ଯୀଶୁ ମନ୍ଦିରର ବିନାଶର ଭବିଷ୍ୟବାଣୀ କରିଛନ୍ତି

1. ଯୀଶୁ ମନ୍ଦିର ମଧ୍ଯରୁ ବାହାରି ଯାଉଥିବା ସମୟରେ ତାହାଙ୍କର ଜଣେ ଶିଷ୍ଯ ତାହାଙ୍କୁ କହିଲା, ଗୁରୁ, ଦେଖନ୍ତୁ, ଏ ମନ୍ଦିରର ସୁନ୍ଦର ଭବନଗୁଡିକ ଓ ତାର ବିଶାଳ ପଥରଗୁଡିକ କେତେ ସୁନ୍ଦର ହାଇେଛି।

2. ଯୀଶୁ କହିଲେ, ତୁମ୍ଭେ ଏହି ବିଶାଳ ଭବନଗୁଡୁକ ଦେଖୁଛ? ଏହି ସମସ୍ତ ଭବନ ଧ୍ବସଂ ପାଇୟିବ। ସବୁତକ ପଥର ଭୂମି ଉପରେ ଓଜାଡି ହାଇେ ପଡିବ। ଗୋଟିଏ ହେଲେ ପଥର ଅନ୍ୟ ପଥର ଉପରେ ରହି ପାରିବନାହିଁ।

ସମୟର ଚିହ୍ନ ଏବଂ ଯୁଗର ଶେଷ

3.

4. ଏ ସବୁ କବେେ ଘଟିବ, ଆମ୍ଭକୁ କୁହ? ଏ ସବୁ ଘଟିବା ସମୟ ହାଇଗେଲା ବୋଲି, କ'ଣ କ'ଣ ଚିହ୍ନ ମାନ ଦଖାେ ୟିବ?

5. ଯୀଶୁ ଶିଷ୍ଯମାନଙ୍କୁ କହିଲେ, ସାବଧାନ! ତୁମ୍ଭକୁ କହେି ଯେପରି ପ୍ରତାରଣା କରି ନପା ରେ।

6. ଅନକେ ଲୋକ ଆସିବେ ଏବଂ ସମାନେେ ମାରେ ନାମ ବ୍ଯବହାର କରିବେ। ସମାନେେ ଦାବି କହିବେ, 'ମୁଁ ସହେି'। ସମାନେେ ବହୁତ ଲୋକଙ୍କୁ ପ୍ରତାରଣା କରିବେ।

7. ତୁମ୍ଭେ ୟୁଦ୍ଧ ବିଷୟ ରେ କିମ୍ବା ୟୁଦ୍ଧ ଚାଲିଥିବା ବିଷୟ ରେ ଉଡା ଖବର ଶୁଣି ଭୟଭୀତ ହାଇେ ୟିବନାହିଁ। ଅନ୍ତିମକାଳ ଆସିବା ପୂର୍ବରୁ ଏସବୁ ଘଟଣା ନିଶ୍ଚୟ ଘଟିବ।

8. ଗୋଟିଏ ଜାତି ଅନ୍ୟ ଜାତି ବିରୋଧ ରେ, ଗୋଟିଏ ରାଜ୍ଯ ଅନ୍ୟ ରାଜ୍ଯ ବିରୋଧ ରେ ଲଢଇେ କରିବ। ବହୁତ ସ୍ଥାନ ରେ ଭୂମିକମ୍ପ ହବେ। ଲୋକଙ୍କୁ ଖାଇବାକୁ ମିଳିବନାହିଁ। ଏହା ସବୁ କୌଣସି ନୂତନ ଶିଶୁର ଜନ୍ମ ପୂର୍ବର ପ୍ରସବ ବଦନୋ ଭଳି।

9. ତୁମ୍ଭମାନେେ ସତର୍କ ରହିବ। ଲୋକମାନେ ତୁମ୍ଭମାନଙ୍କୁ ବନ୍ଦୀ କରି ବିଚାରାଳୟ ରେ ସମର୍ପି ଦବେେ। ସମାନେେ ତୁମ୍ଭମାନଙ୍କୁ ସମାନଙ୍କେର ସମାଜଗୃହ ଗୁଡିକରେ ପିଟିବେ। ମାରେ ଶିଷ୍ଯ ହାଇେଥିବା ଯୋଗୁ ତୁମ୍ଭମାନଙ୍କୁ ଶାସକ ଓ ରାଜାମାନଙ୍କ ଆଗ ରେ ଠିଆ ହବୋକୁ ବାଧ୍ଯ କରାୟିବ। ତୁମ୍ଭମାନେେ ମାେ ବିଷୟ ରେ ପ୍ରମାଣ ଦବେ।

10. କିନ୍ତୁ ଏସବୁ ଘଟଣା ଘଟିବା ପୂର୍ବରୁ ସବୁ ଜାତିର ଲୋକଙ୍କଠା ରେ ସୁସମାଚାର ପ୍ରକାଶ୍ଯ ରେ ପ୍ରଚାରିତ କରା ହବେ।

11. ସମାନେେ ତୁମ୍ଭମାନଙ୍କୁ ବନ୍ଦୀକରି ତୁମ୍ଭମାନଙ୍କୁ ଜରୋ କରିବେ। ସମାନେେ ତୁମ୍ଭମାନଙ୍କୁ ବିଚାର ପାଇଁ ଯଦି ନିଅନ୍ତି, ତବେେ ତୁମ୍ଭେ ସଠାେରେ କ'ଣ କହିବ, ସେ ବିଷୟ ରେ ଆଗରୁ କବେେ ହେଲେ ଚିନ୍ତା କର ନାହିଁ। ସେ ସମୟରେ ତୁମ୍ଭକୁ ପରମେଶ୍ବର ଯାହା କିଛି କହିବା ପାଇଁ ଦବେେ, ତୁମ୍ଭେ ତାହା କହିବ, କାରଣ ସେତବେେଳେ ପ୍ରକୃତ ରେ ତୁମ୍ଭେ କଥା କହିବ ନାହିଁ ମାତ୍ର ପବିତ୍ର ଆତ୍ମା କଥା କହିବେ।

12. ଭାଇ, ଭାଇକୁ ମରଣ ମୁହଁକୁ ଠଲେି ଦବେ। ବାପା ତା' ସନ୍ତାନକୁ ମରିବା ପାଇଁ ଦଇେ ଦବେ। ପିଲାମାନେ ବାପାମାଆଙ୍କ ବିରୁଦ୍ଧ ରେ ଠିଆ ହବେେ ଓ ସମାନଙ୍କେୁ ମାରି ଦବେେ।

13. ତୁମ୍ଭମାନେେ ମାରେ ଶିଷ୍ଯ ହାଇେଥିବା ଯୋଗୁଁ ସମସ୍ତେ ତୁମ୍ଭମାନଙ୍କୁ ଘୃଣା କରିବେ। କିନ୍ତୁ ଯେଉଁ ଲୋକ ଶଷେ ପର୍ୟ୍ଯନ୍ତ ର୍ଧୈୟ୍ଯ ଧରି ଦୃଢ ହାଇେ ରହିବ, ସେ ରକ୍ଷା ପାଇବ।

ମହା କ୍ଲେଶ

14. ତୁମ୍ଭମାନେେ, 'ଧ୍ବସଂ ଘଟାଉଥିବା ଭୟଙ୍କର ବସ୍ତୁକୁ' ଯେଉଁଠା ରେ ନ ରହିବା ଉଚିତ୍, ସହେି ସ୍ଥାନ ରେ ଥିବାର ଦେଖିବ। ଯେଉଁମାନେ ଏହା ପଢିବେ, ସମାନେେ ବୁଝିନବୋ ଉଚିତ୍ ଯେ ଏହାର ଅର୍ଥ କ'ଣ? ସେତବେେଳେ ୟିହୂଦାର ଲୋକମାନେ ପାହାଡ ଉପରକୁ ପଳଇବୋ ଉଚିତ।

15. ଯେଉଁ ଲୋକ ଘରର ଛାତ ଉପରେ ଥିବ, ସେ ଘର ଭିତରକୁ ଯାଇ କିଛି ହେଲେ ପାଇବାକୁ ତଳକୁ ନ ଆସିବା ଉଚିତ।

16. ଯଦି କହେି ବାହା ରେ ପଡିଆ ରେ ଥାଏ, ସେ ନିଜ ଚାଦର ଆଣିବା ପାଇଁ ଘରକୁ ଫରେି ନ ଯାଉ।

17. ସହେି ସମୟ ଗର୍ଭବତୀ ମହିଳା ଓ କୋଳ ରେ େଛାଟ ପିଲାଥିବା ମହିଳାମାନଙ୍କ ପାଇଁ ବହୁତ ଶୋଚନୀୟ ହବେ।

18. ପ୍ରାର୍ଥନା କର, ଯେପରି ଏ ସବୁ ଶୀତ ଦିନ ରେ ନହୁଏ।

19. କାରଣ ସହେି ଦିନ ଗୁଡିକ ବିପଦ ରେ ପରିପୂର୍ଣ୍ଣ ରହିବ। ସେତବେେଳେ ଏତେ ବଡ ବିପଦ ମାଡି ଆସିବ ଯେ ସଭେଳି ବଡ ବିପଦ ପରମେଶ୍ବରଙ୍କ ସୃଷ୍ଟି ରଚନା କାଳରୁ ଆଜି ପର୍ୟ୍ଯନ୍ତ କବେେ ଆସି ନାହିଁ କି ଭବିଷ୍ଯତ ରେ କବେେ ଆସିବ ନାହିଁ।

20. ସହେି ଭୟଙ୍କର ସମୟକୁ କମଇେ ଦବୋ ପାଇଁ ପରମେଶ୍ବର ସ୍ଥିର କରିଛନ୍ତି। ଯଦି ସହେି ସମୟ କମଇେ ଦିଆ ନ ୟିବ, ତବେେ କହେି ବଞ୍ଚି ରହି ପାରିବେ ନାହିଁ। କିନ୍ତୁ ପରମେଶ୍ବର ଯେଉଁମାନଙ୍କୁ ବାଛିଛନ୍ତି, କବଳେ ସହେିମାନଙ୍କ ପାଇଁ ସହେି ସମୟ କମଇେ ଦବେେ।

21. ସହେି ଦିନମାନଙ୍କ ରେ କେତକେ ଲୋକ ତୁମ୍ଭମାନଙ୍କୁ କହି ପାରନ୍ତି ଯେ, ' ଦେଖ ଏଠା ରେ ଯୀଶୁ ଅଛନ୍ତି'କିମ୍ବା ' ଦେଖ ସଠାେରେ ସେ ଅଛନ୍ତି'ା ତୁମ୍ଭେ କିନ୍ତୁ ସମାନଙ୍କେୁ ବିଶ୍ବାସ କରିବ ନାହିଁ।

22. ଭଣ୍ଡ ଖ୍ରୀଷ୍ଟ ଓ ଭଣ୍ଡ ଭବିଷ୍ଯଦ୍ବକ୍ତାମାନେ ଦଖାେ ଦବେେ ସମାନେେ ଅଦ୍ଭୁତ କାମ ଓ ଆଶ୍ଚର୍ୟ୍ଯକାର୍ୟ୍ଯ କରିବେ। ସମ୍ଭବ ହେଲେ, ପରମେଶ୍ବର ବାଛିଥିବା ଲୋକମାନଙ୍କୁ ସମାନେେ ପ୍ରତାରଣା କରିବା ପାଇଁ ଚେଷ୍ଟା କରିବେ।

23. ତେଣୁ ସାବଧାନ ରହିବ। ଏ ସବୁ ଘଟିବାର ୟଥେଷ୍ଟ ପୂର୍ବରୁ ମୁଁ ତୁମ୍ଭମାନଙ୍କୁ ଚତଇେେ ଦେଉଛି।

ମନୁଷ୍ୟପୁତ୍ରଙ୍କ ଆଗମନ

24. ସହେି ଦିନମାନଙ୍କ ରେ ଏହି ବଡ ବିପଦର ସମୟ ଚାଲି ଗଲାପରେ

25. ଆକାଶରୁ ତାରାମାନେ ଖସି ପଡିବେ, ଆକାଶ ରେ ନକ୍ଷତ୍ର ମଣ୍ଡଳର ମହାଶକ୍ତିଗୁଡିକ ଦୋହଲି ୟିବ।' ୟିଶାଇୟ 13:10;34:4

26. ସେତବେେଳେ ଲୋକେ ମନୁଷ୍ଯପୁତ୍ରଙ୍କୁ ମହାଶକ୍ତି ଓ ମହିମା ସହିତ ମେଘମାଳା ମଧିଅରେ ଆସିବାର ଦେଖିବେ।

27. ମନୁଷ୍ଯପୁତ୍ର ପୃଥବୀର ଚାରି ଆଡକୁ ତାହାଙ୍କ ସ୍ବର୍ଗ ଦୂତମାନଙ୍କୁ ପଠାଇବେ। ସମାନେେ ତାହାଙ୍କ ଦ୍ବାରା ବଛା ଯାଇଥିବା ଲୋକଙ୍କୁ ପୃଥିବୀର ପ୍ରେତ୍ୟକକ ସ୍ଥାନରୁ ଆଣି ଏକାଠି କରାଇବେ।

ଡିମ୍ବିରି ଗଛର ଦୃଷ୍ଟାନ୍ତ

28.

29. ମୁଁ ତୁମ୍ଭକୁ ଯାହା କହିଲି, ଠିକ୍ ତାହା ଏହିପରି ଘଟିବ। ତୁମ୍ଭମାନେେ ଯେତବେେଳେ ଏହିଭଳି ସବୁ ଘଟିବାର ଦେଖିବ, ସେତବେେଳେ ବୁଝ ଯେ ' ସହେି ସମୟ' ନିକଟରେ ଆସି ପହଞ୍ଚିଗଲାଣି।

30. ମୁଁ ତୁମ୍ଭକୁ ସତ୍ଯ କହୁଛି। ଏହି ପିଢୀର ଲୋକେ ବଞ୍ଚିଥିବା ସମୟରେ ହିଁ ଏସବୁ ଘଟଣା ଘଟିବ।

31. ପୃଥିବୀ ଓ ଆକାଶ ନଷ୍ଟ ହାଇଯେିବ, କିନ୍ତୁ ମାେ କହିଥିବା ବାକ୍ଯ କବେେ ହେଲେ ନଷ୍ଟ ହବେନାହିଁ।

ଦିନ କିମ୍ବା ଘଣ୍ଟା କେହି ଜାଣନ୍ତି ନାହିଁ

32.

33. ସାବଧାନ, ସଦା ବେଳେ ପ୍ରସ୍ତୁତ ରୁହ। କାରଣ ସେ ସମୟ କେତବେେଳେ ପହଞ୍ଚିବ, ତାହା ତୁମ୍ଭମାନେେ ଜାଣିନାହଁ।

34. ଏହା ଏହିଭଳି ଘଟଣା, ଯେପରି ଜଣେ ବ୍ଯକ୍ତି କୌଣସି ସ୍ଥାନକୁ ଯାତ୍ରା କଲା ବେଳେ ଚାକରମାନଙ୍କ ଉପରେ ନିଜ ଘରର ଦାଯିତ୍ବ ଛାଡି ଦଇଯୋଏ ଓ ପ୍ରେତ୍ୟକକ ଚାକରକୁ ତାର ନିର୍ଦ୍ଦିଷ୍ଟ କାମ ଦଇେଥାଏ ଏବଂ ଦ୍ବାରପାଳକକୁ ସଦା ବେଳେ ପ୍ରସ୍ତୁତ ହାଇେ ରହିବାକୁ ଅଦେଶ ଦଇେଥାଏ।

35. ଏଣୁ ତୁମ୍ଭମାନେେ ମଧ୍ଯ ସର୍ବଦା ପ୍ରସ୍ତୁତ ହାଇେ ରୁହ। କାରଣ ତୁମ୍ଭେ ଜାଣ ନାହିଁ, ଘରର ମାଲିକ କେତବେେଳେ ଯେ ଆସି ପହଁଞ୍ଚିଯିବେ। ସନ୍ଧ୍ଯା ବେଳେ, ଅଧରାତି ରେ, ପାହାନ୍ତିଆ ରେ ବା ସକାଳେ, କୌଣସି ସମୟରେ ସେ ଆସି ଯାଇ ପାରନ୍ତି।

36. ସେ ଖୁବ୍ ଶୀଘ୍ର ମଧ୍ଯ ଆସି ଯାଇ ପାରନ୍ତି। ତୁମ୍ଭେ ଯଦି ସର୍ବଦା ପ୍ରସ୍ତୁତ ଥିବ, ତବେେ ସେ ତୁମ୍ଭକୁ କଦାବି ଶାଇେଥିବା ଅବସ୍ଥା ରେ ଦେଖି ପାରିବେ ନାହିଁ।

37. ମୁଁ ତୁମ୍ଭକୁ ଯାହା କହୁଛି, ସମସ୍ତଙ୍କୁ ସହେି ଏକା କଥା କହୁଛି ଯେ ସର୍ବଦା ପ୍ରସ୍ତୁତ ରୁହ।

Bibles

Books

Chapters