କୋରହର ପୁତ୍ରମାନଙ୍କର ଏକ ଗୀତ। ଗୋଟିଏ ଗୀତ।
ଭଗବାନ ନଗରର ଗ ories ରବ
1.
2. ସଦାପ୍ରଭୁ ଇଶ୍ରାୟେଲର ସମସ୍ତ ସ୍ଥାନ ଅପେକ୍ଷା ସିୟୋନର ଦ୍ବାର ସମୂହକୁ ଅଧିକ ସ୍ନହେ କରନ୍ତି।
3. ହେ ପରମେଶ୍ବରଙ୍କ ନଗରୀ, ତୁମ୍ଭ ବିଷଯରେ ଲୋକମାନେ ନାନାବିଧ ଗୌରବର କଥା କୁହନ୍ତି।
4. ପରମେଶ୍ବର ତାଙ୍କର ଲୋକମାନଙ୍କର ଏକ ତାଲିକା ରଖିଛନ୍ତି। ସେ ଜାଣନ୍ତି ତାଙ୍କର ପ୍ରେତ୍ୟକକ ଲୋକ କେଉଁଠାରେ ଜନ୍ମ ହାଇେଥିଲେ। ସହେିମାନଙ୍କ ମଧ୍ଯରୁ ଯେଉଁମାନେ ତାଙ୍କର ସବୋ କରନ୍ତି, ସମାନେେ ମିଶର ଓ ବାବିଲରେ ବାସ କରନ୍ତି।
5. ସମାନଙ୍କେ ମଧ୍ଯରୁ କେତକେ ପଲେଷ୍ଟୀୟରେ, ସୋରରେ ଓ ଇଥିଓପିଆରେ ବାସ କରନ୍ତି।
6. ଆଉ ସିୟୋନ ସମାନଙ୍କେର ସମସ୍ତ ନାମକୁ ଜାଣନ୍ତି ପ୍ରେତ୍ୟକକ ସଠାେରେ ଜନ୍ମ ହାଇେଥିଲେ।
7. ସହେି ପର୍ବରେ ନର୍ତ୍ତକ ଓ ଗାଯକ କହିବେ। ସମସ୍ତେ ଭଲ ଜିନିଷ ତୁମ୍ଭ ମଧ୍ଯରୁ ଆସେ।