ସମସ୍ତ ଲୋକ ପ୍ରଭୁଙ୍କର ପ୍ରଶଂସା କରନ୍ତୁ

1. ହେ ସମସ୍ତ ଜାତିଗଣ, ସଦାପ୍ରଭୁଙ୍କର ପ୍ରଶଂସା କର। ହେ ସମସ୍ତ ଲୋକ, ସଦାପ୍ରଭୁଙ୍କର ପ୍ରଶଂସା କର।

2. କାରଣ ପରମେଶ୍ବର ଆମ୍ଭମାନଙ୍କୁ ବହୁତ ପ୍ରମେ କରନ୍ତି !ସେ ଚିରକାଳ ଆମ୍ଭମାନଙ୍କ ପାଇଁ ସତ୍ଯ ରହିବେ। ତୁମ୍ଭମାନେେ ସଦାପ୍ରଭୁଙ୍କର ପ୍ରଶଂସା କର।

Bibles

Books

Chapters