ଦ Daily ନିକ ଅଫର୍

1.

2. ଇଶ୍ରାୟେଲର ଲୋକମାନଙ୍କୁ ଆଜ୍ଞା ଦିଅ ଓ ସମାନଙ୍କେୁ କୁହ, ସମାନେେ ମାରେ ନବୈେଦ୍ଯ ମାରେ ଖାଦ୍ୟ ଠିକ୍ ସମୟରେ ସୁବାସିତ ଉପହାରରୂପେ ମାେ ନିକଟକୁ ଆଣିବେ।

3. ସମାନଙ୍କେୁ କୁହ, ସମାନେେ ନିମ୍ନ ରେ ଦର୍ଶାୟାଇଥିବା ଉପହାରଗୁଡିକ ସଦାପ୍ରଭୁଙ୍କ ନିକଟକୁ ଆଣିବେ। ନିତ୍ଯ ହାମେ ନିମନ୍ତେ ଏକ ବର୍ଷୀଯ ନିଖୁଣ ଦୁଇଟି ମଷେବତ୍ସ ଉତ୍ସର୍ଗ କରିବେ।

4. ପ୍ରାତଃକାଳ ରେ ଏକ ମଷେବତ୍ସ ଉତ୍ସର୍ଗ କରିବ ଓ ସନ୍ଧ୍ଯା କାଳ ରେ ଏକ ମଷେବତ୍ସ ଉତ୍ସର୍ଗ କରିବ।

5. ଶସ୍ଯ ନବୈେଦ୍ଯ ନିମନ୍ତେ ଏକ ଅର୍ଦ୍ଧ ହିନର ପଷୋ ତୈଳ ମିଶ୍ରିତ ଅର୍ଦ୍ଧ ହିନର ସରୁ ମଇଦା ଦବେ।

6. ଏହା ନିତ୍ଯ ହାମବେଳି, ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ସୁବାସିତ ନବୈେଦ୍ଯ ସୀନଯ ପର୍ବତ ରେ ନିରୂପିତ ହାଇେଥିଲା।

7. ପୁଣି ତହିଁର ଏକ ମଷେବତ୍ସ ନିମନ୍ତେ ଏକ ହିନର ଚତୁର୍ଥାଂଶ ପଯେ ନବୈେଦ୍ଯ ଦବେ। ତୁମ୍ଭେ ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ପବିତ୍ର ପଯେ ନବୈେଦ୍ଯରୂପେ ଦ୍ରାକ୍ଷାରସ ଢାଳିବ।

8. ଆଉ ତୁମ୍ଭେ ଅନ୍ୟ ମଷେବତ୍ସକୁ ସନ୍ଧ୍ଯା ବେଳେ ଉତ୍ସର୍ଗ କରିବ। ଯେପରି ପ୍ରାତଃକାଳ ରେ ଶସ୍ଯ ନବୈେଦ୍ଯ ଓ ପଯେ ନବୈେଦ୍ଯ ଉତ୍ସର୍ଗ କରିବ, ସହେିପରି ତୁମ୍ଭେ ସଦାପ୍ରଭୁଙ୍କୁ ଏକ ସୁବାସିତ ଉପହାର ରୂପେ ଉତ୍ସର୍ଗ କରିବ।

ବିଶ୍ରାମବାର ଉତ୍ସର୍ଗ

9.

10. ଏହି ହାମବେଳି, ନିତ୍ଯ ହାମବେଳି, ପଯେ ନବୈେଦ୍ଯ ସହିତ ପ୍ରତି ବିଶ୍ରାମବାର ରେ ଉତ୍ସର୍ଗ କରିବ।

ମାସିକ ଅଫର୍

11. ଆଉ ପ୍ରତିମାସର ପ୍ରଥମ ଦିନ ରେ ତୁମ୍ଭମାନେେ ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ହୋମ ନିମନ୍ତେ ଦୁଇଟି ଷଣ୍ତ,ଏକ ଅଣ୍ତିରା ମଷେ ଓ ଏକବର୍ଷୀଯ ସାତଟି ମଷେଶାବକ ବିଶଷେ ହାମବେଳି ରୂପେ ଉତ୍ସର୍ଗ କରିବ। ଏମାନେ ସମସ୍ତେ ନିଖୁଣ ହାଇେ ଥିବେ।

12. ପୁଣି ପ୍ରେତ୍ୟକକ ଷଣ୍ତ ନିମନ୍ତେ ଏକ ଐଫାର ତିନି ଦଶମାଂଶ ତୈଳ ମିଶ୍ରିତ ସରୁ ମଇଦାର ଭକ୍ଷ୍ଯ ନବୈେଦ୍ଯ; ଆଉ ଏକ ମଷେ ନିମନ୍ତେ ଦୁଇ ଦଶମାଂଶ ତୈଳ ମିଶ୍ରିତ ସରୁ ମଇଦାର ଭକ୍ଷ୍ଯ ନବୈେଦ୍ଯ;

13. ପୁଣି ପ୍ରେତ୍ୟକକ ମଷେଶାବକ ନିମନ୍ତେ ଏକ ଐଫାର ଦଶମାଂଶ ତୈଳ ମିଶ୍ରିତ ସରୁ ମଇଦାର ଭକ୍ଷ୍ଯ ନବୈେଦ୍ଯ ଦବେ। ତହିଁରେ ସଦାପ୍ରଭୁଙ୍କୁ ତାହା ଏକ ସୁବାସିତ ଉପହାରରୁପେ ଉତ୍ସର୍ଗ କରିବ।

14. ଆଉ ଏକ ଷଣ୍ତ ନିମନ୍ତେ ଏକ ହିନର ଅର୍ଦ୍ଧକେ, ଏକ ମଷେ ନିମନ୍ତେ ଏକ ହିନର ତୃତୀଯାଂଶ ଓ ଏକ ମଷେବତ୍ସ ନିମନ୍ତେ ହିନର ଏକ ଚତୁର୍ଥାଂଶ ଦ୍ରାକ୍ଷାରସ ପଯେ ନବୈେଦ୍ଯ ହବେ; ଏହା ବର୍ଷର ପ୍ରତିମାସର ଅମାବାସ୍ଯା ରେ ମାସିକ ହାମବେଳି ହବେ।

15. ହାମବେଳି ଓ ପଯେ ନବୈେଦ୍ଯ ଛଡା, ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ପାପାର୍ଥକ ବଳିରୂପେ ଏକ ଅଣ୍ତିରା ଛଳେି ଉତ୍ସର୍ଗ କରାୟିବ।

ନିସ୍ତାରପର୍ବରେ ଅର୍ପଣ

16.

17. ପୁଣି ସହେି ମାସର ପଞ୍ଚଦଶ ଦିବସ ରେ ଉତ୍ସବ ହବୋ ଉଚିତ୍; ଏହା ସାତଦିନ ୟାଏ ପାଳିତ ହବୋ ଉଚିତ୍ ଓ ଏହି ସାତଦିନ ତୁମ୍ଭମାନେେ ତାଡୀଶୂନ୍ଯ ରୋଟୀ ଭୋଜନ କରିବା ଉଚିତ୍।

18. ପ୍ରଥମ ଦିନ ରେ ଏକ ପବିତ୍ର ସଭା ହବୋ ଉଚିତ୍। ସଦେିନ ତୁମ୍ଭେ ମାନେ କୌଣସି ପ୍ରକାର କାର୍ୟ୍ଯ କରବା ଉଚିତ୍ ନୁହଁ।

19. ମାତ୍ର ସଦାପ୍ରଭୁଙ୍କୁ ଉପହାର ଓ ହାମବେଳି ରୂପେ ଦୁଇଟି ଷଣ୍ତ ଗୋଟିଏ ଅଣ୍ତିରା ମଷେ ଓ ସାତାଟେି ଏକ ବର୍ଷିଯ ମଷେଶାବକ ଉତ୍ସର୍ଗ କରିବା ଉଚିତ୍। ଏହିସବୁ ପଶୁଗୁଡିକ ଖୁଣ ନଥିବ।

20. ଗୋଟିଏ ଗୋବତ୍ସ ପାଇଁ ଦେଢ ହିନ ପ୍ରେତ୍ୟକକ ଅଣ୍ତିରା ମଷେ ପାଇଁ ଏକ ହିନ ଏବଂ ପ୍ରେତ୍ୟକକ ମଷେଶାବକ

21. ପାଇଁ ଅର୍ଦ୍ଧ ହିନ ହିସାବ ରେ ତୈଳାକ୍ତ ସରୁ ମଇଦା ଶସ୍ଯ ନବୈେଦ୍ଯ ରୂପେ ଉତ୍ସର୍ଗ କରିବା ଉଚିତ୍।

22. ତୁମ୍ଭ ପାଇଁ ପ୍ରାଯଶ୍ଚିତ କରିବାକୁ ପାପାର୍ଥକ ନବୈେଦ୍ଯ ରୂପେ ଏକ ଛାଗ ଉତ୍ସର୍ଗ କରିବା ଉଚିତ୍।

23. ତୁମ୍ଭମାନେେ ପ୍ରତ୍ଯହ ପ୍ରାତଃକାଳୀନ ହାମବେଳି ଛଡା ଏ ସମସ୍ତ ଉତ୍ସର୍ଗ କରିବ।

24. ଏହି ବିଧି ଅନୁସାରେ ତୁମ୍ଭମାନେେ ସାତଦିନ ୟାଏ ପ୍ରତିଦିନ ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ଭକ୍ଷ୍ଯରୂପେ ସୁବାସିତ ନବୈେଦ୍ଯ ଉପହାର ଉତ୍ସର୍ଗ କରବା ଉଚିତ୍। ଏହା ନିତ୍ଯ ହାମବେଳି ଓ ତହିଁର ପଯେ ନବୈେଦ୍ଯ ଛଡା ତାହା ଉତ୍ସର୍ଗୀତ ହବେ।

25. ତା'ପରେ ସପ୍ତମ ଦିନ ରେ ତୁମ୍ଭମାନଙ୍କର ପୁଣି ଏକ ପବିତ୍ର ସଭା ହବେ ଓ ସଦେିନ ତୁମ୍ଭମାନେେ କୌଣସି କାର୍ୟ୍ଯ କରିବା ଉଚିତ୍ ନୁହଁ।

ସପ୍ତାହ ପର୍ବରେ ଅଫର୍

26.

27. ମାତ୍ର ତୁମ୍ଭମାନେେ ସଦାପ୍ରଭୁଙ୍କୁ ସୁବାସିତ ଉପହାର ରୂପେ ଦୁଇଟି ଷଣ୍ତ, ଗୋଟିଏ ଅଣ୍ତିରା ମଷେ ଓ ସାତାଟେି ମଷେଶାବକକୁ ହାମବେଳି ରୂପେ ଉତ୍ସର୍ଗ କରିବା ଉଚିତ୍।

28. ପୁଣି ଏକ ଗୋବତ୍ସ ନିମନ୍ତେ ତିନି ଦଶମାଂଶ ଓ ଏକ ମଷେ ନିମନ୍ତେ ଦୁଇ ଦଶମାଂଶ ଐଫା ତୈଳ ମିଶ୍ରିତ ସରୁ ମଇଦା ଭକ୍ଷ୍ଯ ନବୈେଦ୍ଯ,

29. ପୁଣି ସାତ ମଷେବତ୍ସ ମଧ୍ଯରୁ ପ୍ରତି ମଷେବତ୍ସ ନିମନ୍ତେ ଏକ ଦଶମାଂଶ ଐଫା ତୈଳମିଶ୍ରିତ ସରୁ ମଇଦାର ଭକ୍ଷ୍ଯ ନବୈେଦ୍ଯ;

30. ଆଉ ତୁମ୍ଭମାନଙ୍କ ପ୍ରାଯଶ୍ଚିତ କରଣାର୍େଥ ଏକ ଛାଗ ଉତ୍ସର୍ଗ କରିବ;

31. ତୁମ୍ଭମାନେେ ପ୍ରତିଦିନର ହାମବେଳି, ତହିଁର ଭକ୍ଷ୍ଯ ନବୈେଦ୍ଯ ସମାନଙ୍କେର ସମସ୍ତ ଓ ତହିଁର ପଯେ ନବୈେଦ୍ଯ ଉତ୍ସର୍ଗ କରିବ। ଏହି ପଶୁଗୁଡିକ ନିଖୁଣ ହବୋ ଉଚିତ୍।

Bibles

Books

Chapters