ଦାଉଦଙ୍କର ଏକ ଗୀତ।
ଯେଉଁମାନେ ପ୍ରଭୁଙ୍କ ସହିତ ରହିପାରନ୍ତି ସେମାନଙ୍କ ଚରିତ୍ର

1.

2. କବଳେ ଯେଉଁ ବ୍ଯକ୍ତି ଶୁଦ୍ଧ ଚିତ୍ତରେ ଜୀବନ-ୟାପନ କରେ, ଭଲ କାର୍ୟ୍ଯ କରେ ଓ ଅନ୍ତରରୁ ସତ୍ଯକଥା ପ୍ରକାଶ କରେ ସେ କବଳେ ତୁମ୍ଭର ପବିତ୍ର ପର୍ବତରେ ବାସ କରିପାରିବ।

3. ସହେିଭଳି ମନୁଷ୍ଯ ୟିଏ କବେେ ଅନ୍ୟମାନଙ୍କ ବିଷଯରେ ମିଥ୍ଯା କଥା କ ହେ ନାହିଁ। ସହେି ବ୍ଯକ୍ତି ୟିଏ କବେେ ପଡ଼ୋଶୀ ପ୍ରତି ଅନିଷ୍ଟ ଚିନ୍ତା କରେ ନାହିଁ। ସହେି ବ୍ଯକ୍ତି ଲଜ୍ଜାଜନକ କଥା ନିଜ ପରିବାର ବିଷଯରେ ମଧ୍ଯ କ ହେ ନାହିଁ।

4. ଯେଉଁ ବ୍ଯକ୍ତି ପରମେଶ୍ବରଙ୍କୁ ଘୃଣା କରେ ଓ ସମ୍ମାନ କରେ ନାହିଁ, କିନ୍ତୁ ସହେି ବ୍ଯକ୍ତି ଯେଉଁମାନେ ସଦାପ୍ରଭୁଙ୍କ ସବୋ କରୁଥିବା ଲୋକମାନଙ୍କୁ ସମ୍ମାନ ଦଖାେଏ। ୟଦି ସେ କୌଣସି ପ୍ରତିଶ୍ରୁତି ନିଜ ପଡ଼ୋଶୀକୁ ଦଇେଥାଏ ତବେେ ସହେି ପ୍ରତିଶ୍ରୁତିକୁ ପାଳନ କରେ।

5. ୟଦି ଜଣେ ବ୍ଯକ୍ତି କିଛି ଧନ କରଜ ଦିଏ ଓ ସେ ସହେି ଜନଠାରୁ କୌଣସି ସୁଧ ଆଦାଯ କରେ ନାହିଁ କିଅବା ସହେି ବ୍ଯକ୍ତି ନିରୀହ ଲୋକମାନଙ୍କୁ ଆଘାତ କରି ମୁଦ୍ରା ନିଏ ନାହିଁ। ଏହିପରି ଯେଉଁ ବ୍ଯକ୍ତି କରେ, ତବେେ ସହେି ଧାର୍ମିକ ସର୍ବଦା ପରମେଶ୍ବରଙ୍କ ନିକଟରେ ଅବସ୍ଥାନ କରିବ।

Bibles

Books

Chapters