ଭଗବାନଙ୍କୁ ପ୍ରସନ୍ନ କରିବା ପାଇଁ ଭଲ କର
1.
2. ଏଣୁ ଯେତବେେଳେ ତୁମ୍ଭେ କୌଣସି ଦୀନ-ଦୁଃଖୀକୁ ଦାନ ଦାଉଛ, ସେତବେେଳେ ତାର ଘୋଷଣା କରନାହିଁ। ଲୋକଙ୍କ ପ୍ରଶଂସା ପାଇବା ପାଇଁ କପଟି ଲୋକେ ପ୍ରାର୍ଥନା-ଗୃହ ଓ ଗଳିମାନଙ୍କ ରେ ତୂରୀବଜାଇ ସଭେଳି ପ୍ରଚାର କରିଥାନ୍ତି। ମୁଁ ତୁମ୍ଭକୁ ସତ୍ଯକଥା କହୁଛି ଯେ ସମାନେେ ତାହାଙ୍କର ପ୍ରତିଫଳ ପାଇ ସାରିଲଣେି।
3. ଯେତବେେଳେ ତୁମ୍ଭେ କୌଣସି ଦୀନ-ଦୁଃଖୀଙ୍କୁ ଦାନ ଦେଉଛ, ସେତବେେଳେ ତୁମ୍ଭର ଡାହାଣ ହାତ କଣ କରୁଛି, ସେ ବିଷୟ ରେ ବାମ ହାତକୁ ମଧ୍ଯ ଜାଣିବାକୁ ସୁଯୋଗ ଦିଅନାହିଁ। ତୁମ୍ଭେ କ'ଣ କରୁଛ, ତାହା ଯେପରି କହେି ନ ଜାଣନ୍ତୁ।
4. ତୁମ୍ଭର ଦାନ ଗୋପନ ରେ ହବୋ ଉଚିତ। ତୁମ୍ଭର ପରମପିତା ଗୋପନ ରେ କରାଯାଇଥିବା କାର୍ୟ୍ଯକୁ ଦେଖି ପାରନ୍ତି। ସେ ତୁମ୍ଭକୁ ତାର ପ୍ରତିଫଳ ଦବେେ।
ମଡେଲ୍ ପ୍ରାର୍ଥନା
5.
6. କିନ୍ତୁ ତୁମ୍ଭେ ପ୍ରାର୍ଥନା କଲାବାଳେ ତୁମ୍ଭ ବଖରା ଭିତରକୁ ଯାଅ। କବାଟ ବନ୍ଦ କରି ତୁମ୍ଭର ପରମପିତାଙ୍କ ଗୋପନ ରେ ପ୍ରାର୍ଥନା କର। ତୁମ୍ଭର ପରମପିତା ଗୋପନ ରେ କରୁଥିବା ତୁମ୍ଭ କାମଗୁଡିକ ଦେଖି ପାରନ୍ତି। ସେ ତୁମ୍ଭକୁ ତାର ପ୍ରତିଫଳ ଦବେେ।
7. ତୁମ୍ଭେ ପ୍ରାର୍ଥନା କଲା ବେଳେ ଯେଉଁମାନେ ପରମେଶ୍ବରଙ୍କୁ ଜାଣନ୍ତି ନାହିଁ, ସମାନଙ୍କେ ଭଳି ନିରର୍ଥକ କଥା ବାରମ୍ବାର କୁହନାହିଁ। ସମାନେେ ଭାବନ୍ତି ଯେ, ବହୁତ କଥା କହିବା ଯୋଗୁଁ ତାହାଙ୍କ କଥା ପରମେଶ୍ବର ଶୁଣିବେ।
8. ଏଣୁ ତୁମ୍ଭେ ସମାନଙ୍କେ ଭଳି ହୁଅନାହିଁ। କାରଣ ତୁମ୍ଭେ ତୁମ୍ଭର ପରମପିତାଙ୍କୁ କିଛି ମାଗିବା ପୂର୍ବରୁ ସେ ତୁମ୍ଭମାନଙ୍କର ପ୍ରୟୋଜନୀୟ ବିଷୟ ଜାଣନ୍ତି।
9. ଏଣୁ ଏହି ଭଳି ପ୍ରାର୍ଥନା କର: ' ହେ ସ୍ବର୍ଗ ରେ ଥିବା ଆମ୍ଭର ପରମପିତା, ତୁମ୍ଭର ନାମ ସବୁବେଳେ ପବିତ୍ର ହେଉ।
10. ତୁମ୍ଭର ଆସୁ। ସ୍ବର୍ଗ ରେ ତୁମ୍ଭ ଇଚ୍ଛା ସଫଳ ହବୋଭଳି ଏ ପୃଥିବୀ ରେ ବି ତୁମ୍ଭ ଇଚ୍ଛା ସଫଳ ହେଉ।
11. ଆମ୍ଭର ପ୍ରତିଦିନର ଖାଦ୍ୟ ତୁମ୍ଭେ ଦିଅ।
12. ଆମ୍ଭ ପ୍ରତି ଅପରାଧ କଲା ଲୋକଙ୍କୁ ଆମ୍ଭେ ଯେଉଁପରି କ୍ଷମା କରିଛୁ, ସହେିପରି ଆମ୍ଭେ କରିଥିବା ପାପକୁ କ୍ଷମା କର।
13. ଆମ୍ଭକୁ ପରୀକ୍ଷା ରେ ପକାଅ ନାହିଁ। ମାତ୍ର ମନ୍ଦଠାରୁ ରକ୍ଷା କର।'
14. ଏଣୁ ତୁମ୍ଭେ ଯଦି ଲୋକଙ୍କ ଅପରାଧ କ୍ଷମା କରିଦବେ ତବେେ ସ୍ବର୍ଗ ରେ ରହୁଥିବା ତୁମ୍ଭମାନଙ୍କର ପରମପିତା ତୁମ୍ଭ ଅପରାଧ ପାଇଁ ତୁମ୍ଭକୁ ମଧ୍ଯ କ୍ଷମା କରି ଦବେେ।
15. କିନ୍ତୁ ତୁମ୍ଭେ ଯଦି ଲୋକଙ୍କୁ ତାହାଙ୍କ ପାପ ପାଇଁ କ୍ଷମା ଦବେ ନାହିଁ, ତବେେ ତୁମ୍ଭର ପରମପିତା ମଧ୍ଯ ତୁମ୍ଭ ଅପରାଧ ଗୁଡିକ ପାଇଁ ତୁମ୍ଭକୁ କ୍ଷମା ଦବେନୋହିଁ।
କେବଳ ଭଗବାନଙ୍କ ଦ୍ୱାରା ଦେଖାଯିବାକୁ ଉପବାସ
16.
17. ତେଣୁ ତୁମ୍ଭେ ଉପବାସ କଲା ବେଳେ ମୁଣ୍ଡ ରେ ତଲେ ଲଗାଇ ବାଳ ସଜାଡ ଓ ମୁହଁ ଧୁଅ।
18. ତା' ହେଲେ ତୁମ୍ଭେ ଉପବାସ କରୁଛ ବୋଲି ଲୋକେ ଜାଣି ପାରିବେ ନାହିଁ। ତୁମ୍ଭର ପରମପିତାଙ୍କୁ ତୁମ୍ଭେ ସିନା ଦେଖି ପାରୁନାହଁ, ମାତ୍ର ସେ ତୁମ୍ଭକୁ ଉପବାସ କରୁଥିବାର ଦେଖିବେ। କାରଣ ଗୋପନ ରେ କରାଯାଇଥିବା କାମଗୁଡିକୁ ପରମପିତା ଦେଖନ୍ତି। ସେ ତୁମ୍ଭକୁ ତାର ପ୍ରତିଫଳ ଦବେେ।
ସ୍ୱର୍ଗରେ ଭଣ୍ଡାର ରଖ
19.
20. ବରଂ ନିଜ ପାଇଁ ସ୍ବର୍ଗ ରେ ଧନ ସଞ୍ଚୟ କର। ସଠାେରେ ତାକୁ ପୋକ କି କଳଙ୍କ ନଷ୍ଟ କରି ପାରିବ ନାହିଁ। ସଠାେରେ ଚୋର ବି ସିନ୍ଧି କାଟି ସହେିଧନ ଗ୍ଭରୋଇ କରି ନଇେ ପାରିବ ନାହିଁ।
21. କାରଣ ଯେଉଁଠା ରେ ତୁମ୍ଭର ଧନ, ସଠାେରେ ତୁମ୍ଭର ମନ।
ଶରୀରର ପ୍ରଦୀପ
22. ଆଖି ଶରୀର ପାଇଁ ଆଲୋକ ସ୍ବରୂପ। ଏଣୁ ତୁମ୍ଭ ଆଖି ଯଦି ଠିକ୍ ଥିବ, ତବେେ ତୁମ୍ଭର ସମ୍ପୂର୍ଣ୍ଣ ଶରୀର ଆଲୋକମୟ ହବେ।
23. କିନ୍ତୁ ତୁମ୍ଭର ଆଖି ଯଦି ଖରାପ, ତବେେ ତୁମ୍ଭର ସମ୍ପୂର୍ଣ୍ଣ ଶରୀର ଅନ୍ଧକାରମୟ ହାଇୟିବେ। ତୁମ୍ଭ ଭିତରର ସହେି ଏକମାତ୍ର ଆଲୋକ ଯଦି ଅନ୍ଧକାରମୟ ହାଇଯୋଏ ତବେେ ସେ ଅନ୍ଧକାର କେତେ ଘନୀଭୁତ ନ ହବେ!
ତୁମେ ଭଗବାନ ଏବଂ ଧନ ସେବା କରିପାରିବ ନାହିଁ
24.
ବ୍ୟସ୍ତ ହୁଅ ନାହିଁ
25. ଅତଏବ ମୁଁ ତୁମ୍ଭକୁ କହୁଛି, ବଞ୍ଚିବା ପାଇଁ ଖାଇବା ପିଇବା ବିଷୟ ରେ ଚିନ୍ତ କର ନାହିଁ। ନିଶ୍ଚିତ ରୂପରେ ଜୀବନ ଖାଦ୍ୟ ଅପେକ୍ଷା ଓ ଶରୀର ପୋଷାକ ଅପେକ୍ଷା ମହତ୍ତ୍ବପୂର୍ଣ୍ଣ।
26. ଆକାଶର ପକ୍ଷୀମାନଙ୍କୁ ଦେଖ ସମାନେେ ବିହନ ବୁଣନ୍ତି ନାହିଁ, କି ଅମଳ କରନ୍ତି ନାହିଁ। ଅମାର ରେ ଖାଦ୍ୟ ଶସ୍ଯ ବି ଜମଇେ ରଖନ୍ତି ନାହିଁ। ତଥାପି ସ୍ବର୍ଗ ରେ ରହୁଥିବା ତୁମ୍ଭର ପରମପିତା ସମାନଙ୍କେୁ ଖାଇବାକୁ ଦିଅନ୍ତି। ତୁମ୍ଭେ ଜାଣଛ ଯେ ତୁମ୍ଭମାନେେ ସମାନଙ୍କେ ଅପେକ୍ଷା ଅଧିକ ଶ୍ ରେଷ୍ଠ ଅଟ?
27. ତୁମ୍ଭ ଭିତ ରେ ଏପରି କହେି ନାହିଁ, ଯକେି ଚିନ୍ତାଗ୍ରସ୍ତ ହାଇେ ନିଜ ଜୀବନ କାଳ ସହିତ ଘଡିଏ ହେଲେ ସମୟ ଯୋଗ କରି ପାରିବ।
28. ତୁମ୍ଭେ ପୋଷାକ ବିଷୟ ରେ କାହିଁକି ଚିନ୍ତା କରୁଛ? କ୍ଷେତ୍ରର ଫୁଲଗୁଡିକ ବିଷୟ ରେ ଭାବି ଦେଖ! ଦେଖ, ସମାନେେ କିପରି ଫୁଟୁଛନ୍ତି। ସମାନେେ କୌଣସି କାମ କରନ୍ତି ନାହିଁ, କି ନିଜ ପାଇଁ ପୋଷାକ ତିଆରି କରନ୍ତି ନାହିଁ।
29. କିନ୍ତୁ ମୁଁ ତୁମ୍ଭକୁ କହୁଛି ମହାନ ଓ ଧନୀରାଜା ଲୋମ ନିଜର ସମସ୍ତ ବୈଭବ ଥାଇ ମଧ୍ଯ ସେ ନିଜକୁ ସୁସଜ୍ଜିତ କରିପାରି ନଥିଲେ।
30. ପଡିଆର ସହେି ଘାସ ଆଜି ବଞ୍ଚିଛି, କିନ୍ତୁ କାଲିକି ତାକୁ ଚୁଲି ରେ ପକଇେ ଦିଆୟିବ। ତଥାପି ଯଦି ପରମେଶ୍ବର ତାକୁ ଏଭଳି ସନ୍ଦୁର ବେଶ ଦଇେଛନ୍ତି, ତବେେ ସେ କ'ଣ ତୁମ୍ଭକୁ ପିନ୍ଧବା ପାଇଁ ଅଧିକ ଦବେନୋହିଁ? ତବେେ ତୁମ୍ଭମାନେେ କାହିଁକି ଏତେ ଅଳ୍ପ ବିଶ୍ବାସ ରଖୁଛ?
31. ଏଣୁ ଚିନ୍ତାଗ୍ରସ୍ତ ହାଇେ କୁହନାହିଁ ଯେ ଆମ୍ଭେ କ'ଣ ଖାଇବା, କ'ଣ ପିଇବା ବା କଣ ପିନ୍ଧିବା?
32. ଯେଉଁଲୋକମାନେ ପରମେଶ୍ବରଙ୍କୁ ଜାଣନ୍ତି ନାହିଁ, ସମାନେେ ଏସବୁ ପଛ ରେ ଦୌଡ଼ନ୍ତିନ୍ତି। କିନ୍ତୁ ସ୍ବର୍ଗ ରେ ରହୁଥିବା ତୁମ୍ଭର ପରମପିତା ଜାଣନ୍ତି ଯେ, ଏସବୁ ଜିନିଷ ତୁମ୍ଭମାନଙ୍କର ଦରକାର।
33. ଏଣୁ ଆଗ ପରମେଶ୍ବରଙ୍କ ରାଜ୍ଯ ଓ ଉତ୍ତମ କାର୍ୟ୍ଯ ବିଷୟ ରେ ଚିନ୍ତା କର। ତୁମ୍ଭେ ଯେଉଁସବୁ ଭଲ କାମ କରିବା ପରମେଶ୍ବର ଚାହାନ୍ତି, ସଗେୁଡିକ କର। ତା' ହେଲେ ଏହିସବୁ ବିଷୟଗୁଡିକ ତୁମ୍ଭକୁ ଯୋଗାଇ ଦିଆୟିବ।
34. ଆସନ୍ତାକାଲି ପାଇଁ ଚିନ୍ତା କରନାହିଁ, କାରଣ ପ୍ରେତ୍ୟକକ ଦିନର କୌଣସି ନା କୌଣସି ସମସ୍ଯା ଥାଏ। କାଲିର ଚିନ୍ତା କାଲି ପାଇଁ ୟଥେଷ୍ଟ।