ନେତାଙ୍କ ଅଫର୍

1. ଅନନ୍ତର ଯେଉଁ ଦିନ ମାଶାେ ପବିତ୍ର ତମ୍ବୁର କାର୍ୟ୍ଯ ଶଷେ କଲେ, ସେ ତୈଳ ଦଇେ ଏହାକୁ ଅଭିଷିକ୍ତ କଲେ ଏବଂ ୟଜ୍ଞବଦେୀ ଏବଂ ତାହାର ସମସ୍ତ ପାତ୍ର ଏବଂ ୟଜ୍ଞବଦେୀ ଏବଂ ତାହାର ସମସ୍ତ ପାତ୍ର ପବିତ୍ର କଲେ।

2. ସହେିଦିନ ଇଶ୍ରାୟେଲ ଅଧିପତିଗଣ ସଦାପ୍ରଭୁଙ୍କୁ ସମାନଙ୍କେ ପରିବାରବର୍ଗର ପ୍ରଧାନଗଣ ନବୈେଦ୍ଯ ଦାନ କଲେ; ଏମାନେ ବଂଶ ସମୂହର ଅଧିପତି ଥିଲେ। ପରିବାରବର୍ଗର ଯେଉଁମାନେ ଲୋକମାନଙ୍କର ଗଣନା କରିବାର ଦାଯିତ୍ବ ରେ ଥିଲେ।

3. ସମାନେେ ପବିତ୍ର ତମ୍ବୁ ନିମନ୍ତେ ଛଅ ଗୋଟି ଆଚ୍ଛାଦିତ ଶଗଡ ଓ ବାରଟି ଗାଈ ଆଣିଲେ। ପ୍ରେତ୍ୟକକ ନତେୃବର୍ଗ ଗୋଟିଏ ଗାଈ ଆଣିଲେ ଏବଂ ଦୁଇଜଣ ନତେୃବର୍ଗ ଏକାଠି ହେଲେ ଏବଂ ଗୋଟିଏ ଶଗଡ ଆଣିଲେ।

4. ତହୁଁ ସଦାପ୍ରଭୁ ମାଶାଙ୍କେୁ କହିଲେ,

5. ସମାନେେ ଯାହା ଆଣିଛନ୍ତି ଗ୍ରହଣ କର, ସମାଗମ ତମ୍ବୁର ସବୋ ନିମନ୍ତେ ଅଛନ୍ତି। ଏହା ଲବେୀୟମାନଙ୍କୁ ଦିଅ ସମାନଙ୍କେର କାର୍ୟ୍ଯ ଅନୁସାରେ।

6. ତେଣୁ ମାଶାେ ସହେି ଶଗଡ ଗୋରୁ ନଇେ ଲବେୀୟମାନଙ୍କୁ ଦେଲେ।

7. ଗେର୍ଶୋନୀଯ ସନ୍ତାନଗଣକୁ ସମାନଙ୍କେ ସବୋ ଅନୁସାରେ ସେ ଦୁଇ ଶଗଡ ଓ ଚାରି ଗୋରୁ ଦେଲେ।

8. ହାରୋଣ ଯାଜକର ପୁତ୍ର ସମାନଙ୍କେର କାର୍ୟ୍ଯ ଅନୁସାରେ, ମରାରି ସନ୍ତାନଗଣକୁ ସମାନଙ୍କେ ସବୋ ଅନୁସାରେ ସେ ଚାରି ଶଗଡ ଓ ଆଠଟି ଗାଈ ଦେଲେ।

9. ମାତ୍ର ସେ କହାତ ସନ୍ତାନଗଣଙ୍କୁ କିଛି ଦେଲେ ନାହିଁ, କାରଣ ସମାନଙ୍କେର ପବିତ୍ର କାର୍ୟ୍ଯ ଥିଲା କାନ୍ଧ ରେ ଜିନିଷ ବହନ କରିବା।

10. ଅଧିପତି ଗଣ ମଧ୍ଯ ଦାନ କଲେ, ଯେତବେେଳେ ମାଶାେ ୟଜ୍ଞବଦେୀ ଉତ୍ସର୍ଗ କଲେ ଅର୍ଥାତ୍ ସହେି ଅଧିପତିଗଣ ବଦେି ସମ୍ମୁଖ ରେ ଆପଣା ଆପଣା ଉପହାର ଉତ୍ସର୍ଗ କଲେ।

11. ପୁଣି ସଦାପ୍ରଭୁ ମାଶାଙ୍କେୁ କହିଲେ, ପ୍ରେତ୍ୟକକ ଅଧିପତି ଆପଣା ଆପଣା ଦିନ ରେ ବଦେିର ପ୍ରତିଷ୍ଠା ନିମନ୍ତେ ଉପହାର ଉତ୍ସର୍ଗ କରିବେ।

12. ପ୍ରଥମ ଦିନରେ ଯିହୁଦା ପରିବାରବର୍ଗର ଅଧିପତି ଅମ୍ମୀନାଦବର ପୁତ୍ର ନହଶୋନ ତାଙ୍କର ଉପହାର ଉତ୍ସର୍ଗ କଲା।

13. ପ୍ରତି ଅଧିପତି 130 ଶେକଲ ଓଜନ ବିଶିଷ୍ଟ ରୌପ୍ୟ ଏବଂ ସତୁରି ଶେକଲ ଓଜନ ବିଶିଷ୍ଟ ଗିନା ଅଧିକାରୀମାନଙ୍କର ମାପ ଅନୁସାରେ ଦେଲେ।

14. ପ୍ରତ୍ୟେକ ପାତ୍ର ଏବଂ ପ୍ରତ୍ୟେକ ଗିନା ତୈଳମିଶ୍ରିତ ସରୁ ମଇଦାରେ ପୂର୍ଣ୍ଣ ଥିଲା।

15. ଏଗୁଡ଼ିକ ଭକ୍ଷ୍ୟ ନୈବେଦ୍ୟ ଥିଲା।

16. ପ୍ରତ୍ୟେକ ଅଧିପତି ଦଶ ଶେକଲ ଓଜନର ସୁନା ଗ୍ଭମଚ ଅଗରୁ ପୂର୍ଣ୍ଣ କରି ଆଣିଲେ।

17. ପ୍ରତ୍ୟେକ ଅଧିପତି ପାପ ପାଇଁ ଗୋଟିଏ ଛାଗ ଉତ୍ସର୍ଗ କଲେ, ପ୍ରତ୍ୟେକ ଅଧିପତି ଶାନ୍ତି ବଳରୂପେ ଦୁଇଟି ଗୋରୁ, ପାଞ୍ଚ ମେଷ, ପାଞ୍ଚ ଛାଗ ଓ ଏକବର୍ଷୀୟ ପାଞ୍ଚ ମେଷବତ୍ସ ଉତ୍ସର୍ଗ କଲେ।

18. ଦ୍ୱିତୀୟ ଦିନ ଇଷାଖରର ଅଧିପତି ସୂୟାରର ପୁତ୍ର ନଥନେଲ ଆପଣା ଉପହାର ଉତ୍ସର୍ଗ କଲା।

19. ପ୍ରତି ଅଧିପତି 130 ଶେକଲ ଓଜନ ବିଶିଷ୍ଟ ରୌପ୍ୟ ଏବଂ ସତୁରି ଶେକଲ ଓଜନ ବିଶିଷ୍ଟ ଗିନା ଅଧିକାରୀମାନଙ୍କର ମାପ ଅନୁସାରେ ଦେଲେ।

20. ପ୍ରତ୍ୟେକ ପାତ୍ର ଏବଂ ପ୍ରତ୍ୟେକ ଗିନା ତୈଳମିଶ୍ରିତ ସରୁ ମଇଦାରେ ପୂର୍ଣ୍ଣ ଥିଲା।

21. ଏଗୁଡ଼ିକ ଭକ୍ଷ୍ୟ ନୈବେଦ୍ୟ ଥିଲା।

22. ପ୍ରତ୍ୟେକ ଅଧିପତି ଦଶ ଶେକଲ ଓଜନର ସୁନା ଗ୍ଭମଚ ଅଗରୁ ପୂର୍ଣ୍ଣ କରି ଆଣିଲେ।

23. ପ୍ରତ୍ୟେକ ଅଧିପତି ପାପ ପାଇଁ ଗୋଟିଏ ଛାଗ ଉତ୍ସର୍ଗ କଲେ, ପ୍ରତ୍ୟେକ ଅଧିପତି ଶାନ୍ତି ବଳରୂପେ ଦୁଇଟି ଗୋରୁ, ପାଞ୍ଚ ମେଷ, ପାଞ୍ଚ ଛାଗ ଓ ଏକବର୍ଷୀୟ ପାଞ୍ଚ ମେଷବତ୍ସ ଉତ୍ସର୍ଗ କଲେ।

24. ତୃତୀୟ ଦିନ ସବୂଲୂନ ସନ୍ତାନଗଣର ଅଧିପତି ହେଲୋନର ପୁତ୍ର ଇଲୀୟାବ ଆପଣା ଉପହାର ଆଣିଲା।

25. ପ୍ରତି ଅଧିପତି 130 ଶେକଲ ଓଜନ ବିଶିଷ୍ଟ ରୌପ୍ୟ ଏବଂ ସତୁରି ଶେକଲ ଓଜନ ବିଶିଷ୍ଟ ଗିନା ଅଧିକାରୀମାନଙ୍କର ମାପ ଅନୁସାରେ ଦେଲେ।

26. ପ୍ରତ୍ୟେକ ପାତ୍ର ଏବଂ ପ୍ରତ୍ୟେକ ଗିନା ତୈଳମିଶ୍ରିତ ସରୁ ମଇଦାରେ ପୂର୍ଣ୍ଣ ଥିଲା।

27. ଏଗୁଡ଼ିକ ଭକ୍ଷ୍ୟ ନୈବେଦ୍ୟ ଥିଲା।

28. ପ୍ରତ୍ୟେକ ଅଧିପତି ଦଶ ଶେକଲ ଓଜନର ସୁନା ଗ୍ଭମଚ ଅଗରୁ ପୂର୍ଣ୍ଣ କରି ଆଣିଲେ।

29. ପ୍ରତ୍ୟେକ ଅଧିପତି ପାପ ପାଇଁ ଗୋଟିଏ ଛାଗ ଉତ୍ସର୍ଗ କଲେ, ପ୍ରତ୍ୟେକ ଅଧିପତି ଶାନ୍ତି ବଳରୂପେ ଦୁଇଟି ଗୋରୁ, ପାଞ୍ଚ ମେଷ, ପାଞ୍ଚ ଛାଗ ଓ ଏକବର୍ଷୀୟ ପାଞ୍ଚ ମେଷବତ୍ସ ଉତ୍ସର୍ଗ କଲେ।

30. ଚତୁର୍ଥ ଦିନ ରୁବେନ୍ ସନ୍ତାନଗଣର ଅଧିପତି ଶଦେୟରର ପୁତ୍ର ଇଲୀଷୂର ଆପଣା ଉପହାର ଉତ୍ସର୍ଗ କଲା।

31. ପ୍ରତି ଅଧିପତି 130 ଶେକଲ ଓଜନ ବିଶିଷ୍ଟ ରୌପ୍ୟ ଏବଂ ସତୁରି ଶେକଲ ଓଜନ ବିଶିଷ୍ଟ ଗିନା ଅଧିକାରୀମାନଙ୍କର ମାପ ଅନୁସାରେ ଦେଲେ।

32. ପ୍ରତ୍ୟେକ ପାତ୍ର ଏବଂ ପ୍ରତ୍ୟେକ ଗିନା ତୈଳମିଶ୍ରିତ ସରୁ ମଇଦାରେ ପୂର୍ଣ୍ଣ ଥିଲା।

33. ଏଗୁଡ଼ିକ ଭକ୍ଷ୍ୟ ନୈବେଦ୍ୟ ଥିଲା।

34. ପ୍ରତ୍ୟେକ ଅଧିପତି ଦଶ ଶେକଲ ଓଜନର ସୁନା ଗ୍ଭମଚ ଅଗରୁ ପୂର୍ଣ୍ଣ କରି ଆଣିଲେ।

35. ପ୍ରତ୍ୟେକ ଅଧିପତି ପାପ ପାଇଁ ଗୋଟିଏ ଛାଗ ଉତ୍ସର୍ଗ କଲେ, ପ୍ରତ୍ୟେକ ଅଧିପତି ଶାନ୍ତି ବଳରୂପେ ଦୁଇଟି ଗୋରୁ, ପାଞ୍ଚ ମେଷ, ପାଞ୍ଚ ଛାଗ ଓ ଏକବର୍ଷୀୟ ପାଞ୍ଚ ମେଷବତ୍ସ ଉତ୍ସର୍ଗ କଲେ।

36. ପଞ୍ଚମ ଦିନ ଶିମିୟୋନ ସନ୍ତାନଗଣର ଅଧିପତି ସୂରୀଶଦ୍ଦୟର ପୁତ୍ର ସଲୁମୀୟେଲ ତାହାର ଉପହାର ଦେଲେ।

37. ପ୍ରତି ଅଧିପତି 130 ଶେକଲ ଓଜନ ବିଶିଷ୍ଟ ରୌପ୍ୟ ଏବଂ ସତୁରି ଶେକଲ ଓଜନ ବିଶିଷ୍ଟ ଗିନା ଅଧିକାରୀମାନଙ୍କର ମାପ ଅନୁସାରେ ଦେଲେ।

38. ପ୍ରତ୍ୟେକ ପାତ୍ର ଏବଂ ପ୍ରତ୍ୟେକ ଗିନା ତୈଳମିଶ୍ରିତ ସରୁ ମଇଦାରେ ପୂର୍ଣ୍ଣ ଥିଲା।

39. ଏଗୁଡ଼ିକ ଭକ୍ଷ୍ୟ ନୈବେଦ୍ୟ ଥିଲା।

40. ପ୍ରତ୍ୟେକ ଅଧିପତି ଦଶ ଶେକଲ ଓଜନର ସୁନା ଗ୍ଭମଚ ଅଗରୁ ପୂର୍ଣ୍ଣ କରି ଆଣିଲେ।

41. ପ୍ରତ୍ୟେକ ଅଧିପତି ପାପ ପାଇଁ ଗୋଟିଏ ଛାଗ ଉତ୍ସର୍ଗ କଲେ, ପ୍ରତ୍ୟେକ ଅଧିପତି ଶାନ୍ତି ବଳରୂପେ ଦୁଇଟି ଗୋରୁ, ପାଞ୍ଚ ମେଷ, ପାଞ୍ଚ ଛାଗ ଓ ଏକବର୍ଷୀୟ ପାଞ୍ଚ ମେଷବତ୍ସ ଉତ୍ସର୍ଗ କଲେ।

42. ଷଷ୍ଠ ଦିନ ଗାଦ୍ ସନ୍ତାନଗଣର ଅଧିପତି ଦ୍ୟୂୟେଲର ପୁତ୍ର ଇଲୀୟାସଫ ନିଜ ଉପହାର ଉତ୍ସର୍ଗ କଲା।

43. ପ୍ରତି ଅଧିପତି 130 ଶେକଲ ଓଜନ ବିଶିଷ୍ଟ ରୌପ୍ୟ ଏବଂ ସତୁରି ଶେକଲ ଓଜନ ବିଶିଷ୍ଟ ଗିନା ଅଧିକାରୀମାନଙ୍କର ମାପ ଅନୁସାରେ ଦେଲେ।

44. ପ୍ରତ୍ୟେକ ପାତ୍ର ଏବଂ ପ୍ରତ୍ୟେକ ଗିନା ତୈଳମିଶ୍ରିତ ସରୁ ମଇଦାରେ ପୂର୍ଣ୍ଣ ଥିଲା।

45. ଏଗୁଡ଼ିକ ଭକ୍ଷ୍ୟ ନୈବେଦ୍ୟ ଥିଲା।

46. ପ୍ରତ୍ୟେକ ଅଧିପତି ଦଶ ଶେକଲ ଓଜନର ସୁନା ଗ୍ଭମଚ ଅଗରୁ ପୂର୍ଣ୍ଣ କରି ଆଣିଲେ।

47. ପ୍ରତ୍ୟେକ ଅଧିପତି ପାପ ପାଇଁ ଗୋଟିଏ ଛାଗ ଉତ୍ସର୍ଗ କଲେ, ପ୍ରତ୍ୟେକ ଅଧିପତି ଶାନ୍ତି ବଳରୂପେ ଦୁଇଟି ଗୋରୁ, ପାଞ୍ଚ ମେଷ, ପାଞ୍ଚ ଛାଗ ଓ ଏକବର୍ଷୀୟ ପାଞ୍ଚ ମେଷବତ୍ସ ଉତ୍ସର୍ଗ କଲେ।

48. ସପ୍ତମ ଦିନ ଇଫ୍ରୟିମ ଲୋକଗଣର ଅଧିପତି ଅମ୍ମୀହୁଦର ପୁତ୍ର ଇଲୀଶାମା ଆପଣା ଉପହାର ଆଣିଲା।

49. ପ୍ରତି ଅଧିପତି 130 ଶେକଲ ଓଜନ ବିଶିଷ୍ଟ ରୌପ୍ୟ ଏବଂ ସତୁରି ଶେକଲ ଓଜନ ବିଶିଷ୍ଟ ଗିନା ଅଧିକାରୀମାନଙ୍କର ମାପ ଅନୁସାରେ ଦେଲେ।

50. ପ୍ରତ୍ୟେକ ପାତ୍ର ଏବଂ ପ୍ରତ୍ୟେକ ଗିନା ତୈଳମିଶ୍ରିତ ସରୁ ମଇଦାରେ ପୂର୍ଣ୍ଣ ଥିଲା।

51. ଏଗୁଡ଼ିକ ଭକ୍ଷ୍ୟ ନୈବେଦ୍ୟ ଥିଲା।

52. ପ୍ରତ୍ୟେକ ଅଧିପତି ଦଶ ଶେକଲ ଓଜନର ସୁନା ଗ୍ଭମଚ ଅଗରୁ ପୂର୍ଣ୍ଣ କରି ଆଣିଲେ।

53. ପ୍ରତ୍ୟେକ ଅଧିପତି ପାପ ପାଇଁ ଗୋଟିଏ ଛାଗ ଉତ୍ସର୍ଗ କଲେ, ପ୍ରତ୍ୟେକ ଅଧିପତି ଶାନ୍ତି ବଳରୂପେ ଦୁଇଟି ଗୋରୁ, ପାଞ୍ଚ ମେଷ, ପାଞ୍ଚ ଛାଗ ଓ ଏକବର୍ଷୀୟ ପାଞ୍ଚ ମେଷବତ୍ସ ଉତ୍ସର୍ଗ କଲେ।

54. ଅଷ୍ଠମ ଦିନରେ ଗମଲିୟେଲ ପଦାହସୂରର ପୁତ୍ର, ତାହାର ଉପହାର ଆଣିଲା।

55. ପ୍ରତି ଅଧିପତି 130 ଶେକଲ ଓଜନ ବିଶିଷ୍ଟ ରୌପ୍ୟ ଏବଂ ସତୁରି ଶେକଲ ଓଜନ ବିଶିଷ୍ଟ ଗିନା ଅଧିକାରୀମାନଙ୍କର ମାପ ଅନୁସାରେ ଦେଲେ।

56. ପ୍ରତ୍ୟେକ ପାତ୍ର ଏବଂ ପ୍ରତ୍ୟେକ ଗିନା ତୈଳମିଶ୍ରିତ ସରୁ ମଇଦାରେ ପୂର୍ଣ୍ଣ ଥିଲା।

57. ଏଗୁଡ଼ିକ ଭକ୍ଷ୍ୟ ନୈବେଦ୍ୟ ଥିଲା।

58. ପ୍ରତ୍ୟେକ ଅଧିପତି ଦଶ ଶେକଲ ଓଜନର ସୁନା ଗ୍ଭମଚ ଅଗରୁ ପୂର୍ଣ୍ଣ କରି ଆଣିଲେ।

59. ପ୍ରତ୍ୟେକ ଅଧିପତି ପାପ ପାଇଁ ଗୋଟିଏ ଛାଗ ଉତ୍ସର୍ଗ କଲେ, ପ୍ରତ୍ୟେକ ଅଧିପତି ଶାନ୍ତି ବଳରୂପେ ଦୁଇଟି ଗୋରୁ, ପାଞ୍ଚ ମେଷ, ପାଞ୍ଚ ଛାଗ ଓ ଏକବର୍ଷୀୟ ପାଞ୍ଚ ମେଷବତ୍ସ ଉତ୍ସର୍ଗ କଲେ।

60. ନବମ ଦିନ ବିନ୍ୟାମୀନ ସନ୍ତାନଗଣର ଅଧିପତି ଗିଦିୟୋନର ପୁତ୍ର ଅବୀଦାନ ଉପହାର ଆଣିଲା।

61. ପ୍ରତି ଅଧିପତି 130 ଶେକଲ ଓଜନ ବିଶିଷ୍ଟ ରୌପ୍ୟ ଏବଂ ସତୁରି ଶେକଲ ଓଜନ ବିଶିଷ୍ଟ ଗିନା ଅଧିକାରୀମାନଙ୍କର ମାପ ଅନୁସାରେ ଦେଲେ।

62. ପ୍ରତ୍ୟେକ ପାତ୍ର ଏବଂ ପ୍ରତ୍ୟେକ ଗିନା ତୈଳମିଶ୍ରିତ ସରୁ ମଇଦାରେ ପୂର୍ଣ୍ଣ ଥିଲା।

63. ଏଗୁଡ଼ିକ ଭକ୍ଷ୍ୟ ନୈବେଦ୍ୟ ଥିଲା।

64. ପ୍ରତ୍ୟେକ ଅଧିପତି ଦଶ ଶେକଲ ଓଜନର ସୁନା ଗ୍ଭମଚ ଅଗରୁ ପୂର୍ଣ୍ଣ କରି ଆଣିଲେ।

65. ପ୍ରତ୍ୟେକ ଅଧିପତି ପାପ ପାଇଁ ଗୋଟିଏ ଛାଗ ଉତ୍ସର୍ଗ କଲେ, ପ୍ରତ୍ୟେକ ଅଧିପତି ଶାନ୍ତି ବଳରୂପେ ଦୁଇଟି ଗୋରୁ, ପାଞ୍ଚ ମେଷ, ପାଞ୍ଚ ଛାଗ ଓ ଏକବର୍ଷୀୟ ପାଞ୍ଚ ମେଷବତ୍ସ ଉତ୍ସର୍ଗ କଲେ।

66. ଦଶମ ଦିନ ଦାନ ସନ୍ତାନଗଣର ଅଧିପତି ଅମ୍ମୀଶଦ୍ଦୟର ପୁତ୍ର ଅହୀୟେଷର ଆପଣା ଉପହାର ଆଣିଲା।

67. ପ୍ରତି ଅଧିପତି 130 ଶେକଲ ଓଜନ ବିଶିଷ୍ଟ ରୌପ୍ୟ ଏବଂ ସତୁରି ଶେକଲ ଓଜନ ବିଶିଷ୍ଟ ଗିନା ଅଧିକାରୀମାନଙ୍କର ମାପ ଅନୁସାରେ ଦେଲେ।

68. ପ୍ରତ୍ୟେକ ପାତ୍ର ଏବଂ ପ୍ରତ୍ୟେକ ଗିନା ତୈଳମିଶ୍ରିତ ସରୁ ମଇଦାରେ ପୂର୍ଣ୍ଣ ଥିଲା।

69. ଏଗୁଡ଼ିକ ଭକ୍ଷ୍ୟ ନୈବେଦ୍ୟ ଥିଲା।

70. ପ୍ରତ୍ୟେକ ଅଧିପତି ଦଶ ଶେକଲ ଓଜନର ସୁନା ଗ୍ଭମଚ ଅଗରୁ ପୂର୍ଣ୍ଣ କରି ଆଣିଲେ।

71. ପ୍ରତ୍ୟେକ ଅଧିପତି ପାପ ପାଇଁ ଗୋଟିଏ ଛାଗ ଉତ୍ସର୍ଗ କଲେ, ପ୍ରତ୍ୟେକ ଅଧିପତି ଶାନ୍ତି ବଳରୂପେ ଦୁଇଟି ଗୋରୁ, ପାଞ୍ଚ ମେଷ, ପାଞ୍ଚ ଛାଗ ଓ ଏକବର୍ଷୀୟ ପାଞ୍ଚ ମେଷବତ୍ସ ଉତ୍ସର୍ଗ କଲେ।

72. ଏକାଦଶ ଦିନ ଆଶେର ସନ୍ତାନଗଣର ଅଧିପତି ଅକ୍ରଣର ପୁତ୍ର ପଗୀୟେଲ ନିଜ ଉପହାର ଉତ୍ସର୍ଗ କଲା।

73. ପ୍ରତି ଅଧିପତି 130 ଶେକଲ ଓଜନ ବିଶିଷ୍ଟ ରୌପ୍ୟ ଏବଂ ସତୁରି ଶେକଲ ଓଜନ ବିଶିଷ୍ଟ ଗିନା ଅଧିକାରୀମାନଙ୍କର ମାପ ଅନୁସାରେ ଦେଲେ।

74. ପ୍ରତ୍ୟେକ ପାତ୍ର ଏବଂ ପ୍ରତ୍ୟେକ ଗିନା ତୈଳମିଶ୍ରିତ ସରୁ ମଇଦାରେ ପୂର୍ଣ୍ଣ ଥିଲା।

75. ଏଗୁଡ଼ିକ ଭକ୍ଷ୍ୟ ନୈବେଦ୍ୟ ଥିଲା।

76. ପ୍ରତ୍ୟେକ ଅଧିପତି ଦଶ ଶେକଲ ଓଜନର ସୁନା ଗ୍ଭମଚ ଅଗରୁ ପୂର୍ଣ୍ଣ କରି ଆଣିଲେ।

77. ପ୍ରତ୍ୟେକ ଅଧିପତି ପାପ ପାଇଁ ଗୋଟିଏ ଛାଗ ଉତ୍ସର୍ଗ କଲେ, ପ୍ରତ୍ୟେକ ଅଧିପତି ଶାନ୍ତି ବଳରୂପେ ଦୁଇଟି ଗୋରୁ, ପାଞ୍ଚ ମେଷ, ପାଞ୍ଚ ଛାଗ ଓ ଏକବର୍ଷୀୟ ପାଞ୍ଚ ମେଷବତ୍ସ ଉତ୍ସର୍ଗ କଲେ।

78. ଦ୍ୱାଦଶ ଦିନ ନପ୍ତାଲି ସନ୍ତାନଗଣର ଅଧିପତି ଐନନର ପୁତ୍ର ଅହୀର ନିଜ ଉପହାର ଆଣିଲା।

79. ପ୍ରତି ଅଧିପତି 130 ଶେକଲ ଓଜନ ବିଶିଷ୍ଟ ରୌପ୍ୟ ଏବଂ ସତୁରି ଶେକଲ ଓଜନ ବିଶିଷ୍ଟ ଗିନା ଅଧିକାରୀମାନଙ୍କର ମାପ ଅନୁସାରେ ଦେଲେ।

80. ପ୍ରତ୍ୟେକ ପାତ୍ର ଏବଂ ପ୍ରତ୍ୟେକ ଗିନା ତୈଳମିଶ୍ରିତ ସରୁ ମଇଦାରେ ପୂର୍ଣ୍ଣ ଥିଲା।

81. ଏଗୁଡ଼ିକ ଭକ୍ଷ୍ୟ ନୈବେଦ୍ୟ ଥିଲା।

82. ପ୍ରତ୍ୟେକ ଅଧିପତି ଦଶ ଶେକଲ ଓଜନର ସୁନା ଗ୍ଭମଚ ଅଗରୁ ପୂର୍ଣ୍ଣ କରି ଆଣିଲେ।

83. ପ୍ରତ୍ୟେକ ଅଧିପତି ପାପ ପାଇଁ ଗୋଟିଏ ଛାଗ ଉତ୍ସର୍ଗ କଲେ, ପ୍ରତ୍ୟେକ ଅଧିପତି ଶାନ୍ତି ବଳରୂପେ ଦୁଇଟି ଗୋରୁ, ପାଞ୍ଚ ମେଷ, ପାଞ୍ଚ ଛାଗ ଓ ଏକବର୍ଷୀୟ ପାଞ୍ଚ ମେଷବତ୍ସ ଉତ୍ସର୍ଗ କଲେ।

84. ତହୁଁ ଏହିସବୁ ଦ୍ରବ୍ଯ ବଦେିର ଅଭିଷକେ ଦିନ, ଇଶ୍ରାୟେଲ ଅଧିପତିଗଣ ଦ୍ବାରା ଦତ୍ତ ହାଇେଥିଲା। ଯଥା:

85. ପ୍ରେତ୍ୟକକ ରୂପା ପାତ୍ର 130 ଶକେଲ ପ୍ରେତ୍ୟକକ ରୂପାଗିନା ସତୁରି ଶକେଲ ଏହି ସମସ୍ତ ପାତ୍ରର ରୂପା ପବିତ୍ର ସ୍ଥାନର ଅଧିକୃତ ମାପ ଅନୁସାରେ ଷାଠିଏ ପାଉଣ୍ତ ଓଜନ ଥିଲା।

86. ଉପୟୁକ୍ତ ମାପ ଅନୁସାରେ ପ୍ରେତ୍ୟକକ ସୂର୍ଣ ଚାମଚ ରେ ବାର ଧୂମ୍ମପୂର୍ଣ ସୁଗନ୍ଧି ଥିଲା, ଏ ସମସ୍ତ ଚାମଚର ସୂର୍ଣ ଦଶ ଶକେଲ ଥିଲା।

87. ହାମବେଳି ନିମନ୍ତେ ସମୁଦାଯ ବା ରୋଟି ଗୋରୁ, ବା ରୋଟି ମଷେ ଓ ଏକବର୍ଷୀଯ ବାରୋଟି ମଷେବତ୍ସ, ଏବଂ ଏହିସବୁ ବଳିଦାନ ସହିତ ଶସ୍ଯ ନବୈେଦ୍ଯ ମଧ୍ଯ ୟିବ। ପାପାର୍ଥକ ବଳିଦାନ ନିମନ୍ତେ ବା ରୋଟି ଛାଗ ଥିଲା।

88. ପୁଣି ମଙ୍ଗଳାର୍ଥକ ବଳିଦାନ ନିମନ୍ତେ ସମୁଦାଯ ଚବିଶ ଗୋରୁ, ଷାଠିଏ ମଷେ, ଷାଠିଏ ଛାଗ ଓ ଏକବର୍ଷୀଯ ଷାଠିଏ ମଷେବତ୍ସ ଅଧିପତିମାନେ ଉପହାର ଦେଲେ, ମାଶାେ ୟଜ୍ଞବଦେୀକୁ ପ୍ରତିଷ୍ଠା କଲାପରେ ଏହିସବୁ ଉପହାର ଦିଆଗଲା।

89. ଏହାପରେ ମାଶାେ ସଦାପ୍ରଭୁଙ୍କ ସହିତ କଥା କହିବାକୁ ସମାଗମ ତମ୍ବୁ ରେ ପ୍ରବେଶ କଲା ବେଳେ, ନିଯମ ସିନ୍ଦୁକର ଉପରିସ୍ଥିତ ପାପାଚ୍ଛାଦନ ର ଉପରୁ, କିରୁବଦ୍ବଯ ମଧ୍ଯରୁ ତାଙ୍କ ପ୍ରତି କଥା କହିବାର ଶୁଣିଲେ। ଏହିରୂପେ ପରମେଶ୍ବର ମାଶାଙ୍କେ ସହିତ କଥା ହେଲେ।

Bibles

Books

Chapters