ଜୀବନ ଏବଂ ମୃତ୍ୟୁର ଉପାୟ

1.

2. ଯେଉଁ ଜନ ଆପଣା ସରଳତା ରେ ଆଚରଣ କରେ, ସେ ସଦାପ୍ରଭୁଙ୍କୁ ଭୟ କରେ। ମାତ୍ର ଅସାଧୁ ଲୋକ ସଦାପ୍ରଭୁଙ୍କୁ ଘୃଣା କରେ।

3. ଅଜ୍ଞାନର କଥା ସର୍ବଦା ସମସ୍ଯା ଆଣେ। କିନ୍ତୁ ଜ୍ଞାନବାନର କଥା ତାହାକୁ ସୁରକ୍ଷା ଦିଏ।

4. ଯଦି ଗୋରୁଗୁଡ଼ିକ ସଠାେ ରେ ନାହାନ୍ତି, କାର୍ୟ୍ଯ ପାଇଁ ଶସ୍ଯ ଘର ଶୂନ୍ଯ ଅଟେ। ମାତ୍ର ଷଣ୍ଢମାନଙ୍କର ଶକ୍ତି ବଡ଼ ଅମଳ ଆଣିଥାଏ।

5. ବିଶ୍ବସ୍ତ ସାକ୍ଷୀ ମିଥ୍ଯା କ ହେ ନାହିଁ। ମାତ୍ର ମିଥ୍ଯାବାଦୀ ସାକ୍ଷୀ ମିଥ୍ଯାଚରଣ କରେ।

6. ନିନ୍ଦୁକମାନେ ଜ୍ଞାନ ଲୋଡ଼ିଲେ ପାଆନ୍ତି ନାହିଁ। ମାତ୍ର ବୁଦ୍ଧିମାନ୍ ପାଇଁ ବିଦ୍ଯା ସହଜ ଅଟେ।

7. ମୂର୍ଖ ଲୋକର ବନ୍ଧୁ ହୁଅ ନାହିଁ। ତା'ଠାରୁ ଶିକ୍ଷା ପାଇବାକୁ କିଛି ନ ଥାଏ।

8. ଚତୁର ଲୋକମାନେ ଜ୍ଞାନୀ, କାରଣ ସମାନେେ ଯେପରି ଭାବରେ ରହନ୍ତି, ସପରେି ଚିନ୍ତା କରନ୍ତି। କିନ୍ତୁ ମୂର୍ଖମାନଙ୍କର ନିର୍ବୋଧତା ଏହି ଯେ, ଅନ୍ୟମାନଙ୍କୁ ଠକି କିପରି ବଞ୍ଚିବେ ସହେି କଥା ଭାବନ୍ତି।

9. ଅଜ୍ଞାନୀମାନେ ଦୋଷକୁ କୌତୁକ ବୋଲି ଗ୍ରହଣ କରନ୍ତି। ମାତ୍ର ସରଳ ଲୋକମାନଙ୍କ ନିକଟରେ ଅନୁଗ୍ରହ ଥାଏ।

10. ଯଦି ଜଣେ ଲୋକ ଦୁଃଖ କରେ, ତା'ର ଅନ୍ତରର ବଦନୋ ଅନ୍ୟ କହେି ଜାଣନ୍ତି ନାହିଁ। ସହେିପରି ଜଣେ ଲୋକ ଆନନ୍ଦ ପାଇଲେ ତା'ର ଆନନ୍ଦ ଅନ୍ୟ କହେି ଅନୁଭବ କରିପା ରେ ନାହିଁ।

11. ଦୁଷ୍ଟମାନଙ୍କର ଗୃହ ନିପାଦ ହବେ। ମାତ୍ର ସରଳ ଲୋକମାନଙ୍କର ଗୃହ ଉନ୍ନତ ହବେ।

12. ମନୁଷ୍ଯର ଦୃଷ୍ଟି ରେ ଯେ କୌଣସି ପଥ ସରଳ ଦଖାୟୋଏ ତାହା ଶଷେ ରେ ମୃତ୍ଯୁର ପଥ ହାଇେଥାଏ।

13. ଏପରିକି ହସୁଥିବା ବେଳେ ହୃଦଯ ବ୍ଯଥା କରିପା ରେ ଏବଂ ଖୁସିର ସମାପ୍ତି ଦୁଃଖର ହାଇପୋ ରେ।

14. ଦୁଷ୍ଟ ଲୋକମାନେ ତାଙ୍କର କର୍ମଫଳ ଅନୁସାରେ ଦଣ୍ଡ ଭୋଗ କରିବେ। ମାତ୍ର ଧାର୍ମିକ ଲୋକେ ତାଙ୍କର ଉତ୍ତମ କାର୍ୟ୍ଯ ପାଇଁ ପୁରସ୍କୃତ ହବେେ।

15. ନିର୍ ବୋଧ ଯାହାସବୁ ଶୁଣେ, ବିଶ୍ବାସ କରେ। ମାତ୍ର ଜ୍ଞାନୀମାନେ ପ୍ରେତ୍ୟକକ କଥାକୁ ଅନୁଶୀଳନ କରନ୍ତି।

16. ଜ୍ଞାନୀ ଲୋକମାନେ ସଦାପ୍ରଭୁଙ୍କୁ ସମ୍ମାନ କରନ୍ତି ଏବଂ କୁକର୍ମକୁ ଘୃଣା କରନ୍ତି। ମାତ୍ର ଅଧାର୍ମିକମାନେ ଦାମ୍ଭିକଭାବ ବହି ଦୁଃସାହସୀ ହୁଏ।

17. ଜଣେ ୟିଏ ହଠାତ୍ କୋରଧିତ ହୁଏ, ମୂର୍ଖାମୀର କାର୍ୟ୍ଯ କରେ, କିନ୍ତୁ ଜଣେ ବ୍ଯକ୍ତି ୟିଏ ମନ୍ଦ ଯୋଜନା କରେ ସେ ଘୃଣିତ ହୁଏ।

18. ଅନଭିଜ୍ଞ ଲୋକମାନେ ନିର୍ବୋଧ ହାଇେ ରହିବେ। କିନ୍ତୁ ଜ୍ଞାନୀ ଲୋକମାନେ ଜ୍ଞାନ ରେ ବିଭୂଷିତ ହବେେ।

19. ମନ୍ଦ ଲୋକମାନେ ଉତ୍ତମ ଲୋକମାନଙ୍କ ଆଗ ରେ ପରାସ୍ତ ହାଇେ ମଥାନତ କରିବେ ଏବଂ ଦୁଷ୍ଟ ଲୋକମାନେ ଧାର୍ମିକ ଲୋକମାନଙ୍କ ଆଗ ରେ ମଥାନତ କରିବେ।

20. ଦରିଦ୍ର ଆପଣା ପ୍ରତିବେଶୀ ରେ ହିଁ ଘୃଣିତ ହୁଅନ୍ତି। ମାତ୍ର ଧନବାନର ଅନକେ ବନ୍ଧୁ ଥା'ନ୍ତି।

21. ଯେଉଁଲୋକ ପ୍ରତିବେଶୀକୁ ତୁଚ୍ଛ ବୋଧ କରେ, ସେ ପାପ କରେ ମାତ୍ର ଯେଉଁ ଜନ ଦରିଦ୍ରକୁ ଦୟା କରେ, ସେ ଧନ୍ଯ।

22. ଯେଉଁମାନେ ଅନ୍ୟର ଅନିଷ୍ଟ ଚିନ୍ତା କରନ୍ତି, ସମାନେେ ପଥଭ୍ରଷ୍ଟ ହୁଅନ୍ତି। କିନ୍ତୁ ଯେଉଁମାନେ ଅନ୍ୟର ଭଲ ଚିନ୍ତା କରନ୍ତି ସଠାେ ରେ ସତ୍ଯ ଓ ଦୟା ଥାଏ।

23. ପ୍ରେତ୍ୟକକ କଠିନ ପରିଶ୍ରମର ପୁରସ୍କାର ଅଛି, କିନ୍ତୁ ଯଦି ଜଣେ ବ୍ଯକ୍ତି କବଳେ କଥା କହିବା ଚାଲୁରେଖ, ଏହା ତାକୁ ଦରିଦ୍ରତା ଆଡ଼କୁ ଆଗଇେ ନିଏ।

24. ଜ୍ଞାନୀମାନଙ୍କ ମୁକୁଟ ସମାନଙ୍କେର ଧନ, ପୁଣି ମୂର୍ଖମାନଙ୍କର ଅଜ୍ଞାନତା କବଳେ ଅଜ୍ଞାନତା।

25. ସତ୍ଯ ସାକ୍ଷୀ ତା'ର ପ୍ରାଣ ରକ୍ଷା କରେ। ମାତ୍ର ମିଥ୍ଯା ପ୍ରବଞ୍ଚନା ଜନକ।

26. ସଦାପ୍ରଭୁ ବିଷଯକ ଭୟ ଦୃଢ଼ ଶରଣ ଭୂମି। ଆଉ ତାଙ୍କର ସନ୍ତାନମାନେ ସଠାେ ରେ ଆଶ୍ରଯସ୍ଥାନ ପାଇବେ।

27. ସଦାପ୍ରଭୁଙ୍କର ସମ୍ମାନ ଜୀବନର ଝର ସ୍ବରୂପ। ଏହା ମୃତ୍ଯୁର ଫାନ୍ଦରୁ ଲୋକଙ୍କୁ ରକ୍ଷା କରେ।

28. ଅଧିକ ଜନସଂଖ୍ଯା ରାଜାଙ୍କର ଗୌରବ ଅଟେ। ପ୍ରଜାମାନଙ୍କର ଅଭାବ ରାଜାଙ୍କର ବିନାଶ ଆଣେ।

29. ଯେ କୋରଧ ରେ ଧୀର, ସେ ବଡ଼ ଜ୍ଞାନୀ। ଜଣେ ୟିଏ ହଠାତ୍ ରାଗେ, ସେ ଅଜ୍ଞ ବୋଲି ଦର୍ଶାଏ।

30. ଶାନ୍ତ ଅନ୍ତଃକରଣ ଦହରେ ଜୀବନ ସ୍ବରୂପ, ପୁଣି ଇର୍ଷା ହାଡ଼ର କ୍ଷଯ ସ୍ବରୂପ।

31. ଯେଉଁ ଲୋକ ଦୀନହୀନ ପ୍ରତି ଉପଦ୍ରବ କରେ, ସେ ତା'ର ସୃଷ୍ଟିକର୍ତ୍ତାଙ୍କୁ ଅପମାନିତ କରେ। କିନ୍ତୁ ୟିଏ ଦରିଦ୍ରକୁ ଦୟାକରେ, ସେ ତା'ର ନିର୍ମାଣ କର୍ତ୍ତା ସମ୍ମାନ ବ୍ଯକ୍ତି ହୁଏ।

32. ଦୁଷ୍ଟଲୋକ ଆପଣା ମନ୍ଦ କର୍ମ ରେ ତଡ଼ି ଦିଆୟାଏ। ମାତ୍ର ମରଣକାଳ ରେ ଧାର୍ମିକର ଆଶ୍ରଯ ଥାଏ।

33. ଜ୍ଞାନ ବୁଦ୍ଧମାନର ହୃଦଯ ରେ ଥାଏ। ମାତ୍ର ମୂର୍ଖମାନଙ୍କ ମଧିଅରେ ଏହା ନ ଥାଏ।

34. ଧାର୍ମିକତା ରାଜ୍ଯକୁ ଉନ୍ନତି ଆଣିଥାଏ, ମାତ୍ର ପାପ ଯେକୌଣସି ଦେଶର ଅପମାନ ଅଟେ।

35. ବୁଦ୍ଧିମାନ ଦାସ ରାଜାଙ୍କର ଅନୁଗ୍ରହର ପାତ୍ର। ପୁଣି ଯେ ଲଜ୍ଜ୍ଯା ଜନ୍ମାଏ ତାହା ପ୍ରତି ସେ କୋରଧ କରନ୍ତି।

Bibles

Books

Chapters