ଆସୁଥିବା ମେସେଞ୍ଜର

1.

2. ମାତ୍ର ସହେି ସମୟ ପାଇଁ କୌଣସି ବ୍ଯକ୍ତି ପ୍ରସ୍ତୁତ ହାଇପୋରିବ ନାହିଁ। ସେ ଯେତବେେଳେ ଆସିବେ କହେି ରକ୍ଷା କରିବେ ନାହିଁ। ସେ ଏକ ମାର୍ଜିତ ଅଗ୍ନି ସଦୃଶ ହବେେ, ଆଉ ମଧ୍ଯ ପରିଷ୍କାରକାରୀ ରଜକର କ୍ଷାର ସ୍ବରୂପ ହବେ।

3. ଅଗ୍ନି ରେ ରୂପା ବିଶୁଦ୍ଧ ହେଲାପରି ସେ ଲବେୀୟମାନଙ୍କୁ ପବିତ୍ର କରିବ। ସେ ସୁବର୍ଣ୍ଣ ଓ ରେ ୗପ୍ୟ ସଦୃଶ ସମାନଙ୍କେୁ ଶୁଦ୍ଧ କରିବ। ତା'ପ ରେ ସମାନେେ ସଦାପ୍ରଭୁଙ୍କ ପାଇଁ ଉପୟୁକ୍ତ ନବୈେଦ୍ଯ ଆଣିବେ।

4. ତା'ପ ରେ ସଦାପ୍ରଭୁ ୟିରୁଶାଲମ ଓ ଯିହୁଦା ନିକଟରୁ ଭଟେି ଗ୍ରହଣ କରିବେ, ସେ ଯେପରି ପ୍ରାଚୀନ କାଳ ରେ କରିଥିଲେ।

5. ତା'ପ ରେ ଆମ୍ଭେ ତୁମ୍ଭ ନିକଟକୁ ଆସିବା ଓ ଉଚିତ୍ ବିଗ୍ଭର କରିବା। ଆମ୍ଭେ ଅତି ଶୀଘ୍ର ସାକ୍ଷ୍ଯ ଦବୋ ସମାନଙ୍କେ ବିରୁଦ୍ଧ ରେ, ଯେଉଁମାନେ ମାଯାବୀ, ବ୍ଯଭିଗ୍ଭରୀ, ମିଥ୍ଯାବାଦୀ ଏବଂ ଯେଉଁମାନେ କାମ କରିବା ଲୋକଙ୍କୁ ଠକନ୍ତି। ଯେଉଁମାନେ ବିଧବା ଓ ଅନାଥମାନଙ୍କୁ ଅତ୍ଯାଗ୍ଭର କରନ୍ତି, ବିଦେଶୀମାନଙ୍କୁ ତଡି ଦିଅନ୍ତି। ସହେିପରି ଲୋକମାନେ ଆମ୍ଭକୁ ଭୟ ଓ ସମ୍ମାନ କରନ୍ତି ନାହିଁ। ସର୍ବଶକ୍ତିମାନ ସଦାପ୍ରଭୁ ଏହି କଥା କହିଥିଲେ।

6. ଆମ୍ଭେ ସଦାପ୍ରଭୁ ଏବଂ ଆମ୍ଭେ ପରିବର୍ତ୍ତନ ହବୋ ନାହିଁ। ସେଥିପାଇଁ ତୁମ୍ଭେ ଯାକୁବର ବଂଶଧର ବିନାଶ ହାଇନୋହିଁ।

7. ମାତ୍ର ତୁମ୍ଭମାନେେ ମାରେ ବ୍ଯବସ୍ଥା ପାଳନ କଲନାହିଁ, ଠିକ୍ ଯେପରି ତୁମ୍ଭର ପୂର୍ବପୁରୁଷଗଣ ମଧ୍ଯ ଆମ୍ଭକୁ ଅବଜ୍ଞା କଲେ। ତୁମ୍ଭମାନେେ ଆମ୍ଭ ନିକଟକୁ ଫରେିଆସ, ତାହା ହେଲେ ଆମ୍ଭେ ତୁମ୍ଭମାନଙ୍କେ ନିକଟକୁ ଫରେିୟିବା, ସଦାପ୍ରଭୁ ଏହିକଥା କହିଥିଲେ।

ଭଗବାନଙ୍କୁ ଲୁଟ କର ନାହିଁ

8.

9. ଏହିପରି ଭାବରେ, ସମଗ୍ର ଗୋଷ୍ଠୀ ମାରେ ଦ୍ରବ୍ଯ ଚୋରି କରିଛ। ତୁମ୍ଭମାନେେ ସଂପୂର୍ଣ୍ଣ ଅଭିଶପ୍ତ।

10. ସର୍ବଶକ୍ତିମାନ୍ ସଦାପ୍ରଭୁ କୁହନ୍ତି, ତୁମ୍ଭମାନଙ୍କ ଦ୍ରବ୍ଯର ଏକ ଦଶମାଂଶ ଆମ୍ଭ ଭଣ୍ତାରକୁ ଆଣ ୟଦ୍ବାରା କି ତୁମ୍ଭର ଗୃହ ରେ ୟଥେଷ୍ଟ ଖାଦ୍ୟ ରହିବ। ଆମ୍ଭକୁ ପରୀକ୍ଷା କର। ଯଦି ତୁମ୍ଭମାନେେ ଏହି କାର୍ୟ୍ଯ କର, ଆମ୍ଭେ ଆକାଶର ଝରକାସବୁ ଖାଲିଦେବୋ ଏବଂ ତୁମ୍ଭେ ଉପ ରେ ଆଶୀର୍ବାଦ ବୃଷ୍ଟି କରିବା। ପ୍ରେତ୍ୟକକ ଦିଗରୁ ତୁମ୍ଭମାନଙ୍କର ଦରକାରଠାରୁ ଅଧିକ ତୁମ୍ଭମାନେେ ଲାଭ କରିବ।

11. ଆମ୍ଭେ ତୁମ୍ଭର ଶସ୍ଯକୁ ନଷ୍ଟ କରିବା ପାଇଁ କୀଟ ପଠାଇବା ନାହିଁ। ତୁମ୍ଭମାନଙ୍କର ଦ୍ରାକ୍ଷାଲତାସବୁ ଫଳ ଧାରଣ କରିବ। ସର୍ବଶକ୍ତିମାନ୍ ସଦାପ୍ରଭୁ ଏହା କହିଥିଲେ।

12. ଅନ୍ୟ ଦେଶର ଲୋକମାନେ ତୁମ୍ଭମାନଙ୍କୁ ସୁଖୀ ବୋଲି କହିବେ। ତୁମ୍ଭର ଦେଶ ଉତ୍ତମ ଓ ମ ନୋହର ହବେ। ଏହା ସର୍ବଶକ୍ତିମାନ୍ ସଦାପ୍ରଭୁ କହିଥିଲେ।

ଲୋକମାନେ କଠୋର ଅଭିଯୋଗ କରନ୍ତି

13.

14. ତୁମ୍ଭମାନେେ କହିଲ, ପରମେଶ୍ବରଙ୍କୁ ଉପାସନା କରିବା ନିରର୍ଥକ। ଆମ୍ଭମାନେେ ସଦାପ୍ରଭୁଙ୍କ ବାକ୍ଯା ପାଳନ କରିଥିଲୁ ମାତ୍ର ଆମ୍ଭମାନେେ କିଛି ଉପକୃତ ହେଲୁନାହିଁ। ଆମ୍ଭମାନେେ ଆମ୍ଭମାନଙ୍କର ପାପ ପାଇଁ ଡାକିଲୁ, ମାତ୍ର ତା'ର ଫଳ କିଛି ହେଲା ନାହିଁ।

15. ଆମ୍ଭମାନେେ ଚିନ୍ତା କରୁଛୁ ଗର୍ବୀ ଲୋକମାନେ ସୁଖୀ। ଦୁଷ୍ଟାଗ୍ଭରୀମାନେ କୃତକାର୍ୟ୍ଯ ହୁଅନ୍ତି। ସମାନେେ ପରମେଶ୍ବରଙ୍କ ର୍ଧୌୟ୍ଯ ପରୀକ୍ଷା କରିବାକୁ ମନ୍ଦ କାର୍ୟ୍ଯ କରି ଗ୍ଭଲନ୍ତି ଏବଂ ସମାନେେ କିଛି ଦଣ୍ତ ପାଆନ୍ତି ନାହିଁ।

ସ୍ମୃତିର ଏକ ପୁସ୍ତକ

16.

17. ସଦାପ୍ରଭୁ କହିଲେ, ସମାନେେ ଆମ୍ଭର ନିଜ ଲୋକ, ଯେଉଁ ଦିନ ମୁଁ କାର୍ୟ୍ଯ କରିବାକୁ ସ୍ଥିର କରିଥାଏ ନ୍ଯାଯ ଦବୋ ପାଇଁ। ମୁଁ ମାେ ଅନ୍ବଷେଣକାରୀମାନଙ୍କୁ ସ୍ନହେ କରିବି ଯେପରି ଜଣେ ବାପା ତା'ର ଆଜ୍ଞାଧିନ ପୁତ୍ରକୁ ସ୍ନହେ କରେ।

18. ତେଣୁ ତୁମ୍ଭମାନେେ ମାେ ନିକଟକୁ ଫରେିଆସିବ ଏବଂ ତୁମ୍ଭମାନେେ ଉତ୍ତମ ବ୍ଯକ୍ତି ଓ ମନ୍ଦ ବ୍ଯକ୍ତି ମଧିଅରେ ପ୍ରଭଦେ ଜାଣି ପାରିବ। ପରମେଶ୍ବରଙ୍କ ଅନୁସରଣକାରୀ ଓ ପରମେଶ୍ବରଙ୍କ ଅନୁସରଣ କରୁନଥିବା ବ୍ଯକ୍ତିମାନଙ୍କୁ ତୁମ୍ଭମାନେେ ବାରି ପାରିବ।

Bibles

Books

Chapters