ୍କୁ ଉତ୍ସର୍ଗ କରନ୍ତି। ସେଥିପାଇଁ ସମାନେେ ଅଭିଶପ୍ତ ହବେେ। ଆମ୍ଭେ ଜଣେ ମହାନ୍ ରାଜା ଅଟୁ। ଆମ୍ଭକୁ ତୁମ୍ଭମାନେେ ସମ୍ମାନ କରିବା ଉଚିତ ଓ ସମଗ୍ର ବିଶ୍ବ ଆମ୍ଭକୁ ଭୟ ଓ ସମ୍ମାନ କରିବା ଉଚିତ୍। ସର୍ବଶକ୍ତିମାନ ସଦାପ୍ରଭୁ ଏହିସବୁ କହିଥିଲେ।

Bibles

Books

Chapters