ଏକ ବିଦେଶୀ ଦେଶରେ ସିୟୋନ ପାଇଁ ଲାଳସା

1.

2. ଆମ୍ଭମାନେେ ସଠାେରେ ଥିବା ବାଇଶୀ ବୃକ୍ଷରେ ନିଜ ନିଜର ବୀଣା ଟଙ୍ଗାଇ ରଖିଲୁ।

3. ବାବିଲରେ ଯେଉଁ ଲୋକମାନେ ଆମ୍ଭମାନଙ୍କୁ ବନ୍ଦୀ କରିଥିଲେ, ଆମ୍ଭେ ଗୀତ ଗାଉ ବୋଲି ସମାନେେ ଚାହିଁଲେ। ସମାନଙ୍କେର ମନୋରଞ୍ଜନ କରିବାକୁ ସମାନେେ ଆମ୍ଭମାନଙ୍କୁ ଡାକିଲେ : ଆମ୍ଭମାନଙ୍କ ନିକଟରେ ସିୟୋନର ଗୋଟିଏ ଗୀତ ଗାନ କର।

4. କିନ୍ତୁ ଆମ୍ଭମାନେେ ସଦାପ୍ରଭୁଙ୍କର ଗୀତ କିପରି ବିଦେଶରେ ଗାନ କରିପାରିବା।

5. ହେ ୟିରୁଶାଲମ, ୟଦି ମୁଁ ତୁମ୍ଭକୁ ଭୁଲେ, ତବେେ ମାରେ ଦକ୍ଷିଣ ହସ୍ତ ଆପଣାର କର୍ମ କୌଶଳ ପାଶାରେି ଯାଉ।

6. ହେ ୟିରୁଶାଲମ, ୟଦି ମୁଁ ତୁମ୍ଭକୁ କବେେ ଭୁଲେ, ତବେେ ମାରେ କାମନା କି ମୁଁ ଆଉ କୌଣସି ଗୀତ ଗାଇ ପାରିବି ନାହିଁ।

7. ମୁଁ ପ୍ରତିଜ୍ଞା କରୁଅଛି ୟେ, ୟିରୁଶାଲମ ସର୍ବଦା ମାରେ ଆନନ୍ଦ ଧାମ ହାଇେ ରହିବ। ହେ ସଦାପ୍ରଭୁ, ଇଦୋମୀଯମାନଙ୍କୁ ସ୍ମରଣ କର ଏବଂ ୟିରୁଶାଲମ ଅବରୋଧ ହବୋ ସମୟ ସମାନେେ ୟାହା କଲେ ସେଥିପାଇଁ ସମାନଙ୍କେୁ ଦଣ୍ଡିତ କର। ସ୍ମରଣ କର ସମାନେେ କିପରି ଚିତ୍କାର କଲେ, ଏହି କୋଠାଘରକୁ ଧ୍ବଂସ କର !ସମାନଙ୍କେୁ ଟାଣିଆଣି ଧୂଳିରେ ମିଶାଇ ଦିଅ।

8. ହେ ବାବିଲୋନ, ତୁମ୍ଭେ ଧ୍ବଂସ ହବେ! ମୁଁ ୟେ କୌଣସି ଲୋକକୁ ଆଶୀର୍ବାଦ ଦବେି, ୟିଏ ତୁମ୍ଭକୁ ପ୍ରତିଦାନ ଦବେ, ୟାହା ତୁମ୍ଭେ ଆମ୍ଭ ପ୍ରତି କରିଥିଲ।

9. ମୁଁ ୟେ କୌଣସି ବ୍ଯକ୍ତିକୁ ଆଶୀର୍ବାଦ ଦବେି, ୟିଏ ତୁମ୍ଭର ଶିଶୁଗଣକୁ ତୁମ୍ଭଠାରୁ ଛଡ଼ାଇ ଆଣିବ ଏବଂ ସମାନଙ୍କେୁ ପଥରରେ ପିଟି ଦବେ।

Bibles

Books

Chapters