ମୃତ୍ୟୁରୁ ମୁକ୍ତି ପାଇଁ ଧନ୍ୟବାଦ

1.

2. ମୁଁ ତାଙ୍କୁ ଭଲ ପାଏ ଯେତବେେଳେ ସେ ମାେ ପ୍ରାର୍ଥନା ଶୁଣିଲେ ଏବଂ ମୁଁ ମୃତ୍ଯୁବରଣ କଲା ପୂର୍ବରୁ ଉତ୍ତର ଦେଲେ।

3. ମୃତ୍ଯୁର ରଜ୍ଜୁ ଚତୁଃପାଶର୍‌ବରେ ପ୍ରାଯ ମାେତେ ବାନ୍ଧି ଦଲୋ। କବର ତା'ର ଫାନ୍ଦ ସହିତ ମାରେ ପାଖାପାଖି ହାଇେଥିଲା। ମୁଁ ସଙ୍କଟ ଓ ଦୁଃଖରେ ଥିଲି।

4. ଏହାପରେ ମୁଁ ସଦାପ୍ରଭୁଙ୍କ ନାମରେ ପ୍ରାର୍ଥନା କଲି, ମୁଁ କହିଲି, ହେ ସଦାପ୍ରଭୁ ମାେତେ ରକ୍ଷା କର!

5. ସଦାପ୍ରଭୁ ହେଉଛନ୍ତି ଧର୍ମମଯ ଓ ଦୟାଳୁ ଏବଂ ୟାହା ୟଥାର୍ଥ ସେ କରନ୍ତି। ଆମ୍ଭମାନଙ୍କର ପରମେଶ୍ବର ଦୟାଳୁ ଅଟନ୍ତି।

6. ସଦାପ୍ରଭୁ ଅସହାୟ ଲୋକମାନଙ୍କର ଯତ୍ନ ନିଅନ୍ତି। ମୁଁ ଯେତବେେଳେ ଦିନହୀନ ଥିଲି ସଦାପ୍ରଭୁ ମାେତେ ରକ୍ଷା କଲେ।

7. ହେ ମାରେ ପ୍ରାଣ ବିଶ୍ରାମ କର। ସଦାପ୍ରଭୁ ତୁମ୍ଭପ୍ରତି ମଙ୍ଗଳମଯ ଅଟନ୍ତି।

8. ସଦାପ୍ରଭୁ, ତୁମ୍ଭେ ମୃତ୍ଯୁରୁ ମାରେ ପ୍ରାଣକୁ ରକ୍ଷା କଲ। ମାରେ ଲୋତକ ବନ୍ଦ କଲ। ତୁମ୍ଭେ ଝୁଣ୍ଟି ପଡ଼ିୟିବାରୁ ମାେତେ ରକ୍ଷା କର।

9. ଜୀବିତମାନଙ୍କ ଦେଶରେ ମୁଁ ସଦାପ୍ରଭୁଙ୍କ ସବୋ କରିବି।

10. ଏପରିକି ମୁଁ ୟବେେ କହିଲି, ମୁଁ ବହୁତ କଷ୍ଟ ପାଛଅଛି ତଥାପି ମୁଁ ବିଶ୍ବାସ କଲି।

11. ମୁଁ ଯେତବେେଳେ ଭୟରେ ଥିଲି, କହିଲି, ସମସ୍ତ ମନୁଷ୍ଯ ମିଥ୍ଯାଚାରୀ ଅଟନ୍ତି।

12. ସେ କରିଥିବା ମଙ୍ଗଳଦାନର ଫଳସ୍ବରୂପ ମୁଁ ସଦାପ୍ରଭୁଙ୍କୁ କ'ଣ ଦଇପୋରେ ?

13. ସେ ମାେତେ ରକ୍ଷା କଲେ। ତଣେୁ ମୁଁ ତାଙ୍କୁ ପଯେ ନବୈେଦ୍ଯ ଉତ୍ସର୍ଗ କରିବି। ଏବଂ ମୁଁ ସଦାପ୍ରଭୁଙ୍କ ନାମ ପ୍ରାର୍ଥନା କରିବି।

14. ମୁଁ ସଦାପ୍ରଭୁଙ୍କଠାରେ କରିଥିବା ପ୍ରତିଜ୍ଞାକୁ ତାଙ୍କର ସବୁ ଲୋକଙ୍କ ଆଗରେ ପୂର୍ଣ୍ଣ କରିବି।

15. ସଦାପ୍ରଭୁଙ୍କର ଅନୁସରଣକାରୀ ମଧ୍ଯରୁ ସଦ୍ ଭକ୍ତମାନଙ୍କ ମୃତ୍ଯୁ ବହୁମୂଲ୍ଯ ଅଟେ।

16. ମୁଁ ତୁମ୍ଭର ଦାସ। ମୁଁ ତୁମ୍ଭର ଜଣେ ଦାସୀର ସନ୍ତାନ ଅଟେ। ହେ ସଦାପ୍ରଭୁ, ତୁମ୍ଭେ ମାେତେ ମୃତ୍ଯୁର ଶିଙ୍କୁଳିରୁ ମୁକ୍ତ କର।

17. ମୁଁ ତୁମ୍ଭକୁ ଏକ ଧନ୍ଯବାଦାର୍ଥକ ବଳି ଦବେି। ମୁଁ ସଦାପ୍ରଭୁଙ୍କର ନାମକୁ ଡ଼ାକିବି।

18. ମୁଁ ସଦାପ୍ରଭୁଙ୍କଠାରେ କରିଥିବା ପ୍ରତିଜ୍ଞାକୁ ତାଙ୍କ ଲୋକମାନଙ୍କ ଆଗରେ ପୂର୍ଣ୍ଣ କରିବି।

19. ମୁଁ ତାଙ୍କର ୟିରୁଶାଲମରେ ଥିବା ମନ୍ଦିରକୁ ୟିବି। ସଦାପ୍ରଭୁଙ୍କର ପ୍ରଶଂସା କର !

Bibles

Books

Chapters