ଭଗବାନଙ୍କ ମହିମା ଏବଂ ଅବସ୍ଥା

1.

2. ଅଦ୍ଯାବଧି ଚିରକାଳ ସଦାପ୍ରଭୁଙ୍କର ନାମ ଧନ୍ଯ ହେଉ।

3. ସୂର୍ୟ୍ଯର ଉଦଯ ସ୍ଥାନଠାରୁ ତା'ର ଅସ୍ତ ସ୍ଥାନ ପର୍ୟ୍ଯନ୍ତ ସଦାପ୍ରଭୁଙ୍କର ନାମ ପ୍ରଶଂସନୀଯ।

4. ସଦାପ୍ରଭୁ ସମୁଦାଯ ବହୁ ଜାତିଗଣ ଉପରେ ଓ ତାଙ୍କର ଗୌରବ ଆକାଶମଣ୍ଡଳଠାରୁ ଉଚ୍ଚ।

5. କୌଣସ ଲୋକ ଆମ୍ଭର ସଦାପ୍ରଭୁ ପରମେଶ୍ବରଙ୍କ ତୁଲ୍ଯ ନୁହେଁ। ପରମେଶ୍ବର ଆକାଶର ଉର୍ଦ୍ଧ୍ବରେ ବିଦ୍ଯମାନ।

6. ତଣେୁ ପରମେଶ୍ବର ଆକାଶ ଓ ପୃଥିବୀକୁ ଦେଖିବାକୁ ଦେଖିବାକୁ ତଳକୁ ଚାହିଁଲେ।

7. ପରମେଶ୍ବର ଗରିବମାନଙ୍କୁ ଧୂଳିରୁ ଉଠାନ୍ତି। ସେ ଦୀନହୀନ ଏବଂ ଅସହାୟମାନଙ୍କୁ ଅଳିଆ ଗଦାରୁ ଉଠାନ୍ତି।

8. ଏବଂ ପରମେଶ୍ବର ସହେି ଲୋକମାନଙ୍କୁ ଗୁରୁତ୍ବ ଦିଅନ୍ତି। ପରମେଶ୍ବର ସହେି ଲୋକମାନଙ୍କୁ ତାଙ୍କ ଅଧିପତି କରାନ୍ତି।

9. ଜଣେ ସ୍ତ୍ରୀ ବନ୍ଧ୍ଯା ହାଇପୋରେ । କିନ୍ତୁ ପରମେଶ୍ବର ତା' କୋଳରେ ସନ୍ତାନ ଦଇେ ତାକୁ ଖୁସି କରାନ୍ତି। ସଦାପ୍ରଭୁଙ୍କର ପ୍ରଶଂସା କର !

Bibles

Books

Chapters