ପ୍ରଭୁଙ୍କର ଅନନ୍ତ ଶାସନ
1.
2. ହେ ପରମେଶ୍ବର, ତୁମ୍ଭର ସିଂହାସନ ଅନନ୍ତକାଳରୁ ରହିଥିଲା, ତୁମ୍ଭେ ସର୍ବଦା ଜୀବିତ ଏବଂ ସର୍ବଦା ଶାସନ କରିବ।
3. ସଦାପ୍ରଭୁ, ସମୁଦ୍ରସବୁ ଘଡ଼ଘଡ଼ି ଭଳି ଧ୍ବନି ବାହାର କଲେ। ସମୁଦ୍ରସବୁ ସମାନଙ୍କେର ଢ଼େଉ ଭାଙ୍ଗି ଗର୍ଜ୍ଜନ କଲେ।
4. ଜଳରାଶିର ଧ୍ବନି ଓ ସମୁଦ୍ରର ପ୍ରବଳ ତରଙ୍ଗ ଅପେକ୍ଷା ଉର୍ଦ୍ଧ୍ବସ୍ଥ ସଦାପ୍ରଭୁ ବଳବାନ।
5. ହେ ସଦାପ୍ରଭୁ, ତୁମ୍ଭର ବ୍ଯବସ୍ଥା ସର୍ବଦା ରହିବ। ତୁମ୍ଭର ପବିତ୍ର ମନ୍ଦିର ଚିରସ୍ଥାଯୀ ରହିବ।