କିଛି ପାଇଁ ବ୍ୟସ୍ତ ହୁଅ; ଏହି ଚିନ୍ତାଧାରାକୁ ଚିନ୍ତା କର
1.
ମିଳିତ, ଆନନ୍ଦ ଏବଂ ପ୍ରାର୍ଥନାରେ ରୁହ
2.
3. ହେ ବନ୍ଧୁ, ତୁମ୍ଭେ ଯେ ହତେୁ ମାେ ସହିତ ବିଶ୍ବସ୍ତ ଭାବରେ ସବୋ କରୁଛ, ଯେଉଁ ସ୍ତ୍ରୀ ଲୋକମାନେ ମୁଁ ସୁସମାଚାର ପ୍ରଚାର କଲା ବେଳେ ମାେ ସହିତ ପରିଶ୍ରମ କରିଅଛନ୍ତି, ସମାନଙ୍କେୁ ସାହାୟ୍ଯ କର ବୋଲି ତୁମ୍ଭକୁ ମୁଁ ନିବଦନେ କରେ। ସମାନେେ କ୍ଲମେନ୍େସ ଏବଂ ମାରେ ଅନ୍ୟ ସହକାରୀମାନଙ୍କ ସହିତ ସବୋକାର୍ୟ୍ଯ କରିଛନ୍ତି। ସମାନଙ୍କେ ନାମ ଜୀବନ-ପୁସ୍ତକ288 ରେ ଲଖାେଅଛି।
4. ପ୍ରଭୁଙ୍କଠା ରେ ସର୍ବଦା ଆନନ୍ଦ କର। ମୁଁ ଆଉ ଥରେ କ ହେ, ଆନନ୍ଦ କର।
5. ସମସ୍ତେ ଦେଖନ୍ତୁ ଯେ ତୁମ୍ଭେ ଶାନ୍ତ ଓ ଦୟାଳୁ ଅଟ। ପ୍ରଭୁ ଯୀଶୁ ଆସୁଛନ୍ତି।
6. କୌଣସି କଥା ପାଇଁ ଚିନ୍ତିତ ହୁଅ ନାହିଁ। ତୁମ୍ଭର ଯାହା ଦରକାର, ପରମେଶ୍ବରଙ୍କୁ ପ୍ରାର୍ଥନା କରି ମାଗ। ପ୍ରାର୍ଥନା କଲା ବେଳେ ସଦା ଧନ୍ଯବାଦ ଦିଅ।
7. ପରମେଶ୍ବରଙ୍କର ଶାନ୍ତି ତୁମ୍ଭମାନଙ୍କ ହୃଦୟ ଓ ମନଗୁଡ଼ିକୁ ଖ୍ରୀଷ୍ଟଙ୍କଠା ରେ ସୁରକ୍ଷା କରି ରଖିବ। ପରମେଶ୍ବରଙ୍କ ପ୍ରଦତ୍ତ ଏହି ଶାନ୍ତି କେତେ ଯେ ମହାନ, ତାହା ଆମ୍ଭେ ବୁଝି ପାରୁ।
ଏହି ବିଷୟଗୁଡ଼ିକ ଉପରେ ଧ୍ୟାନ କର
8.
9. ମାଠାରୁେ ଯାହା ସବୁ ଶିଖିଛି ଓ ପାଇଛ, ତାହା କର। ମୁଁ ଯାହା କହିଛି ଓ ତୁମ୍ଭେ ମାେତେ ଯାହାସବୁ କରିଥିବା ଦେଖିଛ, ସଗେୁଡ଼ିକୁ କର। ଶାନ୍ତିଦାତା ପରମେଶ୍ବର ତୁମ୍ଭମାନଙ୍କ ସହିତ ରହିବେ।
ଫିଲିପାଇନ୍ ଉଦାରତା
10.
11. ମୁଁ ଏପରି କହିବାର କାରଣ ନୁହେଁ ଯେ ମୁଁ କୌଣସି ବିଷୟ ଚାହୁଁଛି। କାରଣ ମାରେବର୍ତ୍ତମାନ ଯାହା ଅଛି ଏବଂ ଯାହା ମାେ ପାଇଁ ଘଟୁଛି, ସେଥି ରେ ସନ୍ତୁଷ୍ଟ ରହିବାକୁ ମୁଁ ଶିଖିଛି।
12. ଅଭାବରେ ମୁଁ ଚଳିବା ଜାଣିଛି। ପ୍ରଚୁରତା ରେ କିପରି ରହିବାକୁ ହୁଏ, ତାହା ମଧ୍ଯ ମୁଁ ଜାଣେ। ପ୍ରେତ୍ୟକକ ସମୟରେ ଓ ପ୍ରେତ୍ୟକକ ଘଟଣା ରେ ଆନନ୍ଦିତ ହବୋର ରହସ୍ଯ ମୁଁ ଜାଣେ। ଯେତବେେଳେ ମାରେ ଖାଇବା ପାଇଁ ୟଥେଷ୍ଟ ଥାଏ କିଅବା ଯେତବେେଳେ ୟଥେଷ୍ଟ ନ ଥାଏ, ଯେତବେେଳେ ମାରେ ପ୍ରଚୁର ଥାଏ ବା ଯେତବେେଳେ ମାରେ ଅଭାବ ଥାଏ, ସେତବେେଳେ କିପରି ଆନନ୍ଦିତ ହାଇପୋରିବି, ତାହା ମୁଁ ଜାଣେ।
13. ଖ୍ରୀଷ୍ଟଙ୍କଠାରୁ ମାେତେ ଶକ୍ତି, ପ୍ରଦତ୍ତ ହାଇେଥିବାରୁ, ତାଙ୍କ ମାଧ୍ଯମ ରେ ମୁଁ ସବୁକିଛି କରିବାକୁ ସକ୍ଷମ।
14. କିନ୍ତୁ ମାରେ ସାହାୟ୍ଯ ଦରକାର ଥିଲା ବେଳେ, ତୁମ୍ଭମାନେେ ମାେତେ ସାହାୟ୍ଯ କରି ଭଲ କରିଛ।
15. ମୁଁ ଯେତବେେଳେ ସଠାେରେ ସୁସମାଚାର ପ୍ରଚାର ଆରମ୍ଭ କଲି, ସେତବେେଳେ ତୁମ୍ଭେ ଫିଲିପ୍ପୀବାସୀ, ତାହା ମନେ ରଖିଛ। ମୁଁ ଯେତବେେଳେ ମାକିଦନିଆ ଛାଡ଼ିଲି, ସେତବେେଳେ କବଳେ ତୁମ୍ଭର ମଣ୍ଡଳୀ ମାେତେ ସାହାୟ୍ଯ ଦଇେଥିଲା।
16. ଥସେଲନୀକୀ ନଗର ରେ ଥିଲା ବେଳେ ତୁମ୍ଭମାନେେ ଅନକେ ଥର ମାରେ ଆବଶ୍ଯକତା ପୂରଣ କରିବାକୁ ଜିନିଷମାନ ପଠାଇଛ।
17. ମୁଁ ତୁମ୍ଭ ଉପହାର ପାଇଁ ଲାଳାଯିତ ନୁହେଁ କିନ୍ତୁ ମୁଁ ଚା ହେଁ ଯେ, ଦବୋ ଦ୍ବାରା ଯେଉଁ ଲାଭ ମିଳେ, ତାହା ତୁମ୍ଭେ ପାଅ।
18. ମାରେସମସ୍ତ ଆବଶ୍ଯକୀୟ ଜିନିଷ ମାେ ପାଖ ରେ ଅଛି। ଏପାଫ୍ରାଦିତଙ୍କ ଦ୍ବାରା ତୁମ୍ଭମାନେେ ଉପହାରମାନ ପଠାଇଥିବାରୁ ମାେ ପାଖ ରେ ମାରେ ଆବଶ୍ଯକତାଠାରୁ ଅଧିକ ରହିଛି। ତୁମ୍ଭର ଉପହାରଗୁଡ଼ିକ ସୁଗନ୍ଧି ବଳି ରୂପେ ପରମେଶ୍ବରଙ୍କୁ ଅର୍ପଣ କରାଯାଇଛି।
19. ପରମେଶ୍ବର ସଗେୁଡ଼ିକୁ ଗ୍ରହଣ କରନ୍ତି ଓ ତାହା ତାହାଙ୍କୁ ପ୍ରସନ୍ନ କରେ। ଯୀଶୁଙ୍କ ଧନ ରେ ମାେ ପରମେଶ୍ବର ଅତି ଧନୀ। ତୁମ୍ଭର ସମସ୍ତ ଆବଶ୍ଯକତାଗୁଡ଼ିକୁ ପୂରଣ କରିବା ଲାଗି ପରମେଶ୍ବର ଖ୍ରୀଷ୍ଟଯୀଶୁଙ୍କଠା ରେ ତାଙ୍କ ଧନର ବ୍ଯବହାର କରିବେ।
20. ଆମ୍ଭର ପରମେଶ୍ବରଙ୍କ ମହିମା ଗୌରବ ସଦାସର୍ବଦା ହେଉ। ଆମେନ୍!
ନମସ୍କାର ଏବଂ ଆଶୀର୍ବାଦ
21. ଖ୍ରୀଷ୍ଟଙ୍କଠା ରେ ପରମେଶ୍ବରଙ୍କ ପ୍ରେତ୍ୟକକ ପବିତ୍ର ଲୋକକୁ ନମସ୍କାର। ମାେ ସହିତ ଥିବା ପରମେଶ୍ବରଙ୍କ ଲୋକମାନେ ତୁମ୍ଭମାନଙ୍କୁ ନମସ୍କାର ଜଣାଉଛନ୍ତି।
22. ପରମେଶ୍ବରଙ୍କ ସମସ୍ତ ଲୋକ ଓ ବିଶଷେ ଭାବରେ ଯେଉଁମାନେ କାଇସରଙ୍କ ପ୍ରାସାଦ ରେ ଅଛନ୍ତି, ସହେି ବିଶ୍ବାସୀମାନେ ତୁମ୍ଭମାନଙ୍କୁ ନମସ୍କାର ଜଣାଇଛନ୍ତି।
23. ତୁମ୍ଭ ସମସ୍ତଙ୍କ ସହିତ ଆମ୍ଭ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କର ଅନୁଗ୍ରହ ରହିଥାଉ।