ସ୍କାରଲେଟ୍ ମହିଳା ଏବଂ ସ୍କାରଲେଟ୍ ପଶୁ

1.

2. ପୃଥିବୀର ରାଜାମାନେ ତା'ସହିତ ୟୌନପାପ (ବ୍ଯଭିଚାର) କରିଛନ୍ତି। ପୃଥିବୀର ଲୋକମାନେ ତା'ର ବ୍ଯଭିଚାର ରୂପ ସୁରା ରେ ମାତାଲ୍ ହାଇେଛନ୍ତି।

3. ତା'ପରେ ଦୂତ ମାେତେ ଆତ୍ମା ଦ୍ବାରା ମରୁଭୂମିକୁ ବହି ନଇଗେଲେ। ସଠାେରେ ମୁଁ ଗୋଟିଏ ନାରୀକୁ ଲାଲ ରଙ୍ଗର ପଶୁ ଉପରେ ବସିଥିବାର ଦେଖିଲି। ସେ ପଶୁର ସର୍ବାଙ୍ଗ ଶରୀର ଉପରେ ଈଶ୍ବରଙ୍କ ନିନ୍ଦା କରୁଥିବା ନାମସବୁ ଲଖାେ ଯାଇଥିଲା। ସହେି ପଶୁର ସାତାଟେି ମସ୍ତକ ଓ ଦଶଟି ଶିଙ୍ଗ ଥିଲା।

4. ସହେି ସ୍ତ୍ରୀ ଲୋକଟି ବାଇଗଣି ଓ ଲାଲ ରଙ୍ଗର ବସ୍ତ୍ର ପିନ୍ଧିଥିଲା। ସେ ପିନ୍ଧିଥିବା ସୁନା, ଅଳଙ୍କାର ଓ ମଣିମୁକ୍ତା ୟୋଗୁ ଝଲକୁଥିଲା। ତା' ହାତ ରେ ଗୋଟିଏ ସୁବର୍ଣ୍ଣ ପାତ୍ର ଥିଲା। ସହେି ପାତ୍ରଟି ଘୃଣ୍ଯ ବିଷୟଗୁଡ଼ିକରେ ଓ ତା'ର ନିଜର ୟୌନଗତପାପର ଆବର୍ଜନା ରେ ପୂର୍ଣ୍ଣ ଥିଲା।

5. ତା'ର କପାଳ ରେ ଏକ ଗୁପ୍ତ ଅର୍ଥ ଥିବା ଉପାଧି ଲଖାେ ହେଲା :

6. ମୁଁ ସହେି ସ୍ତ୍ରୀ ଲୋକକୁ ପରମେଶ୍ବରଙ୍କର ପବିତ୍ର ଲୋକଙ୍କର ରକ୍ତ ଓ ଯୀଶୁଙ୍କ ବିଷୟ ରେ ସମାନଙ୍କେର ସାକ୍ଷ୍ଯ ଦଇେଥିବା ଲୋକମାନଙ୍କର ରକ୍ତ ପିଇଥିବାର ଦେଖିଲି।

ସ୍ତ୍ରୀ ଏବଂ ପଶୁର ଅର୍ଥ

7.

8. ତୁମ୍ଭେ ଯେଉଁ ପଶୁକୁ ଦେଖିଲ, ସେ ଆଗରୁ ଥିଲା, କିନ୍ତୁ ବର୍ତ୍ତମାନ ସେ ଜୀବିତ ନାହିଁ। କିନ୍ତୁ ସେ ବଞ୍ଚିବ ଏବଂ ଗଭୀର ଗହ୍ବରରୁ ଉଠି ଆସି ଧ୍ବଂସ ପାଇବ। ଜଗତ ଆରମ୍ଭରୁ ଯେଉଁ ଲୋକମାନଙ୍କର ନାମ ଜୀବନ ପୁସ୍ତକରେ ଆଦୌ ଲଖାେ ହାଇନୋହିଁ, ସହେି ଲୋକମାନେ ତାହାକୁ ଦେଖି ଆଶ୍ଚର୍ୟ୍ଯ ହବେେ, କାରଣ ସେ ଅତୀତ ରେ ଥିଲା, ବର୍ତ୍ତମାନ ନାହିଁ କିନ୍ତୁ ପୁଣି ବଞ୍ଚିବ।

9. ଏହାକୁ ବୁଝିବା ପାଇଁ ଜ୍ଞାନୟୁକ୍ତ ମନ ଆବଶ୍ଯକ। ଏହି ପଶୁର ସାତାଟେିମସ୍ତକ ହେଉଛି ସାତାଟେି ପର୍ବତ, ଯାହା ଉପରେ ସେ ବ ସେ। ତାହା ସାତଜଣ ରାଜାଙ୍କୁ ମଧ୍ଯ ବୁଝାଏ।

10. ଏହା ଭିତରୁ ପାଞ୍ଚ ଜଣ ରାଜା ମରିସାରିଲଣେି। ଜଣେ ରାଜା ବର୍ତ୍ତମାନ ବଞ୍ଚିଛନ୍ତି ଏବଂ ଶଷେ ରାଜା ଆସୁଛନ୍ତି। ସେ ଯେତବେେଳେ ଆସିବେ, ସେ ଅଳ୍ପ ସମୟ ପାଇଁ ରହିବେ।

11. ଯେଉଁ ପଶୁ କବେେ ଜୀବିତ ଥିଲା, ବର୍ତ୍ତମାନ ନାହିଁ, ସେ ଅଷ୍ଟମ ରାଜା। ସେ ପ୍ରଥମ ସାତ ଜଣ ରାଜାଙ୍କ ମଧ୍ଯରୁ ଜଣେ। ସେ ମଧ୍ଯ ଧ୍ବଂସ ପାଇବ।

12. ତୁମ୍ଭେ ଯେଉଁ ଦଶଶିଙ୍ଗ ଦେଖିଲ, ତାହା ଦଶଜଣ ରାଜା। ଏହି ଦଶଜଣ ରାଜା ଏ ପର୍ୟ୍ଯନ୍ତ ରାଜ ଭଳି ରାଜ୍ଯ ପାଇ ନାହାଁନ୍ତି। କିନ୍ତୁ ସମାନେେ ସହେି ପଶୁ ସହିତ ଗୋଟିଏ ଘଣ୍ଟା ପର୍ୟ୍ଯନ୍ତ ଶାସନ କରିବା ପାଇଁ କ୍ଷମତା ପାଇବେ।

13. ଏହି ଦଶଜଣ ରାଜାଙ୍କର ଉଦ୍ଦେଶ୍ଯ ସମାନ। ସମାନେେ ସମାନଙ୍କେର କ୍ଷମତା ଓ ଅଧିକାର ସହେି ପଶୁକୁ ଦବେେ।

14. ସମାନେେ ମଷେପାଳକଙ୍କ ବିରୁଦ୍ଧ ରେ ୟୁଦ୍ଧ କରିବେ। କିନ୍ତୁ ମଷେଶାବକ ସମାନଙ୍କେୁ ପରାସ୍ତ କରିବେ। କାରଣ ସେ ପ୍ରଭୁମାନଙ୍କର ପ୍ରଭୁ ଓ ରାଜାମାନଙ୍କର ରାଜା। ସେ ଡ଼ାକିଥିବା ଲୋକମାନଙ୍କୁ ଅର୍ଥାତ୍ ତାହାଙ୍କର ମନୋନୀତ ଓ ବିଶ୍ବସ୍ତ ଅନୁଗାମୀମାନଙ୍କ ସହିତ ମିଶି ସମାନଙ୍କେୁ ପରାସ୍ତ କରିବେ।

15. ତା'ପରେ ସେ ସ୍ବର୍ଗଦୂତ ମାେତେ କହିଲେ, ତୁମ୍ଭେ ଯେଉଁ ଜଳରାଶୀ ଉପରେ ବେଶ୍ଯା ବସୁଥିବାର ଦେଖିଲ, ସହେି ଜଳରାଶୀ ହେଉଛି ବିଭିନ୍ନ ଲୋକ, ବିଭିନ୍ନ ଦେଶ ଓ ଭାଷାମାନ।

16. ତୁମ୍ଭେ ଯେଉଁ ପଶୁ ଓ ଦଶ ଶିଙ୍ଗ ଦେଖିଲ, ସମାନେେ ସହେି ବେଶ୍ଯାକୁ ଘୃଣା କରିବେ। ସମାନେେ ତା'ର ସବୁ ନଇେଯିବେ ଓ ତାହାକୁ ଉଲଗ୍ନ କରି ଛାଡ଼ି ଦବେେ। ସମାନେେ ତାହାର ଶରୀରର ମାଂସ ଖାଇବେ ଓ ତାହାକୁ ଅଗ୍ନି ରେ ପୋଡ଼ି ଦବେେ।

17. ସମାନେେ ତାହାଙ୍କର ଶାସନ କ୍ଷମତା ସହେି ପଶୁକୁ ଦବୋ ପାଇଁ ଯେପରି ରାଜି ହୁଅନ୍ତି, ଏଥିନିମନ୍ତେ ପରମେଶ୍ବର ସମାନଙ୍କେ ମନ ରେ ଏକ ଇଚ୍ଛା ଦବେେ। ଏହାଦ୍ବାରା ପରମେଶ୍ବର କହିଥିବା ବାକ୍ଯ ସଫଳ ହବୋ ପର୍ୟ୍ଯନ୍ତ ସମାନେେ ଶାସନ କରିବେ।

18. ତୁମ୍ଭେ ଯେଉଁ ସ୍ତ୍ରୀକୁ ଦେଖିଲ, ସେ ପୃଥିବୀର ରାଜାମାନଙ୍କ ଉପରେ ରାଜତ୍ବ କରୁଥିବା, ସହେି ମହାନଗରୀକୁ ବୁଝାଏ।

Bibles

Books

Chapters