ଗୋଟିଏ ଗୀତ। ଆସଫର ଏକ ଗୀତ
1. <br> ଇସ୍ରାଏଲ ବିରୁଦ୍ଧରେ ଷଡ଼ଯନ୍ତ୍ରକୁ ନିରାଶ କରିବା ପାଇଁ ପ୍ରାର୍ଥନା
2. ହେ ପରମେଶ୍ବର, ତୁମ୍ଭର ଶତ୍ରୁଗଣ ତୁମ୍ଭ ବିରୁଦ୍ଧରେ ଯୋଜନା କରୁଛନ୍ତି ଏବଂ ସମାନେେ ଶୀଘ୍ର ତୁମ୍ଭକୁ ଆକ୍ରମଣ କରିବେ।
3. ସମାନେେ ତୁମ୍ଭର ଲୋକମାନଙ୍କ ବିରୁଦ୍ଧରେ ଗୁପ୍ତ ମନ୍ତ୍ରଣା କରନ୍ତି। ତୁମ୍ଭର ଶତ୍ରୁଗଣ ତୁମ୍ଭ ପ୍ରିଯ ଲୋକମାନଙ୍କ ବିରୁଦ୍ଧରେ ଯୋଜନା କରୁଛନ୍ତି।
4. ସହେି ଶତ୍ରୁମାନେ କହନ୍ତି, ଆସ ଆମ୍ଭମାନେେ ସମାନଙ୍କେୁ ପୁରାପୁରି ଧ୍ବଂସ କରିଦବୋ, ତବେେ ସମାନେେ ଗୋଟିଏ ଜାତି ହାଇେ ରହିବେ ନାହିଁ। ତାହା ହେଲେ ଇଶ୍ରାୟେଲର ନାମକୁ କହେି ମନେପକାଇବେ ନାହିଁ।
5. ହେ ପରମେଶ୍ବର, ସମାନେେ ସମାନଙ୍କେର ଯୋଜନାରେ ଏକତ୍ରୀତ ହାଇେଛନ୍ତି। ସମାନେେ ତୁମ୍ଭ ବିରୁଦ୍ଧରେ ୟୁଦ୍ଧ କରିବା ପାଇଁ ଏକ ଚୁକ୍ତି କରିଛନ୍ତି।
6. ଇଦୋମର ବଂଶଧର ଇଶ୍ରାୟେଲୀୟମାନେ, ମାୟୋବ ଓ ହାଗରୀଯମାନେ, ଗବାଲ୍, ଅମ୍ମାନେ,
7. ଅମାଲେକ୍ ଓ ସୋର ନିବାସୀଙ୍କ ସହିତ ପଲେଷ୍ଟୀୟମାନେ ସମସ୍ତେ ତୁମ୍ଭ ବିରୁଦ୍ଧରେ ନିଯମ ସ୍ଥାପନ କରିଅଛନ୍ତି।
8. ଏପରିକି ଅଶୂରୀଯ ମଧ୍ଯ ସମାନଙ୍କେ ସଙ୍ଗେ ୟୋଗ ଦଇେଛନ୍ତି। ସମାନେେ ଲୋଟ-ସନ୍ତାନଗଣଙ୍କୁ ବହୁତ ଶକ୍ତିଶାଳୀ କରିଅଛନ୍ତି।
9. ହେ ପରମେଶ୍ବର, ଶତ୍ରୁମାନଙ୍କୁ ଏପରି ପରାସ୍ତ କର, ୟପରେି ମିଦିଯନମାନଙ୍କୁ, ସୀଷରା ଓ ୟାବୀନମାନଙ୍କୁ କିଶୋନ ନଦୀ ନିକଟରେ ପରାସ୍ତ କରିଥିଲ।
10. ସମାନଙ୍କେୁ ଐନଦୋର ନିକଟରେ ପରାସ୍ତ କଲ ଏବଂ ସମାନଙ୍କେ ଶରୀର ସହେି ସ୍ଥାନରେ ସଢ଼ି ଗଲା।
11. ତୁମ୍ଭେ ସମାନଙ୍କେ ପ୍ରଧାନବର୍ଗଙ୍କୁ ଓରେବ୍, ସବରେ, ସବହେ ଓ ସଲମୁନଙ୍କୁ ପରାସ୍ତ କଲା ପରି ପରାସ୍ତ କର।
12. ସହେି ନେତାମାନେ କହିଲେ, ସମାନେେ ତୁମ୍ଭର ଭୂମି ଛାଡ଼ିବା ପାଇଁ ଆମ୍ଭକୁ ବାଧ୍ଯ କରିବେ।
13. ମାରେ ପରମେଶ୍ବର ତୁମ୍ଭେ ସମାନଙ୍କେୁ ଘୂର୍ଣ୍ଣିବାଯୁ ଦ୍ବାରା ଗଛ ଉପୁଡ଼ିଲା ପରି ଏବଂ ବାଯୁ ସମ୍ମୁଖରେ କୁଟାପରି ଛୁନ୍ନଛତ୍ର କର।
14. ଅଗ୍ନିରେ ପୋଡ଼ି, ଜଙ୍ଗଲ ଓ ପାହାଡ଼ ଧ୍ବଂସ ହେଲା ପରି ଶତ୍ରୁମାନଙ୍କୁ ଧ୍ବଂସ କର।
15. ହେ ପରମେଶ୍ବର, ସହେି ଲୋକମାନଙ୍କୁ ଝଡ଼ରେ ଧୂଳି ଉଡ଼ିଲାପରି ଦୂରଇେ ଦିଅ। ଆପଣା ପ୍ରଚଣ୍ଡ ବତାସଦ୍ବାରା ସମାନଙ୍କେୁ ଭୟଭୀତ କର।
16. ହେ ପରମେଶ୍ବର, ସମାନେେ ୟପରେି ତୁମ୍ଭର ନାମ ଅନ୍ବଷେଣ ନ କରିବା ପର୍ୟ୍ଯନ୍ତ ସମାନଙ୍କେୁ ଲଜ୍ଜାରେ ଆଚ୍ଛାଦନ କର।
17. ହେ ପରମେଶ୍ବର ସମାନଙ୍କେୁ ଭୟଭୀତ ଓ ଚିରଦିନ ପାଇଁ ଲଜ୍ଜିତ କର। ସମାନଙ୍କେୁ ଅପମାନିତ କର ଓ ବିନାଶ କର।
18. ଏହାପରେ ସମାନେେ ଜାଣିବେ ୟେ ୟାହାର ନାମ ୟି ହାବୋ, ତୁମ୍ଭେ ପ୍ରକୃତରେ, ସମୁଦାଯ ଭୂମଣ୍ଡଳରେ ସର୍ବୋପରିସ୍ଥ ପରମେଶ୍ବର ଅଟ।