ମୁଖ୍ୟ ସଂଗୀତଜ୍ଞଙ୍କୁ

1. ବାଦ୍ୟଯନ୍ତ୍ରରେ

2. ତା'ପରେ ପୃଥିବୀର ଲୋକେ ତୁମ୍ଭ୍ ବିଷଯରେ ଜାଣିବେ ଏବଂ ସମସ୍ତ ଜାତିଗଣ ତୁମ୍ଭର ଲୋକମାନଙ୍କୁ ରକ୍ଷା କରିବାର ତୁମ୍ଭର ଶକ୍ତିର କ୍ଷମତା ଜାଣିବେ।

3. ହେ ପରମେଶ୍ବର, ଗୋଷ୍ଠୀଯମାନେ ତୁମ୍ଭର ପ୍ରଶଂସା କରନ୍ତୁ। ସମସ୍ତ ଲୋକମାନେ ତୁମ୍ଭର ପ୍ରଶଂସା କରନ୍ତୁ।

4. ଜାତିଗଣ ଖୁସି ହୁଅ ଓ ଆନନ୍ଦରେ ଜଯଗାନ କର, କାରଣ ତୁମ୍ଭେ ଲୋକମାନଙ୍କୁ ପରଖିବାରେ ସକ୍ଷମ ଅଟ ଓ ତୁମ୍ଭେ ପୃଥିବୀରେ ରାଷ୍ଟ୍ରମାନଙ୍କୁ ଆଗଇେ ନିଅ।

5. ହେ ପରମେଶ୍ବର, ଗୋଷ୍ଠୀଯମାନେ ତୁମ୍ଭର ପ୍ରଶଂସା କରନ୍ତୁ। ସମସ୍ତ ଗୋଷ୍ଠୀ ତୁମ୍ଭର ପ୍ରଶଂସା କରନ୍ତୁ।

6. ଭୂମି ତା'ର ଫସଲ ଦିଏ। ହେ ପରମେଶ୍ବର, ଆମ୍ଭର ପରମେଶ୍ବର, ଆମ୍ଭକୁ ଆଶୀର୍ବାଦ କରିବା ଚାଲୁ ରଖ।

7. ପରମେଶ୍ବର ଆମ୍ଭମାନଙ୍କୁ ଆଶୀର୍ବାଦ କରନ୍ତୁ ଏବଂ ପୃଥିବୀର ସମସ୍ତ ଲୋକ ପରମେଶ୍ବରଙ୍କୁ ଭୟ ଓ ସମ୍ମାନ କରନ୍ତୁ।

Bibles

Books

Chapters