କିଣାନୀୟମାନେ ହୋର୍ମା ଠାରେ ପରାସ୍ତ ହେଲେ
1.
2. ଇଶ୍ରାୟେଲର ଲୋକମାନେ ପ୍ରତିଜ୍ଞା କଲେ: ଯଦି ତୁମ୍ଭେ ଏହି ଲୋକମାନଙ୍କୁ ଆମ୍ଭ ହସ୍ତ ରେ ସମର୍ପଣ କର, ତବେେ ଆମ୍ଭେ ସମାନଙ୍କେ ନଗରସବୁ ବିନାଶ କରିବୁ।
3. ତହୁଁ ସଦାପ୍ରଭୁ ସମାନଙ୍କେ ପ୍ରାର୍ଥନା ଶୁଣିଲେ, ସେ କିଣାନୀଯମାନଙ୍କୁ ଇଶ୍ରାୟେଲ ହସ୍ତ ରେ ସମର୍ପଣ କଲେ ଓ ସମାନଙ୍କେ ସମସ୍ତ ନଗର ବର୍ଜନୀଯ ରୂପେ ବିନାଶ ହେଲା। ତେଣୁ ସହେି ସ୍ଥାନର ନାମ ହର୍ମା ହେଲା।
ପିତ୍ତଳ ସର୍ପ
4.
5. ତହିଁରେ ଲୋକମାନେ ପରମେଶ୍ବର ଓ ମାଶାଙ୍କେ ବିରୁଦ୍ଧ ରେ ଅଭିଯୋଗ କଲେ ଏବଂ କହିଲେ, କାହିଁକି ତୁମ୍ଭମାନେେ ଆମ୍ଭମାନଙ୍କୁ ଏହି ମରୁଭୂମିରେ ମାରିବାକୁ ମିଶର ଦେଶରୁ ବାହାର କରି ଆଣିଲ? ଏଠା ରେ ରୋଟୀ ନାହିଁ କି ଜଳ ନାହିଁ। ଆମ୍ଭମାନେେ ଏହି ଅଖାଦ୍ୟକୁ ଘୃଣା କରୁ।
6. ତେଣୁ ସଦାପ୍ରଭୁ ସମାନଙ୍କେ ମଧ୍ଯକୁ ବିଷଧର ସର୍ପ ପ୍ ରରଣେ କଲେ। ସହେି ସର୍ପମାନେ ଲୋକମାନଙ୍କୁ ଦଂଶନ କରିବାରୁ ଇଶ୍ରାୟେଲର ଅନକେ ଲୋକ ମଲେ।
7. ଏଥି ରେ ଲୋକମାନେ ମାଶାଙ୍କେ ନିକଟକୁ ଆସି ନିବଦନେ କଲେ, ଆମ୍ଭମାନେେ ସଦାପ୍ରଭୁ ଓ ତୁମ୍ଭ ବିରୁଦ୍ଧ ରେ ଅଭିଯୋଗ କରି ପାପ କରିଅଛୁଁ। ତେଣୁ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କର, ସେ ଯେପରି ଆମ୍ଭମାନଙ୍କଠାରୁ ଏହି ସର୍ପମାନଙ୍କୁ ଦୂ ରଇେ ନବେେ। ତେଣୁ ମାଶାେ ଲୋକମାନଙ୍କ ପାଇଁ ପ୍ରାର୍ଥନା କଲେ।
8. ତହୁଁ ସଦାପ୍ରଭୁ ମାଶାଙ୍କେୁ କହିଲେ, ଗୋଟିଏ ପିତ୍ତଳ ସର୍ପ ନିର୍ମାଣ କରି ଗୋଟିଏ ସ୍ତମ୍ଭ ଉପରେ ରଖ। ସର୍ପଦ୍ବାରା ଦଂଶିତ ହାଇେଥିବା ଲୋକମାନେ ମୃତ୍ଯୁବରଣ କରିବେ ନାହିଁ। ଯଦି ସମାନେେ ସ୍ତମ୍ଭ ଉପରେ ଥିବା ସର୍ପକୁ ଦେଖନ୍ତି।
9. ତେଣୁ ମାଶାେ ସଦାପ୍ରଭୁଙ୍କ ଆଜ୍ଞା ପାଳନ କଲେ। ସେ ଏକ ପିତ୍ତଳର ସର୍ପ ନିର୍ମାଣ କରି ଗୋଟିଏ ଖମ୍ବ ଉପରେ ସ୍ଥାପନ କଲେ। ତେଣୁ ସର୍ପ ଦଂଶିତ ବ୍ଯକ୍ତି ସହେି ଖମ୍ବସ୍ଥିତ ପିତ୍ତଳ ସର୍ପପ୍ରତି ଦୃଷ୍ଟିପାତ କରି ବଞ୍ଚିଲେ।
ହୋର ପର୍ବତରୁ ମୋୟାବ ପର୍ଯ୍ୟନ୍ତ
10. ଅନନ୍ତର ଇଶ୍ରାୟେଲର ଲୋକମାନେ ୟାତ୍ରାକରି ଓବୋତ ରେ ଛାଉଣୀ ସ୍ଥାପନ କଲେ।
11. ତାହାପରେ ଓବୋତରୁ ୟାତ୍ରା କରି ପୂର୍ବ ଦିଗ ରେ ମାୟୋବର ପୂର୍ବଦିଗସ୍ଥିତ ମରୁଭୂମିରେ ଇଯୀ ଅବାରୀମ ରେ ଛାଉଣୀ ସ୍ଥାପନ କଲେ।
12. ପୁଣି ସମାନେେ ସଠାରୁେ ୟାତ୍ରା କରି ସରେଦ୍ ଉପତ୍ୟକା ରେ ଛାଉଣୀ ସ୍ଥାପନ କଲେ।
13. ସଠାରୁେ ସମାନେେ ୟାତ୍ରକରି ଇମାରେୀୟମାନଙ୍କ ସୀମାରୁ ନିର୍ଗତ ଅର୍ଣୋନ ନଦୀର ଅନ୍ୟ ପାଶର୍ବ ମରୁଭୂମିରେ ଛାଉଣୀ ସ୍ଥାପନ କଲେ। କାରଣ ମାୟୋବର ଓ ଇ ମାରେୀଯମାନଙ୍କର ମଧ୍ଯବର୍ତ୍ତୀ ଅର୍ଣୋନ୍ ମାୟୋବର ସୀମା ଥିଲା।
14. ଏଥି ନିମନ୍ତେ ସଦାପ୍ରଭୁଙ୍କ ୟୁଦ୍ଧ ପୁସ୍ତକରେ କଥିତ ଅଛି, ଯଥା:
15. ଘାଟିର ଗଡାଣିଗୁଡିକ ଯେଉଁଗୁଡିକ ଆରର ନିବାସ ଆଡେ ୟାଇଥିଲା ଏବଂ ସଗେୁଡିକ ମାୟୋବର ସୀମା ରେ ଅବସ୍ଥିତ ଥିଲା।
16. ସଠାରୁେ ସମାନେେ ବରେ ନାମକ ସ୍ଥାନକୁ ଆସିଲେ। ସହେି କୂପ ବିଷଯ ରେ ସଦାପ୍ରଭୁ ମାଶାଙ୍କେୁ କହିଲେ, ତୁମ୍ଭେ ଏହି ସ୍ଥାନ ରେ ଲୋକମାନଙ୍କୁ ଏକତ୍ର କର। ମୁଁ ସମାନଙ୍କେୁ ଜଳ ଦବେି।
17. ସହେି ସମୟରେ ଇଶ୍ରାୟେଲ ଏହି ଗୀତ ଗାଇଲେ:
18. ରାଜାମାନେ ଓ ଅଧିପତିମାନେ ସହେି କୂପ ଖୋଳିଛନ୍ତି। କୁଳୀନମାନେ ଓ ରାଜାମାନେ ସମାନଙ୍କେର ଆଶାବାଡି ରେ ଓ ରାଜଦଣ୍ତ ରେ ତାହା ଖାେଳିଛନ୍ତି।
19. ଲୋକମାନେ ମତ୍ତାନରୁ ନହଲୀଯଲକେୁ ଓ ନହଲୀଯଲଠାରୁେ ବାମାେତକୁ ୟାତ୍ରା କଲେ।
20. ବାମାେତରୁ ମାୟୋବ କ୍ଷେତ୍ରସ୍ଥିତ ଉପତ୍ୟକା ଦଇେ ପିସ୍ଗା ପର୍ବତର ଶୃଗଂକୁ ୟାତ୍ରା କଲେ। ତାହା ମରୁଭୂମି ଆଡକୁ ଥିଲା।
ରାଜା ସିହୋନ୍ ପରାସ୍ତ ହେଲେ
21.
22. ଦୟାକରି ତୁମ୍ଭ ରାଜ୍ଯ ଦଇେ ଆମ୍ଭମାନଙ୍କୁ ୟିବାକୁ ଦିଅ। ଆମ୍ଭମାନେେ ତୁମ୍ଭ ଶସ୍ଯକ୍ଷେତ୍ର କିମ୍ବା ଦ୍ରାକ୍ଷାଲତାକୁ ପ୍ରବେଶ କରିବୁ ନାହିଁ। ଆମ୍ଭମାନେେ ତୁମ୍ଭ କୂପରୁ ଜଳପାନ କରିବୁ ନାହିଁ। ଆମ୍ଭମାନେେ ତୁମ୍ଭ ଦେଶସୀମା ପାର ହବୋ ପର୍ୟ୍ଯନ୍ତ କବଳେ ରୀଜପଥ ଦଇେ ଗମନ କରିବୁ।
23. ମାତ୍ର ସୀହାନରେ ରାଜା ଆପଣା ଦେଶ ମଧ୍ଯ ଦଇେ ଇଶ୍ରାୟେଲକୁ ୟାତ୍ରା କରିବାକୁ ଦେଲେ ନାହିଁ। ସେ ଆପଣାର ସମସ୍ତ ଲୋକଙ୍କୁ ଏକତ୍ରୀତ କରି ଇଶ୍ରାୟେଲ ବିରୁଦ୍ଧ ରେ ବାହାରିଲେ। ୟହସଠା ରେ ପହଞ୍ଚି ସେ ଇଶ୍ରାୟେଲର ବିରୁଦ୍ଧ ରେ ୟୁଦ୍ଧ କଲେ।
24. ମାତ୍ର ଇଶ୍ରାୟେଲର ଲୋକମାନେ ରାଜାଙ୍କୁ ହତ୍ଯା କଲେ। ତା'ପରେ ସମାନେେ ଅର୍ଣୋନଠାରୁ ୟଦ୍ଦୋକ ପର୍ୟ୍ଯନ୍ତ ଅର୍ଥାତ୍ ଅେମ୍ମାନୀୟମାନଙ୍କର ସୀମା ପର୍ୟ୍ଯନ୍ତ ଅଗ୍ରସର ହେଲେ। ସମାନେେ ସମାନଙ୍କେର ଦେଶ ଅଧିକାର କଲେ କିନ୍ତୁ ଆଗକୁ ୟାଇ ପାରିଲେ ନାହିଁ। କାରଣ ଅେମ୍ମାନୀୟମାନେ ଶକ୍ତିଶାଳି ଥିଲେ।
25. ଏହିରୂପେ ଇଶ୍ରାୟେଲ ସେ ସମସ୍ତ ନଗର ଦଖଲ କଲେ। ଇଶ୍ରାୟେଲ ଇମାରେୀୟମାନଙ୍କ ସମସ୍ତ ନଗର ରେ ଅର୍ଥାତ୍ ହିଷବୋନ ରେ ଓ ତହିଁର ସମସ୍ତ ନଗର ରେ ବାସକଲେ।
26. କାରଣ ହିଷ୍ ବୋନ ଇ ମାରେୀଯମାନଙ୍କ ରାଜା ସୀହାନଙ୍କେ ରାଜକୀଯ ନଗର ଥିଲା। ସେ ମାଯାେବର ପୂର୍ବ ରାଜା ବିପକ୍ଷ ରେ ୟୁଦ୍ଧ କଲେ ଏବଂ ଅର୍ଣୋନ୍ ପର୍ୟ୍ଯନ୍ତ ଦେଶ ଅଧିକାର କଲେ।
27. ଏଥି ନିମନ୍ତେ କବିମାନେ କହନ୍ତି,
28. ହିଷ୍ ବୋନଠାରୁ ଅଗ୍ନି ନିର୍ଗତ ହାଇେଅଛି। ଏକ ଶିଖା ସୀହାନେ ନଗରକୁ ବାହାରିଲା। ସହେି ଅଗ୍ନି ମାୟୋବର ଆର ନଗରକୁ ଧ୍ବଂସ କଲା ଏବଂ ଅର୍ଣୋନର ପର୍ବତଗୁଡିକୁ ଧ୍ବଂସ କଲା।
29. ହେ ମାୟୋବ ତୁମ୍ଭେ ଦୁଃଖିତ ଅଟ। ତୁମ୍ଭେ କମାେଶର ଲୋକମାନଙ୍କୁ ହରାଇଛ। ତା'ର ପୁତ୍ରଗଣ ପଳାଯନ କରିଛନ୍ତି, ତା'ର କନ୍ଯାମାନେ ଇ ମାରେୀଯ ଶାସକ କର୍ତ୍ତା ରାଜା ସୀହାନେ ହସ୍ତ ରେ ବନ୍ଦୀ ହାଇେଛନ୍ତି।
30. ସମାନଙ୍କେର ଭବିଷ୍ଯତ୍ ବଂଶଧରଗଣ ହିଷ୍ ବୋନଠାରୁ ଦୀବୋନ ପର୍ୟ୍ଯନ୍ତ ଧ୍ବଂସ ହାଇେଛନ୍ତି। ଆମ୍ଭମାନେେ ସମାନଙ୍କେୁ ଶର ନିକ୍ଷପେ କରିଅଛୁ। ହିଷବୋନ୍ ଦୀବୋନ୍ ପର୍ୟ୍ଯନ୍ତ ହେଲା। ଆମ୍ଭମାନେେ ନୋଫହ ପର୍ୟ୍ଯନ୍ତ ଧ୍ବଂସ କଲୁ, ଯାହା ମଦବୋ ନିକଟରେ ଅଛି।
31. ଏହିରୂପେ ଇଶ୍ରାୟେଲ ଇ ମାରେୀଯମାନଙ୍କ ଦେଶ ରେ ବାସ କଲେ।
32. ମାଶାେ ୟା ସରେ ଅନୁସନ୍ଧାନ କରିବାପାଇଁ ତାଙ୍କର ଲୋକ ପଠାଇଲେ ଏବଂ ତାଙ୍କର ଲୋକମାନେ ତହିଁର ସମସ୍ତ େଛାଟ ନଗରଗୁଡିକୁ ଅକ୍ତିଆର କଲେ ଓ ସଠାେରେ ବାସ କରୁଥିବା ଇ ମାରେୀଯମାନଙ୍କୁ ତଡି ଦେଲେ।
ରାଜା ଏବଂ ପରାଜିତ
33.
34. ସଦାପ୍ରଭୁ ମାଶାଙ୍କେୁ କହିଲେ, ସେ ରାଜାକୁ ଭୟ କରନାହିଁ, କାରଣ ମୁଁ ତାହାକୁ, ତାହାର ସମସ୍ତ ଲୋକଙ୍କୁ ଓ ତାହାର ଦେଶକୁ ତୁମ୍ଭ ହସ୍ତ ରେ ସର୍ମପଣ କରିବି। ତୁମ୍ଭେ ହିଷବୋନବାସୀ ଇ ମାରେୀଯ ରାଜା ସୀହାନେ ପ୍ରତି ଯେପରି କରିଥିଲ, ତାହା ପ୍ରତି ସହେିପରି କରିବ।
35. ଏଣୁ କହେି ଅବଶିଷ୍ଟ ନ ରହିବା ପର୍ୟ୍ଯନ୍ତ ସମାନେେ ତାହାକୁ ଓ ତାହାର ପୁତ୍ରଗଣକୁ ଓ ତାହାର ସମସ୍ତ ଲୋକଙ୍କୁ ଆକ୍ରମଣ କଲେ ଏବଂ ସମାନେେ ତାହାର ରାଜ୍ଯ ଅଧିକାର କଲେ।