ଯୀଶୁ ଜଣେ କୁଷ୍ଠରୋଗକୁ ସଫା କରନ୍ତି

1. ଯୀଶୁ ପାହାଡ ଉପରୁ ଓହ୍ଲଇେ ତଳକୁ ଆସିଲେ। ଏକ ବିରାଟ ଜନ ସମୂହ ତାହାଙ୍କୁ ଅନୁସରଣ କରିବାକୁ ଲାଗିଲା।

2. ସମାନଙ୍କେ ଭିତରୁ ଜଣେ କୁଷ୍ଠ ରୋଗୀ ଆସି ଯୀଶୁଙ୍କ ଆଗ ରେ ଆଣ୍ଠୁ ମାଡି ବସି ପଡି କହିଲା, ପ୍ରଭୁ, ଆପଣ ଚାହିଁଲେ ମାେତେ ଭଲ କରିଦଇେ ପାରିବେ।

3. ତାପରେ ଯୀଶୁ ହାତ ବଢଇେ କୁଷ୍ଠ ରୋଗୀଟିକୁ ଛୁଇଁ ଦେଲେ। ସେ କହିଲେ, ମୁଁ ଚାହୁଁଛି ତୁମ୍ଭେ ସୁସ୍ଥ ହୁଅ।' ଏବଂ ସଙ୍ଗେ ସଙ୍ଗେ ତାର କୁଷ୍ଠରୋଗ ଭଲ ହାଇଗେଲା।

4. ତାପରେ ଯୀଶୁ ତାହାକୁ କହିଲେ, ଦେଖ, ଏ ବିଷୟ ରେ କାହାକୁ କିଛି କୁହନାହିଁ, ବରଂ ଯାଜକଙ୍କ ପାଖକୁ ଯାଅ ଓ ନିଜକୁ ଦଖାେଅ। ମାଶାଙ୍କେ ଆଦେଶ ଅନୁସାରେ ଦାନ ଦିଅ। ଏହା ଦ୍ବାରା ଲୋକଙ୍କୁ ଦେଖଇେ ଦିଆଯାଇ ପାରିବ ଯେ ତୁମ୍ଭେ ଭଲ ହାଇେ ଯାଇଛ।

ଯୀଶୁ ଜଣେ ସେଞ୍ଚୁରିଅନର ସେବକକୁ ସୁସ୍ଥ କରନ୍ତି

5.

6. ସେ ବିନୟ ପୂର୍ବକ କହିଲେ, ପ୍ରଭୁ, ମାରେ ଦାସ ରୋଗ ରେ ପୀଡିତ ହାଇେ ଘ ରେ ବିଛଣା ରେ ପଡିଛି। ତାକୁ ପକ୍ଷାଘାତ ରୋଗ ହାଇେଛି ଓ ସେ ଭୀଷଣ କଷ୍ଟ ପାଉଛି।

7. ତା'ପରେ ଯୀଶ ତାହାଙ୍କୁ କହିଲେ, ମୁଁ ଯାଇ ତାହାକୁ ଭଲ କରି ଦବେି।

8. ସନୋପତି ଉତ୍ତର ଦେଲେ, ପ୍ରଭୁ, ଆପଣ ଯେ ମାେ ଘରକୁ ଆସିବେ, ତାହାପାଇଁ ମୁଁ ଯୋଗ୍ଯ ନୁହେଁ। ଆପଣ କବଳେ ଆଦେଶ ଦଇେ ଦିଅନ୍ତୁ। ମାରେ ଦାସ ଭଲ ହାଇଯେିବ।

9. ମୁଁ ମଧ୍ଯ ଜଣେ ବଡ ଅଧିକାରୀଙ୍କ ଅଧୀନ ରେ କାମ କରୁଛି। ମାେ ଅଧୀନ ରେ କେତକେ ସୈନ୍ଯ ଅଛନ୍ତି। ମୁଁ ଜଣେ ସୈନିକକୁ ଯଦି କୁ ହେ, 'ଯାଅ', ତବେେ ସେ ଚାଲିଯାଏ। ଅନ୍ୟଜଣକୁ ମୁଁ ଯଦି କୁ ହେ, 'ଆସ', ତବେେ ସେ ଆ ସେ। ମାରେ ଦାସକୁ ମୁଁ ଯଦି କୁ ହେ, 'ଏହା କର' ତବେେ ସେ ତାହା କରେ। ତୁମ୍ଭର ମଧ୍ଯ ଏଭଳି ଶକ୍ତି ଅଛି ବୋଲି ମୁଁ ଜାଣେ।

10. ଯୀଶୁ ଏହା ଶୁଣି ଆଶ୍ଚର୍ୟ୍ଯ ହାଇଗେଲେ। ସେ ତାହାଙ୍କୁ ଅନୁସରଣ କରୁଥିବା ଲୋକଙ୍କୁ କହିଲେ, ମୁଁ ତୁମ୍ଭକୁ ସତ୍ଯ କହୁଛି ଯେ ମୁଁ ଏଭଳି ଗଭୀର ବିଶ୍ବାସ ଇଶ୍ରାୟେଲ ରେ କାହାରି ପାଖ ରେ ପାଇନାହିଁ।

11. ମୁଁ ତୁମ୍ଭକୁ ପୁଣି କହି ରଖୁଛି ଯେ, ପୂର୍ବ ଓ ପଶ୍ଚିମରୁ ବହୁତ ଲୋକ ଆସିବେ ଏବଂ ସମାନେେ ଅବ୍ରହାମ, ଇସ୍ହାକ ଓ ଯାକୁବଙ୍କ ସହିତ ସ୍ବର୍ଗରାଜ୍ଯ ରେ ଭୋଜି ରେ ନିଜ ନିଜ ଆସନ ଗ୍ରହଣ କରିବେ।

12. କିନ୍ତୁ ରାଜ୍ଯର ମୂଳ ପ୍ରଜାମାନଙ୍କୁ ଅନ୍ଧାର ଭିତରକୁ ଫିଙ୍ଗି ଦିଆୟିବ। ସଠାେରେ କାନ୍ଦି କାନ୍ଦି ଓ କଷ୍ଟ ହତେୁ ଦାନ୍ତ କଡମଡ କରି ରହିବେ।

13. ତା'ପରେ ଯୀଶୁ ସନୋପତିଙ୍କୁ କହିଲେ, ତୁମ୍ଭର ବିଶ୍ବାସ ଲାଗି, ତୁମ୍ଭ ପାଇଁ ତାହା ଘଟୁ। ଠିକ୍ ସହେି ସମୟରେ ତାହାଙ୍କର ଦାସ ସୁସ୍ଥ ହାଇଗେଲା।

ପିତରଙ୍କ ଶାଶୁ ସୁସ୍ଥ ହେଲେ

14.

15. ଯୀଶୁ ତାହାଙ୍କୁ ଛୁଇଁ ଦେଲେ, ଓ ତାହାଙ୍କର ଜ୍ବର ଛାଡିଗଲା। ତାପରେ ସେ ଉଠି ଯୀଶୁଙ୍କ ସବୋ କରିବାକୁ ଲାଗିଲେ।

ଅନେକେ ସନ୍ଧ୍ୟାରେ ସୁସ୍ଥ ହେଲେ

16.

17. ଭବିଷ୍ଯଦ୍ବକ୍ତା ୟିଶାଇୟଙ୍କ ମାଧ୍ଯମ ରେ ପରମେଶ୍ବର ଯାହା କହିଥିଲେ ତାହା ସଫଳ ହବୋ ପାଇଁ ଯୀଶୁ ଏହି କାମଗୁଡିକ କଲେ:

ଶିଷ୍ୟତ୍ୱର ମୂଲ୍ୟ

18.

19. ତା'ପରେ ଜଣେ ଧର୍ମଶାସ୍ତ୍ରୀ ତାହାଙ୍କ ପାଖକୁ ଆସି କହିଲେ, ଗୁରୁ, ଆପଣ ଯେଉଁଆଡେ ଯିବେ, ମୁଁ ଆପଣଙ୍କ ଅନୁସରଣ କରିବି।

20. ଯୀଶୁ ତାହାଙ୍କୁ କହିଲେ, କୋକିଶିଆଳିର ଗାତ ଅଛି ଓ ଆକାଶର ପକ୍ଷୀମାନଙ୍କର ବସା ଅଛି। କିନ୍ତୁ ମନୁଷ୍ଯପୁତ୍ରଙ୍କ ପାଇଁ ମୁଣ୍ଡ ଗୁଞ୍ଜିବାକୁ ଜାଗା ଟିକିଏ ନାହିଁ।

21. ଆଉ ଜଣେ ଅନୁଗାମୀ ଯୀଶୁଙ୍କୁ କହିଲା, ପ୍ରଭୁ ମାେତେ ଆଗ ଯାଇ ମାରେ ବାପାଙ୍କୁ କବର ଦଇେଆସିବାକୁ ଅନୁମତି ଦିଅନ୍ତୁ। ତା'ପରେ ମୁଁ ଆପଣଙ୍କର ଅନୁସରଣ କରିବି।

22. କିନ୍ତୁ ଯୀଶୁ ତାହାକୁ କହିଲେ, ମାରେ ଅନୁସରଣ କର। ମରିଯାଇଥିବା ଲୋକମାନେ ଏହି ମୃତ ଲୋକଙ୍କୁ କବର ଦିଅନ୍ତୁ।

ପବନ ଏବଂ ତରଙ୍ଗ ଯୀଶୁଙ୍କ କଥା ମାନ

23.

24. ସହେି ସମୟରେ ହ୍ରଦ ରେ ଭୟଙ୍କର ଝଡ ହେଲା। ଲହଡି ରେ ଡଙ୍ଗା ଓଲଟ ପାଲଟ ହାଇେ ପଡୁଥିଲା। କିନ୍ତୁ ଯୀଶୁ ଶାଇେ ଥିଲେ।

25. ଶିଷ୍ଯମାନେ ଯୀଶୁଙ୍କ ପାଖ ରେ ଥିଲେ। ସମାନେେ ଯୀଶୁଙ୍କୁ ଉଠାଇଲେ। ସମାନେେ କହିଲେ, ପ୍ରଭୁ, ଆମ୍ଭମାନଙ୍କୁ ରକ୍ଷା କର। ଆମ୍ଭେ ବର୍ତ୍ତମାନ ବୁଡି ମରିୟିବା ଉପରେ।

26. ଯୀଶୁ ସମାନଙ୍କେୁ କହିଲେ, ହେ ଅଳ୍ପ ବିଶ୍ବାସୀଗଣ, ତୁମ୍ଭେ ସବୁ ଏତେ ଡରିଯାଉଛ କାହିଁକି? ତା'ପରେ ଯୀଶୁ ଉଠିଲେ। ସେ ପବନ ଓ ଲହଡିକୁ ଧମକ ଦେଲେ। ପବନ ବନ୍ଦ ହାଇଗେଲା। ହ୍ରଦ ଶାନ୍ତ ହାଇଗେଲା। ତା'ପରେ ସଠାେରେ ସମ୍ପୂର୍ଣ୍ଣ ନୀରବତା ଆସିଗଲା।

27. ଲୋକମାନେ ଆଶ୍ଚର୍ୟ୍ଯ ହାଇଗେଲେ। ସମାନେେ କହିଲେ, ଏ କି ପ୍ରକାର ବ୍ଯକ୍ତି? ଏପରିକି ପବନ ଓ ହ୍ରଦ ମଧ୍ଯ ତାହାଙ୍କ କଥା ମାନୁଛନ୍ତି?

ଦୁଇ ଭୂତ-ମାଲିକ ପୁରୁଷ ସୁସ୍ଥ ହେଲେ

28.

29. ସମାନଙ୍କେ ନିମନ୍ତେ କହେି ସହେି ବାଟେ ଯାଇପାରୁ ନଥିଲେ। ସମାନେେ ପାଟିକରି କହିଲେ, ହେ ପରମେଶ୍ବରଙ୍କ ପୁତ୍ର! ତୁମ୍ଭେ ଆମ୍ଭଠାରୁ କ'ଣ ଚାହୁଁଛ? ଉପୟୁକ୍ତ ସମୟ ପୂର୍ବରୁ ତୁମ୍ଭେ କ'ଣ ଆମ୍ଭକୁ ଦଣ୍ଡ ଦବୋପାଇଁ ଆସିଛ?

30. ସେତବେେଳେ ସଠାରୁେ କିଛି ଦୂର ରେ ଗୋଟିଏ ବିରାଟ ଘଷୁରୀ ପଲ ଚରୁଥିଲେ।

31. ଭୂତମାନେ ତାହାଙ୍କୁ ବିନୀତ ଅନୁରୋଧ କଲେ, ତୁମ୍ଭେ ଯଦି ଆମ୍ଭକୁ ଏ ମଣିଷଙ୍କ ଦହରେୁ ତଡି ଦବୋକୁ ଚାହୁଁଛ, ତବେେ ଆମ୍ଭକୁ ଘୁଷୁରୀ ପଲ ରେ ଛାଡିଦିଅ।

32. ଯୀଶୁ ସମାନଙ୍କେୁ କହିଲେ, ଯାଅ! ତେଣୁ ଭୂତମାନେ ମଣିଷଙ୍କ ଦହରେୁ ବାହାରି ଘୁଷୁରିମାନଙ୍କ ଦହକେୁ ଚାଲିଗଲେ। ତାପରେ ସହେି ଘୁଷୁରିପଲ ତୀଖ ପାହାଡରୁ ତଳକୁ ଗଡିଯାଇ ଶଷେ ରେ ହ୍ରଦ ରେ ବୁଡିଗଲେ।

33. ସଠାେରେ ଘୁଷୁରି ଚରାଉଥିବା ଲୋକେ ଥିଲେ। ସମାନେେ ନଗରକୁ ଦୌଡି ପଳାଇଲେ। ସଠାେରେ ଲୋକଙ୍କ ଆଗ ରେ ଘୁଷୁରିପଲ ଓ ଭୂତ ଗ୍ରସ୍ତ ଲୋକଙ୍କ ବିଷୟ ରେ ଯାହା ଯାହା ଘଟିଥିଲା, ସହୁକଥା ଗୋଟି ଗୋଟି କରି କହିଗଲେ।

34. ତାପରେ ନଗରର ସବୁ ଲୋକେ ଯୀଶୁଙ୍କୁ ଭଟେିବାକୁ ଆସିଗଲେ। ସମାନେେ ଯୀଶୁଙ୍କୁ ଦେଖି ତାହାଙ୍କୁ ସମାନେେ ସହେି ଅଞ୍ଚଳ ଛାଡି ଚାଲିୟିବା ପାଇଁ ବିନତି କଲେ।

Bibles

Books

Chapters