ସମ୍ମାନ ଏକ ମୂର୍ଖ ପାଇଁ ଫିଟ୍ ନୁହେଁ

1.

2. ଘରଚଟିଆ ଭ୍ରମଣ କରୁଥିବା ବେଳେ ଓ ଡ଼ାଳ ଚଟିଆ ଡ଼ଉଡ଼ୁଥିବା ବେଳେ ସପରେି ଆକାରଣ ରେ ଦତ୍ତ ଶାପ ନିକଟକୁ ଆ ସେ ନାହିଁ।

3. ଅଶ୍ବ ପାଇଁ କୋରଡ଼ା, ଗଧ ପାଇଁ ଲଗାମ, ପୁଣି ମୂର୍ଖର ପିଠି ପାଇଁ ବାଡ଼ି ଦରକାର।

4. ମୂର୍ଖକୁ ତା'ର ଅଜ୍ଞାନତା ଅନୁସାରେ ଉତ୍ତର ଦିଅ ନାହିଁ। ତୁମ୍ଭେ ଯଦି ଏପରି ଉତ୍ତର ଦିଅ, ତବେେ ତୁମ୍ଭେ ମଧ୍ଯ ତାହାର ତୁଲ୍ଯ ହବେ।

5. ମୂର୍ଖକୁ ତା'ର ଅଜ୍ଞାନତାନୁସା ରେ ଉତ୍ତର ଦିଅ। ନୋହିଲେ ସେ ଆପଣା ଦୃଷ୍ଟି ରେ ଆପଣାକୁ ଜ୍ଞାନୀ ବୋଧ କରିବ।

6. ମୂର୍ଖ ମାଧ୍ଯମ ରେ ଯେ ସମାଚାର ପଠାଏ, ସେ ଆପଣା ପାଦ ଆପେ କାଟି କ୍ଷତି ଭୋଗ କରେ। ସେ ନିଜ ଉପରକୁ ଅସୁବିଧା ନିଜେ ଆଣେ।

7. ଲେଙ୍ଗଡ଼ୋର ଚରଣ ଯେପରି ଅଦରକାରୀ ଭାବେ ଝୁଲୁଥାଏ, ଅଜ୍ଞାନର ମୁଖ ରେ ହିତାପଦେେଶ ବାକ୍ଯ ଠିକ୍ ସହେିପରି।

8. ପ୍ରସ୍ତରକୁ ବାଟୁଳି ରେ ବାନ୍ଧିବା ପାଇଁ ଚେଷ୍ଟା କରିବା ଯେପରି ବ୍ଯବହାର୍ୟ୍ଯହୀନ, ସହେିପରି ନିର୍ବୋଧକୁ ସମ୍ମାନ ଦବୋ ଅଟେ।

9. ମତ୍ତଲୋକର ହସ୍ତ ରେ କଣ୍ଟକ ଉଠାୟିବା ଯେପରି, ମୂର୍ଖମାନଙ୍କ ମୁଖ ରେ ହିତାପଦେେଶ ବାକ୍ଯ ଠିକ୍ ସହେିପରି ଅଟେ।

10. ବାଣୁଆ ଯେପରି ସମସ୍ତଙ୍କୁ କ୍ଷତବିକ୍ଷତ କରେ, ସପରେି ସହେି ଲୋକ ଯେ ମୂର୍ଖ ପଥିକକୁ ବତନେ ଦିଏ ଓ ଯେ ମଦୁଆକୁ ବତନେ ଦିଏ।

11. ଆପଣା ବାନ୍ତି ପ୍ରତି ଫରେିବା କୁକୁରର ଯେପରି, ବାରମ୍ବାର ଆପଣା ଅଜ୍ଞାନତା ରେ କର୍ମ କରିବା ମୂର୍ଖ ସପରେି।

12. ଯେଉଁ ମୂର୍ଖ ଲୋକର ବହୁତ ଆଶା ଅଛି, ଅନ୍ୟ ଜଣ ଅପେକ୍ଷା ୟିଏ ଭାବେ ସେ ଜ୍ଞାନୀ, ସେତବେେଳେ ସେ ଜ୍ଞାନୀ ନ ଥାଏ।

13. ଅଳସୁଆ କ ହେ, ବାଟରେ ସିଂହ ଅଛି, ସଡ଼କରେ ସିଂହ ଅଛି।

14. କବଜା ରେ ଯେପରି କବାଟ ଝୁଲେ, ଠିକ୍ ସହେିପରି ଅଳସୁଆ ଆପଣା ଶୟ୍ଯା ରେ ଥାଇ ଝୁଲୁଥାଏ।

15. ଅଳସୁଆ ଥାଳି ରେ ହାତ ବୁଡ଼ାଇ ଆଉଥରେ ତାହା ମୁଖକୁ ନବୋକୁ ଥକିୟାଏ।

16. ସାତଜଣ ସୁବିଚାରଶୁଦ୍ଧ ଉତ୍ତରକାରୀ ଅପେକ୍ଷା ଅଳସୁଆ ଆପଣା ଦୃଷ୍ଟି ରେ ଜ୍ଞାନବାନ୍।

17. ଜଣେ ପଥିକ ୟିଏ ୟୁକ୍ତିତର୍କ ରେ ଜଡ଼ିତ ହୁଏ, ଯାହା ତା'ର ସମ୍ପର୍କ ରେ ନ ଥାଏ। ସେ କୁକୁରର କାନ ଧରିବା ଲୋକତୁଲ୍ଯ ଅଟୋ

18. ଆପଣା ପ୍ରତିବେଶୀକି ଯେଉଁଲୋକ ଭୁଲାଇ କ ହେ, ମୁଁ କୌତୁକ କରୁଛି।

19. ସେ ଅଗ୍ନିବାଣ, ତୀର ଓ ମୃତ୍ଯୁ ନିକ୍ଷପକୋରୀ ବାତୁଳ ପରି ଅଟେ।

20. କାଠ ବିନା ଯେପରି ନିଆଁ ଲିଭିୟାଏ ଏବଂ କଳହକାରୀ ବିନା ବାଜେ କଥା ସ୍ଥଗିତ ହାଇୟୋଏ।

21. ଯେପରି ଭାବରେ ଜ୍ବଳନ୍ତା ଅଙ୍ଗାରକୁ ଅଙ୍ଗାର ଆଲୋକ ଦିଏ ଅଗ୍ନିକୁ କାଠ ଠିକ୍ ସହେିପରି ବିବାଦ ବଢ଼ାଇବାକୁ କଳିହୁଡା ଲୋକ ଆରମ୍ଭ କରିଥାଏ।

22. ଭର୍ତ୍ସନା ମନପସନ୍ଦ ଖାଦ୍ୟପରି ଅଟେ, ଏହା ଉଦରର ଅନ୍ତରାଳଯକୁ ଚାଲିୟାଏ।

23. ଅନୁରାଗୀ କଥା ଓ ମନ୍ଦ ହୃଦଯ ରୂପା ଖାଦ ରେ ମଣ୍ଡିତ ମୃତ୍ତିକା ପାତ୍ର ତୁଲ୍ଯ ଅଟେ।

24. ଘୃଣାକାରୀ ନିଜ କଥା ରେ କପଟ କରେ, କିନ୍ତୁ ସେ ହୃଦଯ ରେ ପ୍ରବଞ୍ଚନା ରେଖ।

25. ସେ ମିଷ୍ଟ ସ୍ବର ରେ କହିଲେ, ତାହାକୁ ବିଶ୍ବାସ କର ନାହିଁ। ଯେ ହତେୁ ତା'ର ହୃଦଯ ରେ ସାତଟା ଘୃଣ୍ଯ ବିଷଯ ଥାଏ।

26. ତାହାର ଘୃଣା କପଟ ରେ ଆପଣାକୁ ଆବୃତ୍ତ କଲେ ହେଁ, ତା'ର ମନ୍ଦତା ସଭା ରେ ପ୍ରକାଶ ପାଏ।

27. ଯେ ଗାତ ଖୋଳେ, ସେ ଆପେ ହିଁ ସହେି ଗାତ ରେ ପଡ଼ିଥାଏ। ଏବଂ ଯେ ପଥର ଗଡ଼ାଏ, ତାହା ତା ଉପରକୁ ଲେଉଟି ଥାଏ।

28. ମିଥ୍ଯାବାଦୀ ଜିହ୍ବା ଯାହାକୁ ଚୂର୍ଣ୍ଣ କରେ, ତାହାକୁ ହିଁ ଘୃଣା କରେ। ପୁଣି ଚାଟୁବାଦୀ କଥା ସର୍ବନାଶ କରେ।

Bibles

Books

Chapters