ସ୍ୱର୍ଗର ସିଂହାସନ କକ୍ଷ

1.

2. ତତ୍କ୍ଷଣାତ୍ ଆତ୍ମା ମାେତେ ତାହାଙ୍କ ଅଧୀନକୁ ନଇଗେଲେ। ସ୍ବର୍ଗ ରେ ମାେ ସମ୍ମୁଖ ରେ ଗୋଟିଏ ସିଂହାସନ ଥିଲା। ସହେି ସିଂହାସନ ରେ ଜଣେ ବସିଥିଲେ।

3. ସିଂହାସନ ରେ ଯେଉଁ ବ୍ଯକ୍ତି ବସିଥିଲେ, ତାହାଙ୍କର ରୂପ ମୂଲ୍ଯବାନ ସୂର୍ୟ୍ଯକାନ୍ତମଣି ଓ ପଦ୍ମରାଗମଣି ଭଳି ଦଖାଯାେଉଥିଲା। ତାହାଙ୍କ ସିଂହାସନକୁ ମରକତମଣିର ଶାେଭା ସଦୃଶ ଗୋଟିଏ ମେଘଧନୁ ଘରେି ରହିଥିଲା।

4. ସହେି ସିଂହାସନର ଚାରିପାଖ ରେ ଆଉ ଚବିଶଟି ସିଂହାସନ ଥିଲା। ସହେି ଚବିଶଟି ସିଂହାସନ ରେ ଚବିଶ ଜଣ ପ୍ରାଚୀନ ବସିଥିଲେ। ସମାନେେ ଶୁଭ୍ରବସ୍ତ୍ର ପିନ୍ଧିଥିଲେ ଏବଂ ମସ୍ତକରେ ସୁନାର ମୁକୁଟ ପିନ୍ଧିଥିଲେ।

5. ସିଂହାସନରୁ ବିଜୁଳିର ଆଲୋକ ଓ ଘଡ଼ଘଡ଼ିର ଶବ୍ଦ ଶୁଭୁଥିଲା। ସିଂହାସନ ସାମନା ରେ ସାତାଟେି ଜ୍ବଳନ୍ତା ଦୀପ ଥିଲା। ଏହି ଦୀପଗୁଡ଼ିକ ପରମେଶ୍ବରଙ୍କର ସାତାଟେି ଆତ୍ମା ଅଟନ୍ତି।

6. ସହେି ସିଂହାସନ ସମ୍ମୁଖ ରେ କିଛି ଗୋଟିଏ କାଚର ସମୁଦ୍ର ଭଳି ଦଖାଯାେଉଥିଲା, ଯାହା ସ୍ଫଟିକପରି ସ୍ବଚ୍ଛ ଥିଲା। ସହେି ସିଂହାସନର ଚାରିପଟେ ଚା ରୋଟି ଜୀବିତ ପ୍ରାଣୀ ଥିଲେ।

7. ପ୍ରଥମ ଜୀବିତ ପ୍ରାଣୀର ଆକୃତି ସିଂହପରି। ଦ୍ବିତୀୟ ପ୍ରାଣୀ ଗୋଟିଏ ଗୋରୁ ସଦୃଶ। ତୃତୀୟ ପ୍ରାଣୀର ମୁଖ ଜଣେ ମନୁଷ୍ଯର ମୁଖ ଭଳି। ଚତୁର୍ଥ ପ୍ରାଣୀଟି ଗୋଟିଏ ଉଡ଼ନ୍ତା ଉତ୍କ୍ରୋଶ ପକ୍ଷୀ ପରି ଥିଲା।

8. ପ୍ରେତ୍ୟକକଙ୍କର ଛଅଟି ଲଖାଏଁେ ଡ଼ଣୋ ଥିଲା। ଏହି ପ୍ରାଣୀମାନଙ୍କର ଭିତର ଓ ବାହାର ଚାରିପାଖ ଆଖି ରେ ପରିପୂର୍ଣ୍ଣ ଥିଲା। ସମାନେେ ଦିନରାତି ଅବିରତ କହୁଥିଲେ :

9. ଏହି ଜୀବିତ ପ୍ରାଣୀମାନେ ସିଂହାସନ ରେ ବସିଥିବା ବ୍ଯକ୍ତିଙ୍କୁ ଗୌରବ, ସମ୍ମାନ ଓ ଧନ୍ଯବାଦ ଦିଅନ୍ତି। ସେ ସବୁଦିନ ପାଇଁ ଜୀବିତ ଅଟନ୍ତି ଏବଂ ଏହି ଜୀବିତ ପ୍ରାଣୀମାନେ ସର୍ବଦା ଏହିଭଳି କରନ୍ତି।

10. ଚବିଶଜଣ ପ୍ରାଚୀନ ବ୍ଯକ୍ତି ସିଂହାସନ ରେ ବସିଥିବା ସହେି ବ୍ଯକ୍ତିଙ୍କ ସମ୍ମୁଖ ରେ ମୁଣ୍ଡ ନୁଆଁଇ ତାହାଙ୍କୁ ପ୍ରଣାମ କରନ୍ତି। ସମାନେେ ତାହାଙ୍କ ସମ୍ମୁଖ ରେ ନିଜର ମୁକୁଟ ରଖି କହନ୍ତି :

11. ହେ ପ୍ରଭୁ ! ଆମ୍ଭର ପରମେଶ୍ବର ! ତୁମ୍ଭେ ଗୌରବ, ସମ୍ମାନ ଓ କ୍ଷମତା ପାଇବା ପାଇଁ ଯୋଗ୍ଯ ତୁମ୍ଭେ ହିଁ ଏସବୁ ସୃଷ୍ଟି କରିଅଛ। ତୁମ୍ଭ ଇଚ୍ଛା ଅନୁସାରେ ସମସ୍ତ ବିଷୟର ସୃଷ୍ଟି ହାଇେଛି ଓ ଅସ୍ତିତ୍ବ ପାଇଅଛି।

Bibles

Books

Chapters